ଉପେକ୍ଷାର ବର୍ଷ ୨୦୨୨
ଯାଜପୁର ଅଫିସ,୨୯ା୧୨: ଯାଜପୁର ଜିଲା ପାଇଁ ୨୦୨୨ ମସିହା ଥିଲା କେତେକ ଉପଲବ୍ଧି ଓ ଉପେକ୍ଷାର ବର୍ଷ । ଯାଜପୁର-କେନ୍ଦୁଝର ରୋଡ଼ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ଏବଂ ଏଠାରୁ ଧାମରାକୁ ରେଳପଥ ସଂଯୋଗ ପ୍ରସଙ୍ଗରେ କେନ୍ଦ୍ର ସରକାର ଆଦୌ ଦୃଷ୍ଟି ଦେଇ…
ବଡ଼ଚଣାରେ ବଢୁଛି ହାତୀ ଉପଦ୍ରବ
ଛତିଆ,୨୮ା୧୨(ଡି.ଏନ.ଏ.): ବଢୁଛି ହାତୀ ଉପଦ୍ରବ। ଦିନକୁ ଦିନ ଆତଙ୍କିତ ଅବସ୍ଥାରେ ଜନସାଧାରଣ। ବନ ବିଭାଗ ଅପାରଗତା ପାଇଁ ଜନବସତି ମୁହାଁ ହେଉଛନ୍ତି ଗଜରାଜ। ଯାଜପୁର ଜିଲା ବୈରୀ ବନ ବିଭାଗ ଅଧୀନ ପାରିଆ, ସମିଆ, ସୋଲର ଓ ବୈରୀ ପଞ୍ଚାୟତ ସମେତ…
ଜମି ରହୁଛି ବନ୍ୟାପାଣି, ଚାଷୀ କ୍ଷତିଗ୍ରସ୍ତ
ଯାଜପୁର ଅଫିସ/ପ୍ରୀତିପୁର (ଡି.ଏନ.ଏ.),୨୭ା୧୨:ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଞ୍ଚଳର ଅଧିକାଂଶ ଚାଷୀ ପ୍ରାୟ ପ୍ରତିବର୍ଷ ଛୋଟବଡ଼ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହେଉଛନ୍ତି। ଏଥିଯୋଗୁ ଚାଷୀମାନଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ହେବା ସହ ପାରିବାରିକ ଅଶାନ୍ତି ବଢ଼ିବାରେ ଲାଗିଛି। ବନ୍ୟା ଜଳ ନିଷ୍କାସନର…
ସମ୍ପତ୍ତି ବିବରଣୀ ପ୍ରଦାନରେ ଅବହେଳା
ଯାଜପୁର ଅଫିସ,୨୭ା୧୨:ରାଜ୍ୟରେ ଶିକ୍ଷା, ସ୍ବାସ୍ଥ୍ୟ, ପୋଲିସ, ଅମଲା, କ୍ରୀଡ଼ା, ପରିବହନ, ଯୋଗାଣ ଭଳି ଅନେକ ବିଭାଗରେ ଦୁର୍ନୀତି ଦେଖିବାକୁ ମିଳୁଛି। ବଡ଼ବଡ଼ିଆ ଅଫିସରଙ୍କଠାରୁ ଆରମ୍ଭ କରି ଯନ୍ତ୍ରୀ, ମନ୍ତ୍ରୀ, କିରାଣି ପ୍ରମୁଖ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରି ଧରା ପଡୁଛନ୍ତି।…
ରାତିଅଧିଆ ମୋରମ ଚୋରାଚାଲାଣ
ରସୁଲପୁର,୨୬ା୧୨(ଡି.ଏନ.ଏ.):ରସୁଲପୁର ତହସିଲ ପହଁଗା ରାଜସ୍ବ ନିରୀକ୍ଷକ ସର୍କଲ ଅଧୀନ ଲକ୍ଷ୍ମୀନଗର ପଞ୍ଚାୟତ ବାଲିଆପଶି ଗାଁର କାଜୁ ଜଙ୍ଗଲ ନିକଟସ୍ଥ ମଙ୍ଗଳା ମନ୍ଦିର ପାଖରୁ ରାତିଅଧିଆ ମୋରମ ଚୋରା ଚାଲାଣ ହେଉଛି। ହେଲେ ଏନେଇ ତହସିଲ ପ୍ରଶାସନ ପାଖରେ ଖବର ନ ଥିବା…
ପରିବା ବ୍ୟବସାୟୀଙ୍କ ଝିଅ ଉତ୍କଳ ବିଶ୍ୱବିଦ୍ୟାଳୟ ଟପ୍ପର
ରସୁଲପୁର,୨୬ା୧୨(ଡି.ଏନ.ଏ.):ରସୁଲପୁର ବ୍ଲକ ଅଧୀନ ଓଡ଼ିଶୋ ପଞ୍ଚାୟତ ମାନପୁର ଗାଁର ପରିବା ବ୍ୟବସାୟୀ ନାରାୟଣ ପଣ୍ଡାଙ୍କ ଝିଅ ସଂଘମିତ୍ରା ପଣ୍ଡା ଉତ୍କଳ ବିଶ୍ୱବିଦ୍ୟାଳୟ ଟପ୍ପର ହୋଇଛନ୍ତି। ସେ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ ବିଷୟ ସ୍ନାତକୋତ୍ତର ପରୀକ୍ଷାରେ ଶ୍ରେଷ୍ଠ ସ୍ଥାନ ଅଧିକାର କରି…
ନଦୀବନ୍ଧ ନିର୍ମାଣ ପାଇଁ ୧୮.୭ କୋଟି ମଞ୍ଜୁର
ଯାଜପୁର ଅଫିସ,୨୬ା୧୨:ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ, ବୁଢ଼ା, ଖରସ୍ରୋତା, ବିରୂପା, କାଣୀ ଆଦି ନଦୀର ବନ୍ୟା ଜଳ ତଟାଞ୍ଚଳବାସୀଙ୍କ ପାଇଁ କାଳ ହୋଇଛି। ଜିଲାରେ ଗତ ୧୭ ବର୍ଷରେ ନିୟମିତ ବ୍ୟବଧାନରେ ୬ଟି ବଡ଼ ବନ୍ୟା ଲୋକଙ୍କ ଆର୍ଥିକ…
ମୁକୁଳା ଟ୍ରାନ୍ସଫର୍ମରରେ ଲାଗିଲା ଅସ୍ଥାୟୀ ବାଡ଼
ରସୁଲପୁର,୨୫ା୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ କୁଆଖିଆ ବାଜରର ବିଜୁ ଗ୍ରାମୀଣ ବଜାର ବିଏସ୍ ଆଗ୍ରୋ ଡିଲର ପଏଣ୍ଟ୍ ସମ୍ମୁଖରେ ମୁକୁଳା ଟ୍ରାନ୍ସଫର୍ମର ଚାରିପଟେ ଅସ୍ଥାୟୀ ବାଉଁଶବାଡ଼ ବୁଲାଇବା ଦିଗରେ ବିଦ୍ୟୁତ ବିତରଣ କମ୍ପାନୀ ଟାଟା ପାୱାର ଅଧିକାରୀ ତପତ୍ରତା ଦେଖାଇଛନ୍ତି। ବିଭାଗର…
ବିପଦରେ ବୌଦ୍ଧସ୍ତୂପ ପାରାଭାଡ଼ି
ଚଣ୍ଡିଖୋଲ,୨୫ା୧୨(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ବୌଦ୍ଧ ପୀଠ ଲଲିତଗିରି ସଂଲଗ୍ନ ପାରାଭାଡ଼ି ପାହାଡ଼ ପ୍ରାଚୀନ ବୌଦ୍ଧସ୍ତୂପ ପାଇଁ ବେଶ ପରିଚୟ ସୃଷ୍ଟି କରିଛି। ମାତ୍ର ରାଜ୍ୟ ସରକାର ଏହି ପାହାଡ଼ରୁ ଖାଣ୍ଡୋଲାଇଟ ପଥର ଖନନ କରାଯିବ ବୋଲି ନିଷ୍ପତ୍ତି ନେଲା ପରେ ଏବେ ପାହାଡ଼ଟି…
ସୀମା ଲଂଘିଛି ବୈତରଣୀ ନଦୀପଠାରୁ ବେଆଇନ ବାଲି ଉତ୍ତୋଳନ, ମାନୁଆଲ ପରିବର୍ତ୍ତେ ମେଶିନ ବ୍ୟବହାର
ଯାଜପୁର ଅଫିସ,୨୫।୧୨: ବ୍ୟାସନଗର ତହସିଲ ଅଧୀନ ସାଆଁଳାଠାରୁ ଦଶରଥପୁର ତହସିଲର ଧରମପୁର ପର୍ଯ୍ୟନ୍ତ ବୈତରଣୀ ନଦୀପଠାରୁ ବେଆଇନ ବାଲି ଉତ୍ତୋଳନ ସୀମା ଲଂଘିଛି। ଏପରିକି ବୈତରଣୀ ନଦୀବନ୍ଧକୁ କାଟି ବାଲି ପରିବହନ ହେଉଥିବାରୁ ବନ୍ୟା ପ୍ରଭାବିତ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ…
ପୁଅଙ୍କୁ ମିଳିବେନି ଝିଅ
ଯାଜପୁର ଅଫିସ,୨୫ା୧୨: ନ୍ୟାଶନାଲ ଫ୍ୟାମିଲି ହେଲ୍ଥ ସର୍ଭେ-୫ (ଏନ୍ଏଫ୍ଏଚ୍ଏସ୍) ରିପୋର୍ଟ ୨୦୧୯-୨୦୨୧ ଅନୁସାରେ ଝିଅ ଜନ୍ମ ଅନୁପାତ ଉଦ୍ବେଗଜନକ ରହିଛି। ଏହି ରିପୋର୍ଟରେ ୧୦୦୦ ପୁଅରେ ଭାରତରେ ୯୨୯, ଓଡ଼ିଶାରେ ୮୯୪ ଏବଂ ଯାଜପୁର ଜିଲାରେ ୮୯୮ ଝିଅ ଜନ୍ମ ହୋଇଛନ୍ତି।…
ପୁସ୍ତକ ଜୀବନର ଗତିପଥ ବଦଳାଇଥାଏ
ଯାଜପୁର ଟାଉନ, ୨୪ା୧୨ (ଡି.ଏନ.ଏ.): ଅନନ୍ୟା ସାହିତ୍ୟ ସଂସଦ ଏବଂ ଯାଜପୁର ସଂସ୍କୃତି ପରିଷଦ ମିଳିତ ଆନୁକୂଲ୍ୟରେ ଦ୍ୱାଦଶ ଯାଜପୁର ରାଜ୍ୟସ୍ତରୀୟ ପୁସ୍ତକମେଳା ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ…
Archives


