ନଗଡ଼ାରେ ବାଲ୍ୟବିବାହ, ଜନସଂଖ୍ୟା ବଢୁଛି
ଯାଜପୁର ଅଫିସ,୯ା୫: ଆଉ ମାସକ ପରେ ଯାଜପୁର ଜିଲା ନଗଡ଼ାରେ ଶିଶୁ ମୃତ୍ୟୁ ଘଟଣାର ପର୍ଦ୍ଦାଫାସକୁ ୬ ବର୍ଷ ପୂରିବ। ଇତିମଧ୍ୟରେ ରାଜ୍ୟ ସରକାରଙ୍କ ତତ୍ପରତା ଅନୁପାତରେ ବିଭିନ୍ନ ଲୋକହିତକର ଯୋଜନା ସହିତ ନଗଡ଼ାକୁ ରାସ୍ତା ଫିଟିଛି। ତଥାପି ନଗଡ଼ାର ସାମାଜିକ…
ଇଚ୍ଛାମୃତ୍ୟୁ ପାଇଁ ପିହୁ ମା’ଙ୍କ ନିବେଦନ
ବରୀ,୯ା୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବ୍ଲକ ବିଞ୍ଝାରପୁର ଥାନା ଅଧୀନ ମଧୁସୂଦନପୁର ଗ୍ରାମର ପିହୁ ନାମ୍ନୀ ଜଣେ ୨ ବର୍ଷର ଶିଶୁ ୨୦୨୦ ଅଗଷ୍ଟ ୯ରେ ଗାଁ ଦାଣ୍ଡରେ ଖେଳୁଥିବାବେଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ଅପହରଣ କରାଯାଇଥିବା ନେଇ ପିହୁଙ୍କ ମା’…
ବୈତରଣୀରେ ବୁଡ଼ିଗଲେ ଦଶମ ଶ୍ରେଣୀ ଛାତ୍ର
ଯାଜପୁର ଟାଉନ,୮।୫(ଡି.ଏନ.ଏ.): ଯାଜପୁର ସହରର ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରେ ନିର୍ମାଣାଧୀନ ବ୍ୟାରେଜ୍ ନିକଟରେ ଶୁକ୍ରବାର ବୁଡ଼ିଯାଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହି ଘଟଣାକୁ ୨୪ ଘଣ୍ଟା ନ ପୂରୁଣୁ ଶନିବାର ପୁଣି ଉକ୍ତ ନଦୀରେ ବୁଡ଼ି…
ମହାନଦୀ, ବ୍ରାହ୍ମଣୀ ଜଳ ପ୍ରଦୂଷିତ
ଯାଜପୁର ଅଫିସ,୮।୫: ରାଜ୍ୟରେ ପ୍ରବାହିତ ମହାନଦୀ ଓ ବ୍ରାହ୍ମଣୀ ନଦୀର ୧୯ଟି ସ୍ଥାନର ଜଳରେ ବିଭିନ୍ନ ବିଷାକ୍ତ ଦ୍ରବ୍ୟ ରହିଥିବାରୁ ତାହା ବ୍ୟବହାର ଅନୁପଯୋଗୀ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି) ପକ୍ଷରୁ ୨୦୨୧ ବର୍ଷ ପାଇଁ ୧୧ଟି ନଦୀର ୧୨୯ଟି…
ଫଳ କିଣାକୁ ନେଇ ୨ ଗ୍ରାହକଙ୍କୁ ହାଣିଲେ ଦୋକାନୀ
ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଶନିବାର ଜଣେ ଫଳ ଦୋକାନୀଙ୍କ ଆକ୍ରମଣରେ ପୌରାଞ୍ଚଳ ଅନ୍ତର୍ଗତ ବୈଦ୍ୟରାଜପୁରର କେବୁଲ ବ୍ୟବସାୟୀ ସଞ୍ଜିତ୍ କୁମାର ସାହୁ ଓ ତାଙ୍କର ଜଣେ ସହଯୋଗୀ ପ୍ରମୋଦ ପରିଡ଼ା ଗୁରୁତର ହୋଇଛନ୍ତି। ସଞ୍ଜିତ୍ଙ୍କ ବେକକୁ…
ଦୁର୍ବଳ ହେଉଛି ନଦୀବନ୍ଧ
ରଗଡି,୭ା୫(ଡି.ଏନ.ଏନ.): ରାଜସ୍ବ ସମ୍ପତ୍ତିର ଉପଯୁକ୍ତ ରକ୍ଷଣାବେକ୍ଷଣ ପାଇଁ ଏନ୍ଜିଟି (ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ) ରାଜସ୍ବ ବିଭାଗକୁ କଡ଼ା ଚେତାବନୀ ଦେଇଛନ୍ତି। ଏହାର ବ୍ୟତିକ୍ରମ କରୁଥିବା ବାଲି ମାଫିଆ ଓ ଅଧିକାରୀମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ନଜିର ରହିଛି। ହେଲେ…
ବୈତରଣୀରେ ଭାସିଗଲେ ଶ୍ରମିକ
ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ସହରର ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରେ ଏକ ବ୍ୟାରେଜ ନିର୍ମାଣ ଚାଲିଛି। ତେବେ ଏହି କାର୍ଯ୍ୟରେ ନିୟୋଜିତ ଜଣେ ଶ୍ରମିକଙ୍କ ଶୁକ୍ରବାର ଉକ୍ତ ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲାର ସୋମନାଥ…
ଟ୍ରକ୍ ଚଢ଼ାଇ ପିଅନଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ ଗିରଫ, ଟ୍ରକ୍ ଜବତ
ଚଣ୍ଡିଖୋଲ,୭ା୫(ଡି.ଏନ.ଏ.): ବଡ଼ଚଣା ଥାନା ରାଧାଦେଇପୁର ପଞ୍ଚାୟତ ଅଧୀନ ବିଲିକଣା ଗ୍ରାମରେ ଟ୍ରକ୍ ଚଢ଼ାଇ ପଞ୍ଚାୟତ ଅଫିସ ପିଅନଙ୍କୁ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହିତ ଦୁର୍ଘଟଣା ଘଟାଇଥିବା ଟ୍ରକ୍କୁ ଜବତ କରିଛି। ଗୁରୁବାର ଟ୍ରକ୍ ଚଢ଼ାଇ ରାଧାଦେଇପୁର ପଞ୍ଚାୟତ…
ଫାଟକ ସମ୍ମୁଖରେ ଲହଡ଼ି ମାରୁଛି ବର୍ଷାଜଳ
ରସୁଲପୁର,୭ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ମଧୁପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଫାଟକ ସମ୍ମୁଖରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ସାମାନ୍ୟ ବର୍ଷାରେ ବିଦ୍ୟାଳୟ ସମ୍ମୁଖରେ ଯାତାୟାତ ବାଧାପ୍ରାପ୍ତ ହେଉଛି। ବିଶେଷକରି ମାଟ୍ରିକ ପରୀକ୍ଷା ଦେବା ପାଇଁ ଆସୁଥିବା ପରୀକ୍ଷାର୍ଥୀ ବହୁ ଅସୁବିଧାର ସମ୍ମୁଖୀନ…
ବାତ୍ୟା ଆଶଙ୍କାରେ ଖାଉଟି ସାମଗ୍ରୀର କଳାବଜାର
ଧର୍ମଶାଳା,୭ା୫(ଡି.ଏନ.ଏ.): ସମ୍ଭାବ୍ୟ ବାତ୍ୟାକୁ ନେଇ ଲୋକେ ଭୟଭୀତ ହୋଇ ପଡ଼ିଲେଣି। ବାତ୍ୟାର ପ୍ରଭାବ କିପରି ରହିବ ତାହାକୁ ନେଇ ସମସ୍ତଙ୍କ ଚିନ୍ତା ବଢ଼ିଲାଣି। ତେବେ ଏହାର ସୁଯୋଗରେ ଧର୍ମଶାଳା ବ୍ଲକ୍ ଅଞ୍ଚଳରେ କେତେଜଣ ଅସାଧୁ ବ୍ୟବସାୟୀ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି…
କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତିି
ଧର୍ମଶାଳା,୬ା୫(ଡି.ଏନ.ଏ.): ଧର୍ମଶାଳା ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହେବାରୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ବର୍ଷା ସାଙ୍ଗକୁ ପବନ ବହିବା ଫଳରେ ଅନେକ ସ୍ଥାନରେ ଗଛ ଡାଳ ଭାଙ୍ଗିବା ସହିତ ଗଛ ଉପୁଡି ରାସ୍ତା ଉପରେ ପଡ଼ି…
ଅତିଷ୍ଠ କରୁଛି ଅଘୋଷିତ ବିଦ୍ୟୁତ୍ କାଟ୍
କାଳିଆପାଣି,୬ା୫(ଡି.ଏନ.ଏ.): ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟବସ୍ତ ହୋଇପଡୁଛି। ତେଣୁ ଏହି ସମୟରେ ବିଦ୍ୟୁତ୍ କାଟ ବନ୍ଦ କରିବାକୁ ସରକାର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଏହା ସତ୍ତ୍ୱେ ଗ୍ରାମାଞ୍ଚଳରେ ଅଘୋଷିତ ବିଦ୍ୟୁତ୍ କାଟ ହେଉଛି। ଫଳରେ ଲୋକେ ଏଥିଯୋଗୁ ଅତିଷ୍ଠ…
Archives


