ଯାଜପୁର

ଲୋକାୟୁକ୍ତରେ ଆରୁହା ପାହାଡ଼ କଳାପଥର ଲୁଟ୍‌ ମାମଲା: ମତାମତ ରଖିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ

ଯାଜପୁର ଅଫିସ,୪।୩: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରୁ କଳାପଥର ଲୁଟ୍‌, ଜାଲିଆତି ଅଭିଯୋଗ ମାମଲାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କୁ ମତାମତ ରଖିବାକୁ ଲୋକାୟୁକ୍ତ ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ୮।୪।୨୦୨୨ରେ ମାମଲାର ପରବର୍ତ୍ତୀ ଶୁଣାଣି…

ମତଦାନକୁ ପ୍ରଭାବିତ କରିବ ଦୁର୍ନୀତି

ଯାଜପୁର ରୋଡ,୪ା୩(ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦର ନିର୍ବାଚନ ପରିପ୍ରେକ୍ଷୀରେ ୨୬ ନମ୍ବର ୱାର୍ଡ ଗୁରୁତ୍ୱ ବହନ କରୁଛି। ଜିଲାର ରସୁଲପୁର ଓ ଦାନଗଦି ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଖରସ୍ରୋତା ନଦୀ ପଟୁ ବ୍ୟାସନଗର ସହରକୁ ଏହି ୱାର୍ଡର…

ଆଜି ଏଇଠି ତ କାଲି ସେଇଠି

ଯାଜପୁର ଅଫିସ,୩।୩: ଯାଜପୁର ଜିଲା ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ଏକାଧିକ ସ୍ଥାନରେ ଫର୍ନେସ ଅଏଲ, ପେଟ୍ରୋଲ, ଡିଜେଲ ଆଦି ତୈଳ ସାମଗ୍ରୀର ଅପମିଶ୍ରଣ ଡିପୋ ହୋଇଛି। ଏହି ରାଜପଥ ସହ ସମ୍ପୃକ୍ତ ଥିବା ଯାଜପୁର, କେନ୍ଦ୍ରାପଡ଼ା ଓ…

ବସ୍ତାରୁ ଯୁବକଙ୍କ ମୃତଦେହ ଜବତ

ଜେନାପୁର,୨।୩(ଡି.ଏନ.ଏ.): ଜେନାପୁର ଥାନା ଏରଷଣ୍ଢା ଗ୍ରାମ ନିକଟସ୍ଥ ହାଇଲେଭଲ କେନାଲ କୂଳ ଏକ ଗଛମୂଳରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତଦେହ ବସ୍ତାରେ ବନ୍ଧାହୋଇ ପଡ଼ିଥିଲା। ଯାଜପୁର ରୋଡ୍‌ ଓ କୁଆଖିଆ ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଛନ୍ତି।…

ହାରିଗଲେ ବହୁ ଟାଣୁଆ ନେତା

ଚଣ୍ଡିଖୋଲ,୨।୩(ଡି.ଏନ.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ ବଡ଼ଚଣା ବ୍ଲକରେ ବହୁ ହେଭିୱେଟ୍‌ ନେତାଙ୍କୁ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି। ସମସ୍ତ ୫ଟି ଜିଲାପରିଷଦ ଜୋନ୍‌ ବିଜେଡି ହାତେଇ ନେଇଛି। ମାତ୍ର ସରପଞ୍ଚ ଓ ସମିତିସଭ୍ୟ ପଦବୀରେ ଲଢ଼େଇ କରି ଦଳୀୟ ସମର୍ଥିତ ପ୍ରାର୍ଥୀ…

କାଳ ହେଲା ଦୃଢ଼ ଆତ୍ମବିଶ୍ୱାସ

ଯାଜପୁର ଅଫିସ,୧ା୩:ଯାଜପୁର ଜିଲାରେ ୨୦୧୭ ପଞ୍ଚାୟତ ଓ ୨୦୧୯ ସାଧାରଣ ନିର୍ବାଚନରେ ଭାଜପାର ସଫଳତା ବିଜେଡି ଶିବିରକୁ ଦୋହଲାଇ ଦେଇଥିଲା। ଏଥିରେ ଭାଜପା ନେତା ଓ କର୍ମୀମାନଙ୍କ ମଧ୍ୟରେ ଆମତ୍ବିଶ୍ୱାସ ବଢ଼ିଥିଲା। ପରବର୍ତ୍ତୀ ନିର୍ବାଚନରେ ଦଳ ଆହୁରି ଅଧିକ ଭୋଟ ପାଇବ…

୨୦ ବର୍ଷର ରେକର୍ଡ ଭାଙ୍ଗିଲା

ଯାଜପୁର ଅଫିସ/ଯାଜପୁର ଟାଉନ (ଡି.ଏନ.ଏ.),୧ା୩:ଯାଜପୁର ଜିଲାରେ ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେଡି ଅଭୂତପୂର୍ବ ସଫଳତା ପାଇଛି। ଏକତରଫା ଫଳାଫଳ ସମସ୍ତଙ୍କୁ ଚକିତ କରିଛି। ପଞ୍ଚାୟତ ନିର୍ବାଚନରେ ସମସ୍ତ ରେକର୍ଡଙ୍କୁ ଭାଙ୍ଗି ବିଜେଡି ୨୦ ବର୍ଷରେ ଇତିହାସ ରଚିଛି। ଭୋଟ ଗଣତିର ତୃତୀୟ…

ବିଜେଡି ବଢିଛି, ଭାଜପା କମିଛି

ଯାଜପୁର ଅଫିସ,୨୮ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଜିଲା ପରିଷଦ ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ଚୂଡ଼ାନ୍ତ ଫଳାଫଳ ଭାଜପା ଓ କଂଗ୍ରେସକୁ ନିରାଶ କରିଛି। ସମସ୍ତ ୧୦ ଆସନକୁ ବିଜେଡି ହାତେଇ ନେଇଛି। ହେଲେ ୨୦୧୭ ପଞ୍ଚାୟତ ନିର୍ବାଚନର ଫଳାଫଳକୁ ଅବଲୋକନ…

ମେଗା ଜଳ ଯୋଗାଣ ପ୍ରକଳ୍ପରେ ବ୍ୟାପକ ତ୍ରୁଟି

ଯାଜପୁର ଅଫିସ,୨୮ା୨: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଓଏମ୍‌ବିଏଡିସି (ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ) ପାଣ୍ଠିରେ ନିର୍ମାଣ ହେଉଥିବା ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପ-୨ରେ ବ୍ୟାପକ ତ୍ରୁଟି ହୋଇଛି। ଏହି ପ୍ରକଳ୍ପର ପମ୍ପ ହାଉସ୍‌କୁ ନିର୍ମିତ ପ୍ରବେଶ…

ସହର ଭିତରେ ଫ୍ଲାଏ ଆଶ୍‌ ଇଟା କାରଖାନା

ଯାଜପୁର ସଦର,୨୬।୨(ଡି.ଏନ.ଏ.): ଯାଜପୁର ତହସିଲ ଅନ୍ତର୍ଗତ ଯାଜପୁର ସହର ଭିତରେ ଏକ ଫ୍ଲାଏ ଆଶ୍‌ ଇଟା କାରଖାନା ଚାଲିଛି। ଏହି କାରଖାନାରେ ନମ୍ବର ବିହୀନ ଗାଡ଼ିଗୁଡ଼ିକୁ ଇଟା ପରିବହନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଏଥିସହିତ ଇଟା ଅନ୍‌ଲୋଡିଂ ପାଇଁ ଶିଶୁ ଶ୍ରମିକମାନଙ୍କୁ…

ଚାଲିଛି ହାର୍‌ଜିତ୍‌ ଆକଳନ

ଚଣ୍ଡିଖୋଲ,୨୬ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକର ୪୩ ପଞ୍ଚାୟତରେ ୧୮ ତାରିଖରେ ମତଦାନ ଶେଷ ହୋଇଛି। ଏହାପରେ ପ୍ରାର୍ଥୀ ହାର୍‌ଜିତକୁ ନେଇ ଅଙ୍କ କଷିବାରେ ବ୍ୟସ୍ତ ଅଛନ୍ତି। ୬୩୭ୱାର୍ଡ ପାଇଁ ୧ଲକ୍ଷ ୪୬ ହଜାର ୧୨୮ଜଣ ଭୋଟର ମତଦାନ କରିଛନ୍ତି। ୪୩ ପଞ୍ଚାୟତ ସମେତ…

ଜିତିବା, ହାରିବାକୁ ନେଇ ଅଙ୍କକଷା

ଯାଜପୁର ଅଫିସ,୨୬ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ଶେଷହେବା ପରେ ଗଣତି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୋଟ ଗଣତି ପାଇଁ ବ୍ୟବସ୍ଥା କରାଯାଇଛି। ତେଣୁ ଏବେ ଜିତିବା ହାରିବା ନେଇ ପ୍ରାର୍ଥୀ ଏବଂ ହାଇପ୍ରୋଫାଇଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?