ବୈତରଣୀ, ଯମୁନା ନଦୀରେ ଘଡ଼ିଆଳ କୁମ୍ଭୀର
ଯାଜପୁର ସଦର ୧୮ା୮(ଡି.ଏନ.ଏ.): ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ଏବଂ ଯମୁନା ନଦୀରେ ୨ଟି ଘଡିଆଳ କୁମ୍ଭୀର ଦେଖିବାକୁ ମିଳିଛି। ଦଶରଥପୁର ବ୍ଲକ କୟାଁ ପଞ୍ଚାୟତ ଧରମପୁର ଏବଂ ସଦର ବ୍ଲକର ସିମିଳିଆ ପଞ୍ଚାୟତବାସୀ ଆତଙ୍କିତ ହୋଇ ପଡିଛନ୍ତି। ବୈତରଣୀ…
ଗ୍ୟାସ୍ ପାଇପ୍ ବିଛା କାମରେ ବ୍ୟାସନଗର ସହର ଖିନ୍ଭିନ୍
ଯାଜପୁର ରୋଡ,୧୮ା୮(ଡି.ଏନ.ଏ.): ବ୍ୟାସନଗରରେ ସହରରେ ଭାରତ ଗ୍ୟାସ ପକ୍ଷରୁ ପାଇପ ପିଛା କାର୍ଯ୍ୟରେ ନିୟୋଜିତ ଠିକାସଂସ୍ଥାକୁ କଳା ତାଲିକାଭୁକ୍ତ କରିବାକୁ ପ୍ରଶାସନିକ ଚେତାବନୀ ଦିଆଯାଇଛି। କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର ଏନେଇ ସୂଚନା ଦେଇଛନ୍ତି। ଗ୍ୟାସ ପାଇପ ଲାଇନ…
କମୁଛି ପାଣି, ବଢୁଛି ଦୁର୍ଦ୍ଦଶା
ଯାଜପୁର ଅଫିସ,୧୮।୮: ବୈତରଣୀ ନଦୀର ଶାଖା କାଣୀ ନଦୀର ବ୍ରହ୍ମଚାରୀପାଟଣା ଗ୍ରାମଠାରେ ସୋମବାର ୧୦୦ ଫୁଟ୍ର ଘାଇ ସୃଷ୍ଟି ହେବା ଫଳରେ ଅଦ୍ୟାବଧି ଦଶରଥପୁର ବ୍ଲକ ଅଧୀନ ୧୧ ପଞ୍ଚାୟତର ୩୩ ଗ୍ରାମର ୧୩,୬୬୫ ଲୋକ ପ୍ରଭାବିତ ହୋଇଛନ୍ତି। ତେବେ ବୁଧବାର…
ବନ୍ୟା ପରେ ଚିନ୍ତା
ଯାଜପୁର ଅଫିସ,୧୮ା୮: ଯାଜପୁର ଜିଲା ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ, ବୁଢ଼ା, ଖରସ୍ରୋତା, ବିରୂପା, କାଣୀ ଆଦି ନଦୀର ବନ୍ୟାଜଳ ତଟାଞ୍ଚଳବାସୀଙ୍କ ପାଇଁ କାଳ ହୋଇଛି। ଜିଲାରେ ଗତ ୧୭ ବର୍ଷରେ ନିୟମିତ ବ୍ୟବଧାନରେ ୬ଟି ବଡ଼ ବନ୍ୟା ଆସିଛି। ସେହି…
କଳାପଥର ଉତ୍ତୋଳନକାରୀଙ୍କୁ ସୁରକ୍ଷା: ସାଟେଲାଇଟ୍ ମାପଚୁପରୁ ବାଦ୍ ପଡ଼ିଛି ରାହାଡ଼ପୁର, ବରଡ଼ା, ଲୁଣିବର
ଯାଜପୁର ଅଫିସ,୧୮ା୮: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ଅନୁମତି ପରିମାଣଠାରୁ ଅଧିକ ଉତ୍ତୋଳନରେ ସମ୍ପୃକ୍ତ କଳାପଥର ଖାଦାନ ପଟ୍ଟାଦାରଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନୈରାଶ୍ୟଜନକ ରହିଛି। ୨୦୧୫-୧୬ରୁ ଗତ ମାର୍ଚ୍ଚ ସୁଦ୍ଧା ଜରିମାନା ଆଦାୟ, ଗାଡ଼ି ଜବତ ଆଦି କାର୍ଯ୍ୟାନୁଷ୍ଠାନ…
କାଣୀ ନଦୀବନ୍ଧରେ ଶହେ ଫୁଟର ଘାଇ
ଯାଜପୁର ଅଫିସ/ଦଶରଥପୁର/ଝୁମ୍ପୁରୀ,୧୭ା୮(ଡି.ଏନ.ଏ.): ବୈତରଣୀ ନଦୀର ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଏହାର ଶାଖା ନଦୀ କାଣୀରେ ୧ଶହ ଫୁଟ ଲମ୍ବର ଏକ ଘାଇ ସୃଷ୍ଟି ହୋଇଛି। ଏଥିରେ ଯାଜପୁର ଜିଲା ଦଶରଥପୁର ବ୍ଲକର ୧୦ ପଞ୍ଚାୟତର ୨୪ ଗ୍ରାମର ପ୍ରାୟ…
ବୈତରଣୀ, କାଣୀ ନଦୀରେ ବନ୍ୟା
ଯାଜପୁର ଅଫିସ/ଝୁମ୍ପୁରୀ (ଡି.ଏନ୍.ଏ.),୧୫ା୮: ଯାଜପୁର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଲଘୁଚାପଜନିତ ବର୍ଷା ଯୋଗୁ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀ ଫୁଲିବାରେ ଲାଗିଛି। ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ବୈତରଣୀ ନଦୀର ଆନନ୍ଦପୁରଠାରେ ବିପଦ ସଙ୍କେତ ୩୮.୩୬ ମିଟର…
ସ୍ବାଧୀନତା ସଂଗ୍ରାମୀ ସ୍ମାରକୀ ସ୍ତମ୍ଭ ଅବହେଳିତ
ଚଣ୍ଡିଖୋଲ,୧୫ା୮(ଡି.ଏନ.ଏ.): ସାରାଦେଶ ଏବେ ପାଳୁଛି ସ୍ବାଧୀନତାର ୭୫ତମ ଅମୃତ ମହୋତ୍ସବ। ଏଥିପାଇଁ ୩ ଦିନ ଧରି ପ୍ରତ୍ୟେକ ଘରେ ତ୍ରିରଙ୍ଗା ପତାକା ଉଡ଼ାଇବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ କରିଛନ୍ତି। ଯେଉଁମାନଙ୍କ ତ୍ୟାଗ ଓ ବଳିଦାନରେ ଦେଶ ସ୍ବାଧୀନତା ଲାଭ କରିଥିଲା ସେମାନଙ୍କୁ ସ୍ମରଣ…
୨୦୨୭ ସୁଦ୍ଧା ନୂଆ ୬ ବିମାନବନ୍ଦର
ଯାଜପୁର ଅଫିସ,୧୪ ।୮: ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟରେ ୬ଟି ଲେଖାଏ ବିମାନବନ୍ଦର ଏବଂ ରେଳ ପ୍ରକଳ୍ପର ନୂତନ କାର୍ଯ୍ୟ କିମ୍ବା ବିକାଶ ପାଇଁ ପ୍ରସ୍ତାବ ଗୃହୀତ ହୋଇଛି। ଏହାବାଦ୍ ସଡ଼କ ପରିବହନ କ୍ଷେତ୍ରରେ ୬ଟି ପ୍ରକଳ୍ପ ହାତକୁ…
ଝାଡ଼ାବାନ୍ତିକୁ ଆମନ୍ତ୍ରଣ କରୁଛି ୱାଟ୍କୋ
ଯାଜପୁର ରୋଡ,୧୨ା୮(ଡି.ଏନ.ଏ.): ଯାଜପୁର ଜିଲାର ବ୍ୟାସନଗର ପୌରାଞ୍ଚଳବାସୀଙ୍କୁ ନିୟମିତ ଭାବେ ଗୋଳିଆ ପାଣି ଯୋଗାଣ କରି ୱାଟକୋ ଝାଡ଼ାବାନ୍ତିକୁ ଆମନ୍ତ୍ରଣ କରୁଛି ବୋଲି ଚର୍ଚ୍ଚା ହେଉଛି। ନିକଟରେ ରାଜ୍ୟର ରାୟଗଡା, କୋରାପୁଟ, ନବରଙ୍ଗପୁର, ସୋନପୁର, ନୂଆପଡା, ଗଜପତି ଓ ଝାରସୁଗୁଡା ଜିଲାରେ…
ଜବରଦଖଲରେ ପାରାଦୀପ ବନ୍ଦର ଟ୍ରଷ୍ଟ ଜମି
ଯାଜପୁର ଅଫିସ,୧୨ା୮:ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବ୍ରହ୍ମପୁରଶାସନ ଗ୍ରାମରେ ରହିଥିବା ପାରାଦୀପ ବନ୍ଦର ଟ୍ରଷ୍ଟ(ପିପିଟି)ର ୩୪.୪୬ ଏକର ଜମି ଗତ ୧୦ ବର୍ଷ ହେଲା ଜବରଦଖଲରେ ରହିଛି। ଏହି ଜମିରେ ଫାର୍ମ ହାଉସ, କ୍ରଶର, ମୋରମ ଖାଦାନ ଇତ୍ୟାଦି ବେଆଇନ…
କଳା କାହାଣୀକୁ ଝୁରୁଛନ୍ତି ବରୀବାସୀ
ବରୀ,୧୧ା୮(ଡି.ଏନ.ଏ.): ସେଦିନ ଥିଲା ୧୯୪୨ ଅଗଷ୍ଟ ୨୬ ତାରିଖ। ଗହ୍ମା ପୂନେଇଁ ଜହ୍ନ ଉଠିବା ପୂର୍ବରୁ ରକ୍ତରେ ଭିଜି ଯାଇଥିଲା ବରୀ ବ୍ଲକ ଅଞ୍ଚଳର କଳାମାଟିଆ, ଯାହାକି ଆଜି ରକ୍ତତୀର୍ଥ ଭାବେ ପରିଚିତ। ଗୁଳିକାଣ୍ଡରେ ସାଉଁଟି ମଲିକ, ସାନନ୍ଦ ସ୍ବାଇଁ, ହାଡ଼ିବନ୍ଧୁ…
Archives


