ଯାଜପୁର

କାର୍ଯ୍ୟକାରୀ ହେଉନି ଯୋଜନା

ଯାଜପୁର ଅଫିସ,୧୦ା୧୧: ରାଜ୍ୟ ସରକାରଙ୍କ ସୁପାରିସକ୍ରମେ କେନ୍ଦ୍ର ସରକାରଙ୍କ ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ୨୦୧୯ରେ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଜାତୀୟ ଉପତ୍ାଦନ ବିନିଯୋଗ କ୍ଷେତ୍ର (ନ୍ୟାଶନାଲ ମ୍ୟାନୁଫାକ୍ଚରିଂ ଇନ୍‌ଭେଷ୍ଟମେଣ୍ଟ ଜୋନ୍‌) ଭାବେ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରାଯାଇଥିଲା। ସାରା ଭାରତ…

ଆର୍‌ପିଏଫ୍‌ କନ୍‌ଷ୍ଟେବଳଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରେନ୍‌ ଯାତ୍ରୀଙ୍କ ଜୀବନ ବଞ୍ଚିଲା

ଯାଜପୁର ଅଫିସ,୯ା୧୧: ଯାଜପୁର-କେନ୍ଦୁଝର ରୋଡ ରେଳ ଷ୍ଟେଶନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟା ୧୫ ମିନିଟ୍‌ ସମୟରେ ଜଣେ ଯାତ୍ରୀ ଧଉଳି ଏକ୍ସପ୍ରେସକୁ ଚଢୁଥିବା ସମୟରେ ହଠାତ୍‌ ଖସି ପଡ଼ିଥିଲେ ା ମାତ୍ର କିଛି ମିନିଟ୍‌ ବିଳମ୍ବ ହୋଇଥିଲେ ସମ୍ପୃକ୍ତ ଯାତ୍ରୀ…

ଭିତିରି ବୁଝାମଣା ଉଦ୍ୟମ

ଯାଜପୁର ଅଫିସ,୯ା୧୧: ଯାଜପୁର ଜିଲା ଧର୍ମଶାଳା ତହସିଲ ପ୍ରଶାସନର ଅନୁମୋଦନ ଠାରୁ ଢେର ଗୁଣ ଅଧିକ କଳାପଥର ଲୁଟ୍‌ ଏବଂ ଜରିମାନା ଆଦାୟ ମାମଲା ଏବେ ସବୁଠି ଚର୍ଚ୍ଚାର ବିଷୟ ହୋଇଛି। ବିଶେଷକରି ଲୁଟ୍‌ ପରିମାଣର ମାପଚୁପ ପାଇଁ ପ୍ରଶାସନ ପକ୍ଷରୁ…

ଆଜି ପାଣିକୋଇଲି ଟୋଲ୍‌ପ୍ଲାଜା ସ୍ଥାନାନ୍ତର

ଯାଜପୁର ଅଫିସ, ୯ା୧୧: ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ (ଏନଏଚ୍‌ଏଆଇ) ଅଧୀନରେ ଥିବା ଯାଜପୁର ଜିଲା ପାଣିକୋଇଲି ଟୋଲ୍‌ ପ୍ଲାଜା ଦୀର୍ଘ ୬ ବର୍ଷର ପ୍ରତୀକ୍ଷା ପରେ ଯାଜପୁର-ଭଦ୍ରକ ସୀମାନ୍ତବର୍ତ୍ତୀ ନେଉଳିଆ ଛକକୁ ବୁଧବାର ସ୍ଥାନାନ୍ତର ହେବ। ଏଥିପାଇଁ ନେଉଳିଆ…

ଧୂଳି ଧୂଆଁରେ ଜନଜୀବନ ଅସ୍ତବ୍ୟସ୍ତ

ଚଣ୍ଡିଖୋଲ,୮ା୧୧(ଡି.ଏନ.ଏ.):ଯାଜପୁର ଜିଲାର ବାଲିଚନ୍ଦ୍ରପୁରଠାରୁ ଦେକୁଡ଼ି ପର୍ଯ୍ୟନ୍ତ ହେଉଥିବା ପୂର୍ତ୍ତବିଭାଗ ରାସ୍ତା କାମ ମନ୍ଥର ଗତିରେ ଚାଲିଛି। କ୍ରସର ଗୁଣ୍ଡ ପଡ଼ିଥିବା ହେତୁ ରାସ୍ତାରେ ଯାତାୟତ ଅସମ୍ଭବ ହୋଇପଡ଼ୁଛି। ଏପରି କି ବାଲିଚନ୍ଦ୍ରପୁର ବଜାର ଲୋକମାନେ ଅଣନିଃଶ୍ୱାସୀ ହେଉଛନ୍ତି। ସେହି ରାସ୍ତାଦେଇ ଯାନବାହାନ…

ଭିନ୍ନକ୍ଷମଙ୍କୁ ମିଳୁନି ଆବାସ ଯୋଜନାରେ ଘର

ଯାଜପୁର ଅଫିସ/କାଏମା(ଡି.ଏନ୍‌.ଏ.), ୮ା୧୧:ଯାଜପୁର ଜିଲାରେ କେତେକ ଥିଲାବାଲାଙ୍କୁ ପ୍ରଧାନମନ୍ତ୍ରୀ ଆବାସ, ମୋ କୁଡିଆ ଓ ବିଜୁ ପକ୍କାଘର ଯୋଜନାରେ ସାମିଲ କରାଯାଉଥିବା ଅଭିଯୋଗ ହୋଇଆସୁଛି। କିନ୍ତୁ ବିଡ଼ମ୍ବନା ଯେ, ଭିନ୍ନକ୍ଷମମାନଙ୍କୁ ଏହି ଜନହିତକର ଯୋଜନାରେ ପକ୍କା ଘର ମିଳୁନାହିଁ। ଜିଲାର ଅନେକ…

ନିଯୁକ୍ତି ଦାବିରେ ମେଳି ବାନ୍ଧିଲେ ବିସ୍ଥାପିତ

ଯାଜପୁର ଅଫିସ/କଳିଙ୍ଗନଗର,୭ା୧୧ (ଡି.ଏନ.ଏ.):ଶିଳ୍ପ, ଖଣି ଓ ଅନ୍ୟାନ୍ୟ ପ୍ରକଳ୍ପରେ ବିସ୍ଥାପିତ ହୋଇଥିବା ଲୋକଙ୍କ ସମସ୍ୟାକୁ ନେଇ ବିଭିନ୍ନ ସମୟରେ ଅଶାନ୍ତକର ପରିସ୍ଥିତି ଉପୁଜୁଛି। ଆନ୍ତରିକତାର ସହ ବିସ୍ଥାପିତଙ୍କ ସମସ୍ୟାର ସମାଧାନ କରିବାକୁ ରାଜ୍ୟ ସରକାର ଦୃଢୋକ୍ତି ପ୍ରକାଶ କରୁଛନ୍ତି। ଅଥଚ କଳିଙ୍ଗନଗର…

ଭାରତ ଯୋଡ଼ୋ ଯାତ୍ରାରେ ଗଣ୍ଡଗୋଳ

ଚଣ୍ଡିଖୋଲ,୫ା୧୧(ଡି.ଏନ୍‌.ଏ.): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ସାରାଦେଶରେ ଭାରତ ଯୋଡ଼ୋ ଯାତ୍ରା ଚାଲିଛି। ଓଡ଼ିଶାରେ ଏହିଯାତ୍ରାର ୫ମଦିନରେ ଶୁକ୍ରବାର ଯାଜପୁର ଜିଲାର ପ୍ରବେଶଦ୍ୱାର ଛତିଆଠାରେ ପଦଯାତ୍ରା ପହଞ୍ଚତ୍ଛି। ଏଠାରେ ବଡ଼ଚଣା କଂଗ୍ରେସ ତରଫରୁ ପଦଯାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି।…

ଟେଣ୍ଡର ପରେ ବି ରାସ୍ତା ମରାମତି ନାମରେ ଲୁଟ୍‌

ଚଣ୍ଡିଖୋଲ, ୩ା୧୧ (ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ବୈରୀଠାରୁ ଚଣ୍ଡିଖୋଲ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଯାଇଛି। ତେବେ ଏହି ଟେଣ୍ଡର କାମ ଆରମ୍ଭ ପୂର୍ବରୁ ପୂର୍ତ୍ତ ବିଭାଗ ତରଫରୁ ରାସ୍ତା ମରାମତି ନାମରେ…

ଓଲଟି ପଡ଼ିଲା ବସ୍‌: ୬ ଗୁରୁତର

ଯାଜପୁର ଅଫିସ,୨।୧୧: ଯାଜପୁର ଜିଲା ପାଣିକୋଇଲି ଥାନା ୧୬ନମ୍ବର ଜାତୀୟ ରାଜପଥ ସାହାପୁର ନିକଟରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହୋଇ ରାସ୍ତା ତଳକୁ ଓଲଟି ପଡିଛି । ଫଳରେ…

‘ଅରୁଆ’, ‘ଛାତ’ ଯୋଜନାରେ ବଢ଼ିବ ଭୂତଳ ଜଳ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୨ା୧୧: ରାଜ୍ୟର ୧୮ ଜିଲାର ୫୨ ବ୍ଲକରେ ଭୂତଳ ଜଳ ହ୍ରାସ ପରିମାଣ ସର୍ବାଧିକ । ଏଥିରେ ଖୋର୍ଦ୍ଧା, ଯାଜପୁର ଓ ବାଲେଶ୍ୱର ଜିଲା ଆଗରେ ରହିଛି। ଗ୍ରାଉଣ୍ଡ ୱାଟର ରିସୋର୍ସ ଏସେସ୍‌ମେଣ୍ଟ(ଜିଡବ୍ଲ୍ୟୁଆର୍‌ଏ)-୨୦୨୦ ରିପୋର୍ଟରେ ଏହା ସ୍ପଷ୍ଟ…

ଅସହାୟ ଶୁଭସ୍ମିତାଙ୍କୁ ସରକାରୀ ଯୋଜନା ଅପହଞ୍ଚ

କାଏମା,୧ା୧୧(ଡି.ଏନ.ଏ.):ସରକାରଙ୍କ ଅନେକ ଲୋକହିତକର ଯୋଜନା ମଧ୍ୟରୁ ଖାଦ୍ୟ ସୁରକ୍ଷା ଯୋଜନା, ବିଧବା ଓ ଭିନ୍ନକ୍ଷମ ଭତ୍ତା ଅନ୍ୟତମ। ହେଲେ ଏହି ଯୋଜନାରୁ ଏବେବି ଶତାଧିକ ଅସହାୟ ଯୋଗ୍ୟ ହିତାଧିକାରୀ ବଞ୍ଚିତ ରହିଛନ୍ତି। ଧର୍ମଶାଳା ବ୍ଲକ ବଡ଼ କାଏମା ପଞ୍ଚାୟତର କାଏମା (ମହଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri