ଅନ୍ତିମ ରଣକୌଶଳ ଉପରେ ଭରସା
ଯାଜପୁର ଅଫିସ/ଯାଜପୁର ଟାଉନ (ଡି.ଏନ.ଏ.),୨୨ା୩:ଯାଜପୁର ଜିଲାର ବ୍ୟାସନଗର ଓ ଯାଜପୁର ପୌର ନିର୍ବାଚନକୁ ଆଉ ମାତ୍ର ୨ ଦିନ ବାକି । ସେଥିପାଇଁ ସହରର ୩ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ସେମାନଙ୍କ ପ୍ରଚାର ଅଭିଯାନର ଅନ୍ତିମ…
ପ୍ରଚାର ମଇଦାନରେ ବର୍ଷା ପ୍ରିୟଦର୍ଶିନୀ, ଏଲିନା
ଯାଜପୁର ଅଫିସ,୨୧।୩: ଆସନ୍ତା ୨୪ ତାରିଖରେ ପୌର ନିର୍ବଚନ। ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ପ୍ରାର୍ଥୀଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ିବାରେ ଲାଗିଛି। ନିର୍ବାଚନୀ ପ୍ରଚାର ଜୋରଦାର କରାଯାଉଥିବା ବେଳେ ରାଜନୈତିକ ଉଷ୍ମତା ମଧ୍ୟ ଦେଖା ଯାଉଛି। ମଙ୍ଗଳବାର ପ୍ରଚାରର…
ପ୍ରଚାରରେ ପୂରା ଦମ୍ ଲଗାଇଛନ୍ତି ଦଳ
ଯାଜପୁର ଅଫିସ,୨୧ା୩: ଯାଜପୁର ଜିଲାର ୨ ପୌର ପରିଷଦର ୪୪ଟି ୱାର୍ଡ ପାଇଁ ଭୋଟକୁ ଆଉ ମାତ୍ର ୩ ଦିନ ବାକି। ସେଥିପାଇଁ ତିନି ମୁଖ୍ୟ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ନେତୃବୃନ୍ଦ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଅଭିଯାନର…
ଖରସ୍ରୋତାରେ ୬ ଯୁବକ ବୁଡ଼ିଯିବା ଘଟଣା: ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ
ଯାଜପୁର ଅଫିସ,୧୯ା୩: ଯାଜପୁର ଥାନା ଅନ୍ତର୍ଗତ ବଡ଼ସୁଆର ଗ୍ରାମର ମଙ୍ଗଳା ମନ୍ଦିର ନିକଟ ଖରସ୍ରୋତାକୁ ହୋଲି ଖେଳି ସାରି ଗାଧୋଇ ଯାଇଥିବା ୬ ଯୁବକ ପାଣିରେ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଶନିବାର ଅପରାହ୍ନ ସୁଦ୍ଧା ଓଡ୍ରାଫ ଟିମ୍, ଦମକଳ ବାହିନୀ…
ଆଜି ଆଉ ଜଣଙ୍କର ମୃତଦେହ ଜବତ
ଯାଜପୁର ଅଫିସ, ୧୯।୩: ଯାଜପୁର ଟାଉନ୍ ଥାନା ବଡ଼ସୁଆର ନିକଟରେ ଖରସ୍ରୋତାରେ ବୁଡିଯିବା ଘଟଣାରେ ଆଜି ଆଉ ଜଣଙ୍କର ମୃତଦେହ ଜବତ କରାଯାଇଛି। ଏହାକୁ ମିଶାଇ ଏଯାବତ୍ ୩ ଜଣଙ୍କର ମୃତ୍ୟୁ ହୋଇଛି। ଶୁକ୍ରବାର ୨ ଜଣଙ୍କର ମୃତଦେହ ମିଳିଥିଲା। ନିଖୋଜ…
ଖରସ୍ରୋତାରେ ବୁଡ଼ି ଜଣେ ମୃତ, ୪ ନିଖୋଜ
ଯାଜପୁର ଅଫିସ,୧୮।୩: ଯାଜପୁର ଟାଉନ ଥାନା ବଡ଼ସୁଆର ଅଞ୍ଚଳ ଖରସ୍ରୋତା ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଶୁକ୍ରବାର ୬ ଜଣ ଯୁବକ ବୁଡିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ବେଳେ ୪ ଜଣ ଯୁବକ ନିଖୋଜ ଅଛନ୍ତି।…
ଯାଜପୁର ପୌର ପରିଷଦ: କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ବ୍ୟାନର ପୋଡ଼ି ଅଭିଯୋଗ
ଯାଜପୁର ଟାଉନ,୧୮ା୩(ଡି.ଏନ.ଏ.): ଯାଜପୁର ପୌର ପରିଷଦର କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥିନୀ ପ୍ରିୟଦର୍ଶିନୀ ସାମନ୍ତଙ୍କ ଏକ ବ୍ୟାନର ଯାଜପୁର ଟ୍ୟାକ୍ସି ଷ୍ଟାଣ୍ଡ ନିକଟରେ ଲଗାଯାଇଥିଲା। ତେବେ ଉକ୍ତ ବ୍ୟାନରକୁ କେହି ଅସାମାଜିକ ବ୍ୟକ୍ତି ପୋଡ଼ି ଦେଇଥିବା ଗୁରୁବାର ସକାଳେ ଜଣାପଡ଼ିଛି। ଏହାପରେ ଯାଜପୁର…
ପୂର୍ବ ଅବ୍ୟବସ୍ଥାକୁ ଭୁଲିଛନ୍ତି ଭୋଟର
ଯାଜପୁର ରୋଡ,୧୮ା୩(ଡି.ଏନ.ଏ.): ଭୋଟ ସରିଲେ ବିଜୟୀ ନେତା ଯେମିତି ତାଙ୍କ ପ୍ରତିଶ୍ରୁତି ଭୁଲି ଯାଇଥାନ୍ତି ସେମିତି ଭୋଟ ଆସିଲେ ଭୋଟର ମଧ୍ୟ ସହରର ପୂର୍ବ ଅବ୍ୟବସ୍ଥାକୁ ଭୁଲି ଯାଉଛନ୍ତି ବୋଲି ବ୍ୟାସନଗର ପୌର ନିର୍ବାଚନ ବେଳେ ଚର୍ଚ୍ଚା ଜୋର ଧରିଛି। ଏହି…
ନିର୍ଣ୍ଣାୟକ ହେବେ ବସ୍ତି ଭୋଟର
ଯାଜପୁର ଅଫିସ,୧୭ା୩: ଯାଜପୁର ଜିଲାରେ ଥିବା ଦୁଇ ମ୍ୟୁନିସିପାଲିଟି ମଧ୍ୟରୁ ବ୍ୟାସନଗର ନିର୍ବାଚନ ଉପରେ ଅନେକଙ୍କ ନଜର ରହିଛି। ଏଠାରେ ବିରୋଧୀ ଭାଜପା ଓ କଂଗ୍ରେସରେ ବହୁ ଦକ୍ଷ ନେତ୍ରୀ/ନେତା ସହ ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ ବିଜେଡି ପାଇଁ କଣ୍ଟା ହୋଇପାରେ…
୨ ବର୍ଷ ହେଲା ବନ୍ଦ ପାସେଞ୍ଜର ଟ୍ରେନ୍
ଯାଜପୁର ଅଫିସ,୧୬।୩: ରାଜ୍ୟରେ ପାସେଞ୍ଜର ଟ୍ରେନ ଚଳାଚଳ ଗତ ୨ ବର୍ଷ ପରେ ବି ସ୍ବାଭାବିକ ହୋଇପାରିନାହିଁ। ଫଳରେ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ ସମସ୍ତ ପାସେଞ୍ଜର ଟ୍ରେନ ଚଳାଚଳ କରିବାକୁ ଦାବି ହୋଇଛି। ଇତିମଧ୍ୟରେ କରୋନା…
ରାମ୍କୋ ସିମେଣ୍ଟ ପାଇଁ ନିୟମ ଭିନ୍ନ
ଯାଜପୁର ଅଫିସ,୧୬।୩: ପ୍ରଭାବିତ ଓ କ୍ଷତିଗ୍ରସ୍ତ ଲୋକଙ୍କ ସହିତ ଜନଶୁଣାଣି ନ କରି ସିମେଣ୍ଟ ପ୍ରସ୍ତୁତକାରୀ କମ୍ପାନୀ ରାମ୍କୋକୁ ରାଜ୍ୟ ସରକାର ସମସ୍ତ ପ୍ରକାର ଅନୁମତି ପ୍ରଦାନ କରିଛନ୍ତି। କଞ୍ଚାମାଲ ଓ ଉପତ୍ାଦିତ ସାମଗ୍ରୀର ପରିବହନ ରେଳପଥରେ କରାଯିବ ବୋଲି ଦର୍ଶାଇ…
୬ଖଣ୍ଡ ଭୋଟ ଦେଲେ ନିର୍ବାଚନ ଅଧିକାରୀ
ବରୀ,୧୬।୩(ଡି.ଏନ.ଏ.): ଯାଜପୁର ଜିଲା ବରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନକୁ ନେଇ ବିବାଦ ଆରମ୍ଭ ହୋଇଛି। ନିର୍ବାଚନ ଦାୟିତ୍ୱରେ ଥିବା ରସୁଲପୁର ବିଡିଓ ତଥା ନିର୍ବାଚନ ଅଧିକାରୀ ନିର୍ବାଚିତ ପ୍ରାର୍ଥୀଙ୍କ ସପକ୍ଷରେ ସର୍ବସମ୍ମୁଖରେ ୬ ସଭ୍ୟାସଭ୍ୟଙ୍କ ପାଇଁ ନିଜେ ଭୋଟ ଦେଇଥିବା…
Archives


