ଯାଜପୁର

ଯାଜପୁର ଝାଡ଼ାବାନ୍ତି ସ୍ଥିତିରେ ଆସିଛି ସୁଧାର

ଧର୍ମଶାଳା,୧୮ା୬(ଶିବ ପ୍ରସାଦ ମହାନ୍ତି): ସାରା ରାଜ୍ୟରେ ଝାଡ଼ାବାନ୍ତି ସ୍ଥିତି ସଙ୍ଗୀନ ହେଉଥିବା ବେଳେ ଯାଜପୁର ଜିଲାରେ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଜିଲାରେ ମୋଟ୍‌ ୨ଶହରୁ ଊର୍ଦ୍ଧ୍ୱ ରୋଗୀ ଚିକିତ୍ସିତ ହେଉଥିବା ବେଳେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୫୦ରୁ ଊଦ୍ଧର୍‌ବ ରୋଗୀ…

ଆକ୍ସନ ମୋଡ୍‌ରେ ତହସିଲଦାର: ହୋଟେଲରେ ଅଚାନକ ଚଢ଼ାଉ

ଧର୍ମଶାଳା,୧୬।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ଦିନକୁ ଦିନ ଡାଇରିଆ ସ୍ଥିତି ସଙ୍ଗୀନ ହେଉଥିବା ବେଳେ ମଙ୍ଗଳବାର ବଡ଼ଚଣା ବ୍ଲକର ଚଣ୍ଡିଖୋଲ, ଦର୍ପଣ ଆଦି ଅଞ୍ଚଳରେ ଥିବା ହୋଟେଲ, ମିଠା ଦୋକାନ, ରେଷ୍ଟୁରାଣ୍ଟ ଗୁଡିକରେ ଅଚାନକ ଚଢ଼ାଉ କରାଯାଇଛି। ଦର୍ପଣ ତହସିଲଦାର…

ସିରିଜ ଦୁର୍ଘଟଣାରେ ୫ ଆହତ, ଯାତାୟାତ ବାଧାପ୍ରାପ୍ତ

ଧର୍ମଶାଳା,୧୬।୬: ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନଂ ଜାତୀୟ ରାଜପଥର ନେଉଳପୁରଠାରେ ସନ୍ଧ୍ୟା ବେଳେ ଏକ ସିରିଜ ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିବା ଜଣାପଡିଛି। ସୂଚନା ମୁତାବକ ଚଣ୍ଡିଖୋଲ ପଟରୁ ଜାରକା ଆଡକୁ ଆସୁଥିବା ବେଳେ ଏକ ବୋଲେରୋ…

ଝାଡାବାନ୍ତି ସ୍ଥିତି ସାଂଘାତିକ: ଧର୍ମଶାଳାରେ ହୋଟେଲ, ଜଳଖିଆ ଦୋକାନ ବନ୍ଦ

ଧର୍ମଶାଳା,୧୬।୬(ଶିବ ପ୍ରସାଦ ମହାନ୍ତି): ଯାଜପୁରରେ ଝାଡାବାନ୍ତି ସ୍ଥିତି ସାଂଘାତିକ ହେବା ପରେ ଧର୍ମଶାଳା ତହସିଲ ପ୍ରଶାସନ ପକ୍ଷରୁ କଟକଣା ଲାଗୁ କରାଯାଇଛି। ଧର୍ମଶାଳା ତହସିଲ ଅଧୀନରେ ଥିବା ସମସ୍ତ ହୋଟେଲ, ଢାବା, ତେଲଭାଜି ଦୋକାନ, ମିଠା ଦୋକାନ, ଫାଷ୍ଟଫୁଡ଼/ଚାଟ/ଗୁପଚୁପ ଦୋକାନ, ଆଇସକ୍ରିମ…

ସ୍ବାସ୍ଥ୍ୟକେନ୍ଦ୍ର ସ୍ଥିତି ଦେଖି ତାଗିଦ୍‌ କଲେ ସ୍ବାସ୍ଥ୍ୟ ସଚିବ

ଧର୍ମଶାଳା,୧୬ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ପୂର୍ବାହ୍ନରେ ସ୍ବାସ୍ଥ୍ୟ ସଚିବ ଆଶ୍ୱତି ଏସ୍‌ ପହଞ୍ଚି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥିତି ଦେଖି ଅସନ୍ତୋଷ ପ୍ରକାଶ କରିବା ସହ ଉପସ୍ଥିତ ଅଧିକାରୀ ଓ ଡାକ୍ତରମାନଙ୍କୁ ତାଗିଦ୍‌କରିଛନ୍ତି। ଦିନକୁ ଦିନ…

ପ୍ରଶାସନର ବଡ଼ ପଦକ୍ଷେପ: ବନ୍ଦ ରହିବ ହୋଟେଲ, ଢାବା

ବରୀ,୧୫।୬: ଯାଜପୁର ଜିଲାରେ ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଯାଜପୁର ଜିଲା ବରୀ ଅଞ୍ଚଳରେ ୨ ସପ୍ତାହ ପାଇଁ ହୋଟେଲ, ଢାବା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ତେଜରାତି,…

ଜାରକା ବଜାରର ବିଭିନ୍ନ ହୋଟେଲ, ଜଳଖିଆ ଦୋକାନ ଉପରେ ଚଢ଼ାଉ

ଯାଜପୁର,୧୫।୬: ଯାଜପୁର ଜିଲା ଜାରକା ବଜାରର ବିଭିନ୍ନ ହୋଟେଲ, ଜଳଖିଆ ଦୋକାନ ଉପରେ ଚଢ଼ାଉ ହୋଇଛି। ଯାଜପୁର ଜିଲା ଜାରକା ବଜାରର ବିଭିନ୍ନ ହୋଟେଲ ଓ ଜଳଖିଆ ଦୋକାନ ଉପରେ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଜାରକା…

ଧର୍ମଶାଳାରେ ସ୍ଥିତି ବୁଲି ଦେଖିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଯାଜପୁର,୧୫।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ କିଛଦିନ ହେବ ଶହଶହ ରୋଗୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଥିବାବେଳେ ସେଥି ମଧ୍ୟରୁ ଅନେକଙ୍କ ନମୂନା ପରୀକ୍ଷା ପରେ ହଇଜା ଚିହ୍ନଟ ହୋଇଛି। ଦିନକୁ ଦିନ ରୋଗୀମାନଙ୍କ ସଂଖ୍ୟା କମୁ ନ ଥିବା ବେଳେ…

ଯାଜପୁରରେ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ: ସିଲ୍‌ ହେଲା…

ଯାଜପୁର,୧୪।୬: ଯାଜପୁର ରୋଡ଼ରେ ଜିଲା ପ୍ରଶାସନ ନିର୍ଦ୍ଦେଶରେ ଖାଦ୍ୟ ନିରାପତ୍ତା ବିଭାଗ ଓ ବ୍ୟାସନଗର ତହସିଲ ପ୍ରଶାସନ ପୌର ପ୍ରଶାସନର ଏକ ଟିମ୍‌ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟ ଉପରେ ଚଢ଼ାଉକରି ବାସୀ ଓ ଦୂଷିତ ଖାଦ୍ୟ ପଦାର୍ଥର ନମୁନା ସଂଗ୍ରହ…

ଯାଜପୁରରେ ଭୋଜି ଉପରେ ଲାଗିଲା କଟକଣା: ରଜରେ ଭୋଜି ମନା…

ଯାଜପୁର,୧୪।୬: ଯାଜପୁରରେ କଲେରା ବ୍ୟାପୀଥିବାରୁ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଅଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ କରିବାକୁ ପରାମର୍ଶ ଦିଆଯାଇଛି। ଗରମ ଖାଦ୍ୟ, ଫୁଟା ଏବଂ ଫିଲଟର୍‌ କରାଯାଇଥିବା ପାଣି ପିଇବାକୁ ନିର୍ଦ୍ଦେଶ ଦେବା ସହ ଯାଜପୁରରେ କଲେରା…

ଯାଜପୁର ଆସିବେ କେନ୍ଦ୍ରୀୟ ଟିମ୍‌ : ସ୍ଥିତି ଅନୁଧ୍ୟାନ ପାଇଁ…

ଯାଜପୁର,୧୪।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ସ୍ଥିତି ସମୀକ୍ଷା ପାଇଁ ଓଡ଼ିଶା ଆସିବ କେନ୍ଦ୍ରୀୟ ଟିମ୍‌। ୧୪ ଜଣିଆ କେନ୍ଦ୍ରୀୟ ଟିମ ସ୍ଥିତି ଅନୁଧ୍ୟାନ ପାଇଁ ଆସୁଛନ୍ତି। ଏ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ICMR, NCDC,…

ଧର୍ମଶାଳାରେ ରୋଗୀଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଦାସ

ଧର୍ମଶାଳା,୧୪ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ମଧ୍ୟାହ୍ନରେ ପିସିସି ସଭାପତି ଭକ୍ତ ଦାସ ପହଞ୍ଚିଛନ୍ତି। ଧର୍ମଶାଳା ଅଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅନେକ ରୋଗୀ ଚିକିତ୍ସିତ ହେଉଥିବା ବେଳେ ଜାତୀୟ କଂଗେସ ଦଳ ପକ୍ଷରୁ ପିସିସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri