ଯାଜପୁର

ଅବହେଳିତ ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ବ୍ରହ୍ମବରଦା,୨ା୨(ଯଯାତି କେଶରୀ ବେହେରା): ବ୍ରହ୍ମବରଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅବହେଳିତ ଅବସ୍ଥାରେ ରହିଛି। ଏଠାରେ ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଜନବସତି ରହିଛି। ଅଞ୍ଚଳର ୫ରୁ୬ ପଞ୍ଚାୟତର ଲୋକେ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ହେଲେ ଏଠାରେ ଆମ୍ବୁଲାନ୍ସ ସେବା ଉପଲବ୍ଧ...

ସରୁନି ଷଠିପୁର ୪ ଥାକିଆ ରାସ୍ତା

ଯାଜପୁର,୨ା୨(ହର୍ଷବର୍ଦ୍ଧନ ବେହେରା): ଜିଲା ଗଠନ ହେବା ପରେ ଲୋକଙ୍କ ଜୀବନଧାରଣ ମାନରେ ଯେତେ ଉନ୍ନତି ହେବା କଥା ତାହା ନୈରାଶ୍ୟଜନକ ହୋଇଛି। ଯେଉଁ ଅଞ୍ଚଳର ଗମନାଗମନ ଯେତେ ସୁଦୃଢ ସେହି ଅଞ୍ଚଳ ସେତେ ଉନ୍ନତ ବୋଲି ବିଶ୍ୱାସ ରହିଛି। କିନ୍ତୁ...

ବିନା ଘୋଡ଼ଣିରେ ବିଷାକ୍ତ ପାଉଁଶ ପରିବହନ

ଯାଜପୁରରୋଡ଼,୩୧।୧(ପବିତ୍ର ରଞ୍ଜନ ମହାନ୍ତି): କଳିଙ୍ଗନଗର ଶିଳ୍ପାଞ୍ଚଳର ବିଭିନ୍ନ କାରଖାନାରେ କୋଇଲାକୁ ଜାଳେଣି ଭାବେ ବ୍ୟବହାର କରାଯାଇଥାଏ। ପରେ ସେଥିରୁ ବହୁ ପରିମାଣରେ ପାଉଁଶ ବାହାରିଥାଏ।। ସେହି ପାଉଁଶ କାରଖାନାର କୌଣସି କାମରେ ବ୍ୟବହୃତ ହୋଇ ନ ଥାଏ। ସେହି ବିଷାକ୍ତ...

ଅବହେଳିତ ଥାଲାସେମିଆ ଶିଶୁ ରୋଗୀ

ଯାଜପୁର,୩୦ା୧(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗ ୱାର୍ଡରେ ରକ୍ତଜନିତ ରୋଗ ଥାଲାସେମିଆ, ସିକିଲ୍‌ ସେ୍‌ଲ ଓ ହିମୋଫେଲିଆ ରୋଗୀମାନେ ଉପଯୁକ୍ତ ଚିିକିତ୍ସା ନ ପାଇ ନିରାଶ ହେଉଛନ୍ତି। ଏହି ମର୍ମରେ ଯାଜପୁର ଜିଲା ଥାଲାସେମିଆ ସିକିଲସେଲ୍‌ ଏନିମିଆ...

ବେଆଇନ ଭାବେ ଚାଲିଛି ମୋରମ୍‌ ଚାଲାଣ

ଜେନାପୁର,୩୦ା୧(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଜେନାପୁର ଥାନା ବରଡା ମୌଜାର ନିମିଟି ପାହାଡ଼ ପାଦଦେଶରେ ଥିବା ନୂଆ ବରଡ଼ା ପାଖ ପଡ଼ିଆରୁ ବେଆଇନ ଭାବେ ମୋରମ ଚୋରା ଚାଲାଣ ହେଉଥିବା ଅଭିଯୋଗ ହେଉଛି। ପ୍ରତି ରାତିରେ ଚାଲାଣକାରୀ...

ବରୀ ବିଜେଡି: ଆଶାୟୀଙ୍କ ଭିତରେ ଲଢ଼େଇ

ରସୁଲପୁର, ୨୯।୧(ରଞ୍ଜିତ ରାଉତ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ପ୍ରାର୍ଥୀ ହେବା ପାଇଁ ଆଶାୟୀମାନେ କସରତ ଆରମ୍ଭ କରିଦେଲେଣି। ଶାସକ ବିଜେଡିରେ ଅନେକ ଆଶାୟୀ ବିରୋଧୀଙ୍କୁ ସୁହାଇବା ଭଳି ମନେହେଉଛନ୍ତି।...

ପାସେଞ୍ଜର ଟ୍ରେନରୁ ଦ୍ରୁତଗାମୀ ଭଡ଼ା ଅସୁଲ

ଯାଜପୁର,୨୯ା୧(ହର୍ଷବର୍ଦ୍ଧନ ବେହେରା): କରୋନା ଲକ୍‌ଡାଉନ୍‌ ସମୟରେ ଅର୍ଥାତ୍‌ ୨୦୨୧ ଏପ୍ରିଲରୁ ଓଡ଼ିଶାର ସମସ୍ତ ଯାତ୍ରୀବାହୀ ଓ ମେମୁ ପାସେଞ୍ଜର ଟ୍ରେନକୁ ସ୍ପେଶାଲ/ଦ୍ରୁତଗାମୀ କରାଯାଇଛି। ଆଜି ପର୍ଯ୍ୟନ୍ତ ସାଧାରଣ ଜନତାଠାରୁ ଦ୍ରୁତଗାମୀ ଭଡା ଆଦାୟ କରାଯାଉଥିବା ଅଭିଯୋଗ ହୋଇଛି। ରେଲଓ୍ବେର ଏଭଳି...

୫୦ ହଜାର ଦିଅ, ଗୁଣ୍ଠେ ଜମି ନିଅ

କଳିଙ୍ଗନଗର,୨୯।୧: ଯାଜପୁର ଜିଲାର ଦାନଗଦି ତହସିଲ ତଥା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜନସଂଖ୍ୟା ବଢିବା ସାଙ୍ଗକୁ ସହରର କଳେବର ବୃଦ୍ଧି ପାଇବାରେ ଲାଗିଛି। ଲୋକଙ୍କ ଘର ପାଇଁ ଜମିର ଆବଶ୍ୟକତା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହର...

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ଦେହାନ୍ତ

କଟକ,୨୭।୧: ସ୍ୱାଧୀନତା ସଂଗ୍ରାମୀ ତଥା ଅଲ ଇଣ୍ଡିଆ ଫ୍ରିଡମ ଫାଇଟର୍ସ ଆସୋସିଏସନର ସଭାପତି ନୀଳମଣି ସାମଲ ୧୦୧ ବର୍ଷ ବୟସରେ କଟକ ଏସସିବି ମେଡିକାଲ କଲେଜ ଏବଂ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ପ୍ରାଣତ୍ୟାଗ କରିଛନ୍ତି। ବ୍ରେନଷ୍ଟ୍ରୋକ୍ ହେବା ପରେ ତାଙ୍କୁ...

ବଦଳିପାରେ ଭୋଟ ସମୀକରଣ

ଯାଜପୁର,୨୬ା୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ସୁକିନ୍ଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଘଡ଼ାଇ ପରିବାରର ପ୍ରଭାବ ୧୯୯୦ରୁ ରହିଆସିଛି। ପ୍ରଫୁଲ୍ଲ ଘଡ଼ାଇ ଏଠାରୁ ୫ ଥର ନିର୍ବାଚିତ ହୋଇ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ହୋଇଥିଲେ। ୨୦୧୪ ଓ ୨୦୧୯ରେ ତାଙ୍କ ପୁଅ...

ବନ୍ଧୁମିଳନ ଆଳରେ ନେତୃତ୍ୱ ପରିବର୍ତ୍ତନ ସ୍ବର

ଚଣ୍ଡିଖୋଲ,୨୫ା୧(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ବଡ଼ଚଣା ବିଜେଡି ପକ୍ଷରୁ ପୁରୁଖା କର୍ମୀମାନେ ବୁଧବାର ଚଣ୍ଡିଖୋଲ ନିକଟ ଧର୍ମଶାଳା ଭବନରେ ଏକ ବନ୍ଧୁମିଳନ କରି ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀର ନେତୃତ୍ୱ ପରିବର୍ତ୍ତନର ସ୍ବର ଉଠାଇଛନ୍ତି। ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ...

ଅବ୍ୟବସ୍ଥାରେ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ବଡ଼ଚଣା,୨୪।୧(ଦିଲୀପ କୁମାର ମହାନ୍ତି): ବଡ଼ଚଣା ବ୍ଲକ୍‌ର ଏକମାତ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଦୀର୍ଘଦିନ ହେଲା ଅବ୍ୟବସ୍ଥାରେ ଚାଲିଛି। ଏଠାରେ ୪ ବିଶେଷଜ୍ଞ ଡାକ୍ତରଙ୍କୁ ମିଶାଇ ମୋଟ୍‌ ୧୪ ଡାକ୍ତର ରହିବା କଥା। ହେଲେ ଏବେ ୪ ଜଣ ଡାକ୍ତର ରହିଛନ୍ତି। ସେମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri