ଯାଜପୁର

ଏସ୍‌ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍‌ଏଚ୍‌ଆର୍‌ସି

ଯାଜପୁର ଅଫିସ,୨୪ା୬: ଯାଜପୁର ଜିଲା ଅନ୍ତର୍ଗତ ଧର୍ମଶାଳା, ବାଲିଚନ୍ଦ୍ରପୁର, ବୈରୀ ଓ ବଡ଼ଚଣା ଥାନା ପୋଲିସ ପକ୍ଷରୁ ଅଭିଯୁକ୍ତଙ୍କ ଜାମିନ ଆବେଦନ ପାଇଁ ନିର୍ଦ୍ଦିଷ୍ଟ କେତେକ ଓକିଲଙ୍କୁ ସୁପାରିଶ କରୁଥିବା ଅଭିଯୋଗ ହୋଇଥିଲା। ଏନେଇ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆରସି)ରେ ମାମଲା ରୁଜୁ…

ବର୍ଷା ଜଳ ପରିଚାଳନା ଉଦ୍‌ବେଗଜନକ

ଯାଜପୁର ଅଫିସ,୨୩ା୬: ଯାଜପୁର ଜିଲା ସୁକିନ୍ଦାର ବିଭିନ୍ନ ଖଣି ପରିସରରୁ ବୋହି ଯାଉଥିବା ବର୍ଷା ପାଣି ପରିଚାଳନା ବାଧାପ୍ରାପ୍ତ ହୋଇଛି। ଇଣ୍ଡିଆନ ବ୍ୟୁରୋ ଅଫ୍‌ ମାଇନ୍ସ(ଆଇବିଏମ୍‌)ର ପରାମର୍ଶ ଉପରେ ମଧ୍ୟ ଏହି ଖଣି କମ୍ପାନୀ କର୍ତ୍ତୃପକ୍ଷ ଗୁରୁତ୍ୱ ପ୍ରଦାନ କରିନାହାନ୍ତି। ଫଳରେ…

୧ହଜାର ହେକ୍ଟର ଜମିରେ ଚାଷ ପ୍ରଭାବିତ

ରସୁଲପୁର,୨୧ା୬(ଡି.ଏନ୍‌.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଭୋଟକା ପଞ୍ଚାୟତର ବଡନାଳ(ପାଟନାଳି)କୁ ନେଇ ୨ ପଞ୍ଚାୟତର ଚାଷୀ ଅସନ୍ତୋଷ ପ୍ରକାଶ କରିଛନ୍ତି ା ଉକ୍ତ ନାଳର ଉନ୍ନତିକରଣ ପାଇଁ ଚାଷୀମାନେ ଦାବି କରିଛନ୍ତି ା ନାଳର ଉନ୍ନତିକରଣ ଉପରେ ଚାଷୀମାନଙ୍କ ଉନ୍ନତି ନିର୍ଭର…

ଲୁଣି ପାଣି କବଳରେ ମହାନଦୀ ବେସିନ

ଯାଜପୁର ଅଫିସ,୨୧ା୬:ମହାନଦୀ ବେସିନ(ଅବବାହିକା) ଅନ୍ତର୍ଭୁକ୍ତ କଟକ, ଢେଙ୍କାନାଳ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼ ଏବଂ ପୁରୀ ଜିଲାର ୪୯ ବ୍ଲକର ବାସିନ୍ଦା ଲୁଣି ପାଣିରେ ପେଷି ହେଉଛନ୍ତି। ଏହି ସବୁ ବ୍ଲକ ଅଞ୍ଚଳରେ ବୈଜ୍ଞାନିକ ପଦ୍ଧତିରେ ସ୍ଥିତି ଅନୁଧ୍ୟାନ କରି…

୨ମାସର ଗହମ ପାଇନାହାନ୍ତି ରାଶନକାର୍ଡଧାରୀ

ରସୁଲପୁର,୨୦ା୬(ଡି.ଏନ୍‌.ଏ.): ରସୁଲପୁର ବ୍ଲକରେ ରାଶନକାର୍ଡଧାରୀଙ୍କୁ ଗହମ ମିଳୁନି। ଗତ ଏପ୍ରିଲ ଓ ମେ’ରେ ବ୍ଲକର ଅଧିକାଂଶ କାର୍ଡଧାରୀ ଗହମ ପାଇବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ରାଶନକାର୍ଡରେ ପଞ୍ଜୀକୃତ ହିତାଧିକାରୀଙ୍କୁ ଜୁନ୍‌ ମାସରୁ ଗହମ ମିଳିବ ନାହିଁ ବୋଲି ସରକାରୀସ୍ତରରେ…

‘ବସୁଧା’ରେ ସରକାରୀ ଅର୍ଥ ଆତ୍ମସାତ

ଯାଜପୁର ଅଫିସ,୨୦ା୬: ଗ୍ରାମାଞ୍ଚଳ ଲୋକଙ୍କ ଘରକୁ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ‘ବସୁଧା’ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଠିକାଦାରୀ ରାଜନୀତି ଏହି ଯୋଜନାର ମୂଳଲକ୍ଷ୍ୟକୁ ପରାହତ କରିଛି। ବସୁଧା ପ୍ରକଳ୍ପ ନିର୍ମାଣ ଏବଂ କାର୍ଯ୍ୟକାରୀ ହେବାର…

ବିରୂପା, ଗେଙ୍ଗୁଟି ନଦୀରୁ ବେଆଇନ ବାଲି ଚାଲାଣ

ଚଣ୍ଡିଖୋଲ,୨୦ା୬(ଡି.ଏନ୍‌.ଏ): ଦର୍ପଣ ତହସିଲ ଅଧୀନରେ ବିରୂପା, ଗେଙ୍ଗୁଟି ଓ କେଲୁଅ ନଦୀ ରହିଛି। ମାତ୍ର ବିରୂପା ଓ ଗେଙ୍ଗୁଟି ନଦୀରୁ ଏବେ ବ୍ୟାପକ ଭାବେ ବେଆଇନ ବାଲି ଚାଲାଣ ହେଉଥିବା ଅଭିଯୋଗ ହେଉଛି। ବିରୂପା ନଦୀର ରାମଦାସପୁର-୧ ଓ ରାମଦାସପୁର-୨ ବାଲିଘାଟକୁ…

ବର୍ଷକରେ ୧,୩୫୪ ଶିଶୁ, ୩୮ ମା’ମୃତ

ଯାଜପୁର ଅଫିସ,୨୦ା୬: କେବଳ ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ା ନୁହେଁ, ରାଜ୍ୟର ନବରଙ୍ଗପୁର ଜିଲାରେ ମଧ୍ୟ ପୁଷ୍ଟିହୀନତା କାରଣରୁ ମା’ ଓ ଶିଶୁ ମୃତ୍ୟୁସଂଖ୍ୟା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ଗତ ବର୍ଷକ ମଧ୍ୟରେ ନବରଙ୍ଗପୁର ଜିଲାରେ ୧,୩୫୪ ଶିଶୁ ଓ…

ବହୁ ଟ୍ରେନ୍‌ ରଦ୍ଦ, ଦିଗ ପରିବର୍ତ୍ତନ

ଯାଜପୁର ଅଫିସ,୧୯।୬: ଅଗ୍ନିପଥ ଯୋଜନାରେ ସେନାରେ ଅଗ୍ନିବୀର ନିଯୁକ୍ତି ପ୍ରତିବାଦରେ ଦେଶରେ ଆନ୍ଦୋଳନ କ୍ରମଶଃ ଉଗ୍ର ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ପୂର୍ବତଟ ରେଳପଥ ଅନ୍ତର୍ଗତ ବିଭିନ୍ନ ଯାତ୍ରୀବାହୀ ଟ୍ରେନ ଆଂଶିକ ରଦ୍ଦ ଓ ଦିଗ ପରିବର୍ତ୍ତନ ହୋଇଛି।…

ବିପଦରେ ୪୮ ସ୍ଥାନର ବାସିନ୍ଦା

ଯାଜପୁର ଅଫିସ,୧୯।୬: ପାନୀୟ ଜଳ ପାଇଁ ଉଦ୍ଦିଷ୍ଟ ‘ଆଇଏସ୍‌: ୧୦୫୦୦-୨୦୧୨’ ମାପଦଣ୍ଡ ଅନୁଯାୟୀ ରାଜ୍ୟର ୨୫ ଜିଲାର ୪୮ ସ୍ଥାନର ଭୂତଳ ଜଳ ବ୍ୟବହାର ଅନୁପଯୋଗୀ। ଏହିସବୁ ସ୍ଥାନର ଭୂତଳ ଜଳରେ ପୋଟେନ୍‌ସିଆଲ ଅଫ୍‌ ହାଇଡ୍ରୋଜେନ(ପିଏଚ୍‌), ନାଇଟ୍ରେଟ୍‌, ଫ୍ଲୋରାଇଡ, ଆଇରନ୍‌, ଟୋଟଲ…

ଧ୍ୱଂସମୁଖରେ ଓଳାଶୁଣୀର ସବୁଜ ବନାନୀ

ଚଣ୍ଡିଖୋଲ,୧୮ା୬(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ୍‌ରେ ଅବସ୍ଥିତ ରାଜ୍ୟର ପ୍ରମୁଖ ଧର୍ମ, ସଂସ୍କୃତି, ଐତିହ୍ୟ ଓ ପର୍ଯ୍ୟଟନ ପୀଠ ଓଳାଶୁଣୀ ପାହାଡ଼ର ଉଭୟ ପୂର୍ବ ଏବଂ ପଶ୍ଚିମ ଦିଗରୁ ପାହାଡ଼ ଶୀର୍ଷ ପର୍ଯ୍ୟନ୍ତ ଓ ପରିବେଶ ପର୍ଯ୍ୟଟନସ୍ଥଳୀ କଟେଜ୍‌ ପର୍ଯ୍ୟନ୍ତ ଚଉଡ଼ା…

ରାଜ୍ୟର ୪୨୮୩ ମିଟର ନଦୀବନ୍ଧ ଦୁର୍ବଳ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୮ା: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଛି। ଆସନ୍ତା ୧ ସପ୍ତାହ ମଧ୍ୟରେ ସାରା ରାଜ୍ୟକୁ ମୌସୁମୀ ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ବର୍ଷାଋତୁ ଆସିଲେ ପ୍ରତିବର୍ଷ ପରି ଚଳିତବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?