ଯାଜପୁର

ସେତୁ ପାଲଟିଛି ମାଛ ମାର୍କେଟ

ଯାଜପୁର ଟାଉନ,୨୭ା୧୦(ଡି.ଏନ.ଏ.): ଏବେ ଯାଜପୁରଟାଉନର ସବୁଠାରୁ ବଡ଼ମାଛ ମାର୍କେଟ ହେଉଛି ଗାନ୍ଧୀଛକ ନିକଟସ୍ଥ କିଲ୍ଲାଘାଟ ସେତୁ। ଏ ସେତୁଟି ଉପରେ ଭଦ୍ରକ ଜିଲା ସମେତ ପଣସା ପଞ୍ଚାୟତବାସୀ ନିର୍ଭର କରିଥାନ୍ତି। ଏବେ ସହର ଏହି ଅଞ୍ଚଳକୁ ବ୍ୟାପ୍ତ ହେଉଛି। ବହୁ ସରକାରୀ…

ପ୍ରଥମେ ଲୁଟିଲେ, ପରେ ପୋତିଲେ

ଯାଜପୁର ଅଫିସ,୨୭ା୧୦: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବରଡ଼ା ପାହାଡ଼ର ୧ ନମ୍ବର କଳାପଥର ଖାଦାନରୁ ବେଆଇନ ଉତ୍ତୋଳନରୁ ବର୍ତ୍ତିବାକୁ ସମ୍ପୃକ୍ତ ଲିଜ୍‌ଧାରୀ ବର୍ତ୍ତମାନ ମାଟି ପୋତିବା ଆରମ୍ଭ କରିଛନ୍ତି। ଏଥିପାଇଁ ବ୍ୟବହୃତ ଶତାଧିକ ଟ୍ରିପ ମୋରମ ଓ ମାଟି…

ଛାତ୍ରୀ ନିବାସ କୋଠରିରୁ ମିଳିଲା ଝୁଲନ୍ତା ମୃତଦେହ

ରସୁଲପୁର,୨୬ା୧୦(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ବଡକଇଁଚି ପଞ୍ଚାୟତର ହୃଷିକେଶ ଖିଲାରଙ୍କ ବଡ଼ଝିଅ ରଶ୍ମିରେଖା(୧୯)ଙ୍କ ରବିବାର ରାତିରେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି ା ଛାତ୍ରଙ୍କ ପରିବାର ଲୋକେ ଏ ସଂକ୍ରାନ୍ତରେ କଟକ ଜିଲା ଓଲଟପୁର ଥାନାରେ ହତ୍ୟା ମାମଲା…

କାଳୀପୂଜା ପାଇଁ ଝଲସୁଛି ଯାଜପୁର ସହର

ଯାଜପୁର ଟାଉନ,୨୬ା୧୦(ଡି.ଏନ.ଏ.): ଯାଜପୁରର ଗଣପର୍ବ କାଳୀପୂଜା ସୋମବାର ରାତିରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ସୂର୍ଯ୍ୟ ପରାଗ ଯୋଗୁ ରାତି ୧୦ଟା ସମୟରେ ବୈତରଣୀ ନଦୀରେ କଳସ ବୁଡା କାର୍ଯ୍ୟକ୍ରମ ଶେଷ ହୋଇଥିଲା ା ଏହାପରେ ପାରମ୍ପରିକ ରୀତିନୀତି ଅନୁଯାୟୀ ବିଭିନ୍ନ…

ଜଣେ ଫାର୍ମାସିଷ୍ଟ, ଏକାଧିକ ଦୋକାନ

ଯାଜପୁର ଅଫିସ,୨୬ା୧୦: ଡ୍ରଗ୍ସ ଏବଂ କସ୍‌ମେଟିକ୍ସ ଆକ୍ଟ-୧୯୪୦ର ଧାରା ୬୫(୨), ୬୩(୩)(୧) ଏବଂ ୬୫(୯)(ଏ)ର ଉଲ୍ଲଂଘନ କରି କେତେଜଣ ଖୁଚୁରା ଏବଂ ହୋଲ୍‌ସେଲର ଔଷଧ ବିକ୍ରି କରୁଛନ୍ତି। ଏଥିରେ ସମ୍ପୃକ୍ତ ଡ୍ରଗ୍ସ ଇନ୍ସପେକ୍ଟରମାନେ ଜାଣିଶୁଣି ହାତବାନ୍ଧି ବସିଛନ୍ତି। ଏପରି କି ଫାର୍ମାସିଷ୍ଟମାନଙ୍କ…

୭ ଟ୍ରମା କେୟାର ଫାସିଲିଟି କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଯାଜପୁର ଅଫିସ,୨୪ା୧୦: ରାଜ୍ୟରେ ପ୍ରତିବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ଦୁର୍ଘଟଣା ଘଟୁଛି। ମୃତ୍ୟୁହାର ୪୮%, ଯାହାକି ସାରା ଭାରତ ବର୍ଷରେ ସର୍ବାଧିକ ବୋଲି ରିପୋର୍ଟରେ ଦର୍ଶାଯାଇଛି। ତେଣୁ ସଡ଼କ ସୁରକ୍ଷା ସୁପ୍ରିମକୋର୍ଟ କମିଟି ଏହି ମୃତ୍ୟୁହାରକୁ ୧୦%କୁ କମାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ହିତାଧିକାରୀଙ୍କ ୨ ମାସର ଗହମ ଗାଏବ

ଚଣ୍ଡିଖୋଲ,୨୪ା୧୦(ଡି.ଏନ.ଏ.):କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ସାଧାରଣ ଗରିବ ଲୋକଙ୍କୁ ୧ ଟଙ୍କାରେ ଚାଉଳ ଓ ଗହମ ଯୋଗାଇ ଦେଉଛନ୍ତି। ତେବେ ଗତ କିଛି ମାସ ହେବ ଗହମର ସଙ୍କଟ ଦେଖା ଦେବାରୁ ଯେଉଁମାନଙ୍କ ରାଶନ କାର୍ଡ଼ରେ ଗହମ…

ସତ ବଖାଣୁଛି ଗ୍ରାଉଣ୍ଡ ଜିରୋ

ଯାଜପୁର ଅଫିସ/ବ୍ରହ୍ମବରଦା (ଡି.ଏନ.ଏ.),୨୪ା୧୦:ଉଚ୍ଚରେ ଥିବା ଚାଷ ଜମିକୁ ନଦୀ ଏବଂ ଜଳଭଣ୍ଡାରରୁ ପାଣି ଉଠାଇ ଜଳସେଚନ କରିବା ମେଗା ଉଠା ଜଳସେଚନ ପ୍ରକଳ୍ପର ଲକ୍ଷ୍ୟ। ହେଲେ ସରକାରୀ ଫାଇଲରେ ଏହାର ଅଯଥା ସଫଳତା ବଖାଣିବା ସାର ହୋଇଛି ବୋଲି ଚାଷୀ ମହଲରେ…

ନଦୀଜଳରେ ଫେନୋଲିକ୍‌ ବିଷ

ଯାଜପୁର ଅଫିସ,୨୩।୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀଜଳ ଅସୁରକ୍ଷିତ ହୋଇପଡ଼ିଛି। ସେଥିରେ ବିଷାକ୍ତ ଫେନୋଲିକ୍‌ କମ୍ପାଉଣ୍ଡ ମିଳୁଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର ରିପୋର୍ଟରୁ ଏହା ଜଣାପଡ଼ିଛି। ପ୍ରତ୍ୟେକ ଜଳ ନମୁନା ପରୀକ୍ଷାରେ…

ଶେଷ ପର୍ଯ୍ୟାୟରେ ଯଖପୁରା-ଜରୋଲି ରେଳ ପ୍ରକଳ୍ପ ନିର୍ମାଣ

ଯାଜପୁର ଅଫିସ, ୨୨ା୧୦: ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ, ଗଛ ସଂଖ୍ୟା ନିରୂପଣ, ଗଛକଟା ବାବଦ କ୍ଷତିପୂରଣ, ଏଫ୍‌ଆର୍‌ଏ (ଫରେଷ୍ଟ ରାଇଟ୍‌ ଆକ୍ଟ) ସାର୍ଟିଫିକେଟ, ବନ୍ୟଜନ୍ତୁ ଇତ୍ୟାଦି ଷ୍ଟେଜ-୧ ଜଙ୍ଗଲ ବିବାଦ ଯୋଗୁ ଓଡ଼ିଶାର ଏକାଧିକ ରେଳ ପ୍ରକଳ୍ପର ଅଗ୍ରଗତି…

ଚକ୍ରବ୍ୟୁହରେ ଫସିଛି ବ୍ୟାସନଗର

ଯାଜପୁର ରୋଡ,୨୧ା୧୦(ଡି.ଏନ.ଏ.):ରାଜନୈତିକ ଓ ପ୍ରଶାସନିକ ଚକ୍ରବ୍ୟୁହରେ ଫସିଛି ବ୍ୟାସନଗର ସହର। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅନେକ ଯୋଜନା କାର୍ଯ୍ୟକାରୀ କରିବାରେ ପାତରଅନ୍ତର ନୀତି ଏବଂ ବିଭିନ୍ନ ଆଳ ଦେଖାଇ ପ୍ରକଳ୍ପ କାମ ଶେଷ ହେବା ପୂର୍ବରୁ ବନ୍ଦ କରାଯିବା କାରଣରୁ…

ଆଗକୁ ପୟାଶ୍ରାଦ୍ଧ, ବିକ୍ରି ହେଲାଣି ପିପେଇ

ବରୀ,୨୧ା୧୦(ଡି.ଏନ.ଏ.):ଆଗକୁ ଆସୁଛି ପୟାଶ୍ରାଦ୍ଧ। ଏହି ଦିବସରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେଇ ସେମାନଙ୍କ ବଂଶଧରମାନେ କୁହନ୍ତି ‘ବଡ଼ବଡୁଆ ହୋ, ଅନ୍ଧାରରେ ଆସିଥିଲ ଆଲୁଅରେ ଯାଆ’। ପରମ୍ପରା ଅନୁଯାୟୀ କାଉଁରିଆ କାଠି ଏହି ଦିବସ ପାଇଁ ଆବଶ୍ୟକ ହୋଇଥାଏ। ଯିଏ ଯେଉଁ ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?