ଯାଜପୁର

ନିଶାମୁକ୍ତିରେ ବିନିଯୋଗ ହେବ ଡିଏମ୍‌ଏଫ୍‌

ଯାଜପୁର ଅଫିସ,୧୫ା୧୨: ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ନିଶାମୁକ୍ତ ଭାରତ ଅଭିଯାନ(ଏନ୍‌ଏମ୍‌ବିଏ) କାର୍ଯ୍ୟକାରୀ ହେଉଛି। ଯୁବା ଓ ଶୈଶବ, ମହିଳା ଶିକ୍ଷାନୁଷ୍ଠାନ ଆଦିି ସ୍ଥାନରେ ନିଶା ଚାହିଦା ହ୍ରାସ କରିବା ଏହି ଅଭିଯାନର ଲକ୍ଷ୍ୟ ରହିଛି। ଏହାସହ ନିଶାସକ୍ତ…

ବିକଳ୍ପ ବ୍ୟବସ୍ଥା ଆପଣେଇଲେ ସରକାର

ରସୁଲପୁର,୧୨ା୧୨(ଡି.ଏନ.ଏ.): ରାଜ୍ୟରେ ଅଙ୍ଗନୱାଡି କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ନଭେମ୍ବର ୨୧ରୁ ଆନ୍ଦୋଳନ ଆରମ୍ଭ ହୋଇ ୨୧ଦିନରେ ପହଞ୍ଚତ୍ଲାଣି। ଫଳରେ ଅଧିକାଂଶ ଅଙ୍ଗନୱାଡି କେନ୍ଦ୍ରରେ ତାଲା ଝୁଲୁଛି। କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ଘରକୁ ରାଶନ ସାମଗ୍ରୀ ଯୋଗାଇବା କାର୍ଯ୍ୟ ଠପ୍‌…

ଆଭା ପଞ୍ଜୀକରଣରେ ଓଟିପି ବାଧକ

ରସୁଲପୁର,୧୨ା୧୨(ଡି.ଏନ.ଏ.): ଆୟୁଷମାନ ଭାରତ ଯୋଜନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଟଣାଓଟରା ଲାଗି ରହିଛି। ରାଜ୍ୟ ସରକାର ଆୟୁଷମାନ ଭାରତର ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାକୁ ମୁହଁ ମୋଡୁଛନ୍ତି। ହେଲେ ଆୟୁଷମାନ ଭାରତ ହେଲ୍‌ଥ ଆକାଉଣ୍ଟ(ଆଭା)କୁ ଗ୍ରହଣ କରିଛନ୍ତି। ଆଧାର…

ନଦୀପଠାରୁ ଗଛକଟା ଘଟଣାର ତଦନ୍ତ

ପାଣିକୋଇଲି,୧୧ା୧୨(ଡି.ଏନ.ଏ.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତର ବରପଦା ମୌଜାରୁ ରାତିଅଧିଆ ଶତାଧିକ ଗଛ କଟାଯିବା ନେଇ ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଛି। ବ୍ୟାସନଗର ତହସିଲଦାର ଅଶୋକ କୁମାର ମାଝି ଓ ଥାନାଧିକାରୀ ଚିନ୍ମୟୀ ବେହେରା ସଦଳବଳ ଘଟଣାସ୍ଥଳରେ…

ଭଙ୍ଗା କୁଡ଼ିଆରେ ଅଲେଖଙ୍କ ପରିବାର

ସିଂହପୁର,୧୧ା୧୨(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ୍‌ ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମ ତୋଟା ସାହିର ଅଲେଖ ମଳିକଙ୍କ ପାଇଁ ସରକାରୀ ଯୋଜନା ସାତ ସପନ ପାଲଟିଛି। ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇ ତାଙ୍କ ପରିବାର ଭଙ୍ଗା କୁଡ଼ିଆରେ ଜୀବନ କାଟୁଛନ୍ତି। ଅଲେଖଙ୍କ ପରିବାର…

ଫଳକରେ ସୀମିତ ଗଣ୍ଡାନାଳ ବିଜୁ ସେତୁ

କଳିଙ୍ଗନଗର,୧୧ା୧୨(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳସ୍ଥିତ ଦାନଗଦି ବ୍ଲକ୍‌ର ରାଣୀପଡ଼ା ଏବଂ ଓଲ୍ଲଳ ପଞ୍ଚାୟତ ମଧ୍ୟ ଦେଇ ପ୍ରବାହିତ ହେଉଛି ଚିରସ୍ରୋତା ଗଣ୍ଡାନାଳ। ବର୍ଷ ତମାମ ଏହି ନାଳରେ ପାଣିରେ ପଶି ଲୋକେ ଯାତାୟାତ କରୁଥିବାବେଳେ ବର୍ଷା ଦିନେ ବହୁ ହଇରାଣ ହରକତ ହେଉଛନ୍ତି।…

ବାଲି ଉଠାଣ ପାଇଁ ନଦୀପଠାରୁ ଗଛ କାଟିଦେଲେ

ପାଣିକୋଇଲି,୯ା୧୨(ଡି.ଏନ.ଏ.):ନଦୀରୁ ବାଲି ଉଠାଇବା ପାଇଁ ରାତାରାତି ମେଶିନ ସାହାଯ୍ୟରେ ଶତାଧିକ ଗଛ କାଟି, ପିଣ୍ଡି ଭାଙ୍ଗି ରାସ୍ତା ନିର୍ମାଣ କରାଯାଇଛି। ଏନେଇ ଯାଜପୁର ଜିଲା ପାଣିକୋଇଲି ଥାନାରେ ଅଭିଯୋଗ ହୋଇଛି। ଲିଙ୍ଗେଶ୍ୱର ଉନ୍ନୟନ କମିଟି ସମ୍ପାଦକ ପ୍ରଦୀପ କୁମାର ଧଳ ଥାନାରେ…

ସରକାରୀ ଯୋଜନା ସାତସପନ, ଭଙ୍ଗାଘରେ ବିତୁଛି ଜୀବନ

ସିଂହପୁର,୮।୧୨(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରୀ ପଞ୍ଚାୟତ ଜରୀ ଗ୍ରାମ ତୋଟା ସାହିର ଅଲେଖ ମଳିକଙ୍କ ପାଇଁ ସରକାରୀ ଯୋଜନା ସାତସପନ ପାଲଟିଛି। ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ହୋଇ ଭଙ୍ଗା କୁଡିଆରେ ଜୀବନ କାଟୁଛନ୍ତି। ସୂଚନାଯୋଗ୍ୟ, ଜରୀ…

୧ କିଲୋମିଟରକୁ ଘଣ୍ଟାଏ ଲାଗୁଛି

କାଳିଆପାଣି,୮ା୧୨(ଡି.ଏନ.ଏ.): କାଳିଆପାଣି ଖଣି ଅଞ୍ଚଳରେ ଟ୍ରାଫିକ୍‌ ସମସ୍ୟା ଅସମ୍ଭାଳ ହୋଇ ପଡ଼ିଛି। ଏଠାରେ ଚାଲିଚାଲି, ବାଇକ୍‌ରେ ଓ କିମ୍ବା କାର୍‌ରେ ଗୋଟିଏ କିଲୋମିଟର ରାସ୍ତା ଅତିକ୍ରମ କରିବାକୁ ହେଲେ ଏକ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଲାଗୁଛି। ଫଳରେ ଏହାକୁ ନେଇ ଜନ…

ଡିଇଇ ପରେ ଏବେ ଏଚ୍‌ଏସ୍‌ଇ

ଯାଜପୁର ଅଫିସ,୮ା୧୨: ରାଜ୍ୟର ବିଭିନ୍ନ ସ୍ଥାନରେ ନକଲି ବିଏଡ୍‌/ସିଟି ଡିଗ୍ରିଧାରୀ ଏବଂ ନକଲି ଆଦିବାସୀ ପ୍ରମାଣପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ନିଯୁକ୍ତି ପାଇବା ଏବେ ସାଧାରଣ କଥା ହୋଇଛି। ଏନେଇ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ (ଡିଇଇ) ପକ୍ଷରୁ ବାରମ୍ବାର ସମ୍ପୃକ୍ତ…

ହୋଟେଲରେ ଲାଗିଲା ନିଆଁ

ଯାଜପୁର ଅଫିସ,୭।୧୨: ଯାଜପୁର ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସାମ୍ନାରେ ଥିବା ଏକ ରୁଚିକା ହେଟେଲରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଖବରପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ…

କଳାପଟା ନାହିଁ, କବାଟରେ ଲେଖା ହେଲା ପ୍ରଶ୍ନ

ଧର୍ମଶାଳା,୭ା୧୨(ଡି.ଏନ୍‌.ଏ.): ବିଦ୍ୟାଳୟଗୁଡ଼ିକର ଭୂତ୍ତିଭୂମି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ୫-ଟି ମାଧ୍ୟମରେ ବିପୁଳ ଟଙ୍କା ବ୍ୟୟ କରିଚାଲିଛନ୍ତି। ହେଲେ ଯାଜପୁର ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଏହି ଜିଲାର ଧର୍ମଶାଳା ବ୍ଲକ ଅନ୍ତର୍ଗତ ଅଣ୍ଟିଆ ଗ୍ରାମରେ ଥିବା ୫-ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri