ଏନ୍ସି କଲେଜକୁ ୨୦.୮୮ କୋଟି ମଞ୍ଜୁର
ଯାଜପୁର ଅଫିସ,୨୧ା୨:ଯାଜପୁର ଟାଉନ୍ସ୍ଥିତ ନରସିଂହ ଚୌଧୁରୀ(ଏନ୍ସି) ସ୍ବୟଂଶାସିତ କଲେଜର ନବୀକରଣ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର ୨୦କୋଟି ୮୮ ଲକ୍ଷ ୪୨ ହଜାର ଟଙ୍କା ମଞ୍ଜୁର ହୋଇଛି। ଏଥିରେ କଲେଜର ସ୍ପୋର୍ଟସ କମ୍ପ୍ଲେକ୍ସ ଏବଂ ପ୍ରଶାସନିକ, ବିଜ୍ଞାନ ଓ ବାଣିଜ୍ୟ…
ରାତିଅଧିଆ ଚାଲିଛି ଗ୍ରାମ୍ୟ ଉନ୍ନୟନ ରାସ୍ତା କାମ
କୋରେଇ,୨୧ା୨(ଡି.ଏନ.ଏ):ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ବିଭିନ୍ନ ଗ୍ରାମ ତଥା ପଞ୍ଚାୟତକୁ ସଂଯୋଗୀକରଣ ନିମନ୍ତେ ସମୁଦାୟ ୧୩ଟି ରାସ୍ତାର ମରାମତି ଓ ପ୍ରଶସ୍ତିକରଣ ଆରମ୍ଭ ହୋଇଛି । ହେଲେ ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତରେ କେତେକ କାର୍ଯ୍ୟ ରାତିଅଧିଆ ଚାଲିଥିବା ଦେଖିବାକୁ ମିଳିଛି।…
୬୪୧୨ ଜନବସତିକୁ ରାସ୍ତା ନାହିଁ
ଯାଜପୁର ଅଫିସ,୨୧ା୨: ରାଜ୍ୟରେ ଏବେବି ୬,୪୧୨ ଜନବସତିକୁ ରାସ୍ତା ସଂଯୋଗ ହୋଇପାରିନାହିଁ। ଏଥିରେ କୋରାପୁଟ ଜିଲାରେ ସର୍ବାଧିକ ୮୪୮ ଜନବସତି ରହିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ଓ୍ବାଇ)ର ସ୍ବତନ୍ତ୍ର ତଥ୍ୟଭିତ୍ତିକ ସଫ୍ଟଓ୍ବେର ‘ଅନ୍ଲାଇନ୍ ମ୍ୟାନେଜମେଣ୍ଟ ମନିଟରିଂ ଆଣ୍ଡ ଆକାଉଣ୍ଟିଂ ସିଷ୍ଟମ(ଓଏମ୍ଏମ୍ଏଏସ୍)’…
ବିକାଶରେ ବାଧକ ଶୋଚନୀୟ ରାସ୍ତା
ଯାଜପୁର ଅଫିସ,୨୦।୨: ଯାଜପୁର ଜିଲା ଗଠନ ହେବାର ୩୦ ବର୍ଷ ପରେ ବି ଲୋକଙ୍କ ଜୀବନଧାରଣ ମାନରେ ଆଶାନୁରୂପ ଉନ୍ନତି ହୋଇ ପାରିନାହିଁ। ସବୁଦିନିଆ ରାସ୍ତା ସୁଦୃଢ଼ ନ ଥିଲେ ସେହି ଅଞ୍ଚଳର ସାମାଜିକ ଓ ଅର୍ଥନୈତିକ, ସ୍ବାସ୍ଥ୍ୟ, ଶିକ୍ଷା, କୃଷି,…
ଦୀପରୁ ନିଆଁ ଲାଗି ମହିଳା ଗୁରୁତର
କଳିଙ୍ଗନଗର,୧୯।୨(ଡି.ଏନ.ଏ.): ବ୍ୟାସନଗର ସହରର ପ୍ରିୟଦର୍ଶିନୀ ମାର୍ଗ ୧୫ନଂ. ୱାର୍ଡରେ ଥିବା କପିଳେଶ୍ୱର ଶିବମନ୍ଦିରରେ ଶନିବାର ମହାଶିବରାତ୍ରି ଉପଲକ୍ଷେ ଦୀପ ଜାଳୁଥିବାବେଳେ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ପ୍ରିୟଦର୍ଶିନୀ ରୋଡ ଅଞ୍ଚଳର ପ୍ରଭାସିନୀ ଖିଲାର(୫୯)। ତାଙ୍କୁ ତୁରନ୍ତ…
ଗୋଲେଇ ନିର୍ମାଣରେ ବିଳମ୍ବ ଯୋଗୁ ବଢୁଚି ଦୁର୍ଘଟଣା
କଳିଙ୍ଗନଗର,୧୮ା୨(ଡି.ଏନ୍.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ଖୁରୁଣ୍ଟି ଛକ ଗୋଲେଇ ନିର୍ମାଣରେ ଆହେତୁକ ବିଳମ୍ବ ହେଉଛି l ଠିକା ସଂସ୍ଥାର ମନମୁଖୀ କାର୍ଯ୍ୟ ପାଇଁ ବର୍ଷାଧିକ କାଳ ଯାତ୍ରୀ ବହୁ ହିନସ୍ତା ଭୋଗୁଛନ୍ତି l ଏପରିକି ଠିକା ସଂସ୍ଥା ମୂଖ୍ୟ ରାସ୍ତାରେ ଅଧାପନ୍ତରିଆ କାମ…
ଆବର୍ଜନା ମୁକ୍ତ ହେବ ଗାଁ ଦାଣ୍ଡ
ରସୁଲପୁର,୧୮ା୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା ପଞ୍ଚାୟତରକୁ ସ୍ବଚ୍ଛ ଓ ସୁସ୍ଥ ପଞ୍ଚାୟତ ଗଠନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଗାଁ କଲ୍ୟାଣ ସମିତି ଓ ସ୍ବେଚ୍ଛାସେବୀ ଅନୁଷ୍ଠାନ ଗ୍ରାମୀଣ ଏକତା ମଞ୍ଚର ମିଳିତ ସହଯୋଗରେ ସଫେଇ କାର୍ଯ୍ୟକୁ ପରିଚାଳନା କରାଯାଉଛି ା…
ରାତି ଉଜାଗର ରହିବେ ପଞ୍ଚ ଦେବତା
ପ୍ରଦୀପ୍ତ କୁମାର ପୃଷ୍ଟି ଚଣ୍ଡିଖୋଲ, ୧୮ା୨: ମହାଶିବରାତ୍ରି ଜାଗର ଅବସରରେ ଯାଜପୁର ଜିଲାର ପ୍ରସିଦ୍ଧ ଶୈବପୀଠ ମହାବିନାୟକ ମନ୍ଦିରରେ ନିଆରା ପରମ୍ପରା ଦେଖିବାକୁ ମିଳିଥାଏ। ଏଠାରେ ପଞ୍ଚ ଦେବତା ପୂଜା ପାଇଥାନ୍ତି। ରାତ୍ରି ସାରା ପଞ୍ଚ ଦେବତା ଉଜାଗର ରହିଥାନ୍ତି। ସେହି…
ଝିଅ ବାହାଘର ପାଇଁ ଟଙ୍କା ଉଠାଇ ଫେରୁଥିଲେ ବାପା: ଝାମ୍ପି ନେଇଥିବା ଲୁଟେରାଙ୍କୁ ବାନ୍ଧିଲା ପୋଲିସ
ଯାଜପୁର ଅଫିସ,୧୭।୨: ଯାଜପୁର ଜିଲା ଧର୍ମଶାଳା ପୋଲିସ ୨ ଲୁଟେରାଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ନଗଦ ୪ ଲକ୍ଷ ୨୦ ହଜାର ଟଙ୍କା ଜବତ କରିଛି। ଏହା ସହ ଦୁଇଟି ମୋବାଇଲ, ମନିପର୍ସ ଜବତ ହୋଇଥିବା ନେଇ ଅତିରିକ୍ତ ଏସ୍ପି…
କାମ ନ କରି ଅର୍ଥ ଆତ୍ମସାତ୍ ଉଦ୍ୟମ
କୋରେଇ,୧୭ା୨(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ୍ ଅଧୀନ ବିଭିନ୍ନ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ଦୁର୍ନୀତି ବଢ଼ିବାରେ ଲାଗିଛି। କେଉଁଠି ମେଶିନରେ କାମ ହେଉଛି ତ ଆଉ କେଉଁଠି କେବଳ ଫଳକ ଲଗାଇ…
୩ ଦିନ ହେବ ନିଖୋଜ ଥିଲେ ବ୍ୟବସାୟୀ, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ
ଛତିଆ,୧୬l୧(ଡି.ଏନ.ଏ.): ବଡ଼ଚଣା ବ୍ଲକ ଛତିଆ ଅଞ୍ଚଳର ଯୁବ ବ୍ୟବସାୟୀ ହିମାଂଶୁ ଦାସଙ୍କ ଝୁଲନ୍ତା ମୃତଦେହ କଟକ ଯାଜପୁର ସୀମାନ୍ତ ଜଙ୍ଗଲରୁ ଟାଙ୍ଗୀ ପୋଲିସ ଜବତ କରିଛି। ମୃତକ ଦାସ ଦୀର୍ଘଦିନ ଧରି ଛତିଆ ବଜାରରେ ଏକ ଷ୍ଟେଶନାରୀ ଦୋକାନ କରିଥିଲେ। ହେଲେ…
ହାଇଲେଭଲ କେନାଲ ରାସ୍ତା ନିର୍ମାଣରେ ଅନିୟମିତତା
ଚଣ୍ଡିଖୋଲ,୧୫ା୨(ଡି.ଏନ.ଏ.): ଚାର୍ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନ ବଡ଼ଚଣା ଉପଖଣ୍ଡରେ ଚାଲିଛି ବୈରୀଠାରୁ ଚଣ୍ଡିଖୋଲ ପର୍ଯ୍ୟନ୍ତ ହାଇଲେଭଲ କେନାଲ ରାସ୍ତା ଉନ୍ନତୀକରଣ କାର୍ଯ୍ୟ। ମାତ୍ର ଏହି କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏହି କେନାଲ ବନ୍ଧ ରାସ୍ତାଟି ପୂର୍ବରୁ ଜାରକା…
Archives


