ଯାଜପୁର

ରାସ୍ତାରେ ପୋଲିସ ଅଧିକାରୀ, ପ୍ରେମିକାଙ୍କ ହାଇଡ୍ରାମା

ରସୁଲପୁର,୧୭ା୫(ଡି.ଏନ୍‌.ଏ.):ପ୍ରେମରେ ପ୍ରତାରଣା କରି ଜଣେ ପୋଲିସ ଅଧିକାରୀ ଅନ୍ୟଜଣେ ଯୁବତୀଙ୍କୁ ବିବାହ କଲେ। ଏହି ଖବର ପାଇ ନୂଆପଡ଼ା ଜିଲାରୁ ଯାଜପୁର ଜିଲାରେ ପହଞ୍ଚତ୍ ଯାଇଥିଲେ ପ୍ରେମିକା। ବୁଝାଶୁଝା କାମ ଦେଲାନି। ଫଳରେ ରାସ୍ତାରେ ପୋଲିସ ଅଧିକାରୀ ଓ ତାଙ୍କ ପ୍ରେମିକାଙ୍କ…

ପ୍ରଦୂଷଣ ଆଇନ ପରିସରଭୁକ୍ତ ହେବ ଛୋଟ କୁକୁଡ଼ା ଫାର୍ମ

ଯାଜପୁର ଅଫିସ,୧୭ା୫ ରାଜ୍ୟରେ ପ୍ରମୁଖ ସହର ଓ ଶିଳ୍ପାଞ୍ଚଳଗୁଡ଼ିକରେ ବାୟୁ ଓ ଜଳ ପ୍ରଦୂଷଣ ଅଣାୟତ୍ତ ହେଉଛି। ଫଳରେ ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟରେ ଓଡ଼ିଶାବାସୀ ହନ୍ତସନ୍ତ ହେଉଛନ୍ତି। ଏହାର ମୁକାବିଲା ଓ ପରିଚାଳନା କରିବାକୁ ସରକାରଙ୍କ ପକ୍ଷରୁ ଗ୍ରୀନ୍‌ ହାଉସ ନିରାକରଣ,…

ଏନ୍‌ଏଚ୍‌ଏଆଇ ଅବହେଳାରୁ ଦୁର୍ଘଟଣା ବୃଦ୍ଧି

ଯାଜପୁର ଅଫିସ,୧୬।୫: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ ଠିକାଦାରଙ୍କ ମଧ୍ୟରେ ସାଲିସ ଯୋଗୁ ରାଜପଥ ନିର୍ମାଣରେ…

ମହଙ୍ଗା ମାଡ଼କୁ ମାପ ଓଜନରେ ଠକେଇ

ଯାଜପୁର ଅଫିସ,୧୬ା୫: ରାଜ୍ୟରେ ଖାଉଟିଙ୍କୁ ମାପ ଓ ଓଜନରେ ବ୍ୟାପକ ଠକେଇର ଶିକାର ହେବାକୁ ପଡୁଛି। ଏହାକୁ ନିୟନ୍ତ୍ରଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ ବା ଲିଗାଲ ମେଟ୍ରୋଲୋଜି(ଏଲ୍‌ଏମ୍‌) ନିର୍ଦ୍ଦେଶାଳୟ ପକ୍ଷରୁ ବିଭିନ୍ନ…

ବ୍ରାହ୍ମଣୀ ବ୍ରହ୍ମପୁର ବାଲିଘାଟରୁ ବେଆଇନ ଉତ୍ତୋଳନ

କବାଟବନ୍ଧ,୧୬ା୫(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ବ୍ରିଜ ନିକଟ ବ୍ରାହ୍ମଣୀ ନଦୀକୂଳ ପଠାରୁ ଅନୁମତି ନ ଥାଇ ବାଲି ଉଠାଣ ହେଉଛି। ଏନେଇ ନଦୀ ତଟବର୍ତ୍ତୀ ବ୍ରହ୍ମପୁର ଗ୍ରାମବାସୀ ଧର୍ମଶାଳା ତହସିଲଦାରଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ବ୍ରହ୍ମପୁର ଗ୍ରାମଟି ସରକାରୀ…

ଶ୍ରମିକଙ୍କ କାମ କରୁଛି ମେଶିନ

ବରୀ,୧୬ା୫(ଡି.ଏନ.ଏ.): ବରୀ ବ୍ଲକ ବରୀ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ପୋଖରୀ ପୁନରୁଦ୍ଧାର ଓ ରାସ୍ତା କାର୍ଯ୍ୟ କରାଯାଉଛି। ତେବେ ଏହି କାର୍ଯ୍ୟ ଶ୍ରମିକଙ୍କ ଦ୍ୱାରା କରାଯିବାର ନିୟମ ଥିଲେ ମଧ୍ୟ ଏଠାରେ…

ଜାଲ୍‌ ଦସ୍ତଖତରେ ଆଧାର ପଞ୍ଜୀକରଣ, ସଂଶୋଧନ

ରସୁଲପୁର,୧୬ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଓକାକ୍‌ କମ୍ପ୍ୟୁଟର ଲ୍ୟାବ୍‌ ପକ୍ଷରୁ ୨ ସ୍ବୀକୃତିପ୍ରାପ୍ତ ଆଧାରକେନ୍ଦ୍ର ଖୋଲାଯାଇଥିଲା। ତେବେ କେନ୍ଦ୍ର ପରିଚାଳକ ଆଧାର ପଞ୍ଜୀକରଣ ଓ ତ୍ରୁଟି ସଂଶୋଧନ ବେଳେ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ଥିବା ଦର୍ଶାଇ କମ୍ପ୍ୟୁଟର ଲ୍ୟାବ୍‌ ପକ୍ଷରୁ ଉକ୍ତ…

ଏନ୍‌ଏଚ୍‌ଏଆଇ ଅବହେଳାରୁ ଦୁର୍ଘଟଣା ବୃଦ୍ଧି

ଯାଜପୁର ଅଫିସ,୧୬ା୫: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ ଠିକାଦାରଙ୍କ ମଧ୍ୟରେ ସାଲିସ ଯୋଗୁ ରାଜପଥ ନିର୍ମାଣରେ…

ମହିଳାଙ୍କ ମୃତଦେହ ଛାଡ଼ି ପଳାଇଲେ

ଚଣ୍ଡିଖୋଲ/ ଛତିଆ,୧୫।୫ (ଡି.ଏନ.ଏ.): ଅର୍ଥ ଅଭାବରୁ ମହିଳାଙ୍କ ମୃତଦେହ ଦାହ କରିପାରିଲେନି ପରିବାର। ରାସ୍ତାକଡ଼ରେ ଛାଡ଼ି ପଳାଇଲେ। ପ୍ରାୟ ୧୨ ଘଣ୍ଟା ମୃତଦେହ ପଡ଼ି ରହିବା ପରେ ଶନିବାର ସକାଳେ ସ୍ଥାନୀୟ ସରପଞ୍ଚଙ୍କ ନେତୃତ୍ୱରେ କେତେଜେଣ ଯୁବକ ମୃତଦେହ ସତ୍କାର କରିଛନ୍ତି।…

ଖାଲଖମାରେ ପୂରିଛି ରାସ୍ତା, ଯାତାୟାତରେ ସମସ୍ୟା

ସିଂହପୁର,୧୪ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅନ୍ତର୍ଗତ ସିଂହପୁର ସେକ୍ସନର ନୂଆମାହାରା ଦକ୍ଷିଣ ପାର୍ଶ୍ୱର ଜରିଠାରୁ ଛୋଟାଗଡ଼ି ପର୍ଯ୍ୟନ୍ତ ୭ କିମି ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଦିନିଆ ବର୍ଷା ହେଲେ ମଧ୍ୟ ଯାତାୟାତ କରିବା କଷ୍ଟକର। ଏହି ରାସ୍ତାରେ ଚାରିବର୍ଷ…

ବିଛାଖଣ୍ଡି ବେଆଇନ ଖନନ ମାମଲା ଏନ୍‌ଜିଟିରେ ଖାରଜ

ଯାଜପୁର ଅଫିସ,୧୪ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବିଛାଖଣ୍ଡି ପାହାଡ଼ ଓ ତତ୍‌ସଂଲଗ୍ନ ଜଙ୍ଗଲ ଜମିରେ ୧୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ବେଆଇନ ଭାବେ କଳାପଥର ଉତ୍ତୋଳନ ହେଉଛି। ଏହି ବେଆଇନ ଖାଦାନକୁ ବନ୍ଦ କରିବା, ତଦନ୍ତ ନିର୍ଦ୍ଦେଶ,…

ପ୍ରାଚୀନ ବୌଦ୍ଧଯୁଗୀୟ ବୋଧିସତ୍ତ୍ୱ ମୂର୍ତ୍ତି ଉଦ୍ଧାର

ଚଣ୍ଡିଖୋଲ,୧୩ା୫(ଡି.ଏନ୍‌.ଏ.): ଏବେବି ମାଟିତଳେ ଅନେକ ପ୍ରାଚୀନ କୀର୍ତ୍ତିରାଜି ପୋତି ହୋଇ ରହିଛି। ବିଭିନ୍ନ ସମୟରେ ଖନନ କରାଯିବା ହେତୁ ଏହାର ସନ୍ଧାନ ମିଳୁଛି। ଗୁରୁବାର ଯାଜପୁର ଜିଲା ଧର୍ମଶାଳା ବ୍ଲକ କଣ୍ଟିଗଡ଼ିଆ ପଞ୍ଚାୟତ ଅଧୀନ ପାଇକରାପୁର ଗ୍ରାମରେ ଏକ ପୋଖରୀ ଖନନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?