ଯାଜପୁର

ଗଣବଳାତ୍କାର: ମୁଖ୍ୟ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ

ଯାଜପୁର ରୋଡ୍‌,୧୭।୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ପାଟପୁର ଅଞ୍ଚଳର ଜଣେ ଯୁବତୀଙ୍କୁ ଗଣବଳାତ୍କାର ମାମଲାରେ ଯାଜପୁରରୋଡ୍‌ ଅତିରିକ୍ତ ଜିଲା ଦୌରାଜଜ୍‌ ମାନସ କୁମାର ପଣ୍ଡା ଶନିବାର ମୁଖ୍ୟ ଅଭିଯୁକ୍ତ ସବ୍ୟସାଚୀ ବେହେରାଙ୍କୁ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ…

କୋର୍ଟରେ ହାଜର ହେଲେ ନାହିଁ ରାମ୍‌କୋ କର୍ତ୍ତୃପକ୍ଷ

ଯାଜପୁର ଅଫିସ,୧୫ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍‌କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ ସିମେଣ୍ଟ…

କୋର୍ଟରେ ହାଜର ହେଲେ ନାହିଁ ରାମ୍‌କୋ କର୍ତ୍ତୃପକ୍ଷ

ଯାଜପୁର ଅଫିସ,୧୪ା୪: ଯେତେ ନୀତିନିୟମ ଉଲ୍ଲଂଘନ କଲେ ବି ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ପ୍ରତି ସରକାର କେତେ ସହାନୁଭୂତିଶୀଳ ଏକଥା ରାମ୍‌କୋ ସିମେଣ୍ଟ କମ୍ପାନୀ କ୍ଷେତ୍ରରେ ଦେଖିବାକୁ ମିଳୁଛି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ ସିମେଣ୍ଟ…

ବରଷକରେ ଥରେ ହୁଏ ବାପ-ପୁଅ ମିଳନ

ବରୀ,୧୪ା୪(ଡି.ଏନ.ଏ.): ପ୍ରତିବର୍ଷ ପଣା ସଂକ୍ରାନ୍ତିରେ ବରୀ ବ୍ଲକ ଅଧୀନ ରତ୍ନଗିରିସ୍ଥିତ ମହାକାଳ ମନ୍ଦିରରେ ବାପ-ପୁଅଙ୍କ ମିଳନ ହୋଇଥାଏ। ଏହି ଦିନ ବିଶ୍ୱପ୍ରସିଦ୍ଧ ବୌଦ୍ଧ କୀର୍ତ୍ତିରାଜି ବିମଣ୍ଡିତ ରତ୍ନଗିରି ପାହାଡ଼ ଉପରେ ଥିବା ଧର୍ମରାଜ ମହାକାଳଙ୍କ ପୀଠରେ ପ୍ରସିଦ୍ଧ ଚାଙ୍ଗୁଡ଼ା ଯାତ୍ରା ଅନୁଷ୍ଠିତ…

ସିଂହାପୁର ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର

ରସୁଲପୁର,୧୩।୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପ୍ରସିଦ୍ଧ ଐତିହାସିକ ସିଂହାପୁର ଯାତ୍ରା ୧୪ତାରିଖରୁ ଆରମ୍ଭ ହେବ। ଏହାକୁ ନେଇ ପ୍ରସ୍ତୁତି ଜୋରଦାର ହୋଇଛି। ମଧୁତୀର୍ଥ ପୁଷ୍କରିଣୀ ତଟସ୍ଥ ମଦନମୋହନ ମନ୍ଦିର, ପ୍ରଭୁ ନାରାୟଣ ଗୋସାଇଁଙ୍କ ସ୍ଥଳଦେଶର ସିଂହାସିନ ଓ ମନ୍ଦିର ନାନା ପ୍ରକାର…

ପ୍ରତି ସପ୍ତାହରେ ହେବ ନୃତ୍ୟ, ଗୀତ କାର୍ଯ୍ୟକ୍ରମ

ଯାଜପୁର ଅଫିସ,୧୩।୪: ଯାଜପୁର ଜିଲା ସଂସ୍କୃତି ପରିଷଦ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ତଥା ଜିଲା ସଂସ୍କୃତି ଭବନ ପରିଷଦ ଅଧ୍ୟକ୍ଷ ଚକ୍ରବର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରି ସଂସ୍କୃତିର ବିକାଶ, ସାଂସ୍କୃତିକ ସ୍ଥଳର…

କିରୋସିନ ଲିଟର ୭୬ ଟଙ୍କା, ଚିନ୍ତାରେ ଖାଉଟି

ଚଣ୍ଡିଖୋଲ,୧୨ା୪(ଡି.ଏନ.ଏ.):କେନ୍ଦ୍ର ସରକାର ପେଟ୍ରୋଲିୟମ୍‌ ଜାତ ଦ୍ରବ୍ୟର ମୂଲ୍ୟ ବଢ଼ାଇ ଚାଲିଛନ୍ତି। ଏହି ମୂଲ୍ୟବୃଦ୍ଧିରୁ କିରୋସିନ୍‌ ବାଦ୍‌ ପଡିନାହିଁ। ଗତ ୪ମାସ ମଧ୍ୟରେ କିରୋସିନ୍‌ର ମୂଲ୍ୟ ଅହେତୁକ ବୃଦ୍ଧି ପାଇଛି। ୨୦୨୨ ଜାନୁୟାରୀରେ କିରୋସିନ ଲିଟର ୫୦ଟଙ୍କା ଥିବା ବେଳେ ତାହା ଧିରେ…

ବୃଦ୍ଧା,ବୃଦ୍ଧ, ଦିବ୍ୟାଙ୍ଗଙ୍କୁ ଡିବିଟି ଚିନ୍ତା

ରସୁଲପୁର,୧୨ା୪(ଡି.ଏନ୍‌.ଏ.):ସାମାଜିକ ନିରାପତ୍ତା ଯୋଜନା ଜରିଆରେ ବୃଦ୍ଧା,ବୃଦ୍ଧ, ବିଧବା, ଦିବ୍ୟାଙ୍ଗମାନଙ୍କୁ ପ୍ରତିମାସରେ ଭତ୍ତା ପ୍ରଦାନ କରାଯାଉଛି। ଏଥିପାଇଁ ପ୍ରତି ମାସର ୧୫ତାରିଖକୁ ଜନସେବା ଦିବସ ଭାବେ ଘୋଷଣା କରାଯାଇଛି। ଏହି ଦିବସରେ ଅବା ତା’ପୂର୍ବରୁ ପଞ୍ଚାୟତ କାର୍ଯ୍ୟାଳୟରେ ହିତାଧିକାରୀମାନଙ୍କୁ ୫୦୦ ଓ ୭୦୦ଟଙ୍କା…

ରାଜ୍ୟର ୭ ସହର ଅତି ପ୍ରଦୂଷିତ

ଯାଜପୁର ଅଫିସ,୧୨ା୪:ବାୟୁରେ ପ୍ରଦୂଷଣର ମାତ୍ର ଜାଣିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଦ୍ୱାରା ରାଜ୍ୟର ୧୭ ସହରରେ ନିୟମିତ ବାୟୁ ପରୀକ୍ଷଣ କରାଯାଉଛି। ଏହି କ୍ରମରେ ଯାଜପୁରରୋଡ-କଳିଙ୍ଗନଗର, କଟକ, ଭୁବନେଶ୍ୱର, ଅନୁଗୋଳ, ତାଳଚେର, ରାଉରକେଲା ଓ ବାଲେଶ୍ୱରକୁ ଅତି ପ୍ରଦୂଷିତ…

ଅର୍ଥ ଅଭାବରୁ ହୋଇ ପାରିଲାନି ଚିକିତ୍ସା

କାଳିଆପାଣି,୧୧ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ରଁାସୋଳ ପଞ୍ଚାୟତର ମାଙ୍କେଡ଼ିଆ ସମ୍ପ୍ରଦାୟ ଲୋକେ ଅର୍ଥ ଅଭାବରୁ ଚିକିତ୍ସା ସୁବିଧା ପାଇ ପାରୁନାହାନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କରାଯାଇଥିଲେ ମଧ୍ୟ ଜନଜାତି ମାଙ୍କେଡ଼ିଆ ସମ୍ପ୍ରଦାୟ ଏସବୁ…

ଗୋଚର ଜମିରେ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ

ରଗଡି,୯ା୪(ଡି.ଏନ.ଏ.): କଟକ ବନଖଣ୍ଡ ଯାଜପୁର ରୋଡ୍‌ ରେଞ୍ଜ ପଛିକୋଟ ଡିପିଏଫ ଅଧୀନ ରଗଡ଼ି ବିଟ୍‌ ନିକଟରେ ସଂରକ୍ଷିତ ଗୋଚର ଜମି(ଖାତା ନଂ. ୩୯୩ ପ୍ଲଟ ସଂଖ୍ୟା ୧୭୬୬)ରେ ଏକ ଫରେଷ୍ଟ କ୍ବାର୍ଟର୍ସ ନିର୍ମାଣ କରାଯାଉଛି। ଏହି ବେଆଇନ କାର୍ଯ୍ୟକୁ ନେଇ ସ୍ଥାନୀୟ…

ଭଙ୍ଗାକୁଡ଼ିଆରେ ବିତୁଛି ଜୀବନ

ବ୍ରହ୍ମବରଦା,୯ା୪(ଡ଼ି.ଏନ.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ବ୍ରହ୍ମବରଦା ପଞ୍ଚାୟତ ବଉଳାଘାଇ ଦାଣ୍ଡିସାହି ୨ ନଂ. ୱାର୍ଡରେ ବାସ କରୁଥିବା ସମଲାତୁନ ବିବିଙ୍କ ପରିବାରକୁ ସରକାରୀ ଆବାସ ଯୋଜନାରେ ଘରଟିଏ ମିଳି ପାରିନାହିଁ। ୨୦୨୦ ବନ୍ୟାରେ ତାଙ୍କ ଘର ସମ୍ପୂର୍ଣ୍ଣ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?