ଯାଜପୁର

କଂଗ୍ରେସ ପାଇଁ ସ୍ଥିତି ସୁଧାରିବାକୁ ସୁଯୋଗ

ଯାଜପୁର ଅଫିସ,୧୫ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆଉ ୨ଦିନ ପରେ ଆରମ୍ଭ ହେବ। ଏହି ନିର୍ବାଚନର ଫଳାଫଳ ୨୦୨୪ ସାଧାରଣ ନିର୍ବାଚନର ଦର୍ପଣ ସାଜିବ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଉଛି। ଏପରି କି ରାଜନୈତିକ ଦଳଗୁଡ଼ିକ…

୧୦ ଲକ୍ଷର ରାସ୍ତା ୧୦ଦିନ ଗଲାନାହିଁ

ଯାଜପୁର ଅଫିସ,୧୪ା୧: କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ବ୍ୟାସନଗର ସହରରେ ଗତ ପ୍ରାୟ ୫ ବର୍ଷ ହେବ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ମହାଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। ଏହି ୫ ଦିନ ହେବ ଆରମ୍ଭ ହୋଇଥିବା ୧୭ ନମ୍ବର ୱାର୍ଡ…

ବେଆଇନ ଖନନ ରାଜସ୍ବ ଚୋରି: ଏନ୍‌ଜିଟି

ଯାଜପୁର ଅଫିସ,୧୨।୧: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ଚାଲିଥିବା ବେଆଇନ ବାଲି ଖାଦାନ ମାମଲା ଉପରେ ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ) ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ା ବେଆଇନ ବାଲି ଉତ୍ତୋଳନକାରୀ କେବଳ ବାୟୁ,…

ଫୁଲ ଚୋରି ରୋକିବାକୁ ବିଦ୍ୟୁତ୍‌ ସଂଯୋଗ,ବୃଦ୍ଧ ମୃତ

ଚଣ୍ଡିଖୋଲ,୧୧।୧(ଡି.ଏନ.ଏ.): ଫୁଲ ଚୋରି ରୋକିବା ପାଇଁ ଜଣେ ଶିକ୍ଷକ ନିଜ ବାଡିରେ ଥିବା ତାର ବାଡରେ ବିଦ୍ୟୁତ୍‌ ସଂଯୋଗ କରିଥିଲେ। ସେହି ତାରବାଡ଼ ସଂସ୍ପର୍ଶରେ ଆସି ଜଣେ ବୃଦ୍ଧଙ୍କ ସୋମବାର ମୃତ୍ୟୁ ଘଟିଛି। ଏହି ଘଟଣାକୁ ପୋଲିସ ଗୁରୁତର ସହ ନେଇଛି।…

୨୪ ଘଣ୍ଟାରେ ପିଚୁ ଉଠିଲା

ଯାଜପୁର ରୋଡ,୧୧ା୧(ଡି.ଏନ.ଏ.): ପ୍ରଶାସନିକ ଉଦାସୀନତା ଯୋଗୁ ଏବେ ବ୍ୟାସନଗର ପୌର ପରିଷଦର ପ୍ରାୟ ପ୍ରତ୍ୟେକ ଗଳିକନ୍ଦି ସମସ୍ୟା ଜର୍ଜରିତ ଜନାକୀର୍ଣ୍ଣ ସହର ଭାବେ ପରିଗଣିତ ହେଉଛି। ଏହି ସହରର ୧୭ନଂ.ୱାର୍ଡ ଅନ୍ତର୍ଗତ ସାପଗଡିଆ ମୁଖ୍ୟରାସ୍ତାରୁ ଷ୍ଟାଡିୟମ ଗେଟ ପର୍ଯ୍ୟନ୍ତ ୧ କିମି…

ମୃତକଙ୍କୁ ମିଳୁଛି, ଭିନ୍ନକ୍ଷମଙ୍କୁ ନୁହେଁ

ଯାଜପୁର ଅଫିସ, ୧୧ା୧: ଯାଜପୁର ଜିଲାରେ ମୃତ ବ୍ୟକ୍ତିଙ୍କ ନାମରେ ନକଲି ଟିପ ଚିହ୍ନ ଦେଇ ଭତ୍ତା ଉଠା ଯାଉଥିବାବେଳେ ପ୍ରକୃତ ହିତାଧିକାରୀ ଏହି ଯୋଜନାର ସୁଫଳ ପାଇବାରୁ ବଞ୍ଚି ହୋଇଛନ୍ତି। ଏପରି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ରସଲପୁର…

ଚାଷୀଙ୍କ ନାମ ପଞ୍ଜୀକରଣରେ ଅନିୟମିତତା

ଯାଜପୁର ଅଫିସ,୧୦ା୧: ଯାଜପୁର ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀଙ୍କ ନାମ ପଞ୍ଜୀକରଣରେ ପୁଣି ବିଭାଗୀୟ ଅଧିକାରୀଙ୍କ ଅନିୟମିତତା ଓ ଅବହେଳା ପଦାରେ ପଡିଛି। ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ସମ୍ପାଦକଙ୍କ ଲାଭଖୋର୍‌ ମନୋଭାବ ଯୋଗୁ ଜିଲାର ଚାଷୀଙ୍କ ଜମି…

ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ଯାଜପୁର ରୋଡ଼,୮।୧(ଡି.ଏନ୍‌.ଏ.): ଯାଜପୁର ରୋଡ଼ରୁ କଟକ ଯିବା ରାସ୍ତାରେ ପାଣିକୋଇଲି ନିକଟରେ ଶୁକ୍ରବାର ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକ…

ଭାଜପା ସଫଳତାରେ ବ୍ରେକ୍‌ ଲାଗିପାରେ

ଯାଜପୁର ଅଫିସ,୮ା୧: ଯାଜପୁର ଜିଲାରେ ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଏବଂ ୨୦୧୯ ସାଧାରଣ ନିର୍ବାଚନକୁ ଦେଖିଲେ ଭାଜପା ଯେଭଳି ସଫଳତା ପାଇଥିଲା ତାହା ଆଗାମୀ ପଞ୍ଚାୟତ ନିର୍ବାଚନରେ ବଜାୟ ରହି ନ ପାରେ। କାରଣ ଜିଲାରେ ଇତିମଧ୍ୟରେ ଭାଜପାର କେତେଜଣ…

ନଗଡ଼ା ରାସ୍ତା ନାଁରେ ୪୪ଲକ୍ଷ ହରିଲୁଟ୍‌

ଯାଜପୁର ଅଫିସ,୭ା୧: ଗ୍ରାମ୍ୟ ନିର୍ମାଣ ବିଭାଗ(ଆର୍‌ଡି) ଅଧିକାରୀ ଓ କେତେଜଣ ରାଜନେତାଙ୍କ ମଧୁଚନ୍ଦ୍ରିକା ଯୋଗୁ ବହୁଚର୍ଚ୍ଚିତ ନଗଡ଼ା ବିକାଶ କାର୍ଯ୍ୟ ଏବେ ବିବାଦ ଘେରକୁ ଆସିଛି । ଏହାସହ ୨୦୧୬-୧୭ ବର୍ଷରେ ନଗଡ଼ାକୁ ନିର୍ମାଣ ହୋଇଥିବା ରାସ୍ତାର ମରାମତି କାମରେ ଟଙ୍କା…

ଅବହେଳାରୁ ଆକର୍ଷଣ ହରାଉଛି ଚଣ୍ଡୀମନ୍ଦିର

ଯାଜପୁର ଅଫିସ,୭ା୧: ଯାଜପୁର ମାଟିର ଅସ୍ମିତାର ପରିଚୟ ହେଉଛି ଏହାର ମନୋଜ୍ଞ ପ୍ରାକୃତିକ ବିଭବ ଏବଂ ସୁପ୍ରାଚୀନ ଐତିହ୍ୟ। ବରାହ-ବିରଜା କ୍ଷେତ୍ର ନିଜର ଅନନ୍ୟ ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଗୌରବକୁ ନେଇ ଗର୍ବ ଅନୁଭବ କରିଥାଏ। କିନ୍ତୁ ଦେବୋତ୍ତର…

୫୫ କେଜି ଗଞ୍ଜେଇ, ୭.୫୧ ଲକ୍ଷ ଟଙ୍କା ଜବତ

ଧର୍ମଶାଳା,୬ା୧(ଡି.ଏନ.ଏ.): ଧର୍ମଶାଳା ପୋଲିସ ମଙ୍ଗଳବାର ରାତିରେ କୁମାରୀ ଗ୍ରାମରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କ ଘରୁ ୫୫ କେଜି ୪୫୦ ଗ୍ରାମ ଗଞ୍ଜେଇ ଓ ୭ ଲକ୍ଷ ୫୧ହଜାର ୨୧୦ଟଙ୍କା ଜବତ କରିଛି। ଏହି ଘଟଣାରେ ବୁଧବାର ବାପ, ପୁଅଙ୍କୁ ଗିରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri