ଯାଜପୁର

୩ ଦିନ ହେବ ନିଖୋଜ ଥିଲେ ବ୍ୟବସାୟୀ, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ଛତିଆ,୧୬l୧(ଡି.ଏନ.ଏ.): ବଡ଼ଚଣା ବ୍ଲକ ଛତିଆ ଅଞ୍ଚଳର ଯୁବ ବ୍ୟବସାୟୀ ହିମାଂଶୁ ଦାସଙ୍କ ଝୁଲନ୍ତା ମୃତଦେହ କଟକ ଯାଜପୁର ସୀମାନ୍ତ ଜଙ୍ଗଲରୁ ଟାଙ୍ଗୀ ପୋଲିସ ଜବତ କରିଛି। ମୃତକ ଦାସ ଦୀର୍ଘଦିନ ଧରି ଛତିଆ ବଜାରରେ ଏକ ଷ୍ଟେଶନାରୀ ଦୋକାନ କରିଥିଲେ। ହେଲେ…

ହାଇଲେଭଲ କେନାଲ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୧୫ା୨(ଡି.ଏନ.ଏ.): ଚାର୍‌ବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନ ବଡ଼ଚଣା ଉପଖଣ୍ଡରେ ଚାଲିଛି ବୈରୀଠାରୁ ଚଣ୍ଡିଖୋଲ ପର୍ଯ୍ୟନ୍ତ ହାଇଲେଭଲ କେନାଲ ରାସ୍ତା ଉନ୍ନତୀକରଣ କାର୍ଯ୍ୟ। ମାତ୍ର ଏହି କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏହି କେନାଲ ବନ୍ଧ ରାସ୍ତାଟି ପୂର୍ବରୁ ଜାରକା…

ବିସ୍ଥାପନ ଅପେକ୍ଷାରେ ୪ ଗ୍ରାମର ବାସିନ୍ଦା

କଳିଙ୍ଗନଗର,୧୫ା୨(ଡି.ଏନ୍‌.ଏ.): ବିସ୍ଥାପନ ପ୍ରସଙ୍ଗ ବୁଝିବାକୁ ପ୍ରଶାସନସ୍ତରରେ ରହିଥିବା ପରାମର୍ଶଦାତା କମିଟି ଦୀର୍ଘଦିନରୁ ସ୍ଥାଣୁ ପାଲଟି ଯାଇଥିବା ଅଭିଯୋଗ ହୋଇଛି। ବିସ୍ଥାପିତ ହେବାକୁ ଥିବା ଗ୍ରାମବାସୀ ସୋମବାର ଯାଜପୁର ରୋଡଠାରେ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ ଶିବିରରେ ଏହି ପ୍ରସଙ୍ଗରେ…

ଧିମେଇ ଚାଲିଛି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ କୋଠା ନିର୍ମାଣ

ଚଣ୍ଡିଖୋଲ,୧୪ା୨(ଡି.ଏନ.ଏ.):ଚଣ୍ଡିଖୋଲସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଏହାର ପରିବର୍ଦ୍ଧିତ କାର୍ଯ୍ୟାଳୟର ନୂତନ ଗୃହ ନିର୍ମାଣ ଦୀର୍ଘ ୩ ବର୍ଷ ହେଲା ଚାଲିଥିଲେ ମଧ୍ୟ ଶେଷ ହେବାର ନାଁ ଧରୁନି। ଚାରବାଟିଆ ପୂର୍ତ୍ତବିଭାଗ ଅଧୀନରେ ବଡ଼ଚଣା ଉପଖଣ୍ଡ କାର୍ଯ୍ୟାଳୟ ଦ୍ୱାରା କରାଯାଉଥିବା ଏହି…

ବୃଦ୍ଧା ବାପାଙ୍କ କାନ୍ଧରେ ଯୁବା ପୁଅର ବୋଝ

ଚଣ୍ଡିଖୋଲ,୧୪ା୨(ଡି.ଏନ.ଏ.):ଯେଉଁ ବୟସରେ ପୁଅ ଖଟି ରୋଜଗାର କରି ନିଜ ପିତାମାତାଙ୍କୁ ପ୍ରତିପୋଷଣ କରିବାର କଥା ସେତେବେଳେ ବୃଦ୍ଧ ବାପାଙ୍କ ଉପରେ ବୋଝ ପାଲଟିଛନ୍ତି ୩୦ବର୍ଷର ପୁଅ ା ଭାଗ୍ୟର ବିଡ଼ମ୍ବନା, ଯେଉଁ ଯନ୍ତ୍ରଣା କି କହିହୁଏ ନାହିଁ କି ସହି ହୁଏ…

ଗରିବଙ୍କ ପାଇଁ ଆବାସ ଯୋଜନା ସ୍ୱପ୍ନ

କୋରେଇ,୧୪ା୨(ଡି.ଏନ.ଏ.):ଯାଜପୁର ଜିଲା କୋରେଇ ବ୍ଲକ୍‌ ଅନ୍ତର୍ଗତ ୨୮ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସକୁ ନେଇ ଦିନକୁ ଦିନ ଅସନ୍ତୋଷ ଘନୀଭୂତ ହେବାରେ ଲାଗିଛି । ଆବାସ ଯୋଜନାରେ ପକ୍କାଘର ଖଣ୍ଡେ ପାଇବାକୁ ଗରୀବ ହିତାଧିକାରୀମାନେ ପଞ୍ଚାୟତଠାରୁ ବ୍ଲକ୍‌ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଦୌଡ଼ି ନୟାନ୍ତ…

ଜଳିଗଲା ୬ ବଖରା : ୨ ଗାଈ, ୭ ଛେଳି ଜୀବନ୍ତ ଦଗ୍ଧ

ସିଂହପୁର,୧୩।୨(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରୀ ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୬ ପରିବାରର ୬ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଜରୀ ଗ୍ରାମର ରାଜେନ୍ଦ୍ର ମଲିକ,…

୫ ଦଫା ଦାବିରେ ଆଦିବାସୀଙ୍କ ରେଳପଥ ଅବରୋଧ

କଳିଙ୍ଗନଗର,୧୨।୨(ଡି.ଏନ.ଏ.): ସାଙ୍ଗେଲ ଅଭିଯାନ କେନ୍ଦୁଝର ଜୋନାଲ କମିଟି ପକ୍ଷରୁ ଶନିବାର ୫ ଦଫା ଦାବିରେ ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନରେ ରେଳପଥ ଅବରୋଧ କରାଯାଇଛି। ମାରାଂବୁରୁ ଅର୍ଥାତ ପାରସନାଥ ପର୍ବତ ଜୈନ ଧର୍ମାବଲମ୍ବୀଙ୍କଠାରୁ ଫେରାଇ ଆଦିବାସୀ ସମାଜକୁ ହସ୍ତାନ୍ତର କରିବା, ୧୫ ନଭେମ୍ବର…

ଫାର୍ମ ହାଉସ୍‌ରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ପାଣିକୋଇଲି,୧୨।୨(ଡି.ଏନ.ଏ.): ପାଣିକୋଇଲି ଥାନା ପାଣିକୋଇଲି ପଞ୍ଚାୟତ ଅନ୍ତର୍ଗତ ମଣିପୁର ଗ୍ରାମରେ ଥିବା ଏକ ଫାର୍ମ ହାଉସରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଫାର୍ମ ହାଉସରେ ଥିବା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ଓ ଗଛ ଜଳି ପାଉଁଶ…

ଜାଭେଦ୍‌ ଅଲ୍ଲୀଙ୍କ ସଂଗୀତରେ ଝୁମିଲେ ଦର୍ଶକ

ଯାଜପୁର ଟାଉନ,୧୨।୨(ଡି.ଏନ.ଏ.): ଯାଜପୁର ଜିଲା ମହୋତ୍ସବର ୪ର୍ଥ ସନ୍ଧ୍ୟା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲିଉଡ୍‌ ଓ ଓଲିଉଡ୍‌ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଓଲିଉଡ୍‌ ଗାୟିକା ସୋହିନି, ଶଶାଙ୍କ ଶେଖର, ଅମ୍ରିତା ଭାରତୀ ପଣ୍ଡାଙ୍କ ସଂଗୀତ ଦର୍ଶକଙ୍କ…

ଖଣିଜ ପାଣ୍ଠିରୁ ନିର୍ମାଣ ହେବ ମଣ୍ଡି

ଯାଜପୁର ଅଫିସ,୧୨।୨: ରାଜ୍ୟରେ ଖରିଫ ଋତୁ ଧାନ ସଂଗ୍ରହ ଚାଲିଥିବାବେଳେ ମଣ୍ଡିରେ ଆବଶ୍ୟକ ଭିତ୍ତିଭୂମି ଅଭାବରୁ ଚାଷୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିପୁଳ ସଂଖ୍ୟାରେ ଧାନ ବସ୍ତା ମଣ୍ଡିରେ ପଡ଼ି ରହୁଥିବା ବିଧାନସଭାରେ ଅଭିଯୋଗ ହୋଇଥିଲା। ତଦନୁଯାୟୀ ରାଜ୍ୟ ସରକାରଙ୍କ…

ବିଜୁ ସେତୁ ନିର୍ମାଣସ୍ଥଳକୁ ନେଇ ତେଜୁଛି ଅସନ୍ତୋଷ

କୋରେଇ,୧୧ା୨(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାରେ ସୁଧାର ପାଇଁ ରାଜ୍ୟ ସରକାର ୨୦୧୧ରେ ଆରମ୍ଭ କରିଥିବା ବିଜୁ ସେତୁ ଯୋଜନାର ସଫଳ ରୂପାୟନ ପରାହତ ହୋଇଛି। କେତେଜଣ ଠିକାଦାର ଓ ଅଧିକାରୀଙ୍କ ଲାଭଖୋର ମନୋଭାବ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?