ଯାଜପୁର

ଦୃଷ୍ଟିବାଧିତ ପ୍ରଫୁଲ୍ଲଙ୍କ ଗୁହାରି ଶୁଣିଲା ପ୍ରଶାସନ

କୋରେଇ,୨୫।୯(ସ୍ବ.ପ୍ର.): ଦୃଷ୍ଟିବାଧିତ ପ୍ରଫୁଲ୍ଲଙ୍କ ଗୀତ ମାଧ୍ୟମରେ ଗୁହାରି ଶେଷରେ ପ୍ରଶାସନ ଶୁଣିଲା। ଗୃହ ନିର୍ମାଣ ନିମନ୍ତେ ପ୍ରଶାସନ ପକ୍ଷରୁ ତାଙ୍କୁ ବ୍ୟାସନଗର ତହସିଲ ଅନ୍ତର୍ଗତ କୋରେଇ ବ୍ଲକ ରଗଡ଼ି ମୌଜାରେ ବସୁନ୍ଧରା ଯୋଜନାରେ ୪ ଡେସିମିଲ ଜମି ଯୋଗାଇ ଦିଆଯାଇଛି। ଶନିବାର…

ବସଷ୍ଟାଣ୍ଡରୁ ୮ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

ରସୁଲପୁର,୨୪।୯(ଡି.ଏନ୍‌.ଏ.): କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ କରି ୮୦ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି। ଏଥିସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଯାଜପୁର ରୋଡ଼ ଅଞ୍ଚଳର ଅଜୁ ଦାସ ।…

ସଡ଼କ ସୂଚନା ବ୍ୟବସ୍ଥାକୁ ଆର୍‌ଡିର ଅବହେଳା

ଯାଜପୁର ଅଫିସ,୨୧ା୯: ଜନଜୀବନର ସୁରକ୍ଷା ଏବଂ ନିରାପଦ ଯାତାୟାତ ପାଇଁ ସାରା ରାଜ୍ୟରେ ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ବିଭାଗ ଅଧୀନରେ ରାସ୍ତା ଓ ବ୍ରିଜ ନିର୍ମାଣ ହେଉଛି। ଏଥିପାଇଁ ରାଜ୍ୟ ସରକାର ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। ରାସ୍ତା ନିର୍ମାଣ ସମୟରେ ଦୁର୍ଘଟଣାଜନିତ…

ଓଲଟିଲା ଟୁରିଷ୍ଟ ବସ୍‌: ୧୯ ଆହତ

ଯାଜପୁର ଅଫିସ,୨୦।୯: ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ସାହାପୁର ନିକଟରେ ମଙ୍ଗଳବାର ସକାଳେ ଏକ ଟୁରିଷ୍ଟ ବସ୍‌ ଓଲଟି ପଡିଛି। ଏଥିରେ ୧୯ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେବେ ସମସ୍ତ…

୨୫ ସୁଧା ନାମ ପଞ୍ଜୀକରଣ ନ କଲେ ପିଏମ୍‌ କିଷାନ ଯୋଜନାରୁ ବଞ୍ଚତ୍ତ ହେବେ ଚାଷୀ

ରସୁଲପୁର,୨୦ା୯(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ୨୮ପଞ୍ଚାୟତରେ ପ୍ରାୟ ୩୦ହଜାରରୁ ଊର୍ଦ୍ଧ୍ୱ ଚାଷୀ ପରିବାର ରାଜ୍ୟ ସରକାରଙ୍କ କାଳିଆ ଓ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଉପକୃତ ହେଉଛନ୍ତି ା ଏହି କ୍ରମରେ ସମଗ୍ର ବ୍ଲକ ଅଞ୍ଚଳରୁ ୧୭,୭୭୫ଚାଷୀ ପରିବାରକୁ…

ବର୍ଷା ପାଣିରେ ପିଲା ଭିଜିବାରୁ ଅଭିଭାବକଙ୍କ ଉତ୍ତେଜନା

ସିଂହପୁର,୧୯।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁର ନୋଡାଲ ବିଦ୍ୟାଳୟର ଶ୍ରେଣୀଗୃହରେ ବର୍ଷା ପାଣି ପଶିବାରୁ ଅଭିଭାବକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରକାଶ ଯେ, ସିଂହପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଆବଶ୍ୟକ ସଂଖ୍ୟକ ଶ୍ରେଣୀଗୃହ ନାହିଁ। ଆଠଟି ଶ୍ରେଣୀକୁ…

ସ୍ବାମୀଙ୍କ ଉପରେ ଗରମ ପାଣି ଢାଳିଲେ ସ୍ତ୍ରୀ

ବିଞ୍ଝାରପୁର,୧୯ା୯(ଡି.ଏନ.ଏ.):ପାରିବାରିକ କଳହକୁ କେନ୍ଦ୍ରକରି ଶନିବାର ରାତିରେ ବିଞ୍ଝାରପୁର ଥାନା ଅଧୀନ ଶାସନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ସେକ୍‌ ଆଲ୍ଲାଉଦ୍ଦିନ(୪୮) ଶୋଇଥିବା ବେଳେ ସ୍ତ୍ରୀ ତାଙ୍କ ଉପରେ ଗରମ ପାଣି ଢାଳି ରାଗ ସୁଝାଇଛନ୍ତି। ଫଳରେ ଆଲ୍ଲାଉଦ୍ଦିନ ଅର୍ଦ୍ଧଦଗ୍ଧ…

ବାତ୍ୟା, ବନ୍ୟାଞ୍ଚଳରେ ବିଦ୍ୟୁତ୍‌ ସମସ୍ୟାର ସମାଧାନ ହେବ

ଯାଜପୁର ଅଫିସ,୧୮।୯: ଓଡ଼ିଶାର ବାତ୍ୟା ଓ ବନ୍ୟାପ୍ରବଣ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ଏକ ବଡ଼ ସମସ୍ୟା ହୋଇ ରହିଛି। ପଶ୍ଚିମବଙ୍ଗ ଦେଇ ବାଂଲାଦେଶକୁ ଗୋରୁ ଓ କୋଇଲା ଚୋରା ଚାଲାଣ ଅଣାୟତ୍ତ ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଗତ ଏପ୍ରିଲ ୨୨ରେ…

ଗୁହାଳ ନିର୍ମାଣ ବିଲ୍‌ ପାଉନାହାନ୍ତି ହିତାଧିକାରୀ

ଯାଜପୁର ଅଫିସ,୧୬ା୯:ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନ୍‌ଆରଇଜିଏସ୍‌)ରେ ହିତାଧିକାରୀଙ୍କୁ ବର୍ଷକୁ ୧୦୦ଦିନର କାମ ଯୋଗାଇ ଦେବାକୁ ନିର୍ଦ୍ଧାରଣ କରାଯାଇଛି। କିନ୍ତୁ କେତେକ କ୍ଷେତ୍ରରେ ସରକାରୀ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁଁ ହିତାଧିକାରୀମାନେ ନାନା ସମସ୍ୟାରେ ସମ୍ମୁଖିନ ହେବା…

ପାନୀୟ ଦୁର୍ଦ୍ଦଶାରେ ଖଣି ପ୍ରଭାବିତ ଗ୍ରାମବାସୀ

ଯାଜପୁର ଅଫିସ,୧୫ା୯: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଓଏମ୍‌ବିଏଡିସି (ଓଡିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ନିର୍ମାଣାଧୀନ ୨ ମେଗା ଜଳ ଯୋଗାଣ ପ୍ରକଳ୍ପ ଲୋକଙ୍କ କାମରେ ଏଯାଏ ଲାଗି ପାରିନାହିଁ। ଅଣଓଡ଼ିଆ ଠିକାସଂସ୍ଥା ଏନ୍‌ସିସିକୁ ଗତ…

ବ୍ରାହ୍ମଣୀ ନଦୀଗର୍ଭରେ ଚାରାରୋପଣକୁ ବିରୋଧ

ରସୁଲପୁର,୧୫ା୯(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ଅତଲାପୁର ପଞ୍ଚାୟତର ଅତଲାପୁର ଘେରିବନ୍ଧ ପାର୍ଶ୍ୱ ଦଶଘର ସାହିଠାରୁ କ୍ଷେତ୍ରପାଳ ପର୍ଯ୍ୟନ୍ତ ବ୍ରାହ୍ମଣୀ ନଦୀ ଗର୍ଭରେ ଚାରାରୋପଣ କରାଯାଉଛି। ଫଳରେ ଏହାକୁ ଗ୍ରାମବାସୀଙ୍କ ପକ୍ଷରୁ ବିରୋଧ କରାଯାଇଛି। ନଦୀ ଗର୍ଭରେ ଚାରାରୋପଣ କରାଗଲେ ସରକାରୀ ଅର୍ଥ…

ଜରି ପଞ୍ଚାୟତରେ ଜରିପାଲ ଭରସା

ଯାଜପୁର ଅଫିସ/ ବିଞ୍ଝାରପୁର, ୧୫ା୯(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ଆବାସ ପ୍ଲସ୍‌ର ପ୍ରାଥମିକ ତାଲିକା ପ୍ରକାଶ ପାଇନାହିଁ। ଯେବେ ଏହା ପ୍ରକାଶ ପାଇବ ସର୍ବସାଧାରଣ ନିମନ୍ତେ ଅବଗତ କରାଇ ଦିଆଯିବ। ଏନେଇ ସରକାରଙ୍କ ସ୍ପଷ୍ଟ ନିର୍ଦ୍ଦେଶନାମା ଆସିନାହିଁ। ଆବାସ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?