ଯାଜପୁର

ଠିଆ ହୋଇପାରୁନି କୋରେଇ ଭବନ

ଯାଜପୁର ଅଫିସ,୨୬ା୭:ରାଜନୈତିକ ଓ ପ୍ରଶାସନିକ ଉଦାସୀନତାର ଅନ୍ୟ ଏକ ଉଦାହରଣ ଯାଜପୁର ଜିଲା କୋରେଇ ବ୍ଲକରେ ଦେଖିବାକୁ ମିଳିଛି। ଜିଲାର ଅନ୍ୟ ନିର୍ବାଚନ ମଣ୍ଡଳୀ ନାମରେ ଭବନମାନ ରହିଥିବାବେଳେ କୋରେଇ ଭବନ ଦୀର୍ଘ ୭ ବର୍ଷ ହେଲା ପ୍ରସ୍ତାବରେ ସୀମିତ ରହିଛି।…

ପ୍ରତିଶ୍ରୁତିର ୧%ରୁ ବି କମ୍‌ ନିଯୁକ୍ତି

ଯାଜପୁର ଅଫିସ,୨୬ା୭:ସରକାର ନିଯୁକ୍ତିକୁ ଗୁରୁତ୍ୱ ଦେଇ ବିଭିନ୍ନ ଶିଳ୍ପ ପ୍ରତିଷ୍ଠା ପାଇଁ ସିଙ୍ଗଲ ୱିଣ୍ଡୋ ପଦ୍ଧତି ଏବଂ ହାଇଲେଭଲ କ୍ଲିୟରାନ୍ସ ଅଥରିଟି ଗଠନ କରିଛନ୍ତି। ହେଲେ ଶିଳ୍ପ ପ୍ରତିଷ୍ଠା କରିବାକୁ ପ୍ରସ୍ତାବ ଦେଇଥିବା ଉଦ୍ୟୋଗୀମାନଙ୍କୁ ଜମି, ରାସ୍ତା, ବିଦ୍ୟୁତୀକରଣ, ପାଣି ଇତ୍ୟାଦି…

ବିଜିପୁର ଗ୍ରାମ୍ୟ ରାସ୍ତା ବିପର୍ଯ୍ୟସ୍ତ

ଦଶରଥପୁର,୨୫ା୭(ଡି.ଏନ.ଏ.): ଦଶରଥପୁର ବ୍ଲକ୍‌ ଖଣ୍ଡରା ପଞ୍ଚାୟତର ଏକ ପ୍ରମୁଖ ଗ୍ରାମ ବିଜିପୁର। ଏହି ଗ୍ରାମରେ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ପରିବାର ବାସ କରନ୍ତି। ହେଲେ ପରିତାପର ବିଷୟ ଯାଜପୁର-ବିଞ୍ଝାରପୁର ମୁଖ୍ୟ ରାସ୍ତାରୁ ଉକ୍ତ ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ରାସ୍ତାଟି ବିପର୍ଯ୍ୟସ୍ତ…

ଝାଟିମାଟି କୁଡ଼ିଆରେ ବିତୁଛି ଜୀବନ

ବ୍ରହ୍ମବରଦା,୨୫ା୭(ଡି.ଏନ.ଏ.): ଯାଜପୁର ବ୍ଲକ ଝାଲପଡ଼ା ପଞ୍ଚାୟତ କାକୁଡ଼ିକୁଦ ୨ ନମ୍ବର ୱାର୍ଡ ଦଳିତ ସାହିର ଅଧିକାଂଶ ପରିବାର ବର୍ଗଙ୍କ ପକ୍କାଘର ନାହିଁ। ଫଳରେ ସେମାନେ ବହୁ ଦୟନୀୟ ଅବସ୍ଥାରେ ଝାଟିମାଟି କୁଡ଼ିଆ ଘରେ ଜୀବନ ବିତାଉଛନ୍ତି। ଗତ ପଞ୍ଚାୟତ ନିର୍ବାଚନ ସମୟରେ…

ସଙ୍କୁଚିତ ହେଉଛି ସରକାରୀ ଜମି

ଯାଜପୁର ଅଫିସ,୨୫ା୭: ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ଯାଜପୁର ଜିଲା ପ୍ରଶାସନର ନୀତି ଅସ୍ପଷ୍ଟ ଓ ବିଚିତ୍ର। କେତେକ ସ୍ଥାନରେ ଜବରଦଖଲ ଯୋଗୁ ସରକାରୀ ଶିକ୍ଷାନୁଷ୍ଠାନ ପରିସର ସଙ୍କୁଚିତ ହୋଇ ତାହା ଅସାମାଜିକ ଲୋକଙ୍କ କବଜାକୁ ଚାଲିଯାଉଛି। ଆଉ କେଉଁଠି…

ବାଲିଚନ୍ଦ୍ରପୁର-ଦେକୁରି ରାସ୍ତା ମରାମତି ଆରମ୍ଭ

ଚଣ୍ଡିଖୋଲ,୨୪।୭(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର-ଦେକୁରି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ରାସ୍ତା ମରଣଯନ୍ତା ପାଲଟିଛି। ଏନେଇ ଗତ ଶୁକ୍ରବାର ‘ଧରିତ୍ରୀ’ରେ ତଥ୍ୟ ଭିତ୍ତିକ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ଚେତା ପଶିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକାରୀମାନେ…

ଡିଜେଲଠାରୁ କିରୋସିନ ମହଙ୍ଗା

ଚଣ୍ଡିଖୋଲ,୨୪।୭(ଡି.ଏନ.ଏ.): ଗରିବ ଲୋକ ଘରେ ଡିବିରି ଓ ଲଣ୍ଠନ ଜାଳିବା ସହ ରନ୍ଧନ ପାଇଁ କିରୋସିନ ବ୍ୟବହାର କରିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ରିହାତିରେ କିରୋସିନ ଯୋଗାଇ ଦିଆଯାଉଛି। ମାତ୍ର ଏବେ ଏହାର ମୂଲ୍ୟ ୧୦୦ ଟପିଗଲାଣି। ୨୦୨୨ରୁ…

ରାସ୍ତାରେ ବାଡ଼, ୧୦ ପରିବାରର ଯାତାୟାତ ଠପ୍‌

ବରୀ,୨୪।୭(ଡି.ଏନ.ଏ.): ରାସ୍ତା ଅବରୋଧ ଯୋଗୁ ବରୀ ବ୍ଲକ୍‌ ଅଧୀନ ଅରଙ୍ଗାବାଦ ପଞ୍ଚାୟତ ୭ନଂ. ଓ୍ବାର୍ଡର ୧୦ରୁ ଊର୍ଦ୍ଧ୍ୱ ପରିବାର ଯାତାୟାତ ନିମନ୍ତେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୧୦ବର୍ଷ ପୂର୍ବରୁ ଏହି ଗ୍ରାମର ଜମିଦାର ଉକ୍ତ ଓ୍ବାର୍ଡର ରାସ୍ତା…

ଅବହେଳାରୁ ଆଦର ହରାଉଛି

ଯାଜପୁର ଅଫିସ,୨୪।୭: ଓଡ଼ିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି। ୨୦୧୯ ତୁଳନାରେ ୨୦୨୦ରେ ୬୯.୯୬% ଏବଂ ୨୦୨୧ରେ ୭୬% ପର୍ଯ୍ୟଟକଙ୍କ ସଂଖ୍ୟା ହ୍ରାସ ପାଇଛି, ଯାହାକି ପର୍ଯ୍ୟଟନ କ୍ଷେତ୍ରରେ ନିର୍ଭର କରୁଥିବା ଲୋକଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି…

ମରାମତି ପାଇଁ ସହାୟତା ଯୋଗାଇ ଦିଆଯିବ

ରଘୁନାଥପୁର,୨୩ା୭(ଡି.ଏନ୍‌ଏ.): ରଘୁନାଥପୁର ବ୍ଲକର ୭ଟି ବିଦ୍ୟାଳୟକୁ ତୃତୀୟ ପର୍ଯ୍ୟାୟରେ ରୂପାନ୍ତରଣ ନେଇ ବ୍ଲକ ପ୍ରଶାସନର ତତ୍ପରତା ପ୍ରକାଶ ପାଇଛି। ଏନେଇ ଶୁକ୍ରବାର ବିଡିଓ ଜିତେନ୍ଦ୍ର କୁମାର ନାୟକ ଗୋକୁଳପୁରସ୍ଥିତ ସାରଦା ସରକାରୀ ଉଚ୍ଚ ବିଦ୍ୟାଳୟ ଗସ୍ତ କରି ଆଲୁମନି କମିଟି, ଏସ୍‌ଏମ୍‌ସି,…

ବାଲିଚନ୍ଦ୍ରପୁର-ଦେକୁରି ରାସ୍ତା ମରଣଯନ୍ତା

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୨୨ା୭(ଡି.ଏନ୍‌.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ବିଭାଗ ଜାରକା ଡିଭିଜନ୍‌ ଅଧୀନରେ ନିର୍ମାଣ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ପାଲଟିଛି ମରଣଯନ୍ତା। ମାତ୍ର ୨ବର୍ଷ ତଳେ କାମ ଶେଷ ହୋଇଥିବାବେଳେ ଏବେ ଏହି ରାସ୍ତାରେ ଆଣ୍ଠୁଏ ଲେଖା ଖାଲ ସୃଷ୍ଟି ହୋଇଛି, ଯଦ୍ଦ୍ବାରା ପୋଖରୀର…

ଦୋକାନ ଗୃହ ଅନିୟମିତତାର ତଦନ୍ତ ହେଉନି

ବାଲିଚନ୍ଦ୍ରପୁର,୨୨ା୭(ସ୍ବ.ପ୍ର.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର ବଜାରରେ ନିର୍ମାଣାଧୀନ ଦୋକାନ ଗୃହରେ ବ୍ୟାପକ ଅନିୟମିତତା ହୋଇଛି। ଗୋଟିଏ ଗୃହ ପ୍ରଦାନ ପାଇଁ ବେଆଇନ ଭାବେ ପ୍ରଭାବଶାଳୀ ଲୋକଙ୍କଠାରୁ ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏ ଆଦାୟ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?