ଯାଜପୁର

ପରକୀୟା ପ୍ରୀତି ସମ୍ପର୍କ ଜାଣି ହିଂସାତ୍ମକ ହେଲେ ସ୍ୱାମୀ: କାଟିଦେଲେ ସ୍ତ୍ରୀ’ର ବେକ, ପ୍ରେମିକାର ଗୁପ୍ତାଙ୍ଗ

ଯାଜପୁର,୧୦।୭: ଯାଜପୁର ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ବୁଧବାର ମାଳହାଟ ନିକଟରେ ଜଣେ ମହିଳା ଓ ଜଣେ ପୁରୁଷ ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ଉଭୟଙ୍କ ଗଳାରେ ଗଭୀର କ୍ଷତ ଦେଖାଦେଇଥିବା ବେଳେ ପୁରୁଷଙ୍କ ଗୁପ୍ତାଙ୍ଗ ମଧ୍ୟ…

ଯାଜପୁର: ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ଯୁବକ-ଯୁବତୀ, ଗଳାକାଟି ହତ୍ୟା…

ଭୁବନେଶ୍ୱର,୯ା୭: ଯାଜପୁର ଜିଲାର ପାଣିକୋଇଲି ଥାନା ଅଞ୍ଚଳର ମାଳହାଟ ନିକଟରୁ ଜଣେ ଯୁବକ ଓ ଯୁବତୀଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ସୂଚନା ଅନୁସାରେ, ଅଜଣା ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଏହି ଯୁବକ ଓ ଯୁବତୀଙ୍କ ଗଳାକାଟି ହତ୍ୟା ଉଦ୍ୟମ…

ଜଳମଗ୍ନ ହୋଇ ପୂଜା ପାଉଛନ୍ତି ବାବା ଗୋକର୍ଣ୍ଣେଶ୍ୱର: ବୁଡ଼ିଗଲା ମହାଦେବଙ୍କ ଲିଙ୍ଗ

ଧର୍ମଶାଳା,୮।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଷୋହଳ ନମ୍ବର ଜାତୀୟ ରାଜପଥ ଜାରକା ଅଞ୍ଚଳର ବହୁ ପୁରାତନ ପୀଠ ବାବା ଗୋକର୍ଣ୍ଣେଶ୍ୱରଙ୍କ ପୀଠରେ ବନ୍ୟା ଜଳ ପ୍ରବାହିତ ହେଉଥିବାବେଳେ ଜଳମଗ୍ନ ମଧ୍ୟରେ ବାବା ଗୋକର୍ଣ୍ଣେଶ୍ୱର ଶିବଲିଙ୍ଗ ପୁଜା ପାଉଛନ୍ତି। ଲଗାଣ ବର୍ଷା…

୭ ଦଫା ଦାବି: ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ ଆରମ୍ଭ

ଧର୍ମଶାଳା,୮।୭(ଶିବ ପ୍ରସାଦ ମହାନ୍ତି): ରାଜ୍ୟରେ ପୁଣି ୭ ଦଫା ଦାବିରେ ଡ୍ରାଇଭରମାନଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ ଆଜିଠାରୁ ଆରମ୍ଭ ହୋଇଛି। ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଜାରକା ବସ ଷ୍ଟାଣ୍ଡ ନିକଟରେ ଧର୍ମଶାଳା ଅଞ୍ଚଳର ଶତାଧିକ ଡ୍ରାଇଭରମାନେ ଷ୍ଟିଅରିଂ…

ବେଆଇନ ଘାଟରୁ ବାଲି ଚାଲାଣ: ରାସ୍ତା କାଦୁଅ ପଚପଚ ରାସ୍ତା, ସାଙ୍ଘାତିକ ଅଭିଯୋଗ…

ଧର୍ମଶାଳା,୪।୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବ୍ରାହ୍ମଣୀ ନଦୀର ବେଦପୁର ଘାଟରୁ ବେଆଇନ ଭାବେ ଶହଶହ ଟ୍ରାକ୍ଟର ପ୍ରତ୍ୟେକ ଦିନ ବାଲି ଚାଲାଣ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ଟ୍ରାକ୍ଟର ଗୁଡ଼ିକ ନିକଟସ୍ଥ ନଦୀ ବନ୍ଧଦେଇ ଉତ୍ତରପ୍ରତାପ ଗାଁ…

ଏକୁଟିଆ ପାଇ ଆଦିବାସୀ ମହିଳାଙ୍କୁ ଜଣଙ୍କ ପରେ ଜଣେ ବଳାତ୍କାର, ୨ ଜଣଙ୍କୁ ବାନ୍ଧି…

ବୈରୀ,୧।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ଭାଲୁଖାଇ ଜଙ୍ଗଲରେ ଜଣେ ଆଦିବାସୀ ମହିଳାଙ୍କୁ ୨ ଜଣ ଦୁର୍ବୃତ୍ତ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ବୈରୀ ପୋଲିସ ପୀଡ଼ିତାଙ୍କୁ…

ଅଜଣା ଗାଡି ଧକ୍କାରେ ଚାଲିଗଲା ୨ ଜୀବନ: ଜଣେ ଗୁରୁତର

ଧର୍ମଶାଳା,୩୦।୬(ଶିବପ୍ରାସାଦ ମହାନ୍ତି): ଯାଜପୁର ଜିଲା ବଡ଼ଚଣା ଥାନା ୧୬ନଂ ଜାତୀୟ ରାଜପଥ ଚଣ୍ଡିଖୋଲ ନିକଟରେ ଅଜଣା ଗାଡି ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ବାଇକରେ ତିନି ଜଣ ଚଣ୍ଡିଖୋଲରୁ ବଡ଼ଚଣା ଅଭିମୁଖେ ଫେରୁଥିବା…

୧ରୁ ଖୋଲିବ ହୋଟେଲ, ଜଳଖିଆ ଦୋକାନ

ଧର୍ମଶାଳା,୨୮ା୬(ଶବି ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ଆସନ୍ତା ୧ ତାରିଖରୁ ସମସ୍ତ ହୋଟେଲ୍‌, ଜଳଖିଆ ଦୋକାନ, ମୃଦୁ ପାନୀୟ କାରଖାନା ଓ ଉଠା ଦୋକାନ ଆଦି ଖୋଲିବ। ଏନେଇ ଜିଲାପାଳ ଚିଠି ସଂଖ୍ୟା ୪୮୬୩, ତା:୨୮/୦୬/୨୦୨୫ରେ ଶନିବାର ଏକ ନିର୍ଦ୍ଦେଶନାମା ଜାରି…

ଛାତ ଉପରକୁ ଯାଇଥିଲେ ପୁଅ, ଦାଦା ଦେଖିଲା ବେଳକୁ ଲାଗିଥିଲେ ବିଦ୍ୟୁତ୍‌ ତାରରେ ପରେ…

ଧର୍ମଶାଳା,୨୮।୬: ଯାଜପୁର ଜିଲା  ଧର୍ମଶାଳା ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମର ଜଣେ ଯୁବକଙ୍କ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ସୂଚନା ମୁତାବକ ଅଭୟପୁର ପଞ୍ଚାୟତ ଅଚ୍ୟୁତପୁର ଗ୍ରାମର ପ୍ରଭାସ କୁମାର ସାହୁଙ୍କ ପୁଅ ଓମ୍‌ ପ୍ରକାଶ ସାହୁ ବୟସ ପାଖାପାଖି…

ଡାଇରିଆ କବଳରୁ ମୁକ୍ତ ହେଉଛି ଯାଜପୁର, ହୋଟେଲ ଖୋଲିବାକୁ ବ୍ୟବସାୟୀଙ୍କ ନିବେଦନ

ଧର୍ମଶାଳା,୨୮ା୬(ଶବି ପ୍ରସାଦ ମହାନ୍ତି): ଡାଇରିଆ କବଳରେ ଥିବା ଯାଜପୁର ଜିଲାର ସ୍ଥିତି ବର୍ତ୍ତମାନ ଧିରେ ଧିରେ ସୁଧୁରିଛି। ଜିଲାର ବିଭିନ୍ନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କ ସଂଖ୍ୟା ବଢ଼ି ସ୍ଥିତି ଗମ୍ଭୀର ହେବା ଫଳରେ କେନ୍ଦ୍ର, ରାଜ୍ୟ ଓ ଜିଲା ପ୍ରଶାସନର ତତ୍ପରତା…

ଓଡିଶାରୁ କାଶ୍ମୀର ଯୁବକ ଗିରଫ ଘଟଣାରେ ରାୟ ପ୍ରକାଶ, ୫ ବର୍ଷ କାରାଦଣ୍ଡ

ଧର୍ମଶାଳା,୨୬।୬(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନେଉଳପୁର ମିଲତନଗରରୁ ଗତ ୧୫/୧୨/୨୩ ତାରିଖ ରେ ଗିରଫ ହୋଇଥିବା କାଶ୍ମୀର ଯୁବକ ସୟଦ ଅହେସାନ ବୁଖାରୀକୁ ଠକେଇ ମାମଲାରେ ଚଣ୍ଡିଖୋଲ ଜେଏମଏଫସି କୋର୍ଟ ଆଜି ୫ ବର୍ଷ କାରାଦଣ୍ଡରେ ଦଣ୍ଡିତ…

ଧର୍ମଶାଳାରେ ଜୁନ ୨୫ରେ ଆନ୍ଦୋଳନ: ଗଣବଳାତ୍କାର ବିରୋଧରେ….

ଧର୍ମଶଳା,୨୩।୬(ଶିବ ପ୍ରାସାଦ ମହାନ୍ତି ଧରିତ୍ରୀ): ରାଜ୍ୟରେ ଛାତ୍ରୀମାନଙ୍କୁ ଅସାଦାଚରଣ, ବଳାତ୍କାର, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ଭାଜପା ସରକାର ନିରବଦ୍ରଷ୍ଟା ସାଜିଛନ୍ତି। ଏ ନେଇ ଅଭିଯୋଗ କରି,  ଧର୍ମଶାଳା ବିଜୁ-ଯୁବ ଛାତ୍ର ଜନତା ଦଳ ତରଫରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri