ଯାଜପୁର

ବୈତରଣୀ ନଦୀଶଯ୍ୟାରୁ ବାଲି ଲୁଟ୍‌

ଯାଜପୁର ରୋଡ,୩୦ା୮(ଡି.ଏନ.ଏ.):ନଦୀଶଯ୍ୟାରୁ ବାଲି ଖନନ ପାଇଁ କୌଣସି ମେଶିନ ବ୍ୟବହାର ଅନୁମତି ଦିଆଯିବ ନାହିଁ। ଏହାସହ ବାଲିଖାଦାନଗୁଡ଼ିକରେ ସିସିଟିଭି ଏବଂ ପରିବହନ ଗାଡ଼ିରେ ଜିପିଏସ୍‌ ସ୍ଥାପନ କରିବାକୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ପକ୍ଷରୁ ନିକଟରେ ନିର୍ଦ୍ଦେଶ ହୋଇଛି। କିନ୍ତୁ ବୈତରଣୀ…

ସାଟେଲାଇଟ ମାପଚୁପ ଆରମ୍ଭ

ଯାଜପୁର ଅଫିସ,୩୦ା୮:ଅନୁମୋଦନଠାରୁ ବହୁ ଗୁଣ ମୂଲ୍ୟବାନ ଗ୍ରାନାଇଟ ପଥର ଉତ୍ତୋଳନ ଉପରେ ସାଟେଲାଇଟ୍‌ ମାପଚୁପ ପ୍ରକ୍ରିୟା ସୋମବାରଠାରୁ ଆରମ୍ଭ ହୋଇଛି। କଟକସ୍ଥିତ ମାଇ ୱାର୍ଲଡ୍‌ କନସଲଟାନ୍ସିକୁ ଏହି ଦାୟିତ୍ୱ ଦିଆଯାଇଛି। ଏହି ପ୍ରକ୍ରିୟା ଆରମ୍ଭରେ ଡଙ୍କାରୀ ପାହାଡ଼ର ୩ଟି ଖାଦାନର ମାପଚୁପ…

ପ୍ରଶାସନର ଦୃଷ୍ଟି ଆଢୁଆଳରେ ଶତାୟୁ ମହିଳା

ପ୍ରୀତିପୁର,୨୯ା୮(ଡି.ଏନ.ଏ.): ସରକାର ଦରିଦ୍ର, ଭିନ୍ନକ୍ଷମ, ନିଆଶ୍ର୍ରୀ ଓ ଅସହାୟଙ୍କୁ ବିଭିନ୍ନ ଯୋଜନା ମାଧ୍ୟମରେ ଥଇଥାନ କରୁଛନ୍ତି। ସେମାନଙ୍କ ନିକଟରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି। ହେଲେ କେତେକ କ୍ଷେତ୍ରରେ ସରକାରୀ ଉଦାସୀନତା ଯୋଗୁ ବହୁ ଯୋଗ୍ୟ ହିତାଧିକାରୀ ପ୍ରଶାସନର…

୯ ଶିକ୍ଷକ ସିଆର୍‌ସିସି ପଦ ଛାଡ଼ିବେ

ରସୁଲପୁର,୨୯ା୮(ଡି.ଏନ.ଏ.): କ୍ଲଷ୍ଟର ରିସୋର୍ସ ସେଣ୍ଟର୍‌ କୋର୍ଡିନେଟର (ସିଆର୍‌ସିସି) ଭାବେ ୫ ବର୍ଷ କାର୍ଯ୍ୟ କରିଥିବା, ଲେଭଲ-୪କୁ ପଦୋନ୍ନତି ହୋଇଥିବା ଓ ଗ୍ରାଜୁଏଟ୍‌ ଶିକ୍ଷକଙ୍କ ତାଲିକା ଦେବାକୁ ଯାଜପୁର ସମଗ୍ର ଶିକ୍ଷା ଜିଲା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଚିଠି କରାଯିବା ପରେ ରସୁଲପୁର…

ବିନା ଭିତ୍ତିଭୂମିରେ ଏସ୍‌ଏଚ୍‌ଜିର ଧାନ ସଂଗ୍ରହ

ଯାଜପୁର ଅଫିସ,୨୯ା୮: ଯାଜପୁର ଜିଲାରେ ଧାନ ସଂଗ୍ରହରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଙ୍କ ସାମିଲ ବଢ଼ିଛି। ଗତ ୩ ବର୍ଷ ଅର୍ଥାତ୍‌ ୨୦୧୯-୨୦ରୁ ୨୦୨୧-୨୨ ମଧ୍ୟରେ ୩୬ ଏସ୍‌ଏଚ୍‌ଜି ଜରିଆରେ ସମୁଦାୟ ୧୧,୮୫୫ ଜଣ ଚାଷୀଙ୍କଠାରୁ ୫୭୪୨୭୪.୧୧ କୁଇଣ୍ଟାଲ ଧାନ…

୮ଲେନ୍‌ ହେବ ଚଣ୍ଡିଖୋଲ-ପାରାଦୀପ ଏନ୍‌ଏଚ୍‌

ଚଣ୍ଡିଖୋଲ,୨୯ା୮(ଡି.ଏନ.ଏ.): ଓଡ଼ିଶାର ପ୍ରଥମ ଏକ୍ସପ୍ରେସ୍‌ ହାଇୱେ ଚଣ୍ଡିଖୋଲ-ପାରାଦୀପ ଏବେ ୮ଲେନ୍‌ ବିଶିଷ୍ଟ ହେବାକୁ ଯାଉଛି। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ୭୭ କି.ମି. ଲମ୍ବ ଏହି ଜାତୀୟ ରାଜପଥ(ଏନ୍‌ଏଚ୍‌) ପ୍ରଶସ୍ତୀକରଣ କାର୍ଯ୍ୟରେ ୨ ହଜାର କୋଟିରୁ ଊଦ୍ଧର୍‌ବ ଟଙ୍କା ଖର୍ଚ୍ଚ…

ଜିଲାପାଳ, ତହସିଲଦାରଙ୍କୁ ଲୋକାୟୁକ୍ତରେ ହାଜର ନିର୍ଦ୍ଦେଶ

ଧର୍ମଶାଳା,୨୯ା୮(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା କଳାପଥର ଖାଦାନରେ ବେଆଇନ ଭାବେ କଳାପଥର ଉତ୍ତୋଳନ କରିଥିବା ପ୍ରଭାକର ଜେନାଙ୍କଠାରୁ ଜରିମାନା ଆଦାୟ କରିବାରେ ପ୍ରଶାସନ ବିଫଳ ହୋଇଛି। ତାଙ୍କ ଉପରେ ଲାଗୁ ହୋଇଥିବା ଜରିମାନା ଆଦାୟ କରିବାକୁ ପ୍ରଶାସନ…

ମଧ୍ୟାହ୍ନଭୋଜନର ମାନ ପରୀକ୍ଷା କଲେ ସରପଞ୍ଚ

ଧର୍ମଶାଳା,୨୮।୮(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଥାନୁଆଳ ପଞ୍ଚାୟତ ସରପଞ୍ଚ ଶନିବାର ଏକ ସ୍କୁଲକୁ ଯାଇ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରସ୍ତୁତ ହୋଇଥିବା ଖାଦ୍ୟର ମାନ ପରୀକ୍ଷା କରିଛନ୍ତି। ଥାନୁଆଳ ପଞ୍ଚାୟତ ସରପଞ୍ଚ ନର୍ମଦା ସ୍ବାଇଁ ନିଜ ପଞ୍ଚାୟତ ଅଧୀନରେ ଆସୁଥିବା ମୁରାରୀପୁରସ୍ଥିତ…

ପିଏମ୍‌ଜିଏସ୍‌ୱାଇ ରାସ୍ତା ନିର୍ମାଣରେ ଲାଞ୍ଚ ଅଭିଯୋଗ

ଯାଜପୁର ଅଫିସ,୨୮।୮: ଯାଜପୁର ଜିଲାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ବିନା ପିସିରେ ଫାଇଲ୍‌ ଘୁଞ୍ଚେ ନାହିଁ ବୋଲି ଠିକାଦାରମାନେ ଅଭିଯୋଗ କରିଆସୁଛନ୍ତି। ଏଭଳି ଏକ ଉଦାହରଣ ଦେଖିବାକୁ ମିଳିଛି ସୁକିନ୍ଦା ବ୍ଲକ ଆରଡି ରାସ୍ତାଠାରୁ ଡୁବିଖାଲ ପିଏମ୍‌ଜିଏସ୍‌ୱାଇ ରାସ୍ତାରେ।…

ଗ୍ୟାସ୍‌ କଟରରେ କାଟି ଏଟିଏମ୍‌ରୁ ୩.୯୨ଲକ୍ଷ ଟଙ୍କା ଲୁଟ୍‌

ରସୁଲପୁର,୨୮।୮(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ହରିପୁର ବଜାରସ୍ଥିତ ଆକ୍ସିସ୍‌ ବ୍ୟାଙ୍କ ଏଟିଏମ୍‌ରୁ ୩.୯୨ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି ା ଲୁଟେରାମାନେ ଗ୍ୟାସ କଟରରେ ଏଟିଏମକୁ କାଟି କ୍ୟାଶ ଟ୍ରେ ରେ ଥିବା ସମୁଦାୟ ଟଙ୍କା ନେଇ ଯାଇଛନ୍ତି…

ବାଲି ଚୋରିକୁ ଜଗିବ ସିସିଟିଭି

ଯାଜପୁର ଅଫିସ,୨୭ା୮: ବାଲି ଚୋରିକୁ ଜଗିବା ପାଇଁ ବାଲିଘାଟଗୁଡ଼ିକରେ ଲାଗିବ ସିସିଟିଭି କ୍ୟାମେରା। ଏହାସହ ବାଲି ପରିବହନ ହେଉଥିବା ଗାଡ଼ିରେ ଗ୍ଲୋବାଲ ପୋଜିସନିଂ ସିଷ୍ଟମ (ଜିପିଏସ୍‌) ଲଗାଇବା ବାଧ୍ୟତାମୂଳକ କରାଯାଇଛି। ବାଲି ଉତ୍ତୋଳନରେ ମେଶିନ ବ୍ୟବହାର ହେଲେ ତହସିଲଦାର ଦାୟୀ ରହିବେ।…

ସହାୟତା ରାଶି କାଟି ରଖୁଛି ବ୍ୟାଙ୍କ

ବରୀ,୨୬ା୮(ଡି.ଏନ.ଏ.): ବରୀ ବ୍ଲକ ଏକ କୃଷିବହୁଳ ଅଞ୍ଚଳ। ବିଭିନ୍ନ ସମୟରେ ବନ୍ୟା, ବାତ୍ୟା, ମରୁଡି କୃଷକଙ୍କ ମେରୁଦଣ୍ଡକୁ ଦୋହଲାଇ ଦେଇଥାଏ। ତେବେ ସରକାରଙ୍କ ତରଫରୁ କୃଷକଙ୍କ ଆର୍ଥିକ ମେରୁଦଣ୍ଡକୁ ସୁଦୃଢ଼ କରିବା ନିମନ୍ତେ କାଳିଆ ଯୋଜନା, ବଳିଆ ଯୋଜନା ଓ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?