ଯାଜପୁର

୬ ବର୍ଷ ହେଲା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ସୁରକ୍ଷା

ଯାଜପୁର ଅଫିସ,୧୧ା୨: ଯାଜପୁର ଜିଲା ବଡ଼ଚଣା ବ୍ଲକ ଓଲରାସ୍ଥିତ ସାବିତ୍ରୀ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଓ ମୟୂରଭଞ୍ଜ ଜିଲା କରଞ୍ଜିଆସ୍ଥିତ ସାବିତ୍ରୀ ରାଇସ୍‌ ଇଣ୍ଡଷ୍ଟ୍ରିଜ ପ୍ରାଇଭେଟ ଲିଃ ଉପରେ ହୋଇଥିବା ସ୍ବତନ୍ତ୍ର ଅଡିଟ୍‌ ରିପୋର୍ଟ ପ୍ରକାଶ ପାଇଛି। ଯାଜପୁର ଜିଲା ଯୋଗାଣ…

୨୮ନଂ. ଜୋନ୍‌ରେ ଜୋରଦାର ଲଢ଼େଇ

ବିଞ୍ଝାରପୁର,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ଅଧୀନ ବିଞ୍ଝାରପୁର ବ୍ଲକର ୨୮ ନଂ. ଜୋନରେ ବିଜେଡି, ଭାଜପା ଓ କଂଗ୍ରେସ ୩ ପ୍ରମୁଖ ଦଳ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ବ୍ଲକର ବାଙ୍ଗରା, ଜରି, ସିଂହପୁର, ହଳଦୀଡ଼ିହ, ଆଉଁରୀ, ଓଳେଇଚନ୍ଦନପୁର, ବାଚ୍ଛୋଳ…

ଭୋଟ ବ୍ୟବଧାନ ବଜାୟ ରଖିବା ଲାଗି କସରତ

ଚଣ୍ଡିଖୋଲ,୧୧ା୨(ଡି.ଏନ.ଏ.): ବଡ଼ଚଣା ନିର୍ବାଚନମଣ୍ଡଳୀର ୧୮ ନଂ. ଜୋନ ଜିଲା ପରିଷଦ ଆସନ ଚଳିତ ଥର ମହିଳାଙ୍କ ନିମନ୍ତେ ସଂରକ୍ଷିତ ରଖାଯାଇଛି। ଚଳିତ ନିର୍ବାଚନରେ ଏଠାରେ ତ୍ରିମୁଖୀ ଲଢ଼େଇ ହେଉଛି। ଏହି ଜୋନ ପାଇଁ ବିଜେଡିରୁ ସସ୍ମିତା ମହାନ୍ତି, କଂଗ୍ରେସରୁ ପୂର୍ବତନ ସରପଞ୍ଚ…

ଟଙ୍କା ନ ନେବାରୁ ଭୋଟରଙ୍କୁ ଧମକ: ରାଶନ୍‌ କାର୍ଡ଼, ଭତ୍ତା କାର୍ଡ଼ କାଟିଦେବୁ

ଯାଜପୁର ଅଫିସ,୧୦ା୨: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଟଙ୍କା ବାଣ୍ଟିବା ଘଟଣାକୁ ଭୋଟର ନାପସନ୍ଦ କରିଛନ୍ତି। ଏନେଇ ମାମଲା ଥାନା ପର୍ଯ୍ୟନ୍ତ ଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ବ୍ରହ୍ମବରଦା ଫାଣ୍ଡି ଅଧୀନ କୋଠଢ଼ିହ ଦଳିତ ସାହିରେ ଭୋଟରଙ୍କ ମଧ୍ୟରେ ଏଭଳି…

ନୀଳାଚଳ ଘରୋଇକରଣ ପ୍ରସଙ୍ଗ: କଠିନ ହୋଇପାରେ ପରିଚାଳନା

ଯାଜପୁର ଅଫିସ,୧୦।୨: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)କୁ ଘରୋଇ କମ୍ପାନୀ ହାତରେ ଟେକିଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଁ ଟାଟା ଷ୍ଟିଲ୍‌ ଲଙ୍ଗ ପ୍ରଡକ୍ଟ (ଟିଏସ୍‌ଏଲ୍‌ପି) ସର୍ବୋଚ୍ଚ ବିଡର ଭାବେ ବିବେଚିତ ହୋଇଛି।…

ଜମି ଅଧିଗ୍ରହଣରେ ପାଦେ ଆଗେଇଲା

ଯାଜପୁର ଅଫିସ,୯।୨: ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଆଉ ଏକ ପାଦେ ଆଗେଇଛି। ନୟାଗଡ଼ ଓ ବୌଦ୍ଧ ଜିଲାର ପ୍ରାୟ ୬୨ ଏକର ବେସରକାରୀ ଜମି ଅଧିଗ୍ରହଣ ପାଇଁ ୧୦ କୋଟି ୯୮ ଲକ୍ଷ ୬୬ ହଜାର ୮୫୭ ଟଙ୍କା ମଞ୍ଜୁର ହୋଇଛି।…

ଜମି ଅଧିଗ୍ରହଣରେ ପାଦେ ଆଗେଇଲା

ଯାଜପୁର ଅଫିସ,୮।୨: ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଆଉ ଏକ ପାଦେ ଆଗେଇଛି। ନୟାଗଡ଼ ଓ ବୌଦ୍ଧ ଜିଲାର ପ୍ରାୟ ୬୨ ଏକର ବେସରକାରୀ ଜମି ଅଧିଗ୍ରହଣ ପାଇଁ ୧୦ କୋଟି ୯୮ ଲକ୍ଷ ୬୬ ହଜାର ୮୫୭ ଟଙ୍କା ମଞ୍ଜୁର ହୋଇଛି।…

ବେଆଇନ ମେସ୍କୋ ସାଇଡିଂ ମାମଲା: ଏନ୍‌ଜିଟି ପକ୍ଷରୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୭ା୨: ଯାଜପୁର ଜିଲା କଳିଙ୍ଗନଗର ମେସ୍କୋ ଷ୍ଟିଲ କାରଖାନା ପରିସରସ୍ଥ ମେସ୍କୋ ଷ୍ଟିଲର ବେଆଇନ ରେଲୱେ ସାଇଡିଂ ଅଭିଯୋଗ ସଂକ୍ରାନ୍ତରେ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ପକ୍ଷରୁ ଗତ ୩ ତାରିଖରେ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ…

ନିର୍ଣ୍ଣାୟକ ହେବେ ଅଘୋଷିତ ମେଣ୍ଟ

ଯାଜପୁର ଅଫିସ,୭ା୨: ଆଉ ମାତ୍ର ୯ ଦିନ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ନାମାଙ୍କନ ଦାଖଲ ପୂର୍ବରୁ ଲୋକଙ୍କ ମୁହଁରେ କେବଳ ବିଜେଡିର ସ୍ବର ଶୁଭୁଥିଲା। କିନ୍ତୁ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥତ୍ପତ୍ର ଯାଞ୍ଚ ପରେ ସମୀକରଣ…

ଦିଗାମ୍ବରପୁର ଛକରେ ବେଆଇନ ଚିପ୍ସ, ମୋରମ ୟାର୍ଡ

କଳିଙ୍ଗନଗର,୬ା୨(ଡି.ଏନ.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଶାସନ ନିକଟ ଦିଗାମ୍ବରପୁର ଛକଠାରେ ପ୍ରାୟ ୧୦ ଏକର ଜମିରେ ବିପୁଳ ପରିମାଣର ଚିପ୍ସ ଓ ମୋରମ ପାହାଡ଼ ଭଳି ଗଦା ହୋଇଛି। ତେବେ ଏଠାରୁ ନକଲି ଟ୍ରାନ୍‌ଜିଟ ପାସ୍‌ (ଟିପି) ଦ୍ୱାରା କଳିଙ୍ଗନଗର…

ଜମି ହରାଇବା ଆଶଙ୍କାରେ ଚାଷୀ

କଳିଙ୍ଗନଗର,୫ା୨(ଡି.ଏନ.ଏ.): ଐତିହ୍ୟ ବ୍ୟାସସରୋବର ମନ୍ଦିର ସୌନ୍ଦର୍ଯ୍ୟକରଣ ନିମନ୍ତେ ପ୍ରକିୟା ଆରମ୍ଭ ହୋଇଛି। ଏଥିଲାଗି ୨୯୪ ଏକର ଜମିର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଜିଲା ଖଣିଜ ନ୍ୟାସ ପାଣ୍ଠିରୁ ୬୪ କୋଟି ଟଙ୍କା ମଞ୍ଜୁର ମଧ୍ୟ କରିଛନ୍ତି। ତେବେ ଏହାକୁ ନେଇ…

୩ ଶିକ୍ଷକରେ ୧୦ ଶ୍ରେଣୀ

ଯାଜପୁର ଅଫିସ,୫ା୨: ଯାଜପୁର ଜିଲା ବ୍ୟାସନଗରରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ବିଦ୍ୟାଳୟରେ ଭିତ୍ତିଭୂମି ସାଙ୍ଗକୁ ଶିକ୍ଷକ ଅଭାବ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ଶିକ୍ଷାକୁ ରସାତଳଗାମୀ କରିଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୪୯୩ ଛାତ୍ରୀଛାତ୍ରଙ୍କ ପାଇଁ ଏବେ ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?