ବିକାଶ ଆଳରେ ମୋରମ ଲୁଟ୍
ଯାଜପୁର ଅଫିସ,୬ା୪: ଯାଜପୁର ଜିଲା ବ୍ୟାସନଗର ପୌରାଞ୍ଚଳରେ ଥିବା ବ୍ୟାସ ସରୋବରର ସୌନ୍ଦର୍ଯ୍ୟକରଣ ନାମରେ ମୋରମ ଲୁଟ୍ ଚାଲିଛି। ରାଜସ୍ବ ବିଭାଗ ଅଧୀନରେ ଥିବା ଏହି ବିସ୍ତୀର୍ଣ୍ଣ ସମତଳ ଅଞ୍ଚଳ ଏବେ ମୋରମ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏନେଇ ବ୍ୟାସନଗର ତହସିଲ…
ଅଭିଯୁକ୍ତ ବୋହୂ, ପୁଅ ଗିରଫ
ଯାଜପୁର ଟାଉନ,୫ା୪(ଡି.ଏନ.ଏ.):ଯାଜପୁର ଜିଲା ମଙ୍ଗଳପୁର ଥାନା ଦତ୍ତପୁର ପଞ୍ଚାୟତ ଦତ୍ତପୁର ଗ୍ରାମର ମଖି ବେହେରା (୮୦) ନାମ୍ନୀ ଜଣେ ବୃଦ୍ଧାଙ୍କୁ ତାଙ୍କ ବୋହୂପୁଅ ନିର୍ଯାତନା ଦେଉଥିଲେ। ଏପରି କି ତାଙ୍କୁ ଇଟାରେ ପୋତି ହତ୍ୟା ଉଦ୍ୟମ କରିଥିଲେ ା ଏ ସଂକ୍ରାନ୍ତରେ…
ବାଟ ଓଗାଳୁଛି ଆଧାର, ବ୍ୟାଙ୍କ ଜମାଖାତା
ରସୁଲପୁର,୫ା୪(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳରେ ଖାଦ୍ୟ ସୁରକ୍ଷା ଆଇନର ବାଟ ଓଗାଳୁଛି ଆଧାର କାର୍ଡ ଓ ବ୍ୟାଙ୍କ ଜମାଖାତା। ଆଧର ଲିଙ୍କ୍ ହୋଇପାରୁ ନ ଥିବାରୁ ବ୍ଲକ ଅଞ୍ଚଳରେ ୨ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କ ଚାଉଳ ବନ୍ଦ ରହିଛି। ଆଧାର ଓ ବ୍ୟାଙ୍କ ଜମାଖାତା…
ବୃଦ୍ଧା ମା’ଙ୍କ ଉପରେ ଇଟା ଲଦିଦେଲେ ପୁଅବୋହୂ
ଯାଜପୁର ଅଫିସ,୪ା୪: ଯାଜପୁର ଜିଲା ମଙ୍ଗଳପୁର ଥାନା ଅନ୍ତର୍ଗତ ଦତ୍ତପୁର ଗ୍ରାମରେ ସମ୍ପତ୍ତି ଲୋଭରେ ବୃଦ୍ଧା ମା’ଙ୍କୁ ଇଟାରେ ପୋତି ଦେଇଥିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି। ତେବେ ଏହି ଘଟଣାକୁ ଦେଖି ପଡ଼ୋଶୀ ଲୋକେ ବୃଦ୍ଧାଙ୍କୁ ଉଦ୍ଧାର କରିଛନ୍ତି।…
ମା’ କାମୁଡ଼େଇ ପୀଠକୁ ଅଣଦେଖା
ରଗଡି,୪ା୪(ଡି.ଏନ୍.ଏ.): ଯାଜପୁର ଜିଲାର ରଗଡ଼ି ଅଞ୍ଚଳର ପ୍ରସିଦ୍ଧ ଦୈବୀପୀଠ ମା’ କାମୁଡ଼େଇଙ୍କ ମନ୍ଦିରକୁ ପ୍ରଶାସନ ଅଣଦେଖା କରୁଛି। ଜିଲା ତଥା ଜିଲା ବାହାରୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ ଆସିଥାନ୍ତି। ବିବାହ ଓ ବ୍ରତ କ୍ଷେତ୍ରରେ ମଧ୍ୟ ବହୁ…
ବାଘୁଆ ପାହାଡ଼ରେ ପୁଣି ବ୍ଲାଷ୍ଟିଂ ଆରମ୍ଭ
ଜେନାପୁର,୪ା୪(ଡି.ଏନ.ଏ.): ଧର୍ମଶାଳା ତହସିଲ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୧୧ରେ ଜେନାପୁର ଥାନା ଅନ୍ତର୍ଗତ ମୁକୁନ୍ଦପୁର ଗ୍ରାମ ସଂଲଗ୍ନ ବାଘୁଆ ୪ନଂ. କଳାପଥର ଖାଦାନ ଉପରେ ୧୪୪ ଧାରା ଜାରି କରାଯାଇଥିଲା। ପୋଲିସ ଉପସ୍ଥିତିରେ ସେଠାରେ ନାଲି ପତାକା ଓ ସୂଚନାଫଳକ ଲଗାଯାଇ…
ଉପାଧ୍ୟକ୍ଷ ପଦକୁ ବିଜେଡିର ୧୪ ଆଶାୟୀ
ଯାଜପୁର ରୋଡ,୪ା୪(ଡି.ଏନ୍.ଏ.): ନିର୍ବାଚନ ଫଳାଫଳ ଘୋଷଣା ପରେ ୨୬ଟି ୱାର୍ଡ ବିଶିଷ୍ଟ ବ୍ୟାସନଗର ମ୍ୟୁନିସିପାଲିଟିର ଉପାଧ୍ୟକ୍ଷ ନିର୍ବାଚନ ନେଇ ଛକାପଞ୍ଝା ଆରମ୍ଭ ହୋଇଛି। ଏହି ମ୍ୟୁନିସିପାଲିଟିର ୨୮ ବର୍ଷ ଇତିହାସରେ ପ୍ରଥମ ଥର ଅଧ୍ୟକ୍ଷା ପଦ ଆଦିବାସୀ ମହିଳାଙ୍କ ପାଇଁ ସଂରକ୍ଷିତ…
ଉତ୍କଟ ହେଉଛି ଜଳସଙ୍କଟ
ବରୀ,୪ା୪(ଡି.ଏନ.ଏ.): ରାଜ୍ୟ ସରକାର ପ୍ରତି ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ଏଥିଲାଗି ପ୍ରକଳ୍ପ ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର ହେଉଛି। ମାତ୍ର ଦାୟିତ୍ୱରେ ଥିବା ଠିକାଦାରଙ୍କ ମନମୁଖି କାର୍ଯ୍ୟ ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା…
ଦଶାଶ୍ୱମେଧ ଘାଟ ନିକଟରୁ ପ୍ରାଚୀନ ମୂର୍ତ୍ତି ଉଦ୍ଧାର
ଯାଜପୁର ଟାଉନ,୪ା୪(ଡି.ଏନ୍.ଏ.): ଯାଜପୁର ସହରସ୍ଥିତ ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରୁ ରବିବାର ସ୍ଥାନୀୟ ଲୋକଙ୍କ ଦ୍ୱାରା ବହୁ ପ୍ରାଚୀନ ମୂର୍ତ୍ତି ଉଦ୍ଧାର କରାଯାଇଛି। ଯାଜପୁର ସପ୍ତମାତୃକା ପୂଜକ ଭୋଳାନାଥ ପଣ୍ଡା ନଦୀରେ ଗାଧୋଉଥିବାବେଳେ ଏକ ଶିବଲିଙ୍ଗ ଉପରେ ତାଙ୍କ ଗୋଡ଼…
ବଢୁଛି ମହିଳା ଅପରାଧୀଙ୍କ ସଂଖ୍ୟା
ଯାଜପୁର ଅଫିସ,୪ା୪: ରାଜ୍ୟରେ ମହିଳା ଅପରାଧୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ା ସେମାନେ ବିଭିନ୍ନ ଅପରାଧରେ ଅଭିଯୁକ୍ତ ସାବ୍ୟସ୍ତ ହୋଇ ଜେଲ୍କୁ ଆସୁଛନ୍ତି ା ୨୦୧୦ରୁ ଅଦ୍ୟାବଧି ଦୋଷୀ ସାବ୍ୟସ୍ତ ଓ ବିଚାରାଧୀନ ଭାବେ ୭୬୨୨ ଜଣ ମହିଳା କଏଦୀ ରାଜ୍ୟର…
କାର୍ଯ୍ୟକାରୀ ହେଲାନି କ୍ୟାବିନେଟ ନିଷ୍ପତ୍ତି
ଯାଜପୁର ଅଫିସ,୨ା୪: ସରକାରୀ ଚାକିରିରେ ଥାଇ ମୃତ୍ୟୁ ଘଟୁଥିବା କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ପୁନଃ ଥଇଥାନ ସହାୟତା ବା ରିହାବିଲିଟେଶନ ଆସିଷ୍ଟାଣ୍ଟ (ଆର୍ଏ) ନିଯୁକ୍ତିରେ କେବଳ ଚତୁର୍ଥ ଶ୍ରେଣୀ ପଦବୀ ମିଳିବ ବୋଲି ୨୦୨୦ ଫେବୃୟାରୀ ୭ରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ…
ଲାଭଦାୟକ ହେଉନି ଚିନାବାଦାମ ଚାଷ
ରସୁଲପୁର,୨।୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ଚାଷୀ ପନିପରିବା, ତୈଳବୀଜ, ଡାଲିଜାତୀୟ ଓ ଆଖୁ ଭଳି ଅର୍ଥକରୀ ଫସଲ ଚାଷକୁ ଗୁରୁତ୍ୱ ଦିଅନ୍ତି। ଏହି ଅଞ୍ଚଳରେ ତୈଳବୀଜ ଜାତୀୟ ଫସଲ ମଧ୍ୟରୁ ଚିନାବାଦାମ ଚାଷ ଅଧିକାଂଶ କ୍ଷେତରେ କରାଯାଇଥାଏ। ଚଳିତବର୍ଷ ବ୍ଲକ ଅଞ୍ଚଳର…
Archives


