ଯାଜପୁର

ପୁରାତନ କଳା-ସଂସ୍କୃତି-ପରମ୍ପରାରେ ହେବ ରଥଯାତ୍ରା, ୨୭ରେ ରଥଟଣା

ଧର୍ମଶାଳା,୨୩ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଭାଲୁଖାଇ ଜଗନ୍ନାଥ ମନ୍ଦିରରେ ଆସନ୍ତା ୨୭ ତାରିଖରେ ଏକାଦଶ ବାର୍ଷିକ ଶ୍ରୀ ଗୁଣ୍ଡିଚା ରଥଯାତ୍ରା ମହାଆଡ଼ମ୍ବର ସହକାରେ ପାଳିତ ହେବାକୁ ଯାଉଛି। ଧର୍ମଶାଳା ମୁନ୍‌ସୀ ମେଳଣ କମିଟି ଓ ଭାଲୁଖାଇ ଜଗନ୍ନାଥ ମନ୍ଦିର କମିଟି…

ଜାରକା ବିଭିନ୍ନ ଲଜ୍ ଉପରେ ଚଢ଼ାଉ, ଗାଡ଼ି ଯାଞ୍ଚ

ଧର୍ମଶାଳା,୨୨।୬( ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳରେ ଥିବା ବିଭିନ୍ନ ଲଜ ଉପରେ ଧର୍ମଶାଳା ପୋଲିସ ପକ୍ଷରୁ ରବିବାର ସଂନ୍ଧ୍ୟାରେ ଚଢ଼ାଉ କରାଯାଇଛି। ୧୬ ନଂ ଜାତୀୟ ରାଜପଥ କଡ଼ରେ ଜାରକା ଅଞ୍ଚଳ ଥିବାରୁ ଦୈନିକ ବାହାର ଲୋକଙ୍କ ଯାତାୟାତ…

ବାଲି ଗାଡ଼ି ଅଟକାଇ ପୋଲିସ ଜିମା ଦେଲେ ଗ୍ରାମବାସୀ

ଧର୍ମଶାଳା,୨୧।୬: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ବାରବାଟି ନିକଟ ମାନ୍ତ୍ରିରି ଗାଁ ନିକଟରେ ୩ଟି ବାଲି ବୋଝେଇ ହାଇୱା ଟ୍ରକକୁ ଅଟକାଇ ପୋଲିସ ଜିମା ଦେଇଛନ୍ତି ଗ୍ରାମବାସୀ। ଯାବରା ବାଲି ଘାଟରୁ ଦୈନଦିନ ଶହ ଶହ ଟ୍ରିପ ବାଲି ବୋଝେଇ…

ଡାଇରିଆ ସ୍ଥିତିରେ ପରିବର୍ତ୍ତନ: ରାତିରୁ ସକାଳ ଭିତରେ…

ଧର୍ମଶାଳା,୨୧।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ଡାଇରିଆ ସ୍ଥିତି ଧିରେଧିରେ ସୁଧୁରିଛି। ଧର୍ମଶାଳାରେ ମଧ୍ୟ ସ୍ଥିତିରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଶୁକ୍ରବାର ରାତି ୧୨ରୁ ଶନିବାର ସକାଳ ୮ଟା ମଧ୍ୟରେ ଜଣେ ରୋଗୀ ଭର୍ତ୍ତି ହୋଇଥିବା ବେଳେ ଗୋଷ୍ଠୀ ସ୍ବାସ୍ତ୍ୟକେନ୍ଦ୍ରରେ ୪୨ଜଣ…

ଘରୁ ରାତିରେ ସୁନା ଅଳଙ୍କାର ଚୋରି କରି ଖସି ଯାଇଥିଲେ ୨ ନାବାଳକ, ସକାଳୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଧର୍ମଶାଳା,୨୧ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନରସିଂହପୁର ଗ୍ରାମରୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଘରେ ପଶି ଚୋରି କରି ନେଇ ଚାଲି ଯାଇଥିବା ପରେ ଭୋର୍‌ ସମୟରେ ସ୍ଥାନୀୟ ଅଞ୍ଚଳରୁ ଚୋରି କରିଥିବା ଦୁଇ…

ଏମିତି ବି ଆସେ ମୃତ୍ୟୁ: ଚଣ୍ଡିଖୋଲରେ ଛାତିରେ ହେଲା ଯନ୍ତ୍ରଣା, ଜାରକାରେ…

ଧର୍ମଶାଳା, ୨୦। ୬ (ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ନିକଟରେ ଜଣେ ଟ୍ରକ ଡ୍ରାଇଭରଙ୍କ ହୃଦଘାତରେ ମତ୍ୟୁ ଘଟିଛି। ସୁଚନା ମୁତାବକ ଟିଏନ- ୨୪ଏଡି – ୭୫୭୯ ନଂ…

କାଲି ମିଳିଥିଲା ସନ୍ଦିଗ୍ଧ ବ୍ୟାଗ୍‌, ଆଜି ସେଥିରୁ ବାହାରିଲା ଏମିତି ଜିନିଷ

ଧର୍ମଶାଳା,୨୦।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଜାରକା କୁମାରୀ କଲୋନୀରୁ ଦୁଇ ସନ୍ଦିଗ୍ଧ ବ୍ୟାଗରୁ ଗଞ୍ଜେଇ ଜବତ ହୋଇଛି। ଯାହାର ମୂଲ୍ୟ ପାଖା ପାଖି ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି କୁହାଯାଉଛି। ସୁଚନା ମୁତାବକ…

ଯାଜପୁରରେ ଡାଇରିଆ: ୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଯାଜପୁର,୨୦ା୬(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ଗତ ୧୦ ତାରିଖ ଠାରୁ ଆରମ୍ଭ ହୋଇଥିବା ଡାଇରିଆରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ବଡ଼ଚଣା ବ୍ଲକ ସୋଲର ଗ୍ରାମର ଯଦୁନାଥ ଲେଙ୍କା(୭୩)। ଏହାକୁ ମିଶାଇ ଜିଲାରେ ମୃତ୍ୟୁ ସଂଖ୍ୟା ୨୧ରେ ପହଞ୍ଚିଛି।…

ଆଉ ୪ ଦିନ ବଢ଼ିଲା ସ୍କୁଲ ଛୁଟି, ଜାଣନ୍ତୁ କେଉଁଦିନ ଖୋଲିବ

ଧର୍ମଶାଳା,୧୯ା୬(ଶିବ ପ୍ରସାଦ ମହାନ୍ତି): ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଯାଜପୁର ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଯାଜପୁର ଜିଲାପାଳ ପି.ଅନ୍ବେଷା ରେଡ୍ଡୀ। ଜିଲାରେ ହଇଜା ଓ ଡାଇରିଆ ସ୍ଥିତିକୁ ନଜରରେ ରଖି ଏପରି ନିଷ୍ପତ୍ତି…

ଆଉ ୧୬ ନମୁନାରେ ହଇଜା

ଯାଜପୁର,୧୯ା୬,(ହର୍ଷବର୍ଦ୍ଧନ ବେହେରା):  ଯାଜପୁର ଜିଲାରେ ହଇଜା(କଲେରା) ବ୍ୟାପିବାରେ ଲାଗିଛି। ବୁଧବାର ଆଉ ୧୬ ନମୁନାରେ ହଇଜା (ଭିବ୍ରିଓ କଲେରା) ଚିହ୍ନଟ ହୋଇଥିବା କେନ୍ଦ୍ରୀୟ ଦଳ ପକ୍ଷରୁ ସୂଚନା ମିଳିଛି। ମୋଟ ୪୯ ନମୁନା ଯାଞ୍ଚ ହୋଇଥିବାବେଳେ ସେଥିରୁ ୩୩% ହଇଜା ସଂକ୍ରମିତ…

କାର୍ଯ୍ୟରେ ଅବହେଳା: ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ସସ୍‌ପେଣ୍ଡ

ଧର୍ମଶାଳା,୧୮।୬(ଶିବ ପ୍ରସାଦ ମହାନ୍ତି): ଯାଜପୁରରେ ବ୍ୟାପୁଛି ଝାଡ଼ାବାନ୍ତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସ୍ଥିତି ଗମ୍ଭୀର ରହିଛି। ଏଭଳି ସ୍ଥିତିରେ କାର୍ଯ୍ୟରେ ଅବହେଳା ଲାଗି ଜଣେ ଡାକ୍ତରଙ୍କୁ ସସପେଣ୍ଡ କରାଯାଇଛି। ସେ ହେଲେ ଡା. ହେମନ୍ତ କୁମାର ମହାରଣା। ତାଙ୍କ…

ବଢୁଛି ଚୋରି, ପୋଲିସ ହାତ ଖାଲି

ଧର୍ମଶାଳା,୧୮।୬, (ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ବଢୁଛି ଚୋରି କିନ୍ତୁ ପୋଲିସ ହାତ ଖାଲି । ଏଥର ଜଣେ ମହିଳା ଲୁଟର ଶିକାର ହୋଇଥିବା ଥାନରେ ଅଭିଯୋଗ ହୋଇଛି। ସୂଚନା ମୁତାବକ ବ୍ରହ୍ମବରଦା ଥାନା ରୁଦ୍ରପୁର ବଡ଼ବାଘସାହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri