ଜିଲା, ବ୍ଲକ ସୀମାନ୍ତରେ ବିକାଶ ଅପହଞ୍ଚ
ଯାଜପୁର ଅଫିସ,୧୫ା୧୧: ପ୍ରଶାସନିକ ଅବହେଳା କାରଣରୁ ଓଡ଼ିଶାର ଜିଲା ଓ ବ୍ଲକଗୁଡ଼ିକର ସୀମାନ୍ତ ଅଞ୍ଚଳକୁ ବିକାଶ ପହଞ୍ଚି ପାରିନାହିଁ। ବିଶେଷକରି ଗମନାଗମନ ଭିତ୍ତିଭୂମି ଅତ୍ୟନ୍ତ ଦୁର୍ବଳ। ସୁଦୃଢ଼ ରାସ୍ତା ଓ ପୋଲ ନିର୍ମାଣ ହୋଇ ପାରି ନ ଥିବାରୁ ସରକାରଙ୍କ...
ଧାର, କରଜର ଫସଲ ଧୋଇଗଲା
ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ ୩ ଦିନ ଧରି ଲଗାଣ ବର୍ଷାରେ ପ୍ରାୟ ଉଜୁଡ଼ିଯାଇଛି। ଏହାଦ୍ୱାରା ଋଣ...
ସମ୍ପାଦକଙ୍କୁ ବହିଷ୍କାର କରିପାରିବ କମିଟି
ଯାଜପୁର ଅଫିସ,୧୪ା୧୧: ଯାଜପୁର ଜିଲା ଧର୍ମଶାଳା ବ୍ଲକ ମହିସରା ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ସମ୍ପାଦକ ଅମରେନ୍ଦ୍ର ରାଉତଙ୍କ ବିରୋଧରେ ଆର୍ଥିକ ଅନିୟମିତତା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି। ଏହିକ୍ରମରେ ମହୀଶରା ପାକ୍ସର...
ଭୁଲ୍ ମାନି ବାପାଙ୍କୁ ଘରକୁ ନେଲେ ପୁଅ
ପାଣିକୋଇଲି,୧୪ା୧୧(ଡି.ଏନ.ଏ.): ପାଣିକୋଇଲି ପଞ୍ଚାୟତ ବଣିଆଗାଡ଼ିଆ (ଖଜିରିପୁର) ଗ୍ରାମର ବୃଦ୍ଧ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳଙ୍କୁ ତାଙ୍କ ଦୁଇ ପୁଅ ନ ପଚାରିବାରୁ ସେ ସ୍ଥାନୀୟ ବିଦ୍ୟାଳୟ ବାରଣ୍ଡାରେ ଆଶ୍ରୟ ନେଇଥିଲେ। ବରିଷ୍ଠ ନାଗରିକ ମଞ୍ଚ ସଭ୍ୟଙ୍କ ଉଦ୍ୟମ କ୍ରମେ ବିଶ୍ୱାଳଙ୍କୁ ତାଙ୍କ ପରିବାରବର୍ଗ...
ବନ୍ଦ ପାଳନ, କଂଗ୍ରେସ କର୍ମୀଙ୍କ ଧାରଣା
ଯାଜପୁର ଅଫିସ,୧୩।୧୧: ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ଶୁକ୍ରବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଯାଜପୁର ଜିଲାରେ ମିଶ୍ରିତ ପ୍ରଭାବ ପକାଇଛି। କେତେକ ଛୋଟ ଦୋକାନକୁ ବାଦ୍ ଦେଲେ...
କାମ ଦେଉନି ଏମ୍ଡିଙ୍କ ତଦନ୍ତ ନିର୍ଦ୍ଦେଶ
ଯାଜପୁର ଅଫିସ,୧୩।୧୧: ସମସ୍ୟା ଏବଂ ଦୁର୍ନୀତିକୁ ନେଇ ଯାହା ପାଖରେ ଗୁହାରି କରାଯାଉଛି ସେମାନେ କିଛି ଶୁଣୁ ନାହାନ୍ତି। ବରଂ ସମସ୍ୟାର ବଳୟ ଭିତରେ ଅଭିଯୋଗକାରୀ ଆହୁରି ଛଟପଟ ହେଉଛନ୍ତି। ଏଭଳି ଅବ୍ୟବସ୍ଥାକୁ ଦେଖି କେତେଜଣ ଦୁର୍ନୀତିଖୋର ସରକାରୀ ଅଧିକାରୀ...
ଅଧାରେ ଅଟକିଛି ୩୯୯ ପ୍ରକଳ୍ପ
ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୩ ।୧୧: ଓଡ଼ିଶାର ୧୩ଟି ଗ୍ରାମ୍ୟ ନିର୍ମାଣ ସର୍କଲ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ)ରେ ୩୯୯ଟି ରାସ୍ତା ନିର୍ମାଣ ସରୁନାହିଁ। ଏଥିରେ ପ୍ରଥମ ପର୍ଯ୍ୟାୟରେ ୩୦୮ ଓ ଦ୍ୱିତୀୟ ପର୍ଯ୍ୟାୟରେ ୯୧ଟି ପ୍ରକଳ୍ପ...
ଖସେଇଦେବାକୁ ସଲାସୁତରା
ଯାଜପୁର ଅଫିସ,୧୨ା୧୧: ପେଟ୍ରୋଲ ଓ ଡିଜେଲର ଅପମିଶ୍ରଣ ତଥା କଳାବଜାରରେ ଚଢାଦରରେ ବିକ୍ରି ପାଇଁ ଜିଲାରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)କିରୋସିନର ଚୋରା କାରବାରର ଆଉ ଏକ ଉଦାହରଣ ସାମ୍ନାକୁ ଆସିଛି। ୬ ମାସ ହେଲା ଜେନାପୁର ଥାନା ପୋଲିସ...
ରାସ୍ତା ଭାଙ୍ଗି ଅଡ଼ୁଆରେ ଆର୍ଡବ୍ଲ୍ୟୁଏସ୍ଏସ୍
ଯାଜପୁର ଅଫିସ,୧୨ା୧୧: ଗ୍ରାମ୍ୟ ନିର୍ମାଣ ବିଭାଗ ଅଧୀନ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା (ଏମ୍ଏମ୍ଏସ୍ୱାଇ) କ୍ଷେତ୍ରରେ ଯାଜପୁର ଜିଲାରେ ଏକ ଅଜବ ଘଟଣା ଘଟିଛି। ପଞ୍ଚାୟତିରାଜ ବିଭାଗର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍ଡବ୍ଲ୍ୟୁଏସ୍ଏସ୍) ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଜଳଯୋଗାଣ ପ୍ରକଳ୍ପର ପାଇପ୍ବିଛା...
ଭାଜପାରେ ଯୋଗଦେଲେ ଅନ୍ୟ ଦଳର କର୍ମୀ
ଧର୍ମଶାଳା,୧୧।୧୧ (ଡି.ଏନ.ଏ.): ଧର୍ମଶାଳା ବ୍ଲକ ସାହାଣୀଢ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଧର୍ମଶାଳା ଭାଜପା ନେତ୍ରୀ ସ୍ମୃତିରେଖା ପହୀଙ୍କ ନେତୃତ୍ୱ ପ୍ରତି ଆସ୍ଥାପ୍ରକଟ କରି ଅନ୍ୟ ଦଳରୁ ଶତାଧିକ କର୍ମୀ ଆସି ଭାଜପାରେ...
ଖୋଲା ବଜାରରୁ ବିହନ କିଣୁଛନ୍ତି ଚାଷୀ
ରସୁଲପୁର,୧୧।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଚିନାବାଦାମ ଚାଷ ଆରମ୍ଭ ହେଲାଣି। ତେବେ ସରକାରୀ ବିହନ ମିଳୁ ନ ଥିବାରୁ ଚାଷୀ ଖୋଲା ବଜାର ଉପରେ ନିର୍ଭର କରୁଛନ୍ତି। ଏଥିଲାଗି ଆର୍ଥିକ ବୋଝର ଶିକାର ହେଉଛନ୍ତି। ତେଣେ ରବି ଋତୁକୁ ନେଇ...
ସାର୍ଟିଫିକେଟ ଲାଗି ସ୍କୁଲରେ ତାଲା ପକାଇଲେ ଛାତ୍ରୀ
ବିଞ୍ଝାରପୁର,୧୧।୧୧(ଡି.ଏନ.ଏ.): ବିଦ୍ୟାଳୟରେ ସାର୍ଟିଫିକେଟ ପ୍ରଦାନ ପାଇଁ ଲାଞ୍ଚ କାରବାର ହେଉଥିବା ଅଭିଯୋଗ ଆସିଛି। ତେବେ ଲାଞ୍ଚ ନେଇ ମଧ୍ୟ ସାର୍ଟିଫିକେଟ ନ ଦେବାରୁ ଛାତ୍ରୀ ବୁଧବାର ବିଦ୍ୟାଳୟ ଫାଟକରେ ତାଲା ପକାଇଛନ୍ତି। ଜିଲା ଶିକ୍ଷାଧିକାରୀ ରଞ୍ଜନ ଗିରି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ...
Archives


