ଯାଜପୁର

ଟ୍ରକ୍‌କୁ ପଛରୁ ପିଟିଲା ଆମ୍ବୁଲାନ୍ସ: ମହିଳା ରୋଗୀଙ୍କ ସମେତ ୩ଜଣଙ୍କ ଜୀବନ ଗଲା

ଚଣ୍ଡିଖୋଲ, ୧।୫ (ଡି.ଏନ୍‌.ଏ.): ଯାଜପୁର ଜିଲା ବଡଚଣା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ଚଣ୍ଡିଖୋଲ ଓ ବଡଚଣା ମଧ୍ୟସ୍ଥଳୀରେ ଶନିବାର ବିଳମ୍ବିତ ରାତିରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି। ଏକ ମାଲବାହୀ ଟ୍ରକ ପଛରେ ୧୦୮ ଆମ୍ବୁଲାନ୍ସ ଧକ୍କା…

ପ୍ରଚଣ୍ଡ ଖରାରେ ପାଣି ପାଇଁ ଛଟପଟ

ସିଂହପୁର,୩୦ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପରେ ସାରା ରାଜ୍ୟ ଜଳୁଥିବା ବେଳେ ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳରେ ମଧ୍ୟ ଗ୍ରୀଷ୍ମପ୍ରଭାବ ବୃଦ୍ଧି ପାଉଛି। ପୂର୍ବାହ୍ନ ୧୧ଟା ପରେ ସାଧାରଣ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ବିଭିନ୍ନ ସ୍ଥାନରେ ଜଳକଷ୍ଟ…

ଯାଜପୁରରେ ୨୭,୯୨୯ ମାଟ୍ରିକ ପରୀକ୍ଷାର୍ଥୀ

ଯାଜପୁର ଟାଉନ,୨୯ା୪(ଡି.ଏନ.ଏ.): ମାଟ୍ରିକ ପରୀକ୍ଷାରେ ଯାଜପୁର ଜିଲାର ୧୯୨ଟି କେନ୍ଦ୍ରରେ ମୋଟ୍‌ ୨୭,୯୨୯ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏହି ପରୀକ୍ଷା ୨୯ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମେ’ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ପରୀକ୍ଷା କେନ୍ଦ୍ରରେ କୋଭିଡ୍‌ ନିୟମ ଅନୁସାରେ…

ଟମକା-ମଙ୍ଗଳପୁର ରାସ୍ତା କାର୍ଯ୍ୟ ନିମ୍ନମାନର

କାଳିଆପାଣି,୨୯ା୪(ଡି.ଏନ.ଏ.): ଟମକା-ମଙ୍ଗଳପୁର ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର କରାଯାଉଛି। ଠିକାଦାର ଅଧିକାରୀଙ୍କ ଛତ୍ରଛାୟା ତଳେ ରହି ଏପରି କାର୍ଯ୍ୟ କରୁଛନ୍ତି ବୋଲି ଅଭିଯୋଗ ହୋଇଛି। ଉକ୍ତ ରାସ୍ତା ପାଇଁ ପ୍ରତିବର୍ଷ କୋଟିକୋଟି ଟଙ୍କା ବ୍ୟୟ ବରାଦ କରାଯାଉଛି। ହେଲେ ବିଭାଗୀୟ ଅଧିକାରୀ…

ଝଲସିବ ବିରଜା ମନ୍ଦିର ପରିସର

ଯାଜପୁର ଅଫିସ,୨୯ା୪: ପୁରୀ ଜଗନ୍ନାଥ ଓ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଭଳି ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜା ମନ୍ଦିରର ବାହ୍ୟ ପରିସର ଝଲସିବ। ଏଥିପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ ହୋଇ ସାରିଛି। ଏହା ସହ ବେସରକାରୀ ଜମି କିଣିବାକୁ…

ଆର୍‌ଏମ୍‌ସି କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଟାଉନ,୨୮ା୪(ଡି.ଏନ୍‌.ଏ.): ଯାଜପୁର ଆର୍‌ଏମ୍‌ସି କର୍ମଚାରୀ ଗୟାଧର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ଚଢ଼ାଉ ହୋଇଛି। ଯାଜପୁର ଥାନା ସନ୍ଥେଶ୍ବରପୁରଠାରେ ଗୟାଧର ସାହୁଙ୍କ ନିଜ ବାସଭବନ ଏବଂ…

ଶ୍ରମିକଙ୍କ କାମ କରୁଛି ମେଶିନ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନା ବାଟବଣା

ବରୀ,୨୮ା୪(ଡି.ଏନ.ଏ.): ସରକାର ଶ୍ରମିକଙ୍କୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାମ ଯୋଗାଇ ଦେବାର ନିୟମ ରହିଛି। ଏଥିସହିତ ଶ୍ରମିକମାନେ କିପରି ଏହି ଯୋଜନାରେ ସାମିଲ ହୋଇ ଉପକୃତ ହୋଇପାରିବେ ତାହା ଉପରେ ପ୍ରଶାସନକୁ ଗୁରୁତ୍ୱ…

୩ ମାସ ହେଲା ଗହମ ପାଉନାହାନ୍ତି ହିତାଧିକାରୀ, କଳାବଜାରରେ ବିକ୍ରି ପାଇଁ ମସୁଧା

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୮ା୪(ଡି.ଏନ.ଏ./ସ୍ବ.ପ୍ର.): ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଚାଉଳ ଓ ଗହମ ପ୍ରଦାନ କରାଯାଉଛି। ତେବେ ଫେବୃୟାରୀରୁ ୩ ମାସ ହେଲା ହିତାଧିକାରୀ ଗହମ ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ବଡ଼ଚଣା ବ୍ଲକ ଅନ୍ତର୍ଗତ ୪୩ ପଞ୍ଚାୟତରେ ଏଭଳି ସମସ୍ୟା ଦେଖାଦେଇଛି।…

ବାଲିଚନ୍ଦ୍ରପୁର-କଳାଶ୍ରୀ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୨୮ା୪(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅନ୍ତର୍ଗତ ବାଲିଚନ୍ଦ୍ରପୁରଠାରୁ କଳାଶ୍ରୀ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ଏହି ରାସ୍ତାଟି ପୂର୍ବରୁ ଜଳସମ୍ପଦ ବିଭାଗ ଅଧୀନରେ ଥିଲାବେଳେ ୨ ବର୍ଷ ତଳେ ଏହାକୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରାଯାଇଛି। ପୂର୍ତ୍ତ ବିଭାଗ ତରଫରୁ ୫…

ପୁନରୁଦ୍ଧାର ହେବ ୪୨,୬୫୮ ହେକ୍ଟର ଜଳସେଚିତ ଜମି

ଯାଜପୁର ଅଫିସ,୨୬ା୪:ସରକାର ରାଜ୍ୟ ବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡ଼ିକରେ ଅଧିକରୁ ଅଧିକ ସେଚ ସାମର୍ଥ୍ୟ ବୃଦ୍ଧି କରିବା, କେନାଲର ରକ୍ଷଣାବେକ୍ଷଣ, ଫସଲ ଖସଡ଼ା…

ବଢୁଛି ବାଲି, ମାଟି, ପଥର ଲୁଟ୍‌: ଅସୁରକ୍ଷିତ ସାମାଜିକ କର୍ମୀ, ଗଣମାଧ୍ୟମ ପ୍ରତିନିଧି

ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲାରେ ଗ୍ରାନାଇଟ ପଥର, ବାଲି, ମୋରମ, ମାଟି, ମାଙ୍କଡାପଥର ଲୁଟ ଉପରେ ସ୍ବର ଉତ୍ତୋଳନ କରୁଥିବା ସାମାଜିକ କର୍ମୀ କିମ୍ବା ଗଣମାଧ୍ୟମ ପ୍ରତିନିଧି ସୁରକ୍ଷିତ ମଣୁ ନାହାନ୍ତି। ବାଲି ଖାଦାନକୁ ନେଇ ବିଞ୍ଝାରପୁରରେ ବୋମା ପକାଇ ହତ୍ୟା…

ଦୁର୍ନୀତି ଆଁରେ ଧାନ, ଚାଉଳ ସଂଗ୍ରହ ପ୍ରକ୍ରିୟା

ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲା ଯୋଗାଣ ବିଭାଗ ଉଭୟ ଖେଳାଳି ଓ ରେଫରୀ ସାଜି ଧାନ ସଂଗ୍ରହରେ ଦୁର୍ନୀତିକୁ ପ୍ରଶ୍ରୟ ଦେଉଛନ୍ତି। ନବନିର୍ମାଣ କୃଷକ ସଂଗଠନ ଏହି ଅଭିଯୋଗ କରିବା ସହ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଭିଜିଲାନ୍ସ କିମ୍ବା ସିବିଆଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri