ରାସ୍ତାରେ ବାଡ଼, ୧୦ ପରିବାରର ଯାତାୟାତ ଠପ୍
ବରୀ,୨୪।୭(ଡି.ଏନ.ଏ.): ରାସ୍ତା ଅବରୋଧ ଯୋଗୁ ବରୀ ବ୍ଲକ୍ ଅଧୀନ ଅରଙ୍ଗାବାଦ ପଞ୍ଚାୟତ ୭ନଂ. ଓ୍ବାର୍ଡର ୧୦ରୁ ଊର୍ଦ୍ଧ୍ୱ ପରିବାର ଯାତାୟାତ ନିମନ୍ତେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୧୦ବର୍ଷ ପୂର୍ବରୁ ଏହି ଗ୍ରାମର ଜମିଦାର ଉକ୍ତ ଓ୍ବାର୍ଡର ରାସ୍ତା…
ଅବହେଳାରୁ ଆଦର ହରାଉଛି
ଯାଜପୁର ଅଫିସ,୨୪।୭: ଓଡ଼ିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି। ୨୦୧୯ ତୁଳନାରେ ୨୦୨୦ରେ ୬୯.୯୬% ଏବଂ ୨୦୨୧ରେ ୭୬% ପର୍ଯ୍ୟଟକଙ୍କ ସଂଖ୍ୟା ହ୍ରାସ ପାଇଛି, ଯାହାକି ପର୍ଯ୍ୟଟନ କ୍ଷେତ୍ରରେ ନିର୍ଭର କରୁଥିବା ଲୋକଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି…
ମରାମତି ପାଇଁ ସହାୟତା ଯୋଗାଇ ଦିଆଯିବ
ରଘୁନାଥପୁର,୨୩ା୭(ଡି.ଏନ୍ଏ.): ରଘୁନାଥପୁର ବ୍ଲକର ୭ଟି ବିଦ୍ୟାଳୟକୁ ତୃତୀୟ ପର୍ଯ୍ୟାୟରେ ରୂପାନ୍ତରଣ ନେଇ ବ୍ଲକ ପ୍ରଶାସନର ତତ୍ପରତା ପ୍ରକାଶ ପାଇଛି। ଏନେଇ ଶୁକ୍ରବାର ବିଡିଓ ଜିତେନ୍ଦ୍ର କୁମାର ନାୟକ ଗୋକୁଳପୁରସ୍ଥିତ ସାରଦା ସରକାରୀ ଉଚ୍ଚ ବିଦ୍ୟାଳୟ ଗସ୍ତ କରି ଆଲୁମନି କମିଟି, ଏସ୍ଏମ୍ସି,…
ବାଲିଚନ୍ଦ୍ରପୁର-ଦେକୁରି ରାସ୍ତା ମରଣଯନ୍ତା
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୨୨ା୭(ଡି.ଏନ୍.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ବିଭାଗ ଜାରକା ଡିଭିଜନ୍ ଅଧୀନରେ ନିର୍ମାଣ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ପାଲଟିଛି ମରଣଯନ୍ତା। ମାତ୍ର ୨ବର୍ଷ ତଳେ କାମ ଶେଷ ହୋଇଥିବାବେଳେ ଏବେ ଏହି ରାସ୍ତାରେ ଆଣ୍ଠୁଏ ଲେଖା ଖାଲ ସୃଷ୍ଟି ହୋଇଛି, ଯଦ୍ଦ୍ବାରା ପୋଖରୀର…
ଦୋକାନ ଗୃହ ଅନିୟମିତତାର ତଦନ୍ତ ହେଉନି
ବାଲିଚନ୍ଦ୍ରପୁର,୨୨ା୭(ସ୍ବ.ପ୍ର.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର ବଜାରରେ ନିର୍ମାଣାଧୀନ ଦୋକାନ ଗୃହରେ ବ୍ୟାପକ ଅନିୟମିତତା ହୋଇଛି। ଗୋଟିଏ ଗୃହ ପ୍ରଦାନ ପାଇଁ ବେଆଇନ ଭାବେ ପ୍ରଭାବଶାଳୀ ଲୋକଙ୍କଠାରୁ ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏ ଆଦାୟ କରାଯାଇଛି।…
୪ ମାସ ହେଲା ଆସୁନି ମଧ୍ୟାହ୍ନଭୋଜନ ଅନୁଦାନ
ବିଞ୍ଝାରପୁର,୨୨ା୭(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକରେ ପ୍ରହସନ ପାଲଟିଛି ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ। ମାସମାସ ଧରି ବିଦ୍ୟାଳୟକୁ ଆସୁନି ମଧ୍ୟାହ୍ନଭୋଜନ ବାବଦ ଅନୁଦାନ। ଫଳରେ ଛାତ୍ରୀଛାତ୍ରଙ୍କୁ ଖାଇବାକୁ ଦେଇ ଦୋକାନୀଙ୍କ ନିକଟରେ ବନ୍ଧା ପଡ଼ିଛନ୍ତି ପ୍ରଧାନଶିକ୍ଷୟିତ୍ରୀ,ଶିକ୍ଷକ। ଏପରି ଘଟଣା ଦେଖିବାକୁ ମିଳିଛି ବ୍ଲକର ବିଭିନ୍ନ ସ୍କୁଲରେ,…
ସୂଚନା ଅଧିକାର ଆଇନକୁ ଭୟ
ଯାଜପୁର ଅଫିସ,୨୨ା୭: ଯାଜପୁର ଜିଲାରେ ସୂଚନା ଅଧିକାର ଆଇନ (ଆରଟିଆଇ)ର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପୂର୍ଣ୍ଣ ଭାବେ ପରାହତ ହୋଇଛି। ମାସ ମାସ ଧରି ସୂଚନା ଦେବାକୁ ଉଦ୍ଦେଶ୍ୟମୂଳକ ଭାବେ ଅବହେଳା କରାଯାଉଛି। ଅପିଲ କଲେ ମଧ୍ୟ ସୁଫଳ ମିଳୁନାହିଁ। ଆଉ…
୧୫୦ରୁ ଊର୍ଦ୍ଧ୍ୱ କେନ୍ଦୁଗଛ କାଟିଦେଲେ
ଯାଜପୁର ଅଫିସ/ ରଗଡି(ଡି.ଏନ.ଏ.),୨୧ା୭: କଟକ ବନଖଣ୍ଡ ଯାଜପୁର ରୋଡ ରେଞ୍ଜ ଅଧୀନ ପଛିକୋଟ ଡିପିଏଫ୍ (ଡିମାର୍କେଟେଡ ପ୍ରୋଟେକ୍ଟ ଫରେଷ୍ଟ) ଅଧୀନ କୋରାବନ୍ଦୀ ଓ ମଲାରିଆ ମଧ୍ୟ ଭାଗରେ ଥିବା ୧୪୮ ହେକ୍ଟର ଶାଳ ଜଙ୍ଗଲ ଏବେ ନିଶ୍ଚିହ୍ନ ହେବାକୁ ବସିଛି। ବିଭାଗୀୟ…
ରାସ୍ତାରେ ପାଣି, ଘରୁ ବାହାରି ପାରୁନାହାନ୍ତି ଲୋକେ
ବରୀ,୨୧ା୭(ଡି.ଏନ.ଏ.): ବରୀ ବ୍ଲକ୍ ଅଧୀନ ଚନ୍ଦନପୁର ପଞ୍ଚାୟତ ଶୁକଳ ଗ୍ରାମରେ ଲଗାଣ ବର୍ଷା ଯୋଗୁ ରାସ୍ତା ଉପରେ ପାଣି ଜମି ରହୁଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହେଉଛି। ଉକ୍ତ ରାସ୍ତା ଉପରେ ଗ୍ରାମର ତିନିଶହରୁ ଊର୍ଦ୍ଧ୍ୱ ପରିବାର ନିର୍ଭର କରିଥାନ୍ତି। ବିଶେଷକରି…
ନଦୀବନ୍ଧ ଖୋଳି ଛାଡ଼ିଦେଲେ, ଲୋକେ ଭୟଭୀତ
ସିଂହପୁର,୨୧ା୭(ଡି.ଏନ.ଏ.): ବିଞ୍ଝାରପୁର ଜଳସମ୍ପଦ ବିଭାଗର ଖରସ୍ରୋତା ନଦୀବନ୍ଧ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଛି। ତେବେ ଏହି ନଦୀବନ୍ଧରେ ଠିକାଦାର ପକାଉଥିବା ମାଟି ଦୂରରୁ ନ ଆଣି ନଦୀବନ୍ଧ ପଠାରୁ ଆଣୁଥିବାରୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହେଉଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ…
ବୈରୀ ଡାଳିଯୋଡ଼ା ବନାଞ୍ଚଳ: ୧୦ ବର୍ଷରେ ୯ ହାତୀଙ୍କ ମୃତ୍ୟୁ
ଚଣ୍ଡିଖୋଲ,୨୧ା୭ (ଡି.ଏନ.ଏ.): ଯାଜପୁର ଜିଲା ବୈରୀ ଡାଳିଯୋଡ଼ା ବନାଞ୍ଚଳରେ ଦିନକୁ ଦିନ ବନ୍ୟପ୍ରାଣୀଙ୍କ ସଂଖ୍ୟା କମିବାରେ ଲାଗିଛି। ଏଥିସହିତ ସେମାନେ ଅସୁରକ୍ଷିତ ହୋଇପଡ଼ିଛନ୍ତି। ବ୍ୟାପକ ଜଙ୍ଗଲ କ୍ଷୟ ଯୋଗୁ ବନ୍ୟପ୍ରାଣୀ ଜନବସତିକୁ ଚାଲି ଆସୁଛନ୍ତି। ତେବେ କେବଳ ଜଙ୍ଗଲ କ୍ଷୟ ନୁହେଁ…
ନଦୀବନ୍ଧ ମୁକୁଳା, ବନ୍ୟା ଆଶଙ୍କାରେ ଲୋକେ ଭୟଭୀତ
ସିଂହପୁର,୨୦ା୭(ଡି.ଏନ୍.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅନ୍ତର୍ଗତ ଖରସ୍ରୋତା ନଦୀବନ୍ଧ ପ୍ରସସ୍ତିକରଣ କାର୍ଯ୍ୟ ଚାଲିଛି। ଏହି ନଦୀବନ୍ଧରେ ଠିକାଦାର ପକାଉଥିବା ମାଟି ଦୂରରୁ ନ ଆଣି ନଦୀବନ୍ଧ ପରଠାରୁ ମାଟି ଆଣୁଥିବାରୁ ନଦୀବନ୍ଧ ପ୍ରତି ବିପଦ ସୃଷ୍ଟି ହେଉଛି। ଏ…
Archives


