ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପକରି ପ୍ରଧାନ ଶିକ୍ଷକ ନିଲମ୍ବିତ
ଦଶରଥପୁର,୨୦।୭(ଡି.ଏନ୍.ଏ.): ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପ କରି ପ୍ରଧାନ ଶିକ୍ଷକ ନିଲମ୍ବିତ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା ଦଶରଥପୁର ବ୍ଲକରେ। କୁଅଁରପୁର ନୋଡାଲ ସ୍କୁଲର ପ୍ରଧାନ ଶିକ୍ଷକ ସଞ୍ଜୟ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଦଶରଥପୁର ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀ…
ବର୍ଷାରେ ଦବିଲା ଘାଇ ମରାମତି ସ୍ଥଳ
ରସୁଲପୁର,୨୦ା୭(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତରଠାରେ ମୂଳ ଖରସ୍ରୋତା ନଦୀବନ୍ଧର ତଳମୁଣ୍ଡରେ ସ୍ଲୁଇସ୍ ଗେଟ୍ ନିକଟରେ ଏକ ବଡ ଫାଟ ସୃଷ୍ଟି ହୋଇଛି ା ଏହି ଫାଟ ଯୋଗୁ ସ୍ଲୁଇସ୍ ଗେଟ ପ୍ରତି ବିପଦ ସୃଷ୍ଟି କରୁଛି ା…
ଯାଜପୁରରେ ପାଦ ଥାପିଲା ମହା ସିମେଣ୍ଟ କମ୍ପାନୀ
ଯାଜପୁର ଅଫିସ,୨୦ା୭ ଯାଜପୁର ଜିଲାରେ ଅତି ପ୍ରଦୂଷିତ ସିମେଣ୍ଟ କମ୍ପାନୀର ଲମ୍ବାଧାଡି ଲାଗିଛି। ଇମାମୀ(ବର୍ତ୍ତମାନ ନୁଭିଷ୍ଟା ପ୍ରା.ଲି.), ଜେଏସ୍ଡବ୍ଲ୍ୟୁ, ରାମ୍କୋ, ଯାଜପୁର ସିମେଣ୍ଟ ପରେ ତେଲଙ୍ଗାନା ରାଜ୍ୟର ମାଇହୋମ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିମିଟେଡ ବା ମହା ସିମେଣ୍ଟ କମ୍ପାନୀ ଯାଜପୁର ଜିଲାରେ…
କଚ୍ଚାଘରେ ୩.୪୭ ଲକ୍ଷ ସହରବାସୀ
ଯାଜପୁର ଅଫିସ,୧୯ା୭:ରାଜ୍ୟର ସହରାଞ୍ଚଳରେ ୪,୫୧,୪୯୩ ପକ୍କାଘର କିମ୍ବା ନିଜସ୍ବ ଗୃହ ନ ଥିବା ପରିବାରଙ୍କୁ ଚିହ୍ନଟ କରାଯାଇଛି। ଏହି ପରିବାରମାନଙ୍କ ମଧ୍ୟରୁ ବେସିକ ସର୍ଭିସ ଟୁ ଅର୍ବାନ ପୁଅର୍ (ବିଏସ୍ୟୁପି) ଯୋଜନାରେ ୧୭୭୮, ଇଣ୍ଟିଗ୍ରେଟେଡ୍ ହାଉସିଂ ଆଣ୍ଡ ସ୍ଲମ୍ ଡେଭଲପମେଣ୍ଟ ପ୍ରୋଗ୍ରାମ(ଆଇଏଚ୍ଏସ୍ଡିପି)ରେ…
ନୋଟିସରେ ସୀମିତ କାର୍ଯ୍ୟାନୁଷ୍ଠାନ
ବରୀ,୧୯ା୭(ଡି.ଏନ.ଏ.):ସରକାରୀ ବଜାର ଗୃହକୁ ବେଆଇନ ଭାବେ ଦଖଲ କରିଥିବା ବ୍ୟକ୍ତିଙ୍କୁ ବରୀ ବ୍ଲକ ପ୍ରଶାସନ ନୋଟିସ କରି ୭ଦିନ ଭିତରେ ଗୃହ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛି। ୭ଦିନ ମଧ୍ୟରେ ଗୃହ ଖାଲି ନ କଲେ ପରବର୍ତ୍ତୀ ସମୟରେ ତାହାକୁ ଭାଙ୍ଗି…
ଯାତାୟାତ ସମସ୍ୟା ସୁଧୁରୁନି
ଝୁମ୍ପୁରୀ,୧୯ା୭(ଡି.ଏନ୍.ଏ.):ଦଶରଥପୁର ବ୍ଲକ୍ ଖଣ୍ଡରା ପଞ୍ଚାୟତସ୍ଥ ଧମଧଡ଼ା ପ୍ରାଥମିକ ବିଦ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତାଟି ଏବେ ମରଣଯନ୍ତା ସାଜିଥିବା ଦେଖିବାକୁ ମିଳିଛି। ସରକାର ଗମନାଗମନର ସୁବିଧା ପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରିବା ସହ ବିଦ୍ୟାଳୟ, ଅଙ୍ଗନୱାଡି ଓ କଲେଜ ଆଦି ରାସ୍ତାଗୁଡ଼ିକୁ…
ସ୍କୁଲରେ ପିଲାଙ୍କୁ କାମ କରାଇବାର ଭିଡିଓ ଭାଇରାଲ: ପ୍ରଧାନ ଶିକ୍ଷକ ନିଲମ୍ବିତ
ଯାଜପୁର ଅଫିସ, ୧୮।୭: ସ୍କୁଲ ଛୁଆଙ୍କୁ କାମ କରାଇବାର ଭିଡିଓ ଭାଇରାଲ ହେବା ପରେ ପ୍ରଧାନ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଯାଜପୁର ଜିଲା ବାହାଦୁରନଗର ନୋଡାଲ ୟୁପି ସ୍କୁଲର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଦାସଙ୍କୁ ନିଲମ୍ବନ କରାଯାଇଛି।…
ଅବଲୁପ୍ତ ଗ୍ରାମାଞ୍ଚଳ ପାଠାଗାର
ଯାଜପୁର ଅଫିସ,୧୮ା୭: ରାଜ୍ୟରେ ପାଠାଗାର ନିର୍ଦ୍ଦେଶାଳୟ ନ ଥିବାରୁ ସର୍ବସାଧାରଣ ପାଠାଗାରର ପ୍ରଚାର ପ୍ରସାରରେ ଅନ୍ତରାୟ ହୋଇଛି। ଯାଜପୁର ଜିଲା ବିଞ୍ଝାରପୁରଠାରେ ଏକ ପଠନ କେନ୍ଦ୍ର ଗଠନ ନିମନ୍ତେ ଦାବି ହୋଇଆସୁଥିବା ବେଳେ ସରକାର କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ…
ନଗଡ଼ା ଶିଶୁ ମୃତ୍ୟୁ ଘଟଣା: ତଥ୍ୟ ନ ଦେବାରୁ ୨୫ ହଜାର ଜରିମାନା
ଯାଜପୁର ଅଫିସ,୧୮ା୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ ନଗଡ଼ାରେ ଶିଶୁ ମୃତ୍ୟୁ ଘଟଣା ପରେ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ତଥାପି ନଗଡ଼ାରେ ବାଲ୍ୟ ବିବାହ ସାଙ୍ଗକୁ ପୁଷ୍ଟିହୀନତା ଶତପ୍ରତିଶତ ହ୍ରାସ ପାଇନାହିଁ। ଏହିକ୍ରମରେ ପ୍ରଦୀପ ପ୍ରଧାନ ସୂଚନା…
ଦମ୍ପତିଙ୍କ ଆତ୍ମହତ୍ୟା
ଯାଜପୁର ଅଫିସ,୧୭ା୭: ଯାଜପୁର ଜିଲା ଯାଜପୁରରୋଡ୍ ଥାନା ଅନ୍ତର୍ଗତ ଦଳା ଶିବମନ୍ଦିର ନିକଟସ୍ଥ ଏକ ଭଡ଼ାଘରୁ ରବିବାର ପୂର୍ବାହ୍ନରେ ଦମ୍ପତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ କରାଯାଇଛି। ମୃତକ ହେଲେ ଶଙ୍କର ଦୟାଲ ନାୟକ(୨୭) ଏବଂ ତାଙ୍କ ସ୍ତ୍ରୀ। ତାଙ୍କ ଘର…
ନଷ୍ଟହେବ ୫୬ ପ୍ରଜାତିର ବିପୁଳ ଗଛ
ଯାଜପୁର ଅଫିସ,୧୬ା୭: ଯାଜପୁର ଜିଲା ସୁକିନ୍ଦା ତହସିଲ ଅଧୀନ କାଳିଆପାଣି ମହାଗିରି କ୍ରୋମାଇଟ ମାଇନ୍ସର ଉତ୍ପାଦନ କ୍ଷମତା ବାର୍ଷିକ ୩ ଲକ୍ଷ ଟନରୁ ୬ ଲକ୍ଷ ଟନକୁ ସମ୍ପ୍ରସାରଣ ପାଇଁ ପୁଣି ଜନଶୁଣାଣି ପ୍ରକ୍ରିୟା ଚାଲିଛି। ଗତ ୬ ତାରିଖରେ ଅନୁଷ୍ଠିତ…
ଓଡ଼ିଶା ବନ୍ଦ ସଫଳ ପାଇଁ ନିବେଦନ
ଯାଜପୁର ଟାଉନ,୧୬ା୭(ଡି.ଏନ.ଏ.): ଭୁବନେଶ୍ୱର ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ୨ ସପ୍ତାହ ପୂରିବାକୁ ବସିଲାଣି। ମାତ୍ର ଏନେଇ ପୋଲିସ, ପ୍ରଶାସନ, କଲେଜ କର୍ତ୍ତୃପକ୍ଷ ଓ ସରକାର କାହାରି ପାଖରେ ସାମାନ୍ୟତମ ସମ୍ବେଦନଶୀଳତା ନାହିଁ। ନବନିର୍ମାଣ ଯୁବ ଛାତ୍ର…
Archives


