ବିକଳ୍ପ ଖୋଜିବେ ଖଣି, ଶିଳ୍ପ ସଂସ୍ଥା
ଯାଜପୁର ଅଫିସ,୧୭ା୧୦: ରାଜ୍ୟର ଖଣି ଓ ଶିଳ୍ପାଞ୍ଚଳର ଲୋକେ ପାଣି ପାଇଁ ହାହାକାର। ଭୂତଳ ଜଳ ହ୍ରାସ ପାଇଚାଲିଛି। ଏହାର ସଂରକ୍ଷଣ ଏବଂ ଭରଣା ପାଇଁ ସରକାରଙ୍କ ବିଭିନ୍ନ ନିଷ୍ପତ୍ତି କାର୍ଯ୍ୟକାରୀ ହୋଇପାରୁନାହିଁ। ଫଳରେ ଭୂତଳ ଜଳ ନିମ୍ନଗାମୀ ହେବା ଅଣାୟତ୍ତ…
ଯାଜପୁରରେ ଖୋଲିବ ଭୂବନ୍ଦୋବସ୍ତ କମିଶନ ଅଫିସ୍
ଯାଜପୁର ଟାଉନ,୧୪ା୧୦ (ଡି.ଏନ.ଏ.): ବହୁ ପ୍ରତୀକ୍ଷାର ଅନ୍ତେପରେ ଭୂ-ବନ୍ଦୋବସ୍ତ କମିଶନ୍ ଅଫିସ୍ ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଖୋଲିବ। ଏହି ଅଫିସ୍ ୪/୫ ବର୍ଷ ପୂର୍ବରୁ ଯାଜପୁରରେ ଖୋଲିବା ପାଇଁ ସରକାରଙ୍କ ତରଫରୁ ନୋଟିଫିକେସନ୍ ହୋଇଥିଲା। ତେବେ ବହୁ ବିଳମ୍ବରେ ସରକାର ନିଷ୍ପତ୍ତି…
ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଅସହାୟ ବୃଦ୍ଧା
ଯାଜପୁର ଅଫିସ,୧୪ା୧୦: ଗରିବ ଲୋକଙ୍କୁ ଆବାସ ଘର ଠାରୁ ଆରମ୍ଭ କରି ଭତ୍ତା, ଟଙ୍କିକିଆ ଚାଉଳ ସରକାର ଯୋଗାଇ ଦେଉଛନ୍ତି। ହେଲେ ସରକାରଙ୍କ ଏହି ସୁବିଧା କାହାକୁ ମିଳୁଛି ତ ଆଉ କିଏ ପାଇବା ପାଇଁ ବର୍ଷ ବର୍ଷ ଧରି ଚାହିଁ…
ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ତାଲିକାରେ ଅର୍ଜୁନ
ରସୁଲପୁର,୧୪ା୧୦(ଡି.ଏନ.ଏ.): ଆମେରିକାସ୍ଥିତ ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ୨୦୨୨ ଶିକ୍ଷାବର୍ଷ ପାଇଁ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ଗ୍ରାମର ଅନନ୍ତ ବେହେରାଙ୍କ ପୁଅ ବୈଜ୍ଞାନିକ ଡ. ଅର୍ଜୁନ…
ଜବାବ ଦାଖଲ ପାଇଁ ଏନ୍ଜିଟିର ନିର୍ଦ୍ଦେଶ
ଯାଜପୁର ଅଫିସ,୧୪ା୧୦: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ଡୁବୁରୀ ୫୩ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାମରେ ଆଇନଗତ ଅଧିକାର ନ ଥାଇ ବିପୁଳ ପରିମାଣରେ ବିଭିନ୍ନ ଲଘୁ ଖଣିଜ ଦ୍ରବ୍ୟ ଚାଲାଣ ହୋଇଛି। ଏଥିରେ ନିୟୋଜିତ ଠିକାସଂସ୍ଥା ଗମନ ଇନ୍ଫ୍ରାଷ୍ଟ୍ରକ୍ଚର…
ଶିଳ୍ପ ଥାଇ ନିଯୁକ୍ତି ଆଶାୟୀ ନିରାଶ
ଯାଜପୁର ଅଫିସ/ଅନୁଗୋଳ ଅଫିସ୍/ରାୟଗଡ଼ା ଅଫିସ୍,୧୩ା୧୦: ଖଣିଜ ସମ୍ପଦରେ ଭରପୂର ଜିଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଆଗ୍ରହ ଦେଖାଇ ଆସୁଛନ୍ତି। ସରକାର ସେମାନଙ୍କୁ ଜମି, ପାଣି, ଖଣି ସମେତ ସମସ୍ତ ସୁବିଧା ସୁଯୋଗ ଅତି ସହଜରେ ଉପଲବ୍ଧ କରାଉଛନ୍ତି। ସରକାରଙ୍କ ବଡ଼…
ମା’ ଗାଧୋଇ ଆସି ଦେଖିଲେ ଜଳୁଛି ସପ୍ତମ ଶ୍ରେଣୀର ପୁଅ
ଯାଜପୁର ଅଫିସ,୧୧।୧୦: ଯାଜପୁର ଜିଲା ଦାନଗଦି ବ୍ଲକ କିଆଝର ପଞ୍ଚାୟତର ସମରପିଟା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ କେହି ନ ଥିବା ବେଳେ ମା’ ଗାଧୋଇ ଆସି ଦେଖିଲା ବେଳକୁ ତାଙ୍କ ସପ୍ତମ ଶ୍ରେଣୀର ପୁଅ ଜଳୁଛି ।…
ବିଳମ୍ବରେ ଅଣ୍ଡା, ଛତୁଆ ବଣ୍ଟନ ନେଇ ଅସନ୍ତୋଷ
ରସୁଲପୁର,୧୧ା୧୦ (ଡି.ଏନ.ଏ.): ରସୁଲପୁର ବ୍ଲକ ସମନ୍ବିତ ମହିଳା ଓ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ମାନପୁର ଅଙ୍ଗନୱାଡ଼ି କେନ୍ଦ୍ରରେ ଅଣ୍ଡା ଛତୁଆ ବଣ୍ଟନକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ା ଏ ନେଇ ରସୁଲପୁର ମହିଳା ଓ ଶିଶୁ ବିକାଶ…
ଚିରସ୍ରୋତା ହେବ ଛିଣ୍ଡା ଖରସ୍ରୋତା
ଯାଜପୁର ଅଫିସ,୧୧ା୧୦: ଯାଜପୁର ଜିଲା ଦେଇ ପ୍ରବାହିତ ଛିଣ୍ଡା ଖରସ୍ରୋତାକୁ ପୁନରୁଦ୍ଧାର କରିବାକୁ ଜଳ ସମ୍ପଦ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ମର୍ମରେ ଜଳ ସମ୍ପଦ ବିଭାଗର ଅଧସ୍ଥନ ସଚିବ ଭାଗିରଥି ପାଢୀ ପ୍ରକଳ୍ପ ନିର୍ମାଣ ଓ ଅନୁଦାନ…
ଅଭାବରୁ ପଶିଛି ଚିନ୍ତା
ଯାଜପୁର ଅଫିସ/ପୁରୀ ଅଫିସ,୧୧ା୧୦:ରାଜ୍ୟର ପୁରୀ ଶ୍ରୀମନ୍ଦିର ସମେତ ଅନ୍ୟାନ୍ୟ ୨୦ଟି ପ୍ରକଳ୍ପର ସୌନ୍ଦର୍ଯ୍ୟକରଣ କାମ ଚାଲିଛି। ଏହି କାର୍ଯ୍ୟ ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଲିଃ ବା ଓଡ଼ିଶା ବ୍ରିଜ ଆଣ୍ଡ କନ୍ଷ୍ଟ୍ରକ୍ସନ କର୍ପୋରେଶନ ଲିମିଟେଡ(ଓବିଆଣ୍ଡସିସି)କୁ ଦାୟିତ୍ୱ ଦିଆଯାଇଛି। ହେଲେ…
ଏକାଧିକ ବିଲ୍ କରି ଅର୍ଥ ଆତ୍ମସାତ୍
ଯାଜପୁର ସଦର,୧୦ା୧୦(ଡି.ଏନ୍.ଏ): ଯାଜପୁର ଜିଲା ଦଶରଥପୁର ବ୍ଲକ ଖଣ୍ଡରା ପଞ୍ଚାୟତ ପରିସର କଲ୍ୟାଣ ମଣ୍ଡପ ନିର୍ମାଣ କାର୍ଯ୍ୟରେ ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନଆରଇଜିଏସ)ରେ ଏକାଧିକ ବିଲ କରାଯାଇ ଅର୍ଥ ଆତ୍ମସାତ୍ କରାଯାଇଥିବା ଅଭିଯୋଗ ହୋଇଛି। ଶ୍ରମିକଙ୍କ ନାମରେ…
ଭଙ୍ଗା ଆଜବେଷ୍ଟସ୍ ତଳେ କୋମଳମତି ଶିଶୁ
ଯାଜପୁର ଅଫିସ/ପ୍ରୀତିପୁର(ଡି.ଏନ.ଏ.) ୧୦ା୧୦: ଯାଜପୁର ଜିଲାରେ ୨୬୦୦ରୁ ଊର୍ଦ୍ଧ୍ୱ ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିରୁ କେତେକ କେନ୍ଦ୍ର ଅତି ପୁରାତନ କ୍ଲବ ଘର ଓ ସ୍କୁଲ ତଥା ଅଙ୍ଗନଓ୍ବାଡି କର୍ମୀଙ୍କ ଘରେ ଚାଲିଛି। ସେଥିମଧ୍ୟରୁ ଅଧିକାଂଶ ଅତି ବିପଦସଙ୍କୁଳ ବୋଲି ଅଭିଭାବକମାନେ…
Archives


