ଯାଜପୁର

ସ୍ବାଧୀନତା ସଂଗ୍ରାମୀ ସ୍ମାରକୀ ସ୍ତମ୍ଭ ଅବହେଳିତ

ଚଣ୍ଡିଖୋଲ,୧୫ା୮(ଡି.ଏନ.ଏ.): ସାରାଦେଶ ଏବେ ପାଳୁଛି ସ୍ବାଧୀନତାର ୭୫ତମ ଅମୃତ ମହୋତ୍ସବ। ଏଥିପାଇଁ ୩ ଦିନ ଧରି ପ୍ରତ୍ୟେକ ଘରେ ତ୍ରିରଙ୍ଗା ପତାକା ଉଡ଼ାଇବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ କରିଛନ୍ତି। ଯେଉଁମାନଙ୍କ ତ୍ୟାଗ ଓ ବଳିଦାନରେ ଦେଶ ସ୍ବାଧୀନତା ଲାଭ କରିଥିଲା ସେମାନଙ୍କୁ ସ୍ମରଣ…

୨୦୨୭ ସୁଦ୍ଧା ନୂଆ ୬ ବିମାନବନ୍ଦର

ଯାଜପୁର ଅଫିସ,୧୪ ।୮: ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟରେ ୬ଟି ଲେଖାଏ ବିମାନବନ୍ଦର ଏବଂ ରେଳ ପ୍ରକଳ୍ପର ନୂତନ କାର୍ଯ୍ୟ କିମ୍ବା ବିକାଶ ପାଇଁ ପ୍ରସ୍ତାବ ଗୃହୀତ ହୋଇଛି। ଏହାବାଦ୍‌ ସଡ଼କ ପରିବହନ କ୍ଷେତ୍ରରେ ୬ଟି ପ୍ରକଳ୍ପ ହାତକୁ…

ଝାଡ଼ାବାନ୍ତିକୁ ଆମନ୍ତ୍ରଣ କରୁଛି ୱାଟ୍‌କୋ

ଯାଜପୁର ରୋଡ,୧୨ା୮(ଡି.ଏନ.ଏ.): ଯାଜପୁର ଜିଲାର ବ୍ୟାସନଗର ପୌରାଞ୍ଚଳବାସୀଙ୍କୁ ନିୟମିତ ଭାବେ ଗୋଳିଆ ପାଣି ଯୋଗାଣ କରି ୱାଟକୋ ଝାଡ଼ାବାନ୍ତିକୁ ଆମନ୍ତ୍ରଣ କରୁଛି ବୋଲି ଚର୍ଚ୍ଚା ହେଉଛି। ନିକଟରେ ରାଜ୍ୟର ରାୟଗଡା, କୋରାପୁଟ, ନବରଙ୍ଗପୁର, ସୋନପୁର, ନୂଆପଡା, ଗଜପତି ଓ ଝାରସୁଗୁଡା ଜିଲାରେ…

ଜବରଦଖଲରେ ପାରାଦୀପ ବନ୍ଦର ଟ୍ରଷ୍ଟ ଜମି

ଯାଜପୁର ଅଫିସ,୧୨ା୮:ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବ୍ରହ୍ମପୁରଶାସନ ଗ୍ରାମରେ ରହିଥିବା ପାରାଦୀପ ବନ୍ଦର ଟ୍ରଷ୍ଟ(ପିପିଟି)ର ୩୪.୪୬ ଏକର ଜମି ଗତ ୧୦ ବର୍ଷ ହେଲା ଜବରଦଖଲରେ ରହିଛି। ଏହି ଜମିରେ ଫାର୍ମ ହାଉସ, କ୍ରଶର, ମୋରମ ଖାଦାନ ଇତ୍ୟାଦି ବେଆଇନ…

କଳା କାହାଣୀକୁ ଝୁରୁଛନ୍ତି ବରୀବାସୀ

ବରୀ,୧୧ା୮(ଡି.ଏନ.ଏ.): ସେଦିନ ଥିଲା ୧୯୪୨ ଅଗଷ୍ଟ ୨୬ ତାରିଖ। ଗହ୍ମା ପୂନେଇଁ ଜହ୍ନ ଉଠିବା ପୂର୍ବରୁ ରକ୍ତରେ ଭିଜି ଯାଇଥିଲା ବରୀ ବ୍ଲକ ଅଞ୍ଚଳର କଳାମାଟିଆ, ଯାହାକି ଆଜି ରକ୍ତତୀର୍ଥ ଭାବେ ପରିଚିତ। ଗୁଳିକାଣ୍ଡରେ ସାଉଁଟି ମଲିକ, ସାନନ୍ଦ ସ୍ବାଇଁ, ହାଡ଼ିବନ୍ଧୁ…

ନିଯୁକ୍ତି ପ୍ରତିଶ୍ରୁତି ଦେଇ ନକଲି ତାଲିମ

ଯାଜପୁର ଅଫିସ,୧୧ା୮: ଦକ୍ଷତା ବିକାଶ କିମ୍ବା ମାର୍କେଟିଂ ପ୍ରଶିକ୍ଷଣ କଥା କହି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଡିଣ୍ଡିମ ପିଟୁଛନ୍ତି, ହେଲେ କାହାକୁ କେଉଁ ଶ୍ରେଣୀରେ କେତେ ନିଯୁକ୍ତି ମିଳିଲା ତାହା ବୁଝିବାକୁ ସମୟ ନାହିଁ। ଏହାର ସୁଯୋଗ ନେଇ…

ନୀଳାଚଳରେ ଚାକିରି ନାଁରେ ଠକେଇ, ୩ ଗିରଫ

କଳିଙ୍ଗନଗର,୧୦।୮ (ଡି.ଏନ.ଏ.): କଳିଙ୍ଗନଗରସ୍ଥିତ ନୀଳାଚଳ କାରଖାନାରେ ଚାକିରି କରାଇ ଦେବା ନାଁରେ ନକଲି ଗେଟ୍‌ ପାସ ଦେଇ ୨ ଜଣ ଯୁବକଙ୍କୁ ଠକିଥିବା ୩ ଅଭିଯୁକ୍ତଙ୍କୁ କଳିଙ୍ଗନଗର ପୋଲିସ ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ କୋରେଇ ଥାନା ସୁନ୍ଦର…

ଦେଶ ବିକାଶରେ ଆଦିବାସୀଙ୍କ ପ୍ରମୁଖ ଭୂମିକା ରହିଛି: ମନ୍ତ୍ରୀ

କାଳିଆପାଣି,୧୦।୮(ଡି.ଏନ.ଏ.): ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ଟାଟା ଷ୍ଟିଲ ମାଇନିଂର ଟାଟାଷ୍ଟିଲ୍‌ ଫାଉଣ୍ଡେଶନ ପକ୍ଷରୁ ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କୁ ନେଇ ମଙ୍ଗଳବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଗ୍ରାମ୍ୟ ଉନ୍ନୟନ ଓ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତି ରଞ୍ଜନ…

କ୍ରାନ୍ତି ଦିବସ ପାଳିଲା କଂଗ୍ରେସ

ଯାଜପୁର ଅଫିସ,୯।୮: ଯାଜପୁର ଜିଲା କୋରାଇ କଂଗ୍ରେସ ପକ୍ଷରୁ କ୍ରାନ୍ତି ଦିବସ ମଙ୍ଗଳବାର ପାଳନ କରାଯାଇଛି। ତ୍ୟାଗ ଓ ବଳିଦାନର ୭୫ ବର୍ଷ ପୂର୍ତ୍ତି ଅବସରରେ ବ୍ୟାସନଗର ଠାରେ ବ୍ୟାସନଗର ଓ କୋରାଇ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଏକ ପଦଯାତ୍ରା…

ଚଣ୍ଡିଖୋଲରେ ପୁଣି ପଲସର ଆତଙ୍କ, ଛଡ଼ାଇନେଲେ ଟଙ୍କା ବ୍ୟାଗ୍‌

ଯାଜପୁର ଅଫିସ,୯।୮: ଯାଜପୁର ଜିଲା ୫୩ ନଂ ଜାତୀୟ ରାଜପଥ ଚଣ୍ଡିଖୋଲ-ଖୋସାଲିପୁର ଓଭରବ୍ରିଜ ନିକଟରେ ମଙ୍ଗଳବାର ସକାଳେ ପୁଣି ପଲସର ଆତଙ୍କ ଦେଖିବାକୁ ମିଳିଛି। ଦୁର୍ବୃତ୍ତ କଳାପଲସର ଆସି ଜଣେ ବାଇକ୍‌ ଆରୋହୀଙ୍କଠାରୁ ସୁନାଅଳଙ୍କାର ଓ ନଗଦ ଟଙ୍କା ଭର୍ତ୍ତି ବ୍ୟାଗ…

ସିବିଆଇ ତଦନ୍ତ ଦାବିରେ ଧାରଣାରେ ବସିଲେ ପିହୁଙ୍କ ମା’

ଯାଜପୁର ଟାଉନ,୯ା୮(ଡି.ଏନ.ଏ.):୪ବର୍ଷର ଶିଶୁକନ୍ୟା ପିହୁ ନିଖୋଜ ହେବାର ୨ବର୍ଷ ବିତି ଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ତାଙ୍କର କୌଣସି ସନ୍ଧାନ ମିଳିପାରିନାହିଁ। ପିହୁଙ୍କ ମା’ ମୋନାଲିସା ସିବିଆଇ ତଦନ୍ତ ଦାବିରେ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ବିଂଝାରପୁର ଥାନା…

୬ ମୌଜାର ଚାଷୀ ଖୁସି

ବାଲିଚନ୍ଦ୍ରପୁର,୯ା୮(ସ୍ବ.ପ୍ର.):ସ୍ବାଧୀନତାର ୭୫ ବର୍ଷ ପରେ ଯାଜପୁର ଜିଲା ବଡ଼ଚଣା ବ୍ଲକ ଦର୍ପଣ ତହସିଲ ଅନ୍ତର୍ଗତ ୬ ରାଜସ୍ବ ମୌଜାର ଜମିଜମା ବନ୍ଦୋବସ୍ତ ସଂକ୍ରାନ୍ତିୟ ସଂଶୋଧନ ନିମନ୍ତେ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସମସ୍ୟା ଯୋଗୁ କଳାଶ୍ରୀ, ଚାରିନଙ୍ଗଳ, ପଲେଇ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri