ରେଲ୍ଓ୍ବେ ଓଭରବ୍ରିଜ୍ ନିର୍ମାଣରେ ବିଳମ୍ବ
ଯାଜପୁର ରୋଡ,୯ା୯(ଡି.ଏନ.ଏ.): ଯାଜପୁରରୋଡ୍ ରେଳ ଷ୍ଟେଶନର ଉତ୍ତର ପଟେ ଓଭରବ୍ରିଜ ନିର୍ମାଣରେ ବିଳମ୍ବକୁ ନେଇ ଯାଜପୁରରୋଡ୍ ଷ୍ଟେଶନ ମ୍ୟାନେଜରଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଯାଜପୁରରୋଡ ରେଳ ଷ୍ଟେଶନ ଗସ୍ତରେ ଆସିଥିବା ଡିଭିଜନର ଡିଆର୍ ୟୁସିସି ମେମ୍ବର ବିଜୟ କୁମାର…
ଟ୍ରଲର ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର
ରଗଡି,୮ା୯(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଲକ୍ଷ୍ମୀନଗର ଛକରେ ଗୁରୁବାର ସକାଳେ ଏକ ଟ୍ରଲର ଧକ୍କାରେ ସ୍ବାମୀଙ୍କ ମୃତ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବସନ୍ତପୁରା ଗ୍ରାମର କାଳନ୍ଦୀ…
ସୁଶାନ୍ତଙ୍କ କଳାକୃତି ଜାତୀୟ ପୁରସ୍କାର ପାଇଁ ମନୋନୀତ
ଚଣ୍ଡିଖୋଲ,୭ା୯(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ପଲାଇ ଗ୍ରାମର ପ୍ରସ୍ତର ଶିଳ୍ପୀ ସୁଶାନ୍ତ କୁମାର ଦାସ ଜାତୀୟ ହସ୍ତଶିଳ୍ପ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ଭାରତ ସରକାରଙ୍କ ହସ୍ତଶିଳ୍ପ ଉନ୍ନୟନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋମବାର ନୂଆଦିଲ୍ଲୀଠାରେ ଘୋଷଣା…
ଖାଦାନ ବନ୍ଦ କରି ସାଟେଲାଇଟ୍ ମାପକୁ ବିରୋଧ
ଯାଜପୁର ଅଫିସ,୭ା୯: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଲିଜ୍ପ୍ରାପ୍ତ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ କଳାପଥର ଖାଦାନ ଗତ ୮ ଦିନ ହେଲା ବନ୍ଦ ରହିଛି। ବେଆଇନ ଉତ୍ତୋଳନ, ଅନୁମୋଦନ ପରିମାଣଠାରୁ ଅଧିକ ଲୁଟ, ବିନା ଟ୍ରାନ୍ଜିଟ ଫର୍ମରେ ଖଣିଜ ପରିବହନ…
ବନ୍ୟାବିପନ୍ନଙ୍କ ଦୁଃଖ ଦୂରହେଉନି
ଯାଜପୁର ଅଫିସ,୬ା୯:ଦଶରଥପୁର ବ୍ଲକ ଅନ୍ତର୍ଗତ ଦତ୍ତପୁର ପଞ୍ଚାୟତରେ ବନ୍ୟା ବିପନ୍ନଙ୍କ ଦୁଃଖ ଏଯାଏ ଦୂର ହୋଇ ପାରିନାହିଁ। ଏହାକୁ ସମାଧାନ କରିବାରେ ବ୍ଲକ ପ୍ରଶାସନ ବିଫଳ ହୋଇଛି ବୋଲି ସୋମବାର ବିଭିନ୍ନ ଯୁବ ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି। ଏକ ଖବରଦାତା…
ବ୍ୟାସନଗରକୁ ଭାରି କଠିନ ବର୍ଜ୍ୟବସ୍ତୁ
ଯାଜପୁର ରୋଡ୍,୬ା୯(ଡି.ଏନ.ଏ.):ରାଜ୍ୟର ସମସ୍ତ ପୌର ଓ ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ କଠିନ ବର୍ଜ୍ୟବସ୍ତୁର ଠିକ୍ ପରିଚାଳନା ପାଇଁ ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି) ନିର୍ଦ୍ଦେଶ ଜାରି କରିଛନ୍ତି। କୌଣସି ବର୍ଜ୍ୟବସ୍ତୁକୁ ଖୋଲା ସ୍ଥାନ ତଥା ଆବର୍ଜନା ପକାଯାଉଥିବା ସ୍ଥାନରେ ଜଳାଇବା ସମ୍ପୂର୍ଣ୍ଣ ନିଷେଧ କରାଯାଇଛି।…
ପ୍ରଦୂଷଣମୁକ୍ତ ହେବ ୨୮୧ ଜଳାଶୟ
ଯାଜପୁର ଅଫିସ,୬ା୯:ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ପୋଖରୀ ପାଣି ବ୍ୟବହାର ଅନୁପଯୋଗ ହୋଇ ପଡ଼ିଛି। ବର୍ଷ ବର୍ଷ ଧରି ପଙ୍କ ଉଦ୍ଧାର କରାଯାଉ ନାହିଁ। ଏହାସହ ପୋଖରୀରେ ନର୍ଦ୍ଦମା ପାଣି ପଶି ଜଳକୁ ପ୍ରଦୂଷିତ କରୁଛି। ଫଳରେ ସଂରକ୍ଷିତ ପାଣି ଅପରିଷ୍କାର ହୋଇଯାଉଛି।…
ରେଲୱେ ଓଭରବ୍ରିଜ ଦାବି ତେଜିଲା
ଯାଜପୁର ରୋଡ,୫ା୯(ଡି.ଏନ.ଏ.):ବ୍ୟାସନଗର ମିଳିତ ମଞ୍ଚର ଲିଖିତ ଦାବି ଅନୁଯାୟୀ ମିଳିଥିବା ପ୍ରତିଶ୍ରୁତି ଅନୁସାରେ ଯାଜପୁର-କେନ୍ଦୁଝର ରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା, ରେଲବାଇ ଓଭର ବ୍ରିଜ ଓ ଗଳିପୋଲ କାମ ବର୍ତ୍ତମାନ ସୁଦ୍ଧା ଆରମ୍ଭ ହୋଇ ପାରିନାହିଁ। ବ୍ୟାସନଗରବାସୀଙ୍କ ଇଛାଶକ୍ତି ଓ ଏକତାର…
ତାଲିକାରୁ ବାଦ୍ ପଡ଼ିଲା ଏସ୍ଏଚ୍ଜି
ଯାଜପୁର ଅଫିସ,୫ା୯:ଯାଜପୁର ଜିଲାର ୧୧ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ରେ ବିନା ଧାନରେ ଅଗ୍ରିମ ଭେଣ୍ଡର ରସିଦ ଜାରି କରାଯାଇ ଧାନ କିଣାଯାଇଥିବା ଜଣାପଡ଼ିଥିଲା। ଷ୍ଟେଟ୍ ଏନଫୋର୍ସମେଣ୍ଟ ସ୍କ୍ବାଡ୍ର ତଦନ୍ତ ରିପୋର୍ଟକୁ ଆଧାର କରି ଏହି ଜାଲିଆତିରେ ସମ୍ପୃକ୍ତ ପାକ୍ସ ଏବଂ…
ବାୟୋମେଟ୍ରିକ ଖୋଲିବ ବାଟମାରଣା
ଯାଜପୁର ରୋଡ,୫ା୯(ଡି.ଏନ.ଏ.):ସହରର ପରିଷ୍କାର ପରିଚ୍ଛନ୍ନତା ସ୍ବାୟତ୍ତ ଶାସନ ସଂସ୍ଥାର ପ୍ରାଥମିକ ଓ ମୌଳିକ ଦାୟିତ୍ୱ ବୋଲି ନଗର ବିଜ୍ଞାନ ପାଠରେ ଲେଖା ହୋଇଛି। ନଗରବାସୀଙ୍କ ଆବଶ୍ୟକତା ବୃଦ୍ଧି ସାଙ୍ଗକୁ ସ୍ବାୟତ୍ତ ଶାସନ ସଂସ୍ଥାର ଦାୟିତ୍ୱ ସିନା ବଢିଛି, କିନ୍ତୁ ସହରକୁ ପରିଷ୍କାର…
କମେଣ୍ଟମରାରୁ ଛାତ୍ରୀଙ୍କୁ ହତ୍ୟା: ଗାଁ ପୋଖରୀରୁ ମୃତଦେହ ଜବତ
ଯାଜପୁର ଅଫିସ/ପ୍ରୀତିପୁର/ଦଶରଥପୁର(ଡି.ଏନ୍.ଏ.),୪ା୯ କମେଣ୍ଟମରାକୁ କେନ୍ଦ୍ରକରି ଜଣେ ଛାତ୍ରୀଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଉତ୍ତଙ୍ଗରା ପଞ୍ଚାୟତ ଅଧୀନ ବରିକୂଳ ଗ୍ରାମର ଅମୂଲ୍ୟ ଦାସଙ୍କ ଝିଅ ଅମ୍ରିତା(୧୪)। ତାଙ୍କ ମୃତଦେହକୁ ଗାଁର ନାଳକୂଳ ପୋଖରୀରୁ ଶନିବାର ରାତିରେ…
୩୦ ବର୍ଷ ପାଇଁ ଲିଜ୍ ମିଳିଛି: ଲିଜ୍ଧାରୀ
ଯାଜପୁର ଅଫିସ,୪।୯: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବ୍ରହ୍ମପୁରଶାସନ ଗ୍ରାମରେ ରହିଥିବା ପାରାଦୀପ ବନ୍ଦର ଟ୍ରଷ୍ଟ(ପିପିଟି)ର ୨୦.୦୪ ଏକର ଜମି ଜବରଦଖଲ ଅଭିଯୋଗ ମାମଲା ଏବେ ଭିନ୍ନମୋଡ ନେଇଛି। ଏହି ମାମଲାର ସିବିଆଇ ତଦନ୍ତ ଦାବି ହେବା ପରେ ପାରାଦୀପ…
Archives


