ବରୀ,୧୪ା୪(ଡି.ଏନ.ଏ.): ପ୍ରତିବର୍ଷ ପଣା ସଂକ୍ରାନ୍ତିରେ ବରୀ ବ୍ଲକ ଅଧୀନ ରତ୍ନଗିରିସ୍ଥିତ ମହାକାଳ ମନ୍ଦିରରେ ବାପ-ପୁଅଙ୍କ ମିଳନ ହୋଇଥାଏ। ଏହି ଦିନ ବିଶ୍ୱପ୍ରସିଦ୍ଧ ବୌଦ୍ଧ କୀର୍ତ୍ତିରାଜି ବିମଣ୍ଡିତ ରତ୍ନଗିରି ପାହାଡ଼ ଉପରେ ଥିବା ଧର୍ମରାଜ ମହାକାଳଙ୍କ ପୀଠରେ ପ୍ରସିଦ୍ଧ ଚାଙ୍ଗୁଡ଼ା ଯାତ୍ରା...
ରସୁଲପୁର,୧୩।୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପ୍ରସିଦ୍ଧ ଐତିହାସିକ ସିଂହାପୁର ଯାତ୍ରା ୧୪ତାରିଖରୁ ଆରମ୍ଭ ହେବ। ଏହାକୁ ନେଇ ପ୍ରସ୍ତୁତି ଜୋରଦାର ହୋଇଛି। ମଧୁତୀର୍ଥ ପୁଷ୍କରିଣୀ ତଟସ୍ଥ ମଦନମୋହନ ମନ୍ଦିର, ପ୍ରଭୁ ନାରାୟଣ ଗୋସାଇଁଙ୍କ ସ୍ଥଳଦେଶର ସିଂହାସିନ ଓ ମନ୍ଦିର ନାନା...
ଯାଜପୁର ଅଫିସ,୧୩।୪: ଯାଜପୁର ଜିଲା ସଂସ୍କୃତି ପରିଷଦ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ଜିଲା ସଂସ୍କୃତି ଭବନ ପରିଷଦ ଅଧ୍ୟକ୍ଷ ଚକ୍ରବର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରି ସଂସ୍କୃତିର ବିକାଶ, ସାଂସ୍କୃତିକ...
Archives
Model This Week
ପିଲାଙ୍କ ଧରିତ୍ରୀ