ଯାଜପୁର

ଏଥର ବି ଦଶାଶ୍ବମେଧ ଘାଟରେ ବୁଡ଼ ପକାଇବେନି ଶ୍ରଦ୍ଧାଳୁ: ଲାଗିଲା ୧୪୪ ଧାରା

ଯାଜପୁର ଅଫିସ,୨୮।୩: ଯାଜପୁର ଜିଲା ପ୍ରସିଦ୍ଧ ବାରୁଣୀ ସ୍ନାନ ଉପରେ ୧୪୪ ଧାରା ଲାଗୁ କରାଯାଇଛି। ଆସନ୍ତା ୩୦ ତାରିଖ ବାରୁଣୀ ବୁଡ଼ ସ୍ନାନ ଯୋଗ ଥିବା ବେଳେ ଜିଲା ପ୍ରଶାସନ ବୈତରଣୀ ନଦୀର ଦଶାଶ୍ବମେଧ ଘାଟ ନିକଟରେ ୧୪୪ ଧାରା…

ସୀମା ଟପିଛି ରାମ୍‌କୋ ସିମେଣ୍ଟର ପ୍ରଦୂଷଣ

ଯାଜପୁର ଅଫିସ,୨୮ା୩: ରାମ୍‌କୋ ସିମେଣ୍ଟ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ଏବେ ଯାଜପୁର ଜିଲା ଧର୍ମଶାଳା ବ୍ଲକ ଥାନୁଆଳ ପଞ୍ଚାୟତ ରଘୁନାଥପୁର, ଜୋଗରଡା, ଗୁଆରଙ୍ଗ, ମୁରାରିପୁର ଗ୍ରାମବାସୀଙ୍କୁ କବଳିତ କରିଛି। ବିଷାକ୍ତ ଜିପ୍‌ସମ୍‌ ଓ ସିମେଣ୍ଟ ଗୁଣ୍ଡ ମଧ୍ୟରେ ରହି କାଳ…

ବୌଦ୍ଧ,ଯାଜପୁରରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଲା ବିଜେଡି

ବୌଦ୍ଧ/ଯାଜପୁର ଅଫିସ,୨୬।୩: ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ ବୌଦ୍ଧରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଛି ବିଜେଡି। ଯାଜପୁରରେ ବିଜେଡିର ରଂଜୁଲତା ହୋତା ବିଜୟୀ…

ଏଏସ୍‌ଆଇ ନିଲମ୍ବିତ, ୨ ଅଭିଯୁକ୍ତ ଗିରଫ

ଯାଜପୁର ଅଫିସ/ବିଞ୍ଝାରପୁର, ୨୬ା୩(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଫତେପୁରସ୍ଥିତ ଖରସ୍ରୋତା ନଦୀର ମନେଇ ବାଲିଘାଟଠାରେ ଗୁରୁବାର ବୋମାମାଡ଼ରେ ସୁରେନ୍ଦ୍ର ଦାଶ(୪୭)ଙ୍କ ମୃତ୍ୟୁ ଘଟଣାରେ ଯାଜପୁରର ସ୍ବତନ୍ତ୍ର ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ…

ଅଧା ବାଟରେ ଏମ୍‌ଡିଏମ୍‌ ଚାଉଳ ହଡ଼ପ

ଯାଜପୁର ଅଫିସ,୨୫ା୩: ସରକାର ପ୍ରାଥମିକ ଶିକ୍ଷାକୁ ଶିକ୍ଷା ଅଧିକାର ଆଇନରେ ଅନ୍ତର୍ଭୁକ୍ତ କରି ସାର୍ବଜନୀନ କରିବାକୁ ଗୁରୁତ୍ୱ ଦେଉଛନ୍ତି। ଏହିକ୍ରମରେ ପିଲାମାନଙ୍କୁ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରତି ଆକୃଷ୍ଟ କରିବାକୁ ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ଯୋଜନା ପ୍ରଣୟନ ହୋଇଛି। ୨୦୨୧…

ବାଲିଘାଟକୁ ନେଇ ଗଡ଼ିଲା ମୁଣ୍ଡ

ବିଞ୍ଝାରପୁର,୨୪।୩(ଡି.ଏନ୍‌.ଏ): ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳରେ ବାଲିଘାଟକୁ ନେଇ ହୋଇଥିବା ବିବାଦରେ ଜଣଙ୍କର ମୁଣ୍ଡ ଗଡିଛି। ଏହି ଘଟଣା ସମଗ୍ର ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ମିଳିଥିବା ସୂଚନା ମୁତାବକ, ବିଞ୍ଝାରପୁର ତହସିଲ ଅଧୀନ ଖରସ୍ରୋତା ନଦୀର ମନେଇ ବାଲିଘାଟକୁ ପ୍ରଦୀପ…

ଅଭିଯୁକ୍ତଙ୍କୁ ସୁରକ୍ଷା ପୋଲିସର ପ୍ରାଥମିକତା

ଯାଜପୁର ଅଫିସ,୨୩।୨: ଯାଜପୁର ଜିଲା ବଡ଼ଚଣା ଥାନା ଅଞ୍ଚଳରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବାବେଳେ ଅଭିଯୁକ୍ତଙ୍କୁ ସୁରକ୍ଷା ଦେବା ପୋଲିସର ବଡ଼ ପ୍ରାଥମିକତା ହୋଇଛି। ଗତ ଦେଢ଼ ମାସ ମଧ୍ୟରେ ପୋଲିସର ଭୂମିକାକୁ ସମୀକ୍ଷା କଲେ ଏଭଳି ଅଭିଯୋଗ ସ୍ପଷ୍ଟ ପ୍ରମାଣିତ…

ଅନ୍ତିମ ରଣକୌଶଳ ଉପରେ ଭରସା

ଯାଜପୁର ଅଫିସ/ଯାଜପୁର ଟାଉନ (ଡି.ଏନ.ଏ.),୨୨ା୩:ଯାଜପୁର ଜିଲାର ବ୍ୟାସନଗର ଓ ଯାଜପୁର ପୌର ନିର୍ବାଚନକୁ ଆଉ ମାତ୍ର ୨ ଦିନ ବାକି । ସେଥିପାଇଁ ସହରର ୩ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ସେମାନଙ୍କ ପ୍ରଚାର ଅଭିଯାନର ଅନ୍ତିମ…

ପ୍ରଚାର ମଇଦାନରେ ବର୍ଷା ପ୍ରିୟଦର୍ଶିନୀ, ଏଲିନା

ଯାଜପୁର ଅଫିସ,୨୧।୩: ଆସନ୍ତା ୨୪ ତାରିଖରେ ପୌର ନିର୍ବଚନ। ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ପ୍ରାର୍ଥୀଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ିବାରେ ଲାଗିଛି। ନିର୍ବାଚନୀ ପ୍ରଚାର ଜୋରଦାର କରାଯାଉଥିବା ବେଳେ ରାଜନୈତିକ ଉଷ୍ମତା ମଧ୍ୟ ଦେଖା ଯାଉଛି। ମଙ୍ଗଳବାର ପ୍ରଚାରର…

ପ୍ରଚାରରେ ପୂରା ଦମ୍‌ ଲଗାଇଛନ୍ତି ଦଳ

ଯାଜପୁର ଅଫିସ,୨୧ା୩: ଯାଜପୁର ଜିଲାର ୨ ପୌର ପରିଷଦର ୪୪ଟି ୱାର୍ଡ ପାଇଁ ଭୋଟକୁ ଆଉ ମାତ୍ର ୩ ଦିନ ବାକି। ସେଥିପାଇଁ ତିନି ମୁଖ୍ୟ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ନେତୃବୃନ୍ଦ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଅଭିଯାନର…

ଖରସ୍ରୋତାରେ ୬ ଯୁବକ ବୁଡ଼ିଯିବା ଘଟଣା: ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ

ଯାଜପୁର ଅଫିସ,୧୯ା୩: ଯାଜପୁର ଥାନା ଅନ୍ତର୍ଗତ ବଡ଼ସୁଆର ଗ୍ରାମର ମଙ୍ଗଳା ମନ୍ଦିର ନିକଟ ଖରସ୍ରୋତାକୁ ହୋଲି ଖେଳି ସାରି ଗାଧୋଇ ଯାଇଥିବା ୬ ଯୁବକ ପାଣିରେ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଶନିବାର ଅପରାହ୍ନ ସୁଦ୍ଧା ଓଡ୍ରାଫ ଟିମ୍‌, ଦମକଳ ବାହିନୀ…

ଆଜି ଆଉ ଜଣଙ୍କର ମୃତଦେହ ଜବତ

ଯାଜପୁର ଅଫିସ, ୧୯।୩: ଯାଜପୁର ଟାଉନ୍‌ ଥାନା ବଡ଼ସୁଆର ନିକଟରେ ଖରସ୍ରୋତାରେ ବୁଡିଯିବା ଘଟଣାରେ ଆଜି ଆଉ ଜଣଙ୍କର ମୃତଦେହ ଜବତ କରାଯାଇଛି। ଏହାକୁ ମିଶାଇ ଏଯାବତ୍‌ ୩ ଜଣଙ୍କର ମୃତ୍ୟୁ ହୋଇଛି। ଶୁକ୍ରବାର ୨ ଜଣଙ୍କର ମୃତଦେହ ମିଳିଥିଲା। ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?