ଯାଜପୁର

ଦୁର୍ଦ୍ଦଶାରେ ଦିବ୍ୟାଙ୍ଗ ସୁରେଶଙ୍କ ପରିବାର

କାଏମା,୫ା୧୧(ଶିବପ୍ରସାଦ ମହାନ୍ତି):ଧର୍ମଶାଳା ବ୍ଲକ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତର ଭିନ୍ନକ୍ଷମ ସୁରେଶ ମଳିକଙ୍କ ପରିବାର ଦୁଃଖଦୁର୍ଦ୍ଦଶାରେ ଦିନ କାଟୁଛନ୍ତି। ୪୦ ବର୍ଷୀୟ ସୁରେଶଙ୍କ ପରିବାର କହିଲେ ବାପା, ମା’, ସ୍ତ୍ରୀ ଓ ପୁଅଙ୍କୁ ମିଶାଇ ୫ ଜଣ। ସେ ଜନ୍ମରୁ ଭିନ୍ନକ୍ଷମ।...

ଅଦିନିଆ ବର୍ଷା, ବିଳମ୍ବିତ ହେବ ବାଦାମଚାଷ

ରସୁଲପୁର,୫ା୧୧(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ ଅଦିନିଆ ବର୍ଷା ହୋଇଛି। ରବି ଋତୁରେ ଅଣଧାନ ଫସଲ ପାଇଁ ବର୍ଷା ଉପଯୋଗୀ ବୋଲି କୁହାଯାଉଛି। ହେଲେ ଅଧିକ ବର୍ଷା ବର୍ଷିଲେ ପରିବା ଚାଷକୁ କ୍ଷତି ପହଞ୍ଚାଇବା ସହ...

ଗାଁରେ ପହଞ୍ଚିଲା ଲୋପାମୁଦ୍ରାଙ୍କ ମୃତଦେହ 

ବରୀ,୪।୧୧(ମହେନ୍ଦ୍ର ସ୍ବାଇଁ): ଗତ ମଙ୍ଗଳବାର ରାଜଧାନୀରେ ଦାମୀ ଗାଡ଼ି ଧକ୍କାରେ ଜଣେ ଯୁବତୀ ଗୁରୁତର ହୋଇଥିଲେ। ପରେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୂଚନାଯୋଗ୍ୟ ମୃତ ଯୁବତୀ ଜଣଙ୍କ ଯାଜପୁର ଜିଲା ବରୀ...

କାନପୁର ଡ୍ୟାମ୍‌ ପାଣିରେ ଚାଲିବ ସ୍ଲରି

ଯାଜପୁର,୪ା୧୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ବିଭିନ୍ନ ନଦୀଗର୍ଭରୁ ସ୍ଲରି ପାଇପ୍‌ ଲାଇନ୍‌ ଯୋଗେ ଖଣିଜ ପଦାର୍ଥ ପରିବହନ ପାଇଁ ୧୨ଟି ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ଏଥିରେ ବୈତରଣୀ ନଦୀରୁ ୫ଟି ସ୍ଲରି ପାଇପ୍‌ ଲାଇନ ପ୍ରକଳ୍ପ ରହିଛି। ସେଥିମଧ୍ୟରୁ ଜେଏସ୍‌ଡବ୍ଲ୍ୟୁ ଉତ୍କଳ...

ଅବ୍ୟବସ୍ଥାରେ ଗୋପୀନାଥ ଜୀଉ ଉପ୍ରା ବିଦ୍ୟାଳୟ

ବ୍ରହ୍ମବରଦା,୪ା୧୧(ଯଯାତି କେଶରୀ ବେହେରା): ରସୁଲପୁର ବ୍ଲକ୍‌ ଅନ୍ତର୍ଗତ ବାଲିପାଟଣା ପଞ୍ଚାୟତରେ ଥିବା ବାଲିପାଟଣା ଗୋପୀନାଥ ଜୀଉ ନୋଡାଲ ଉପ୍ରା ବିଦ୍ୟାଳୟଟି ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ୧୯୬୨ରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ାଯାଉଛି।...

ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା କମୁଛି

ଯାଜପୁର,୩ା୧୧(ହର୍ଷବର୍ଦ୍ଧନ ବେହେରା) : ଏବେ ପର୍ଯ୍ୟଟନ ଋତୁ ଆରମ୍ଭ ହେଉଛି। ଐତିହାସିକ, ପ୍ରାକୃତିକ, ସାଂସ୍କୃତିକ, ଧାର୍ମିକ ଆଦି କିମ୍ବଦନ୍ତୀ ବହନ କରୁଥିବା ରାଜ୍ୟର ବିଭିନ୍ନ ପର୍ଯ୍ୟଟନସ୍ଥଳୀଗୁଡିକୁ ପର୍ଯ୍ୟଟକଙ୍କ ଆଗମନ ହେଉଛି। ହେଲେ ଉପଯୁକ୍ତ ଭାବେ ପ୍ରଚାରପ୍ରସାର ଅଭାବରୁ ଅନେକ ପର୍ଯ୍ୟଟନସ୍ଥଳୀ...

ଭଙ୍ଗା ଗମ୍ବୁଜ ମରାମତି କରି ଅର୍ଥ ଲୁଟ୍‌ ମସୁଧା

ଯାଜପୁର,୨ା୧୧(ହର୍ଷବର୍ଦ୍ଧନ ବେହେରା) : ମହାଭାରତ ଯୁଗର ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ଯାଜପୁର ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବରର ସୌନ୍ଦର୍ଯ୍ୟ ସର୍ବଜନବିଦିତ ା ଦୀର୍ଘ ବର୍ଷ ଧରି ଅବହେଳିତ ହୋଇ ପଡିରହିଥିବା ଏବେ ଏହି ପୀଠର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜିଲା...

ପ୍ରଦୂଷଣ ବଳୟରେ ଛଟପଟ ପଥଚାରୀ

ଯାଜପୁର,୨ା୧୧(ହର୍ଷବର୍ଦ୍ଧନ ବେହେରା) : ଜିଲା ପ୍ରଶାସନ ଏବଂ ଶିଳ୍ପ କାରଖାନା କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ଆଗରେ ଜନସାଧାରଣଙ୍କ ସ୍ବାର୍ଥ କିପରି ବଳି ପଡେ ତାହାର ଜ୍ୱଳନ୍ତ ଉଦାହରଣ ମାନପୁର ବ୍ରିଜ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଦେଖିବାକୁ ମିଳିଛି। ଆର୍ଥିକ...

ପୁଅର ଚିକିତ୍ସା ପାଇଁ ମା’ବାପାଙ୍କ ନିବେଦନ

କାଏମା,୧।୧୧ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଦେଓଦା ପଞ୍ଚାୟତ ଚଇନୁହୁଡ଼ା ଗ୍ରାମର ବଟକୃଷ୍ଣ ତରାଇଙ୍କ ପୁଅ ମନୋଜ ତରାଇ(୨୦) ବଜ୍ରପାତରେ ଗୁରୁତର ହୋଇ ୪୦ଦିନରୁ ଅଧିକ ହେବ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ଚିକିତ୍ସା ପାଇଁ ବିଜୁ ସ୍ବାସ୍ଥ୍ୟକାର୍ଡରେ...

ପେଟ ପାଇଁ ଜରି, ପ୍ଲାଷ୍ଟିକ୍‌ ବୋତଲ ଗୋଟାଉଛନ୍ତି ଶିଶୁ

ଯାଜପୁରରୋଡ୍‌,୩୦ା୧୦(ପବିତ୍ର ରଞ୍ଜନ ମହାନ୍ତି): ରାଜ୍ୟ ଓ କେନ୍ଦ୍ର ସରକାର ଅବହେଳିତ ଶିଶୁଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ସେ ସବୁ ଯୋଜନା କେତେକ ସ୍ଥାନରେ କେବଳ କାଗଜକଲମରେ ସୀମିତ ରହୁଥିବା ଅଭିଯୋଗ ହେଉଛି। ଯାହାର ନିଚ୍ଛକ ଦୃଶ୍ୟ...

ପ୍ରଦୂଷଣରେ ଭାରାକ୍ରାନ୍ତ ମାନପୁର ବ୍ରିଜ୍‌

ଯାଜପୁର,୩୦।୧୦(ହର୍ଷବର୍ଦ୍ଧନ ବେହେରା) :ଶିଳ୍ପ ପ୍ରଦୂଷଣର ଭୟାବହତା ଏବେ କଳିଙ୍ଗନଗରବାସୀଙ୍କୁ କବଳିତ କରିଛି। ଚତୁଃପାର୍ଶ୍ୱରୁ ଶିଳ୍ପ କାରଖାନା ଘେର ମଧ୍ୟରେ ରହି କାଳ କାଟୁଥିବା ୩୦ ରୁ ଊର୍ଦ୍ଧ୍ୱ ଗାଁ ଲୋକେ ପ୍ରଦୂଷଣ ମଧ୍ୟରେ ଘାଣ୍ଟି ହେଉଛନ୍ତି । ବାୟୁ ଓ...

ଡମ୍ପ ମାଟି ଧସି ଗ୍ରାମବାସୀ ନୟାନ୍ତ

ଯାଜପୁର,୨୯ା୧୦(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ସୁକିନ୍ଦା ବ୍ଲକ ଓଡ଼ିଶା ଖଣି ନିଗମ(ଓଏମସି) ଦକ୍ଷିଣ କାଳିଆପାଣି ଖଣିର ଡମ୍ପ ଧସିବା ଯୋଗୁ ଆଖପାଖ ଗ୍ରାମବାସୀ ନାହିଁ ନ ଥିବା ସମସ୍ୟାରେ ରୁନ୍ଧି ହେଉଛନ୍ତି। ଏନେଇ ପ୍ରଭାବିତ ଗ୍ରାମବାସୀ ପୂର୍ବରୁ ଜିଲା ପ୍ରଶାସନ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri