ଯାଜପୁର

ଆତ୍ମହତ୍ୟା କଲେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ

ଦଶରଥପୁର,୧୯।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ଯାଜପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଭୋଟର ଛଳନା କରିଥିବା ଆଶଙ୍କାକରି ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ ରଶି ଲଗାଇ ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ପରିବାର...

୨ ଘଣ୍ଟା ଜାତୀୟ ରାଜପଥ ଅବରୋଧ

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକରେ ନିର୍ବାଚନକୁ ନେଇ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ବ୍ଲକର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳୀପୁରଠାରେ ଜଣେ ଯୁବକଙ୍କୁ ମାଡ଼ ମାରିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ନଳୀପୁରଠାରେ ୨ ଘଣ୍ଟାକାଳ ୫୩ ନଂ....

ପୋଖରୀରେ ଫିଙ୍ଗିଲେ ଭୋଟ ବାକ୍ସ

ଯାଜପୁର ଅଫିସ/ଦଶରଥପୁର (ଡି.ଏନ.ଏ.),୧୯ା୨: ଯାଜପୁର ଜିଲା ପଞ୍ଚାୟତ ନିର୍ବାଚନର ୨ୟ ପର୍ଯ୍ୟାୟ ମତଦାନରେ ପୁଣି ବୋମାମାଡ, ବାଲଟ ପେପର ଲୁଟ୍‌ ଓ ମାଡପିଟ ଘଟଣାର ପୁନରାବୃତ୍ତି ହୋଇଛି। ଶୁକ୍ରବାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତର ୨ ଓ ୩ ନମ୍ବର...

ବୁଥ୍‌ ରିଗିଂ ନେଇ ଜାତୀୟ ରାଜପଥ ଅବରୋଧ

ଚଣ୍ଡିଖୋଲ,୧୮।୨(ଡି.ଏନ୍‌.ଏ.): ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ଯାଜପୁର ଜିଲା ବଡ଼ଚଣା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇ ଥିବା ବେଳେ ନଳିପୁର ପଞ୍ଚାାୟତର ଦୁଇଟି ବୁଥରେ ରିଗିଂ ଅଭିଯୋଗ ହୋଇଛି।...

ଦଶରଥପୁରରେ ଲୁଟିନେଲେ ବାଲଟ ପେପର

ଦଶରଥପୁର,୧୮।୨(ଡି.ଏନ.ଏ.): ଯାଜପୁର ଜିଲାରେ ଚାଲିଥିବା ପଞ୍ଚାୟତ ନିର୍ବାଚନରେ ପୁଣି ଥରେ ବୁଥ କ୍ୟାପଚରିଂ ହୋଇଛି। ଶୁକ୍ରବାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତ ବୁଥ ନମ୍ବର ୨ ଓ ୩ରେ ୧୦ରୁ ୧୫ଜଣ ଦୁର୍ବୃତ୍ତ ପଶି ବାଲଟ ପେପର ଛଡେଇ ନେଇଛନ୍ତି।...

ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ସାଜିଲେ ଘାତକ

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ବିଜେଡିରେ ଥିବା ଦୁଇ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ଚଳିତ ନିର୍ବାଚନରେ ଘାତକ ସାଜିଛନ୍ତି। ବୁଧବାର ଭୋଟ ଗ୍ରହଣ ବେଳେ ସଂଘଠିତ ନିର୍ବାଚନୀ ହିଂସା ଏହାର କାରଣ ବୋଲି ସବୁଠି ଚର୍ଚ୍ଚାର ବିଷୟ ହୋଇଛି।...

ବ୍ରାହ୍ମଣୀ ନଦୀକୂଳରେ ପଡ଼ିଛି ଯୁବତୀଙ୍କ ନଗ୍ନ ମୃତଦେହ

ଯାଜପୁର ଅଫିସ/ବରୀ,୧୮ା୨(ଡି.ଏନ୍‌.ଏ.): ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ୱ ଅନ୍ୟାସୀପୁର ଠାରେ ଶୁକ୍ରବାର ଜଣେ ଯୁବତୀଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ବୟସ ୨୦/୨୧ ହେବ ବୋଲି ଅନୁମାନ କରାଯାଉଛି। ପାରିପାର୍ଶ୍ୱିକ ଅବସ୍ଥା ଓ ମୃତ ଯୁବତୀଙ୍କ ଶରୀରର ବିଭିନ୍ନ...

ଭୋଟ ଲାଗି ନକଲି ଭତ୍ତା ବହି ବଣ୍ଟନ

ଦଶରଥପୁର,୧୮ା୨ (ଡି.ଏନ୍‌.ଏ.): ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ରେ ଶୁକ୍ରବାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏହି ପରିପ୍ରେକ୍ଷୀରେ ବ୍ଲକର ଥାଲକୁଡି ପଞ୍ଚାୟତରେ କେତେଜଣ ପ୍ରାର୍ଥୀ ଭୋଟ ହାତେଇବାକୁ ନକଲି ଭତ୍ତା ବହି ସହ ଟଙ୍କା ବାଣ୍ଟିଥିବା...

ନିର୍ଣ୍ଣାୟକ ହେବେ ୩୦,୭୮୯ ନୂଆ ଭୋଟର

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦଶରଥପୁର ଓ ବଡ଼ଚଣା ବ୍ଲକର ୯ ଜିଲା ପରିଷଦ ଜୋନ୍‌ ଅନ୍ତର୍ଗତ ୭୮ ପଞ୍ଚାୟତରେ ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ...

ବୁଥ୍‌ କ୍ୟାପଚରିଂ: ୧୪ ଜଣଙ୍କୁ ବାନ୍ଧିଲା ପୋଲିସ

ଯାଜପୁର ଅଫିସ,୧୭ା୨: ଯାଜପୁର ସଦର ଏବଂ ଧର୍ମଶାଳା ବ୍ଲକରେ ବୁଧବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ସଂଗଠିତ ବୁଥ୍‌ କ୍ୟାପଚରିଂ ଅଭିଯୋଗରେ ୧୪ ଜଣଙ୍କୁ ବାନ୍ଧିଛି ପୋଲିସ। ଏଥିରେ ଧର୍ମଶାଳା ବ୍ଲକର ଦେଓଦା ବୁଥ୍‌ ନମ୍ବର ୬ ଓ ୭...

ହରିଲୁଟ ହେଉଛି ଉଦ୍ୟାନ କୃଷି ସହାୟତା

ଯାଜପୁର ଅଫିସ,୧୭ା୨:ପ୍ରାକୃତିକ ବିପର୍ଯ୍ୟୟରେ ବହୁ ବର୍ଷର ସଞ୍ଚିତ ସମ୍ବଳ, ବୃକ୍ଷଲତା, ପଲ୍ଲିଜୀବନ, ଗୃହପାଳିତ ପଶୁପକ୍ଷୀ ଆଦି ପ୍ରଭାବିତ ହେଉଛନ୍ତି ା କୃଷକଙ୍କ ସହିତ ସାଧାରଣ ଜନତା ମଧ୍ୟ ବାଦ୍‌ ପଡୁନାହାନ୍ତି ା ଗତ ୩ ବର୍ଷରେ ହୁଡୁହୁଡୁ, ତିତ୍‌ଲି, ଫନି,...

ମତଦାନ କେନ୍ଦ୍ରରେ ପଶିଲେ ଅଜଣା ଲୋକ, ଫିଙ୍ଗିଲେ ବୋମା

ଯାଜପୁର ଅଫିସ/ଧର୍ମଶାଳା/ଯାଜପୁର ସଦର,୧୬।୨(ଡି.ଏନ.ଏ.):ଯାଜପୁର ଜିଲାରେ ବୁଧବାର ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନରେ ବ୍ୟାପକ ବିଭ୍ରାଟ ଦେଖାଯାଇଛି। ଯାଜପୁର ଓ ଧର୍ମଶାଳା ବ୍ଲକର ୪ଟି ବୁଥରେ କେତେକ ଅଜଣା ଲୋକ ପଶି ବାଲେଟ ପେପର ଲୁଟ, ଭଙ୍ଗାରୁଜା, ମାଡପିଟି ଭଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri