ଯାଜପୁର

ଅବହେଳିତ ଶ୍ୟାମସୁନ୍ଦର ଜୀଉ ମନ୍ଦିର

କାଏମା,୧୯ା୧୨(ଡି.ଏନ୍‌.ଏ.):ପ୍ରାଚୀନ ଐତିହ୍ୟ, ମଠ, ମନ୍ଦିରକୁ ନେଇ ଯାଜପୁର ଜିଲା ସର୍ବଜନବିଦିତ। ତେବେ ସେଥିମଧ୍ୟରୁ ଧର୍ମଶାଳା ବ୍ଲକ ମିର୍ଜାପୁର ପଞ୍ଚାୟତର ଅରଙ୍ଗାବାଦ ଗ୍ରାମରେ ଥିବା ବୈଷ୍ଣବପୀଠ ଶ୍ୟାମସୁନ୍ଦର ଜୀଉ ମନ୍ଦିର ଅନ୍ୟତମ। ଜାରକାଠାରୁ ଶାନ୍ତି ବଜାର ଛକ ଏବଂ ସେଠାରୁ ସିଧା ରାସ୍ତା…

କେନ୍ଦ୍ର ଶୁଣୁନି ଓଡ଼ିଶା ଏମ୍‌ପିଙ୍କ ଦାବି

ଯାଜପୁର ଅଫିସ,୧୮ା୧୨: ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ବଳରେ ମିଳିଥିବା ତଥ୍ୟ ଅନୁସାରେ ପୂର୍ବତଟ ରେଳପଥ ଜୋନରେ ଗତ ୩ ବର୍ଷରେ ରାଜସ୍ବ ଆଦାୟ ଅନ୍ୟ ଜୋନ୍‌ ତୁଳନାରେ ସର୍ବାଧିକ। ୨୦୧୯-୨୦ରେ ୧୭,୭୪୬.୫୫ କୋଟି, ୨୦୨୦-୨୧ରେ ୧୭,୪୯୭.୫୦ କୋଟି ଏବଂ ୨୦୨୧-୨୨ରେ…

୩ ବର୍ଷ ହେଲା ମେସ୍କୋ ଷ୍ଟିଲ କାରଖାନା ବନ୍ଦ, ଦୁର୍ଦ୍ଦିନରେ ବିସ୍ଥାପିତ ପରିବାର

ଯାଜପୁର ଅଫିସ,୧୮ା୧୨: କଳିଙ୍ଗନଗର ମେସ୍କୋ ଷ୍ଟିଲ କାରଖାନା ୨୦୧୯ ଡିସେମ୍ବରରୁ ବନ୍ଦ ପଡ଼ିଛି। କାମ ନାହିଁ ତ ଦରମା ନାହିଁ ନୀତିରେ ପ୍ରାୟ ୧୫୦୦ କର୍ମଚାରୀ ଓ ଶ୍ରମିକଙ୍କ ଜୀବନ ଏବେ ଦୁର୍ବିସହ ହୋଇପଡ଼ିଛି। ଏନେଇ ଜିଲା ପ୍ରଶାସନଠାରୁ ଆରମ୍ଭ କରି…

ଜଳ ନିଷ୍କାସନ ହେଉନି, ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ

ଯାଜପୁର ଅଫିସ/ପ୍ରୀତିପୁର (ଡି.ଏନ୍‌.ଏ.),୧୮ା୧୨: ବର୍ଷା ଓ ବନ୍ୟା ଜଳ ନିଷ୍କାସନ ହୋଇ ନ ପାରିବାରୁ ଯାଜପୁର ଜିଲା ବିଞ୍ଝାରପୁର ଓ ଦଶରଥପୁର ଅଞ୍ଚଳ ଚାଷୀ ଧାନ ଅମଳ କରି ନ ପାରି ମୁଣ୍ଡରେ ହାତ ଦେଇ ବସିଛନ୍ତି। ଏହି ଦୁଇ ବ୍ଲକର…

ପୂର୍ବତନ ସରପଞ୍ଚଙ୍କୁ ବେଲ୍ଟରେ ମାଡ଼, ଭିଡିଓ ଭାଇରାଲ୍‌

ଦଶରଥପୁର,୧୮ା୧୨(ଡି.ଏନ୍‌.ଏ.): ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ ଅଧୀନ କସପା ପଞ୍ଚାୟତର ପୂର୍ବତନ ସରପଞ୍ଚ ଲକ୍ଷ୍ମୀଧର ସାହୁଙ୍କୁ ଗୁରୁବାର ଅପରାହ୍ନରେ ବିଚ୍‌ରାସ୍ତାରେ ଆକ୍ରମଣ କରାଯାଇଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବାବେଳେ ଯାଜପୁର ଟାଉନ…

ଚପି ଗଲା ଆରଡିସିସ୍ତରୀୟ ତଦନ୍ତ

ଯାଜପୁର ରୋଡ,୧୬ା୧୨(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରବାସୀଙ୍କ ଘର ପାଇଁ ଜମିର ଆବଶ୍ୟକତା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଜମିର ଗୁରୁତ୍ୱ ବଢିଛି। ସରକାରୀ ଜମି ଓ…

ପୁଣି ଝୁଲିରହିଲା ସୌନ୍ଦର୍ଯ୍ୟକରଣ କାମ

ଯାଜପୁର ଅଫିସ,୧୫ା୧୨: ଯାଜପୁର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବରର ବିକାଶ ଏବଂ ସୌନ୍ଦର୍ଯ୍ୟକରଣ କାମ ପୁଣି ଝୁଲିରହିଛି। ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)ର ସ୍ଥଗିତାଦେଶ ବିରୋଧରେ ପରିବେଶ ଓ ଜଙ୍ଗଲ ବିଭାଗ ମନ୍ତ୍ରଣାଳୟ(ଏମ୍‌ଇଏଫ୍‌ଓ), ଷ୍ଟେଟ ଏନ୍‌ଭାଇରନମେଣ୍ଟ ଇମ୍ପାକ୍ଟ ଆସେସ୍‌ମେଣ୍ଟ ଅଥରିଟି(ସିଆ) ଏବଂ ସଂପୃକ୍ତ…

ନିଶାମୁକ୍ତିରେ ବିନିଯୋଗ ହେବ ଡିଏମ୍‌ଏଫ୍‌

ଯାଜପୁର ଅଫିସ,୧୫ା୧୨: ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ମନ୍ତ୍ରଣାଳୟ ପକ୍ଷରୁ ନିଶାମୁକ୍ତ ଭାରତ ଅଭିଯାନ(ଏନ୍‌ଏମ୍‌ବିଏ) କାର୍ଯ୍ୟକାରୀ ହେଉଛି। ଯୁବା ଓ ଶୈଶବ, ମହିଳା ଶିକ୍ଷାନୁଷ୍ଠାନ ଆଦିି ସ୍ଥାନରେ ନିଶା ଚାହିଦା ହ୍ରାସ କରିବା ଏହି ଅଭିଯାନର ଲକ୍ଷ୍ୟ ରହିଛି। ଏହାସହ ନିଶାସକ୍ତ…

ବିକଳ୍ପ ବ୍ୟବସ୍ଥା ଆପଣେଇଲେ ସରକାର

ରସୁଲପୁର,୧୨ା୧୨(ଡି.ଏନ.ଏ.): ରାଜ୍ୟରେ ଅଙ୍ଗନୱାଡି କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ନଭେମ୍ବର ୨୧ରୁ ଆନ୍ଦୋଳନ ଆରମ୍ଭ ହୋଇ ୨୧ଦିନରେ ପହଞ୍ଚତ୍ଲାଣି। ଫଳରେ ଅଧିକାଂଶ ଅଙ୍ଗନୱାଡି କେନ୍ଦ୍ରରେ ତାଲା ଝୁଲୁଛି। କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ଘରକୁ ରାଶନ ସାମଗ୍ରୀ ଯୋଗାଇବା କାର୍ଯ୍ୟ ଠପ୍‌…

ଆଭା ପଞ୍ଜୀକରଣରେ ଓଟିପି ବାଧକ

ରସୁଲପୁର,୧୨ା୧୨(ଡି.ଏନ.ଏ.): ଆୟୁଷମାନ ଭାରତ ଯୋଜନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଟଣାଓଟରା ଲାଗି ରହିଛି। ରାଜ୍ୟ ସରକାର ଆୟୁଷମାନ ଭାରତର ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାକୁ ମୁହଁ ମୋଡୁଛନ୍ତି। ହେଲେ ଆୟୁଷମାନ ଭାରତ ହେଲ୍‌ଥ ଆକାଉଣ୍ଟ(ଆଭା)କୁ ଗ୍ରହଣ କରିଛନ୍ତି। ଆଧାର…

ନଦୀପଠାରୁ ଗଛକଟା ଘଟଣାର ତଦନ୍ତ

ପାଣିକୋଇଲି,୧୧ା୧୨(ଡି.ଏନ.ଏ.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତର ବରପଦା ମୌଜାରୁ ରାତିଅଧିଆ ଶତାଧିକ ଗଛ କଟାଯିବା ନେଇ ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ ହୋଇଛି। ବ୍ୟାସନଗର ତହସିଲଦାର ଅଶୋକ କୁମାର ମାଝି ଓ ଥାନାଧିକାରୀ ଚିନ୍ମୟୀ ବେହେରା ସଦଳବଳ ଘଟଣାସ୍ଥଳରେ…

ଭଙ୍ଗା କୁଡ଼ିଆରେ ଅଲେଖଙ୍କ ପରିବାର

ସିଂହପୁର,୧୧ା୧୨(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ୍‌ ଅନ୍ତର୍ଗତ ଜରି ପଞ୍ଚାୟତ ଜରି ଗ୍ରାମ ତୋଟା ସାହିର ଅଲେଖ ମଳିକଙ୍କ ପାଇଁ ସରକାରୀ ଯୋଜନା ସାତ ସପନ ପାଲଟିଛି। ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇ ତାଙ୍କ ପରିବାର ଭଙ୍ଗା କୁଡ଼ିଆରେ ଜୀବନ କାଟୁଛନ୍ତି। ଅଲେଖଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?