ଯାଜପୁର

ଓଡ଼ିଶା କଳା, ହସ୍ତଶିଳ୍ପର ଚମତ୍କାର ରାଜ୍ୟ: ମୁଖ୍ୟମନ୍ତ୍ରୀ

ଯାଜପୁର ଅଫିସ/ଯାଜପୁର ରୋଡ୍‌,୨୧ା୧: ଯାଜପୁର ଜିଲା ବ୍ୟାସନଗରର ଚାନ୍ଦମା ପଡ଼ିଆରେ ଶୁକ୍ରବାର ଅନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ପ୍ଲାଟ୍‌ଫର୍ମରେ ଉଦ୍‌ଘାଟନ କରି ଏହି ଅବସରକୁ ଏକ ଐତିହାସିକ ଘଟଣା ବୋଲି ଅଭିହିତ କରିଛନ୍ତି।…

ଯାଜପୁର ଜିଲାରେ ଆବାସ ତାଲିକା: ୨୬ ରୁ ୧୯ ପଞ୍ଚାୟତରେ ଗରିବ ନାହାନ୍ତି

ଯାଜପୁର ଅଫିସ,୨୦ା୧: ଖୁସିର ଖବର ଯାଜପୁର ଜିଲା ସଦର ବ୍ଲକରେ ଗରିବ ଲୋକଙ୍କ ସଂଖ୍ୟା କମିଛି। ଏହି ବ୍ଲକରେ କୁଡିଆ କିମ୍ବା ମାଟି ଘରେ ରହୁଥିବା ଲୋକଙ୍କ ସଂଖ୍ୟା ବହୁତ କମ। ବ୍ଲକର ସମୁଦାୟ ୨୬ରୁ ମାତ୍ର ୭ ଗ୍ରାମ ପଞ୍ଚାୟତର…

ଖବରଦାତାଙ୍କୁ ଯାଜପୁର ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର

ଯାଜପୁର ଟାଉନ,୨୦ା୧(ଡି.ଏନ୍‌.ଏ.):ନବନିର୍ମାଣ କୃଷକ ସଂଗଠନ କର୍ମକର୍ତ୍ତା ଗୁରୁବାର ଯାଜପୁର ଜିଲାପାଳଙ୍କ ବାସଭବନକୁ ଧାନ ବିକ୍ରି ସମସ୍ୟା ନେଇ ଅଭିଯୋଗ କରିବାକୁ ଯିବାବେଳେ ଓଟିଭିର ଜଣେ ଖବରଦାତାଙ୍କୁ ଥାନା ଅଧିକାରୀ ଦୁର୍ବ୍ୟବହାର କରିଛନ୍ତି। ଖବରଦାତା ସଞ୍ଜୀବ କୁମାର ନାୟକ ସେଠାରେ ଖବର ସଂଗ୍ରହ…

ଦୁର୍ନୀତିର ଗନ୍ତାଘର ପାଲଟିଛି ଓସିସିଏଲ୍‌

ଯାଜପୁର ଅଫିସ,୧୯ା୧ : ଯାଜପୁର ଜିଲା ଦେଇ ପ୍ରବାହିତ ଖରସ୍ରୋତା ଓ ବୈତରଣୀରେ ଏକାଧିକ ବ୍ୟାରେଜ୍‌ ନିର୍ମାଣ କରୁଥିବା ଓଡ଼ିଶା ନିର୍ମାଣ ନିଗମ ଲିମିଟେଡ (ଓସିସିଏଲ୍‌) ଦୁର୍ନୀତି ଗନ୍ତାଘର ପାଲଟିଛି। ଏଠାରେ ବ୍ୟାପକ ଭାବେ ଆର୍ଥିକ ଅନିୟମିତତା ସମେତ ଦୁର୍ନୀତି ଏବଂ…

ବ୍ୟକ୍ତିଗତ ଜମିରେ ହେବ ବ୍ୟାସ ସରୋବର ମେଳା

ଯାଜପୁର ଅଫିସ,୧୯ା୧: ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ବ୍ୟାସ ସରୋବର ମେଳା ନିର୍ଦ୍ଧାରିତ ତିଥି ତଥା ଫେବୃୟାରୀ ୧ରେ ପାଳନ କରାଯିବ। ତେବେ ସେହି ପବିତ୍ର ପୀଠ ବଦଳରେ ବ୍ୟକ୍ତିଗତ ଜମିରେ ଏହି ପ୍ରସିଦ୍ଧ ମେଳା ଆୟୋଜନ କରିବାକୁ ପ୍ରଶାସନିକସ୍ତରରେ ନିଷ୍ପତ୍ତି…

ଆଜିଠାରୁ ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା

ଚଣ୍ଡିଖୋଲ,୧୮ା୧(ଡି.ଏନ.ଏ.): ଓଡ଼ିଶାର ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ବୁଧବାର ଭୋର ସମୟରୁ ଆରମ୍ଭ ହେବ। ଏଥି ପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାଘ ମାସ କୃଷ୍ଣପକ୍ଷ ଏକାଦଶୀ ତିଥିରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସଙ୍କ ବ୍ରହ୍ମଲୀନ ଦିବସ ଅବସରରେ…

ଜଳାଶୟ କିସମ ବି ବାଦ୍‌ ପଡୁନି

ଅଭିଳାଷ ଦାସ ଯାଜପୁର ରୋଡ,୧୮ା୧: ଶିଳ୍ପାୟନ ଏବଂ ଦ୍ରୁତ ସହରୀକରଣ ଯାଜପୁର ଜିଲାର କଳିଙ୍ଗନଗର ଏବଂ ଏହାର ମୁଖଶାଳା ବ୍ୟାସନଗର ସହରରେ ଜମି ମାଫିଆଙ୍କୁ ଜନ୍ମ ଦେଇଛି । ଲୋକଙ୍କ ଘର ପାଇଁ ଜମିର ଆବଶ୍ୟକତା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି…

ପ୍ରଧାନମନ୍ତ୍ରୀ ଆବାସ ତାଲିକାରେ ତ୍ରୁଟି

ବରୀ,୧୮ା୧(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଆବଣ୍ଟନ କ୍ଷେତ୍ରରେ ସ୍ବଚ୍ଛତା ବଜାୟ ପାଇଁ ନିର୍ଦ୍ଦିଷ୍ଟ ନିୟମ ଜାରି କରାଯାଇଛି। ମାତ୍ର ବରୀ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ ଲାଗିଥିବା ତାଲିକା ତ୍ରୁଟିପୂର୍ଣ୍ଣ ଥିବା ଅଭିଯୋଗ ହୋଇଛି। ଫଳରେ ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ…

ସିଟି, ବି.ଏଡ୍‌ ତାଲିମରୁ ଛାତ୍ରୀଛାତ୍ର ବଞ୍ଚିତ

ଯାଜପୁର ଅଫିସ,୧୮ା୧: ଯାଜପୁର ଜିଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର (ଡିଆଇଇଟି)ରେ ଗତ ୨ ବର୍ଷ ହେଲା ସିଟି ଓ ବି.ଏଡ୍‌ ଆଡ୍‌ମିଶନ ବନ୍ଦ ରହିଛି। ପୂର୍ବରୁ ତାଲିମପ୍ରାପ୍ତ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ପ୍ରଦାନରେ ଅନିଶ୍ଚିତତା ରହିଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା…

ଆଜି ଓଳାଶୁଣୀରେ କେଶ ଯାତ୍ରା

ଚଣ୍ଡିଖୋଲ,୧୭ା୧:ଓଡ଼ିଶା ପ୍ରସିଦ୍ଧ ଓଳାଶୁଣୀ ଗୁମ୍ଫା ମେଳା ମାଘ ମାସ କୃଷ୍ଣ ପକ୍ଷ ଏକାଦଶୀ ତିଥି ତଥା ଆସନ୍ତା ୧୮ରେ ଆରମ୍ଭ ହେବ। ମେଳା ଆରମ୍ଭ ପୂର୍ବରୁ ଏହାର ନିଆରା ପରମ୍ପରା ରବିବାର ଦେଖିବାକୁ ମିଳିବ। ମହାପୁରୁଷ ସନ୍ଥ ଅରକ୍ଷିତ ଦାସଙ୍କ ୧୮୬…

ଇଚ୍ଛାମୃତ୍ୟୁ ଆବେଦନ କଲେ ମହିଳା

ଯାଜପୁର ଟାଉନ, ୧୭ା୧(ଡି.ଏନ.ଏ.):ଯାଜପୁର ସହର କୁସୁମା ରୋଡ୍‌ ଶୀତଳେଶ୍ୱର ଗ୍ରାମର କୋରେଶା ବିବି ନାମକ ଜଣେ ସଂଖ୍ୟାଲଘୁ ମହିଳା ସୋମବାର ଯାଜପୁର ଜିଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିଛନ୍ତି। କୋରେଶା ଜିଲା ପ୍ରଶାସନ ଓ ପୌରପ୍ରଶାସନ ଜୁଲମ୍‌ ସହି…

ଅସହାୟ ସବିତାଙ୍କୁ ସାତସପନ ସରକାରୀ ସହାୟତା

କାଏମା,୧୬ା୧(ଡି.ଏନ.ଏ.) :ଗରିବ ବିଧବାଙ୍କୁ ସରକାରୀ ସହୟତା ଯୋଜନାରେ ସାମିଲ କରିବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ଏଥିରୁ ସବିତାଙ୍କ ଅସହାୟ ପରିବାର ବଞ୍ଚିତ ହୋଇଛନ୍ତି। ଧର୍ମଶାଳା ବ୍ଲକ ବଡକାଏମା ପଞ୍ଚାୟତର ଗୋଗଳ ଗ୍ରାମର ଅସହାୟ ବିଧବା ସବିତା ସାମଲଙ୍କ ଛୋଟ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?