ଯାଜପୁର

ଡଙ୍କାରୀ ପାହାଡ଼ରେ ମିଳିତ ତଦନ୍ତ

ଧର୍ମଶାଳା/ଚଢ଼େଇଧରା, ୬ା୫(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବହୁଚର୍ଚ୍ଚିତ ଡଙ୍କାରୀ ପାହାଡ଼ରେ ଗୁରୁବାର ତହସିଲ ପ୍ରଶାସନ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ମାପଚୁପ କରାଯାଇଛି। ଖାଦାନରୁ ଲିଜ୍‌ଧାରୀ ଅଧିକ ପରିମାଣର କଳାପଥର ଉତ୍ତୋଳନ କରି ଅନ୍ୟତ୍ର ଚାଲାଣ କରୁଛନ୍ତି। ଫଳରେ ସେମାନେ ମାଲାମାଲ…

ପୋତିହୋଇଯିବ ପଟ୍ଟାମୁଣ୍ଡାଇ କେନାଲ

ଚଣ୍ଡିଖୋଲ,୬ା୫(ଡି.ଏନ.ଏ.): କଟକ ଜଗତପୁରଠାରୁ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ଅଳଭା ପର୍ଯ୍ୟନ୍ତ ଯାଇଥିବା ପଟ୍ଟାମୁଣ୍ଡାଇ କେନାଲ ପ୍ରତି ବିପଦ ସୃଷ୍ଟି ହୋଇଛି। ଯାଜପୁର ଜିଲା ବାଲିଚନ୍ଦ୍ରପୁରଠାରୁ ଦେକୁରୀ ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତୀକରଣରେ ଏହି କେନାଲ ଶଯ୍ୟା ପୋତି ହୋଇଗଲେ କେନ୍ଦ୍ରାପଡ଼ା ପାଇଁ ଜଳସେଚନରେ ବାଧା…

ଠିକାଦାରଙ୍କ ସ୍ବାର୍ଥରେ ଏମ୍‌ଆଇପି

ଯାଜପୁର ଅଫିସ/ରଗଡ଼ି(ଡି.ଏନ.ଏ.),୬ା୫: ପାଣି ଅଭାବରୁ ଚାଷ କ୍ଷତିଗ୍ରସ୍ତ ହେଲେ ଚାଷୀଙ୍କ ଆଖିରୁ ଲୁହ ଝରେ। ଚାଷୀ ପରିବାରରେ ଆର୍ଥିକ ସଙ୍କଟ ଦେଖାଦିଏ। ଚାଷ ପାଇଁ ଜରୁରୀ ଆବଶ୍ୟକ ପାଣି। ସେଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି…

ଟ୍ରକ୍‌ ଚଢ଼ାଇ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପୁଅ

ଚଣ୍ଡିଖୋଲ,୫ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ ରାଧାଦେଇପୁର ପଞ୍ଚାୟତ ଅଫିସର ପିଅନ ବସନ୍ତ କୁମାର ସାହୁ(୫୮)ଙ୍କୁ ଗୁରୁବାର ଟ୍ରକ୍‌ ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ସକାଳେ ପଞ୍ଚାୟତ ଅଫିସକୁ ସାଇକେଲ୍‌ରେ ଆସୁଥିବା ସମୟରେ ଏକ ଟ୍ରକ୍‌ ତାଙ୍କୁ…

ଖଣିଜ ଚୋରା ଚାଲାଣ ବ୍ୟବସ୍ଥା ପୁଣି ସକ୍ରିୟ

ଯାଜପୁର ଅଫିସ,୫ା୫: ରତ୍ନଗର୍ଭା ସୁକିନ୍ଦା ଅଞ୍ଚଳରେ ୧୭୩ ନିୟୁତ ଟନ୍‌ କ୍ରୋମାଇଟ୍‌ ଗଚ୍ଛିତ ଅଛି ବୋଲି ସରକାରୀ ଭାବେ ଆକଳନ କରାଯାଇଛି। ଭାରତ ସ୍ବାଧୀନତା ପୂର୍ବରୁ ଏଠାରୁ କ୍ରୋମାଇଟ ଖନନ ଆରମ୍ଭ ହୋଇ ସାରିଛି। ତେବେ ସ୍ଥାନୀୟ ଲୋକଙ୍କ ଏଠାରେ କୌଣସି…

ବ୍ୟାସ ସରୋବରର ବିକାଶ ଆଳରେ ମୋରମ ଲୁଟ୍‌

ଯାଜପୁର ଅଫିସ,୫ା୫: ବ୍ୟାସ ସରୋବରର ବିକାଶ କାର୍ଯ୍ୟ ଚାଲିଛି। ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନ୍‌ବିସିସି (ନ୍ୟାଶନାଲ ବିଲ୍ଡିଂ କନଷ୍ଟ୍ରକ୍ସନ କାର୍ପୋରେଶନ) ନେତୃତ୍ୱରେ ଦିଲ୍ଲୀର କ୍ରିଷ୍ଣା ବିଲ୍‌ଡର ଠିକାସଂସ୍ଥା ଜରିଆରେ ଏହି କାମ ଚାଲିଛି ।…

ଶିଶୁ ଶ୍ରମିକଙ୍କ ଅନୁଦାନ ଉଭାନ

ଯାଜପୁର ଅଫିସ,୪।୫: ଶିଶୁ ଶ୍ରମିକମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ ୨୦୦୭ରୁ ନ୍ୟାଶନାଲ ଚାଇଲ୍ଡ ଲେବର ସ୍କୁଲ ନାମକ ସ୍ବତନ୍ତ୍ର ବିଦ୍ୟାଳୟ ଖୋଲାଯାଇଥିଲା, ଯାହା ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ଦ୍ୱାରା ପରିଚାଳିତ ହେଉଥିଲା। ବିଭିନ୍ନ କାମ ଧନ୍ଦା ବନ୍ଦ କରି ଉକ୍ତ…

ସଡ଼କ ସୁରକ୍ଷାରେ ନିୟୋଜିତ ହେବେ ହୋମଗାର୍ଡ

ଯାଜପୁର ଅଫିସ,୩ା୫:ରାଜ୍ୟର ବିଭିନ୍ନ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ କନଷ୍ଟେବଳ ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ୮୦ ଜଣ ହୋମଗାର୍ଡ ସଡକ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ହେବେ। କଟକ ପରିବହନ ଆୟୁକ୍ତ(ଟ୍ରାନ୍ସପୋର୍ଟ କମିଶନର)ଙ୍କ ଏହି ପ୍ରସ୍ତାବକୁ ବାଣିଜ୍ୟ ଓ ପରିବହନ ବିଭାଗର ଯୁଗ୍ମ…

ବଧୂହତ୍ୟା ଅଭିଯୋଗ, ସ୍ବାମୀ କୋର୍ଟ ଚାଲାଣ

ରସୁଲପୁର,୨ା୫(ଡି.ଏନ୍‌.ଏ.): କୁଆଖିଆ ଥାନା ଅନ୍ତର୍ଗତ ବଡ଼କଇଁଚି ପଞ୍ଚାୟତ ପାଞ୍ଚଗୋଛିଆ ଗ୍ରାମର ଶ୍ରୀଧର ସାହୁଙ୍କୁ ପୋଲିସ ସ୍ତ୍ରୀଙ୍କୁ ହତ୍ୟା କରିବା ଅଭିଯୋଗରେ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ବାପଘର ଲୋକଙ୍କ ଅଭିଯୋଗ ଆଧାରରେ ଘଟଣା ଘଟିବାର ୧୫ଦିନ ପରେ ପୋଲିସ…

ନାବାଳିକାଙ୍କୁ ନିର୍ଯାତନା, ବାପ ପୁଅ ଗିରଫ

ଜେନାପୁର,୨ା୫(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଜେନାପୁର ଥାନା ପୋଲିସ ଜଣେ ବ୍ୟକ୍ତି ଓ ତାଙ୍କ ପୁଅଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ଚକ୍ରଧରପୁର ପଞ୍ଚାୟତ ଅଧୀନ ବଲାଙ୍ଗିଆ ଗ୍ରାମର ଭାଗିରଥୀ କେଶରୀ…

ପୁଅର ମୃତଦେହ ବିଦେଶରୁ ଫେରାଇ ଆଣ

ବରୀ,୧।୫(ଡି.ଏନ୍‌.ଏ): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ନାଥପୁର ଗ୍ରାମର ସୁରେନ୍ଦ୍ର ଜେନାଙ୍କ ପୁଅ ବିଭୁତି ଭୂଷଣ ଜେନାଙ୍କର ୟୁଏଇରେ ମୃତ୍ୟୁ ଘଟିଛି। ବିଭୁତିଙ୍କ ମୃତଦେହକୁ ଜନ୍ମଭୂମିକୁ ଫେରାଇ ଆଣିବାକୁ ପରିବାର ଲୋକେ ପ୍ରଶାସନ ନିକଟରେ ନିବେଦନ କରିଛନ୍ତି। ଏନେଇ ଖବର…

ନାବାଳିକା ବଳାତ୍କାର, ହତ୍ୟା ମାମଲା: ସିନ୍‌ ରିକ୍ରେଶନ କଲେ ଅଭିଯୁକ୍ତ

ବରୀ,୧।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅନ୍ୟାସୀପୁର ଅଞ୍ଚଳର ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ପୋଲିସ ଗିରଫ ଅଭିଯୁକ୍ତଙ୍କ ରବିବାର ସିନ୍‌ ରିକ୍ରେଶନ କରାଇଛି। ଘଟଣାସ୍ଥଳରେ ଯାଜପୁର ଏସ୍‌ପି ରାହୁଲ ପି ଆର୍‌ ଉପସ୍ଥିତ ରହି ମାମଲାର ତଦନ୍ତ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri