ବ୍ୟାସନଗରକୁ ଭାରି କଠିନ ବର୍ଜ୍ୟବସ୍ତୁ
ଯାଜପୁର ରୋଡ୍,୬ା୯(ଡି.ଏନ.ଏ.):ରାଜ୍ୟର ସମସ୍ତ ପୌର ଓ ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ କଠିନ ବର୍ଜ୍ୟବସ୍ତୁର ଠିକ୍ ପରିଚାଳନା ପାଇଁ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ନିର୍ଦ୍ଦେଶ ଜାରି କରିଛନ୍ତି। କୌଣସି ବର୍ଜ୍ୟବସ୍ତୁକୁ ଖୋଲା ସ୍ଥାନ ତଥା ଆବର୍ଜନା ପକାଯାଉଥିବା ସ୍ଥାନରେ ଜଳାଇବା ସମ୍ପୂର୍ଣ୍ଣ ନିଷେଧ କରାଯାଇଛି।…
ପ୍ରଦୂଷଣମୁକ୍ତ ହେବ ୨୮୧ ଜଳାଶୟ
ଯାଜପୁର ଅଫିସ,୬ା୯:ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ପୋଖରୀ ପାଣି ବ୍ୟବହାର ଅନୁପଯୋଗ ହୋଇ ପଡ଼ିଛି। ବର୍ଷ ବର୍ଷ ଧରି ପଙ୍କ ଉଦ୍ଧାର କରାଯାଉ ନାହିଁ। ଏହାସହ ପୋଖରୀରେ ନର୍ଦ୍ଦମା ପାଣି ପଶି ଜଳକୁ ପ୍ରଦୂଷିତ କରୁଛି। ଫଳରେ ସଂରକ୍ଷିତ ପାଣି ଅପରିଷ୍କାର ହୋଇଯାଉଛି।…
ରେଲୱେ ଓଭରବ୍ରିଜ ଦାବି ତେଜିଲା
ଯାଜପୁର ରୋଡ,୫ା୯(ଡି.ଏନ.ଏ.):ବ୍ୟାସନଗର ମିଳିତ ମଞ୍ଚର ଲିଖିତ ଦାବି ଅନୁଯାୟୀ ମିଳିଥିବା ପ୍ରତିଶ୍ରୁତି ଅନୁସାରେ ଯାଜପୁର-କେନ୍ଦୁଝର ରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା, ରେଲବାଇ ଓଭର ବ୍ରିଜ ଓ ଗଳିପୋଲ କାମ ବର୍ତ୍ତମାନ ସୁଦ୍ଧା ଆରମ୍ଭ ହୋଇ ପାରିନାହିଁ। ବ୍ୟାସନଗରବାସୀଙ୍କ ଇଛାଶକ୍ତି ଓ ଏକତାର…
ତାଲିକାରୁ ବାଦ୍ ପଡ଼ିଲା ଏସ୍ଏଚ୍ଜି
ଯାଜପୁର ଅଫିସ,୫ା୯:ଯାଜପୁର ଜିଲାର ୧୧ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ରେ ବିନା ଧାନରେ ଅଗ୍ରିମ ଭେଣ୍ଡର ରସିଦ ଜାରି କରାଯାଇ ଧାନ କିଣାଯାଇଥିବା ଜଣାପଡ଼ିଥିଲା। ଷ୍ଟେଟ୍ ଏନଫୋର୍ସମେଣ୍ଟ ସ୍କ୍ବାଡ୍ର ତଦନ୍ତ ରିପୋର୍ଟକୁ ଆଧାର କରି ଏହି ଜାଲିଆତିରେ ସମ୍ପୃକ୍ତ ପାକ୍ସ ଏବଂ…
ବାୟୋମେଟ୍ରିକ ଖୋଲିବ ବାଟମାରଣା
ଯାଜପୁର ରୋଡ,୫ା୯(ଡି.ଏନ.ଏ.):ସହରର ପରିଷ୍କାର ପରିଚ୍ଛନ୍ନତା ସ୍ବାୟତ୍ତ ଶାସନ ସଂସ୍ଥାର ପ୍ରାଥମିକ ଓ ମୌଳିକ ଦାୟିତ୍ୱ ବୋଲି ନଗର ବିଜ୍ଞାନ ପାଠରେ ଲେଖା ହୋଇଛି। ନଗରବାସୀଙ୍କ ଆବଶ୍ୟକତା ବୃଦ୍ଧି ସାଙ୍ଗକୁ ସ୍ବାୟତ୍ତ ଶାସନ ସଂସ୍ଥାର ଦାୟିତ୍ୱ ସିନା ବଢିଛି, କିନ୍ତୁ ସହରକୁ ପରିଷ୍କାର…
କମେଣ୍ଟମରାରୁ ଛାତ୍ରୀଙ୍କୁ ହତ୍ୟା: ଗାଁ ପୋଖରୀରୁ ମୃତଦେହ ଜବତ
ଯାଜପୁର ଅଫିସ/ପ୍ରୀତିପୁର/ଦଶରଥପୁର(ଡି.ଏନ୍.ଏ.),୪ା୯ କମେଣ୍ଟମରାକୁ କେନ୍ଦ୍ରକରି ଜଣେ ଛାତ୍ରୀଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଉତ୍ତଙ୍ଗରା ପଞ୍ଚାୟତ ଅଧୀନ ବରିକୂଳ ଗ୍ରାମର ଅମୂଲ୍ୟ ଦାସଙ୍କ ଝିଅ ଅମ୍ରିତା(୧୪)। ତାଙ୍କ ମୃତଦେହକୁ ଗାଁର ନାଳକୂଳ ପୋଖରୀରୁ ଶନିବାର ରାତିରେ…
୩୦ ବର୍ଷ ପାଇଁ ଲିଜ୍ ମିଳିଛି: ଲିଜ୍ଧାରୀ
ଯାଜପୁର ଅଫିସ,୪।୯: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବ୍ରହ୍ମପୁରଶାସନ ଗ୍ରାମରେ ରହିଥିବା ପାରାଦୀପ ବନ୍ଦର ଟ୍ରଷ୍ଟ(ପିପିଟି)ର ୨୦.୦୪ ଏକର ଜମି ଜବରଦଖଲ ଅଭିଯୋଗ ମାମଲା ଏବେ ଭିନ୍ନମୋଡ ନେଇଛି। ଏହି ମାମଲାର ସିବିଆଇ ତଦନ୍ତ ଦାବି ହେବା ପରେ ପାରାଦୀପ…
ପାଟନାଳୀ ସଫେଇ ନାଁରେ ଅର୍ଥ ହରିଲୁଟ୍
ଚଣ୍ଡିଖୋଲ,୩ା୯(ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକର ଡ୍ରେନେଜ୍ ଡିଭିଜନ ତରଫରୁ ପାଟନାଳୀ ସଫେଇ ନାମରେ ବ୍ୟାପକ ଅର୍ଥ ହରିଲୁଟ୍ ହୋଇଛି। ଏହି ପାଟନାଳୀଗୁଡ଼ିକ ସାଧାରଣତଃ ଚାଷ ଜମିରୁ ଜଳ ନିଷ୍କାସନ ପାଇଁ ବ୍ୟବହାର ହୋଇଥାଏ। ତେବେ ବିଭାଗ ତରଫରୁ ଏହି କାର୍ଯ୍ୟରେ…
ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀ ମତଭେଦ
ଯାଜପୁର ରୋଡ,୩ା୯(ଡି.ଏନ.ଏ.): ବ୍ୟାସନଗର ପୌର ପରିଷଦରେ ପରିମଳ ବ୍ୟବସ୍ଥାରେ ବ୍ୟାପକ ଅନିୟମିତତାର ପର୍ଦ୍ଦାଫାଶ ହୋଇଛି। ଏହାବାଦ୍ ବିନା ଟେଣ୍ଡରରେ ପରିମଳ ବ୍ୟବସ୍ଥାରେ ନିୟୋଜିତ ଠିକାସଂସ୍ଥାକୁ ୧ ବର୍ଷ ପାଇଁ ସଂପ୍ରସାରଣ କରାଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପୌରାଧ୍ୟକ୍ଷା ଏବଂ ନିର୍ବାହୀ ଅଧିକାରୀଙ୍କ…
ରାଜସ୍ଥାନର ୫ ଯୁବକଙ୍କ ସମେତ ୭ ଗିରଫ
ଧର୍ମଶାଳା,୩ା୯(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର ବାଜାରରୁ ଏସ୍ବିଆଇ ଏଟିଏମ୍ ଲୁଟ୍ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ୍ ଘଟଣାରେ ସମ୍ପୃକ୍ତ ରାଜସ୍ଥାନର ୫ ଯୁବକଙ୍କ ସମେତ ଓଡ଼ିଶାର ୨ଜଣ ଯୁବକଙ୍କୁ ମିଶାଇ ମୋଟ୍ ୭ଜଣଙ୍କୁ ପୋଲିସ ଗିରଫ…
ସ୍ତ୍ରୀଙ୍କୁ ଫେରାଇ ଆଣିବାକୁ ଔଷଧ କାମ ଦେଲାନି
ଯାଜପୁର ଅଫିସ,୩ା୯: ସ୍ତ୍ରୀଙ୍କୁ ଘରକୁ ଫେରାଇ ଆଣିବା ନିମନ୍ତେ ଜଣେ ଜ୍ୟୋତିଷ ଦେଇଥିବା ଔଷଧ କାମ ଦେଲାନାହଁି। ଏଥିରେ ଉତ୍କ୍ଷିପ୍ତ ହୋଇ ଜଣେ ଯୁବକ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଉକ୍ତ ଜ୍ୟୋତିଷଙ୍କୁ ହାଣି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଛି ଯାଜପୁର…
ଆବର୍ଜନାରେ ପୋତି ହେଉଛି ମୂଳ ଖରସ୍ରୋତା
ରସୁଲପୁର,୨ା୯(ଡି.ଏନ.ଏ.): ରସୁଲପୁର ବ୍ଲକ୍ ଅଞ୍ଚଳର ଉତ୍ତର ସୀମାରେ ପ୍ରବାହିତ ମୂଳ ଖରସ୍ରୋତା ନଦୀ ଏବେ ଆବର୍ଜନାରେ ପୋତି ହେଉଛି। ଏହି ନଦୀର ତଳମୁଣ୍ଡ ଖଣ୍ଡିତରଠାରେ ନିର୍ମିତ ସ୍ଲୁଇସ୍ଗେଟ୍ ବନ୍ୟା ନିୟନ୍ତ୍ରଣ କରିବାରେ ବିଫଳ ହୋଇଛି। ଫଳରେ ନଦୀରେ ଆସିଥିବା ପ୍ରଥମ ବନ୍ୟାଜଳରେ…
Archives


