ଯାଜପୁର

ଅପେକ୍ଷାରେ ୨ ଦଶନ୍ଧି

ଯାଜପୁର ଅଫିସ,୮ା୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନିୟନ୍ତ୍ରଣ କରିବାକୁ ନଦୀର ଉପରମୁଣ୍ଡ ଆନନ୍ଦପୁର ଏବଂ କାନପୁରଠାରେ ୨ଟି ସମନ୍ବିତ ଜଳ ସେଚନ ପ୍ରକଳ୍ପ ନିର୍ମାଣାଧୀନ ରହିଛି। ଏହି…

ସାମାନ୍ୟ ବର୍ଷାରେ ରାସ୍ତାରେ ଜମୁଛି ପାଣି

ସିଂହପୁର,୭ା୧୦(ଡି.ଏନ.ଏ.): ଲୋକଙ୍କ ଯାତାୟାତ ସୁବିଧା ପାଇଁ ସରକାର ବିପୁଳ ଟଙ୍କା ବ୍ୟୟ କରି ରାସ୍ତା ନିର୍ମାଣ କରୁଛନ୍ତି। ହେଲେ କେତେକ ସ୍ଥାନରେ ନିମ୍ନମାନର ରାସ୍ତା କାର୍ଯ୍ୟ ହେଉଥିବାରୁ ଲୋକେ ଯାତାୟାତରେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ବର୍ଷା ଜଳ ନିଷ୍କାସନ…

ଜାତୀୟ ରାଜପଥ ସୂଚନା ଫଳକରେ ତ୍ରୁଟି

ରସୁଲପୁର,୭ା୧୦(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରାଜପଥ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଜନସାଧାରଣଙ୍କ ସୂଚନା ନିମନ୍ତେ ଲାଗୁଥିବା ସୂଚନା ଫଳକଗୁଡ଼ିକରେ ତ୍ରୁଟି ପରିଲକ୍ଷିତ ହୋଇଛି। ଏହି ଫଳକରେ ଓଡ଼ିଆ ଭାଷାକୁ କଦର୍ଥ କରି ଲେଖାଯାଇଛି, ଯାହାକି ଓଡ଼ିଆଙ୍କ ସ୍ବାଭିମାନ…

ବଜ୍ରପାତରେ ଚାଲିଗଲା ୨ ଯୁବକଙ୍କ ଜୀବନ

ଧର୍ମଶାଳା,୪।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଗଡ଼ମଧୁପୁର ପଞ୍ଚାୟତ ଭୂବନପୁର ଗ୍ରାମର ୨ ଜଣ ଯୁବକଙ୍କ ମଙ୍ଗଳବାର ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ଚନ୍ଦନ ମଳିକ(୧୬) ଏବଂ ବାଞ୍ଝାନିଧି ମଳିକ(୨୦)। ଲଘୁଚାପ ଯୋଗୁ ବର୍ଷା ଯୋଗୁ…

ଶେଷ ହେଲା ମା’ବିରଜାଙ୍କ ରଥଯାତ୍ରା

ଯାଜପୁର ଟାଉନ,୪ା୧୦(ଡି.ଏନ.ଏ.): ପ୍ରତିପଦାଠାରୁ ଆରମ୍ଭ ହୋଇଥିବା ନବ ଦିନ ବ୍ୟାପୀ ମା’ବିରଜାଙ୍କ ସିଂହଧ୍ୱଜ ରଥଯାତ୍ରା ସୋମବାର ଶେଷ ହୋଇଛି। ସେହିପରି ଅଷ୍ଟମୀଗତେ ମହାନବମୀ ସୋମବାର ମା’ବିରଜାଙ୍କ ପୀଠରେ ପାଳିତ ହୋଇଯାଇଛି। ମହାନବମୀ ପୂଜା ଅବସରରେ ଦଶାଶ୍ୱମେଧ ଘାଟରୁ ବ୍ରାହ୍ମଣଙ୍କ ଦ୍ୱାରା ଅଣାଯାଇଥିବା…

ଗୋଖାଦ୍ୟ ଚାଉଳ ହିତାଧିକାରୀଙ୍କୁ ବଣ୍ଟନ

ଚଣ୍ଡିଖୋଲ,୪/୧୦(ଡି.ଏନ୍‌.ଏ.): ଗରିବ ଲୋକଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯାଇ ପ୍ରତି ମାସରେ ହିତାଧିକାରୀଙ୍କୁ ୫କେଜି ଚାଉଳ ଅଥବା ଗହମ ଦିଆଯାଉଛି। ଗହମ ଗଚ୍ଛିତ ନ ଥିବା ହେତୁ ସମସ୍ତ ହିତାଧିକାରୀଙ୍କୁ ଚାଉଳ ଯୋଗାଣ କରାଯାଉଛି। ତେବେ ବଡ଼ ଆଶ୍ଚର୍ଯ୍ୟର କଥା…

ଦୁର୍ଗା ପୂଜା ପାଇଁ ଉତ୍ସବ ମୁଖର ଖଣି ଅଞ୍ଚଳ

କାଳିଆପାଣି,୩ା୧୦(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ଖଣି ଅଞ୍ଚଳରେ ଚଳିତ ବର୍ଷ ଖୁବ୍‌ ଧୂମ୍‌ଧାମ୍‌ରେ ଶାରଦୀୟ ଦୁର୍ଗା ପୂଜା ଆରମ୍ଭ ହୋଇଛି। ଟାଟା ଷ୍ଟିଲ କମ୍ପାନୀର କଲୋନୀ ପରିସରରେ ଗତ ୫୦ ବର୍ଷ ଧରି ହୋଇ ଆସୁଥିବା ପୂଜା ଚଳିତ…

ଭକ୍ତଙ୍କ ଗହଣରେ ପୂଜା ପାଉଛନ୍ତି ମା’

ସିଂହପୁର,୩।୧୦(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ଅଞ୍ଚଳରେ ଦୁର୍ଗାପୂଜା ଧୂମଧାମରେ ପାଳନ କରାଯାଉଛି। ଦୁଇବର୍ଷ କରୋନା କଟକଣା ପରେ ଭକ୍ତଙ୍କ ଗହଣରେ ପୂଜା ପାଉଛନ୍ତି ମା’। ସିଂହପୁର, ଚନ୍ଦନପୁର, ମଲିଆ, ପ୍ରିତିପୁର ଅଞ୍ଚଳ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ…

ଖଣି, ଶିଳ୍ପାଞ୍ଚଳରେ ବର୍ଷା ପ୍ରଭାବିତ

ଯାଜପୁର ଅଫିସ,୩ା୧୦: ଯାଜପୁର ଜିଲାର ଖଣି ଓ ଶିଳ୍ପାଞ୍ଚଳରେ ଚଳିତବର୍ଷ ବୃଷ୍ଟିପାତ ହ୍ରାସ ଚିନ୍ତାର ବିଷୟ ହୋଇଛି। ସାରା ଜିଲାରେ ଏହାର ପ୍ରଭାବ ମଧ୍ୟ ପଡିଛି। ଅତ୍ୟାଧୁନିକ ଜୀବନଶୈଳୀ, ଶିଳ୍ପ କାରଖାନା ଏବଂ ଜନସଂଖ୍ୟା ବୃଦ୍ଧି ଦୃଷ୍ଟିରୁ ଅବାଧ ଗଛ କଟା…

ଖାଦ୍ୟସୁରକ୍ଷା ହିତାଧିକାରୀଙ୍କୁ ନାଲି ଚାଉଳ

ଚଣ୍ଡିଖୋଲ,୩ା୧୦(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଚାଉଳ ଏବଂ ଗହମ ଯୋଗାଇ ଦେଉଛନ୍ତି। ଏହି ଚାଉଳ ସମ୍ପୂର୍ଣ୍ଣ ଧଳା ଓ ପରିଷ୍କାର ହୋଇଥିବା ଆବଶ୍ୟକ ବୋଲି ସରକାରୀ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି। ମାତ୍ର କେତେଜଣ ଅସାଧୁ…

ଇଲେକ୍ଟ୍ରୋନିକ ସ୍କୁଟି ନିର୍ମାଣ କାରଖାନାରେ ଅଗ୍ନିକାଣ୍ଡ

ଚଣ୍ଡିଖୋଲ,୨।୧୦ (ଡି.ଏନ.ଏ.): ବଡ଼ଚଣା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ବଡ଼ଚଣା ଛକ ନିକଟ ଭାରତ ବେଞ୍ଜ କମ୍ପାନୀ ପରିସରରେ ଥିବା ଏକ ଇଲୋକ୍ଟ୍ରୋନିକ ସ୍କୁଟି ନିର୍ମାଣକାରୀ କମ୍ପାନୀ ଇଭିଇ କାରଖାନାରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷତି…

ନବବିବାହିତାଙ୍କୁ ହତ୍ୟା ଅଭିଯୋଗ

ରସୁଲପୁର,୨।୧୦(ଡି.ଏନ.ଏ.): କୁଆଖିଆ ଥାନା ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତ ଓରାଳି ଗ୍ରାମରେ ଶୁକ୍ରବାର ରାତିରେ ଜଣେ ନବ ବିବାହିତାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଗ୍ରାମର ରାଜକିଶୋର ମଳିକଙ୍କ ସ୍ତ୍ରୀ ପିଙ୍କି ପ୍ରଧାନ। ଏ ସମ୍ପର୍କରେ ପିଙ୍କିଙ୍କ ବାପା ରଞ୍ଜନ ପ୍ରଧାନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?