ଯାଜପୁର

ବ୍ୟାସସରୋବର ସୌନ୍ଦର୍ଯ୍ୟକରଣରେ ଅନିୟମିତତା

ଯାଜପୁର ଅଫିସ,୧୫ା: ମହାଭାରତର କିମ୍ବଦନ୍ତୀ ବହନ କରୁଥିବା ବ୍ୟାସ ସରୋବରର ସୌନ୍ଦର୍ଯ୍ୟକରଣ କାମରେ ବ୍ୟାପକ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି। ଏହି କାର୍ଯ୍ୟରେ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ କିମ୍ବା ପୂର୍ତ୍ତ ବିଭାଗର କର୍ତ୍ତୃତ୍ୱ ନାହିଁ ।…

କିସ୍ତି ଟଙ୍କା ଶୁଝି ନ ପାରି ଆତ୍ମହତ୍ୟା

ଯାଜପୁର ରୋଡ୍‌,୧୫ା୭(ଡି.ଏନ.ଏ.):ଯାଜପୁର ରୋଡ୍‌ ଥାନା ଅଧୀନ ସାପଗାଡ଼ିଆ ଗାଁରେ କିସ୍ତି ଟଙ୍କା ପରିଶୋଧ କରି ନ ପାରିବାରୁ ଦୀନବନ୍ଧୁ ମଣ୍ଡଳ ନାମକ ଜଣେ ବ୍ୟକ୍ତି ଗୁରୁବାର ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଦୀନବନ୍ଧୁ ତାଙ୍କ ସ୍ତ୍ରୀ ସାବିତ୍ରୀ ଏବଂ…

ପରିବା ଫସଲରେ ବ୍ୟାପୁଛି ପତ୍ର ହଳଦିଆ ରୋଗ

ରସୁଲପୁର,୧୪ା୭(ଡି.ଏନ.ଏ.): ପରିବର୍ତ୍ତିତ ପାଣିପାଗ କୃଷିକ୍ଷେତର ସ୍ଥିତି ବିଗାଡ଼ି ଦେଉଛି। ବର୍ଷା, ଖରା ଓ ଶୀତର ଅନିୟମିତତା ଯୋଗୁ ଫସଲରେ ନାନା ଅଚିହ୍ନା ରୋଗ ଦେଖାଯାଉଛି। ତେବେ ଏହି ରୋଗ ନିୟନ୍ତ୍ରଣ କରିବାରେ ଚାଷୀ ଅସମର୍ଥ ହେଉଥିବାବେଳେ ଏବେ ପରିବା ଚାଷରେ ପତ୍ର…

ଅନିୟନ୍ତ୍ରିତ ଟ୍ରାଫିକ ସମସ୍ୟା, ବଢୁଛି ଦୁର୍ଘଟଣା

ଯାଜପୁର ରୋଡ,୧୪ା୭(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାୟନ ଯୋଗୁ ଯାଜପୁର ରୋଡ ସହରର ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସାଙ୍ଗକୁ ଯାନବାହାନ ସଂଖ୍ୟାରେ ଅଭିବୃଦ୍ଧି ଏହି ସମସ୍ୟାକୁ ଜଟଳି କରିବାରେ ଲାଗିଛି । ଶିଳ୍ପସଂସ୍ଥା ସହର…

ଶ୍ରମିକଙ୍କୁ ନିଯୁକ୍ତି ଦାବି ତେଜିଲା

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୪ା୭: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଥିବା ଏକମାତ୍ର ରାଷ୍ଟ୍ରାୟତ ଉଦ୍ୟୋଗ ନୀଳାଚଳ ଇସ୍ପାତ୍‌ ନିଗମକୁ ଇତିମଧ୍ୟରେ ଟାଟା ଷ୍ଟିଲ ଲଙ୍ଗ୍‌ ପ୍ରଡକ୍ଟସ୍‌ ଲିମିଟେଡ ଅଧିଗ୍ରହଣ କରିଛି। ଏହି କ୍ରମରେ କାରଖାନାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ସହ ଛଟେଇ…

ଯୋକଡ଼ିଆ ବ୍ରିଜ ଉପରେ ସାଇକେଲ୍‌ ପକାଇ ଖରସ୍ରୋତାକୁ ଡେଇଁଲେ ଯୁବତୀ

ଯାଜପୁର ଅଫିସ,୧୩।୭: ଯାଜପୁର ରୋଡ ଥାନା ଯୋକଡ଼ିଆ ପୁରୁଣା ବ୍ରିଜ ଉପରୁ ଖରସ୍ରୋତା ନଦୀକୁ ବୁଧବାର ସକାଳେ ଜଣେ ଯୁବତୀ ଡେଇଁ ଅତ୍ମହତ୍ୟା ଉଦ୍ୟମ କରିଛନ୍ତି। ବ୍ରିଜ ଉପରୁ ଯୁବତୀଙ୍କ ସାଇକେଲ ଓ ଚପଲ ଜବତ କରାଯାଇଛି। ଏହାର ପଛରେ ଥିବା…

ସେବିକା ସାଗରିକାଙ୍କ ଘରେ ରାଜ୍ୟପାଳ

ରସୁଲପୁର,୧୨ା୭(ଡି.ଏନ୍‌.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ମୁଗୁପାଳ ପଞ୍ଚାୟତ ଖଇରାବାଦ ଗ୍ରାମରେ ସୋମବାର ସକାଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲା ଓ ତାଙ୍କ ପୁଅ ମନି ସିଙ୍ଗଲ ପହଞ୍ଚତ୍ ଥିଲେ ା ଖଇରାବାଦ ଗ୍ରାମବାସୀ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କରିଥିଲେ ା…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଯୁବକ ଗିରଫ

କାଳିଆପାଣି,୧୧ା୭(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ କାଳିଆପାଣି ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ସାରୁଆବିଲ ନୂଆସାହିର ପଞ୍ଚାନନ ପ୍ରଧାନ। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି। ସୂଚନା…

ପୂରଣ ହୋଇପାରୁନି ଶିକ୍ଷକ ପଦବୀ

ରସୁଲପୁର,୧୧ା୭(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଞ୍ଚଳର ଅନେକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପଡ଼ିଛି। ହେଲେ ଉକ୍ତ ପଦବୀ ପୂରଣ ପାଇଁ ସରକାରଙ୍କ ପକ୍ଷରୁ ନୂତନ ଶିକ୍ଷକ ନିଯୁକ୍ତି କରାଯାଉ ନାହିଁ। ଅନ୍ୟପକ୍ଷରେ ଓଏଏସ୍‌ ପରୀକ୍ଷା ଢାଞ୍ଚାରେ ପ୍ରତ୍ୟେକ ବର୍ଷ ଶିକ୍ଷକ ନିଯୁକ୍ତି…

ମହିଳାଙ୍କ ଜମି ହଡ଼ପ କରିଛି ଠିକା ସଂସ୍ଥା

ଚଣ୍ଡିଖୋଲ,୧୧ା୭(ଡି.ଏନ୍‌.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ନିଆଳିଠାରେ ମେଗା ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟ ୨୦୧୬ରୁ ଆରମ୍ଭ ହୋଇଥିଲେ ମଧ୍ୟ ଅଦ୍ୟାବଧି ଶେଷ ହୋଇନାହିଁ। ୩ ବର୍ଷ ମଧ୍ୟରେ କାର୍ଯ୍ୟ ଶେଷ ହେବାର ଅବଧି ଥିବାବେଳେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବାରେ ଠିକା…

୪୯% ପରିବାର ପାଇଛନ୍ତି ଟ୍ୟାପ୍‌ ପାଣି

ଯାଜପୁର ଅଫିସ,୧୧ା୭: ରାଜ୍ୟବାସୀଙ୍କୁ ପାନୀୟ ଜଳ ଯୋଗାଣ ପାଇଁ ବସୁଧା, ଜଳ ଜୀବନ ମିଶନ, ଓଏମ୍‌ବିଏଡିସି, ଡିଏମ୍‌ଏଫ୍‌, ଆର୍‌ଆଇଡିଏଫ୍‌ ଆଦି ଯୋଜନାରେ ବ୍ୟବସ୍ଥା କରାଯାଇଛି। ଏଥିରେ ପ୍ରତ୍ୟେକ ଘରକୁ ଟ୍ୟାପ୍‌ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ…

ଠିକାରେ ଚାଲିଛି ଏସ୍‌ଇଆଇଏଏ

ଯାଜପୁର ଅଫିସ,୧୦।୭: ରାଜ୍ୟସ୍ତରୀୟ ପରିବେଶ ପ୍ରଭାବ ଆକଳନ କର୍ତ୍ତୃପକ୍ଷ ବା ଷ୍ଟେଟ୍‌ ଏନ୍‌ଭାଇରନ୍‌ମେଣ୍ଟ ଇମ୍ପାକ୍ଟ ଆସେସ୍‌ମେଣ୍ଟ ଅଥରିଟି (ଏସ୍‌ଇଆଇଏଏ) ୨୦୦୮ରୁ କାର୍ଯ୍ୟକାରୀ ହୋଇଆସୁଛି। ବିଭିନ୍ନ ଖଣି ଖାଦାନ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିବା ପୂର୍ବରୁ ପରିବେଶ ଆକଳନ କାର୍ଯ୍ୟକୁ ଠିକ୍‌ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?