ଯାଜପୁର

ନିର୍ମାଣ ବିଳମ୍ବ ହେଲେ ଚଢ଼ା ଦର: ଜାଣିଶୁଣି ଦିନ ଘୁଞ୍ଚାଇ ଚାଲିଛନ୍ତି…

ଯାଜପୁର ଅଫିସ,୧୨ା୫: ବିଳମ୍ବ ହେଲେ ଚଢ଼ା ଦର ମିଳିବ, ଏହି ନୀତିରେ ଯାଜପୁର ଜିଲା ଗ୍ରାମ୍ୟ ନିର୍ମାଣ ଡିଭିଜନରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଚାଲିଛି। ଦାୟିତ୍ୱରେ ଥିବା ଠିକାଦାର ଓ ଯନ୍ତ୍ରୀ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ନିର୍ମାଣ ନ କରି ଜାଣିଶୁଣି…

ଫଳଦୋକାନୀ ଗିରଫ

ଯାଜପୁର ଟାଉନ,୧୦ା୫(ଡି.ଏନ.ଏ.): ଯାଜପୁର ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଗ୍ରାହକଙ୍କୁ ଆକ୍ରମଣରେ ଘଟଣାରେ ଫଳଦୋକାନୀ ପ୍ରଶାନ୍ତ କୁମାର ସାହୁ(୩୦)ଙ୍କୁ ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଥିଲା। ତେବେ ଜାମିନ୍‌ ଆବେଦନ ଖାରଜ ହେବାରୁ ତାଙ୍କୁ ଯାଜପୁର ସବ୍‌ଜେଲକୁ ପଠାଇ ଦିଆଯାଇଛି।…

ଏନ୍‌ଜିଟି ଦ୍ୱାରସ୍ଥ ହେବେ ଗ୍ରାମବାସୀ

ରଗଡି,୧୧।୫(ଡି.ଏନ.ଏ.): ବ୍ୟାସନଗର ତହସିଲ ଅଞ୍ଚଳରେ ଲଘୁ ଖଣିଜ ସମ୍ପଦ ପ୍ରଚୂର ପରିମାଣରେ ରହିଛି। ହେଲେ ଯେଉଁ ପରିମାଣରେ ରାଜସ୍ବ ଆଦାୟ ହେବା କଥା ତାହା ହେଉନାହିଁ। ବିଭାଗୀୟ ଅଧିକାରୀ ଏବଂ ବାଲି ବ୍ୟବସାୟୀଙ୍କ ମଧ୍ୟରେ ସଲାସୁତୁରା ହେଉଥିବାରୁ ସରକାର ରାଜସ୍ବ ହରାଉଥିବା…

ଭଙ୍ଗାବନ୍ଧ ଏମ୍‌ଆଇପିରେ ଟଙ୍କା ହରିଲୁଟ୍‌

ରଗଡି,୧୧।୫(ଡି.ଏନ.ଏ.): ଯାଜପୁର ଜିଲାରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ (ଏମ୍‌ଆଇପି) ଚାଷୀଙ୍କ ବିପଦ ସମୟରେ କାମରେ ଲାଗୁନି। ଜିଲାର କୋରେଇ ବ୍ଲକ ଅନ୍ତର୍ଗତ କେତେକ ଏମ୍‌ଆଇପିକୁ ଏହାର ଉଦାହରଣ ଭାବେ ନିଆଯାଇପାରେ। କେତେକ ପ୍ରକଳ୍ପରେ ଏଷ୍ଟିମେଟ ଅନୁଯାୟୀ କାମ ନ କରି ଅର୍ଥ…

ଅନାବଶ୍ୟକ ହମ୍ପ୍‌ସ ହଟିବ

ଯାଜପୁର ଅଫିସ,୧୧ା୫: ରାଜ୍ୟରେ ସଡ଼କ ଦୁର୍ଘଟଣାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥିପାଇଁ ସମସ୍ତ ଜିଲାପାଳ, ଏସ୍‌ପି, ଆର୍‌ଟିଓ ଏବଂ ଅନ୍ୟ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟକଲେ ଦୁର୍ଘଟଣା ଓ ମୃତ୍ୟୁ ହ୍ରାସ ପାଇପାରିବ ବୋଲି ମୁଖ୍ୟ ଶାସନ ସଚିବ…

ଚାପରେ ଚେପା ତଦନ୍ତ ରିପୋର୍ଟ

ଯାଜପୁର ଅଫିସ,୧୦ା୫:ଶିଳ୍ପ, କାରଖାନାରେ ଭରିଗଲାଣି ଯାଜପୁର ଜିଲାର କଳିଙ୍ଗନଗର ଓ ଜାରକା ଶିଳ୍ପାଞ୍ଚଳ। ଦ୍ରୁତ ଶିଳ୍ପାୟନ ଦ୍ୱାରା ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ ଏବଂ ବିକାଶ ଧାରା ସୃଷ୍ଟି ହେବ ବୋଲି ଯେଉଁ ଆଶା ରଖାଯାଇଥିଲା ତାହା ସମ୍ଭବ ହେଉନାହିଁ। ବରଂ…

ନଗଡ଼ାରେ ବାଲ୍ୟବିବାହ, ଜନସଂଖ୍ୟା ବଢୁଛି

ଯାଜପୁର ଅଫିସ,୯ା୫: ଆଉ ମାସକ ପରେ ଯାଜପୁର ଜିଲା ନଗଡ଼ାରେ ଶିଶୁ ମୃତ୍ୟୁ ଘଟଣାର ପର୍ଦ୍ଦାଫାସକୁ ୬ ବର୍ଷ ପୂରିବ। ଇତିମଧ୍ୟରେ ରାଜ୍ୟ ସରକାରଙ୍କ ତତ୍ପରତା ଅନୁପାତରେ ବିଭିନ୍ନ ଲୋକହିତକର ଯୋଜନା ସହିତ ନଗଡ଼ାକୁ ରାସ୍ତା ଫିଟିଛି। ତଥାପି ନଗଡ଼ାର ସାମାଜିକ…

ଇଚ୍ଛାମୃତ୍ୟୁ ପାଇଁ ପିହୁ ମା’ଙ୍କ ନିବେଦନ

ବରୀ,୯ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ବିଞ୍ଝାରପୁର ଥାନା ଅଧୀନ ମଧୁସୂଦନପୁର ଗ୍ରାମର ପିହୁ ନାମ୍ନୀ ଜଣେ ୨ ବର୍ଷର ଶିଶୁ ୨୦୨୦ ଅଗଷ୍ଟ ୯ରେ ଗାଁ ଦାଣ୍ଡରେ ଖେଳୁଥିବାବେଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ଅପହରଣ କରାଯାଇଥିବା ନେଇ ପିହୁଙ୍କ ମା’…

ବୈତରଣୀରେ ବୁଡ଼ିଗଲେ ଦଶମ ଶ୍ରେଣୀ ଛାତ୍ର

ଯାଜପୁର ଟାଉନ,୮।୫(ଡି.ଏନ.ଏ.): ଯାଜପୁର ସହରର ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରେ ନିର୍ମାଣାଧୀନ ବ୍ୟାରେଜ୍‌ ନିକଟରେ ଶୁକ୍ରବାର ବୁଡ଼ିଯାଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହି ଘଟଣାକୁ ୨୪ ଘଣ୍ଟା ନ ପୂରୁଣୁ ଶନିବାର ପୁଣି ଉକ୍ତ ନଦୀରେ ବୁଡ଼ି…

ମହାନଦୀ, ବ୍ରାହ୍ମଣୀ ଜଳ ପ୍ରଦୂଷିତ

ଯାଜପୁର ଅଫିସ,୮।୫: ରାଜ୍ୟରେ ପ୍ରବାହିତ ମହାନଦୀ ଓ ବ୍ରାହ୍ମଣୀ ନଦୀର ୧୯ଟି ସ୍ଥାନର ଜଳରେ ବିଭିନ୍ନ ବିଷାକ୍ତ ଦ୍ରବ୍ୟ ରହିଥିବାରୁ ତାହା ବ୍ୟବହାର ଅନୁପଯୋଗୀ। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି) ପକ୍ଷରୁ ୨୦୨୧ ବର୍ଷ ପାଇଁ ୧୧ଟି ନଦୀର ୧୨୯ଟି…

ଫଳ କିଣାକୁ ନେଇ ୨ ଗ୍ରାହକଙ୍କୁ ହାଣିଲେ ଦୋକାନୀ

ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଶନିବାର ଜଣେ ଫଳ ଦୋକାନୀଙ୍କ ଆକ୍ରମଣରେ ପୌରାଞ୍ଚଳ ଅନ୍ତର୍ଗତ ବୈଦ୍ୟରାଜପୁରର କେବୁଲ ବ୍ୟବସାୟୀ ସଞ୍ଜିତ୍‌ କୁମାର ସାହୁ ଓ ତାଙ୍କର ଜଣେ ସହଯୋଗୀ ପ୍ରମୋଦ ପରିଡ଼ା ଗୁରୁତର ହୋଇଛନ୍ତି। ସଞ୍ଜିତ୍‌ଙ୍କ ବେକକୁ…

ଦୁର୍ବଳ ହେଉଛି ନଦୀବନ୍ଧ

ରଗଡି,୭ା୫(ଡି.ଏନ.ଏନ.): ରାଜସ୍ବ ସମ୍ପତ୍ତିର ଉପଯୁକ୍ତ ରକ୍ଷଣାବେକ୍ଷଣ ପାଇଁ ଏନ୍‌ଜିଟି (ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ) ରାଜସ୍ବ ବିଭାଗକୁ କଡ଼ା ଚେତାବନୀ ଦେଇଛନ୍ତି। ଏହାର ବ୍ୟତିକ୍ରମ କରୁଥିବା ବାଲି ମାଫିଆ ଓ ଅଧିକାରୀମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ନଜିର ରହିଛି। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?