ଯାଜପୁର

୪ ବୁଥ୍‌ରେ ମତଦାନ ସ୍ଥଗିତ

ପାଣିକୋଇଲି,୨୧।୨(ଡି.ଏନ.ଏ.): କୋରେଇ ବ୍ଲକ ଅଧୀନ ଗୋଳେଇପୁର ପଞ୍ଚାୟତ ସୋତି ଗ୍ରାମର ୪ ବୁଥ୍‌ରେ ମତଦାନ ବନ୍ଦ ରହିଛି। ଏଠାରେ ପୁନଃ ମତଦାନ ଲାଗି ଜିଲା ପ୍ରଶାସନ ଘୋଷଣା କରିଛି। ସେହିପରି ପଞ୍ଚାୟତର ଟିକର ସାନ ବିରୁହଁା ବୁଥ୍‌ରେ ପୁନଃ ମତଦାନ କରିବାକୁ…

ଖବରଦାତାଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କ ସଂଖ୍ୟା ୧୧କୁ ବୃଦ୍ଧି

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ରବିବାର ରାତିରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ସୋମବାର ଆଉ ୧୦ ଜଣଙ୍କୁ ଗିରଫ କରିଛି। ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କୁ ଗିରଫ କରିସାରିଲାଣି ପୋଲିସ।…

ଖବରଦାତାଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ, ୨୦ ଅଟକ

ବିଞ୍ଝାରପୁର,୨୧ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତରେ ଖବରଦାତାଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଅନ୍ୟପକ୍ଷରେ ୨୦ ଜଣ ସହଯୋଗୀଙ୍କୁ ଅଟକ ରଖାଯାଇଥିବା ବେଳେ ତାଙ୍କୁ ପଚରାଉଚରା ଜାରି ରହିଛି । ଖୁବ୍‌ଶୀଘ୍ର ଘଟଣାରେ ସମ୍ପୃକ୍ତ…

ଭୋଟ୍‌ ବାକ୍ସ ଲୁଟିନେଲେ, ୩ ଖବରଦାତାଙ୍କୁ ନିସ୍ତୁକ ପିଟିଲେ

ବିଞ୍ଝାରପୁର,୨୦ା୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବାଛୋଳ ପଞ୍ଚାୟତରେ ରବିବାର ପୂର୍ବାହ୍ନରେ ଖବର ସଂଗ୍ରହ କରିବାକୁ ଯାଇଥିବା ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ ସହ ଭୋଟ୍‌ ବାକ୍ସ ଲୁଟ୍‌ ହୋଇଥିବା ଜଣାପଡ଼ିଛି । ଖବର ମୁତାବକ ରବିବାର ପୂର୍ବାହ୍ନରେ କିପରି ମତଦାନ…

ଗୋଳେଇପୁର ପଞ୍ଚାୟତରେ ବୁଥ୍‌ ରିଗିଂ ଅଭିଯୋଗ: ଅନୁଧ୍ୟାନ କରିବାକୁ ଯାଇଥିବା ବିଡିଓଙ୍କୁ ମାଡ଼

ଯାଜପୁର ରୋଡ୍‌,୨୦।୨(ଡି.ଏନ୍‌.ଏ.): ଯାଜପୁର ଜିଲା କୋରାଇ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗୋଳେଇପୁର ପଞ୍ଚାୟତର ୮,୯,୧୦ ଏବଂ ୧୧ ନଂ ବୁଥ୍‌ରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ବୁଥ୍‌ ରିଗିଂ ଅଭିଯୋଗ ପାଇ ଅନୁଧ୍ୟାନ କରିବାକୁ ଯାଇଥିବା ବେଳେ କୋରାଇ ବିଡିଓଙ୍କୁ କିଛି ଦୁର୍ବୃତ୍ତ…

ଭୋଟବାକ୍ସ ସିଲ୍‌ ଖୋଲା ନେଇ ଉତ୍ତେଜନା

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟକୁ ଅସ୍ଥାୟୀ ଭୋଟବାକ୍ସ ସଂରକ୍ଷଣ କେନ୍ଦ୍ର କରାଯାଇଛି। ତେଣୁ ଏଠାକୁ ଭୋଟ ବାକ୍ସ ଆସୁଛି। ଶୁକ୍ରବାର ଭୋଟ ଶେଷପରେ ଉକ୍ତ ବ୍ଲକ ଚମ୍ପାପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମର ୩ ନଂ. ବୁଥ୍‌…

ଆତ୍ମହତ୍ୟା କଲେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ

ଦଶରଥପୁର,୧୯।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ଯାଜପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଭୋଟର ଛଳନା କରିଥିବା ଆଶଙ୍କାକରି ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ ରଶି ଲଗାଇ ଆତ୍ମହତ୍ୟା କରିଥିବା ସମ୍ପୃକ୍ତ ପରିବାର ପକ୍ଷରୁ…

୨ ଘଣ୍ଟା ଜାତୀୟ ରାଜପଥ ଅବରୋଧ

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକରେ ନିର୍ବାଚନକୁ ନେଇ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ବ୍ଲକର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳୀପୁରଠାରେ ଜଣେ ଯୁବକଙ୍କୁ ମାଡ଼ ମାରିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ନଳୀପୁରଠାରେ ୨ ଘଣ୍ଟାକାଳ ୫୩ ନଂ. ଜାତୀୟ…

ପୋଖରୀରେ ଫିଙ୍ଗିଲେ ଭୋଟ ବାକ୍ସ

ଯାଜପୁର ଅଫିସ/ଦଶରଥପୁର (ଡି.ଏନ.ଏ.),୧୯ା୨: ଯାଜପୁର ଜିଲା ପଞ୍ଚାୟତ ନିର୍ବାଚନର ୨ୟ ପର୍ଯ୍ୟାୟ ମତଦାନରେ ପୁଣି ବୋମାମାଡ, ବାଲଟ ପେପର ଲୁଟ୍‌ ଓ ମାଡପିଟ ଘଟଣାର ପୁନରାବୃତ୍ତି ହୋଇଛି। ଶୁକ୍ରବାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତର ୨ ଓ ୩ ନମ୍ବର ବୁଥ୍‌ରେ…

ବୁଥ୍‌ ରିଗିଂ ନେଇ ଜାତୀୟ ରାଜପଥ ଅବରୋଧ

ଚଣ୍ଡିଖୋଲ,୧୮।୨(ଡି.ଏନ୍‌.ଏ.): ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ଯାଜପୁର ଜିଲା ବଡ଼ଚଣା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇ ଥିବା ବେଳେ ନଳିପୁର ପଞ୍ଚାାୟତର ଦୁଇଟି ବୁଥରେ ରିଗିଂ ଅଭିଯୋଗ ହୋଇଛି। ୧…

ଦଶରଥପୁରରେ ଲୁଟିନେଲେ ବାଲଟ ପେପର

ଦଶରଥପୁର,୧୮।୨(ଡି.ଏନ.ଏ.): ଯାଜପୁର ଜିଲାରେ ଚାଲିଥିବା ପଞ୍ଚାୟତ ନିର୍ବାଚନରେ ପୁଣି ଥରେ ବୁଥ କ୍ୟାପଚରିଂ ହୋଇଛି। ଶୁକ୍ରବାର ଦଶରଥପୁର ବ୍ଲକ କନିକାପଡ଼ା ପଞ୍ଚାୟତ ବୁଥ ନମ୍ବର ୨ ଓ ୩ରେ ୧୦ରୁ ୧୫ଜଣ ଦୁର୍ବୃତ୍ତ ପଶି ବାଲଟ ପେପର ଛଡେଇ ନେଇଛନ୍ତି। ଫଳରେ…

ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ସାଜିଲେ ଘାତକ

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ବିଜେଡିରେ ଥିବା ଦୁଇ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ଚଳିତ ନିର୍ବାଚନରେ ଘାତକ ସାଜିଛନ୍ତି। ବୁଧବାର ଭୋଟ ଗ୍ରହଣ ବେଳେ ସଂଘଠିତ ନିର୍ବାଚନୀ ହିଂସା ଏହାର କାରଣ ବୋଲି ସବୁଠି ଚର୍ଚ୍ଚାର ବିଷୟ ହୋଇଛି। ବର୍ତ୍ତମାନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri