ଚାଷୀଙ୍କୁ ଘାରିଲାଣି ବାତ୍ୟା ଭୟ
ରସୁଲପୁର,୧।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ପରିବା ଚାଷୀଙ୍କୁ ଘାରିଲାଣି ସମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’ର ଭୟ। ଲଘୁଚାପ ପ୍ରଭାବରେ ହେବାକୁ ଥିବା ବାତ୍ୟା ଯୋଗୁ ଶୀତଦିନିଆ ପରିବା ଚାଷ ବିଶେଷ କ୍ଷତିଗ୍ରସ୍ତ ହେବା ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ବର୍ଷାକୁ ମୁକାବିଲା ପାଇଁ ଚାଷୀଙ୍କୁ…
ଜାଲିଆତି ଧରିଲେ ଲୋକାୟୁକ୍ତ ନିର୍ଦ୍ଦେଶକ
ଯାଜପୁର ଅଫିସ/ଧର୍ମଶାଳା (ଡି.ଏନ.ଏ.),୧ା୧୨:ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରୁ କଳାପଥର ଲୁଟ୍ ସାଙ୍ଗକୁ ଜାଲିଆତି ହୋଇଥିବା ଲୋକାୟୁକ୍ତଙ୍କ ତଦନ୍ତ ନିର୍ଦ୍ଦେଶକଙ୍କ ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଲିଜ୍ଧାରୀ ତ୍ରିନାଥ ଜେନା ଲିଜ୍ ପାଇଥିବା ଖାଦାନ ଏରିଆଠାରୁ ବହୁଗୁଣ ଅଧିକ ଅଞ୍ଚଳରୁ…
କୋଲକାତା ଚାଲାଣ ପୂର୍ବରୁ ୪୩ କଇଁଛ ଜବତ, ଜଣେ ଗିରଫ
ଚଣ୍ଡିଖୋଲ,୩୦।୧୧(ଡି.ଏନ.ଏ.): କୋଲକାତା ଚାଲାଣ ପୂର୍ବରୁ ଯାଜପୁର ଜିଲା ବୈରୀ ପୋଲିସ ସୋମବାର ୪୩ କଇଁଛ ଜବତ କରିଛି। ଏହି ଘଟଣାରେ ଅଜୟ କୁମାର ମଲ୍ଲିକ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଏହି ର଼୍ୟାକେଟ୍ର ମୁଖ୍ୟ କୁହାଯାଉଥିବା ଶୁକଦେବ ମଣ୍ଡଳ ଫେରାର…
ଧ୍ୱଂସ ହେବ ପାରାଭାଡ଼ି ପାହାଡ଼
ଚଣ୍ଡିଖୋଲ,୩୦।୧୧(ଡି.ଏନ.ଏ.): ରାଜ୍ୟ ସରକାର ଅବଢା ଯୋଜନାରେ ପୁରୀର ସୌନ୍ଦର୍ଯ୍ୟକରଣ ପାଇଁ ଯାଜପୁର ଜିଲାର ଐତିହାସିକ ପାହାଡ଼ ପାରାଭାଡ଼ିକୁ ଖନନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ବନ୍ଦରେଶ୍ୱର ଓ କେଶରାଇପୁର ଅଞ୍ଚଳରୁ ଏହି ପାହାଡ଼କୁ ଖନନ କରାଯିବ।…
ସଂସଦ ଭବନ ସମ୍ମୁଖରେ ଧାରଣା ଦେବେ ପିହୁଙ୍କ ମା’
ବିଞ୍ଝାରପୁର,୨୯ା୧୧(ଡି.ଏନ.ଏ.): ବହୁଚର୍ଚ୍ଚିତ ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ ଓରଫ୍ ପିହୁ ନିଖୋଜ ଘଟଣାକୁ ଇତି ମଧ୍ୟରେ ୧୫ ମାସ ବିତିଲାଣି। ହେଲେ ଏ ପର୍ଯ୍ୟନ୍ତ ପୋଲିସ ତାଙ୍କ ପତ୍ତା ପାଇ ପାରୁନାହିଁି। ଏହାକୁ ନେଇ ପିହୁଙ୍କ ମା’ ମୋନାଲିସା ନାୟକ କ୍ଷୋଭ ପ୍ରକାଶ…
ଟ୍ରକ୍ ଚାଳକଙ୍କୁ ତହସିଲଦାରଙ୍କ ମାଡ଼ ଅଭିଯୋଗ
ଧର୍ମଶାଳା/ଚଢ଼େଇଧରା/ଜେନାପୁର,୨୯ା୧୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଚଢ଼େଇଧରା ଉପରଛକଠାରେ ରବିବାର କଳାପଥର ପରିବହନକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। କଳାପଥର ବୋଝେଇ ଗାଡ଼ି ଚେକିଂ ବେଳେ ତହସିଲଦାର ଜଣେ ଚାଳକଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ଚାଳକ ସଂଘ ପକ୍ଷରୁ…
ବ୍ୟାସନଗର ଦୁରବସ୍ଥା ଦୂର ହୋଇପାରୁନି
ଯାଜପୁର ଅଫିସ,୨୯ା୧୧: କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ତଥା ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ସବୁକ୍ଷେତ୍ରରେ ଅବହେଳିତ। ସହରର ୨୬ଟି ୱାର୍ଡକୁ ସଂଯୋଗ କରୁଥିବା ରାସ୍ତା ଖାଲଖମାରେ ପରିଣତ ହୋଇସାରିଛି। ବିଶେଷକରି ୨୫ ନମ୍ବର ୱାର୍ଡ ଗୋଶାଳାଛକଠାରୁ ଶିଶୁମନ୍ଦିର ପଛପାର୍ଶ୍ୱ ଛକ…
ଜିଲା ପରିଷଦ ଅନୁଦାନ ଦେଇ ଫେରାଇ ନେଲେ
ଯାଜପୁର ଟାଉନ,୨୭।୧୧(ଡି.ଏନ.ଏ.): ଯାଜପୁର ଟାଉନ ସର୍କିଟ ହାଉସ ସଭାଗୃହରେ ୫ମ ଜିଲା ପରିଷଦର ତ୍ରୟୋଦଶ ତଥା ଶେଷ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଜିଲାପରିଷଦ ସଭାପତି ନରେଶ ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗଦେଇ ସମସ୍ତଙ୍କୁ ସ୍ବାଗତ…
ଝାଟିମାଟି କୁଡ଼ିଆରେ ନିଷ୍ପେଷିତ ଜୀବନ
ଯାଜପୁର ଅଫିସ,୨୬ା୧୧: ସମାଜରୁ ବାସନ୍ଦ ହୋଇ ଅକର୍ମଣ୍ୟ ଅବସ୍ଥାରେ ଅଭିଶପ୍ତ ଜୀବନ ବିତାଉଛନ୍ତି କୁଷ୍ଠରୋଗୀ। ସରକାରୀ ଉଦାସୀନତା ଯୋଗୁ ନିଷ୍ପେଷିତ ଜୀବନ ବିତାଉଥିବା ଏହି ମଣିଷମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ନାହିଁ। ଜଙ୍ଗଲର ନିଛାଟିଆ ପରିବେଶରେ ଛାଟିମାଟି କୁଡ଼ିଆରେ ଦିନ…
ଅଦିନିଆ ବର୍ଷାରେ ଗଜାହେଲା ପାଚିଲାଧାନ
ଧର୍ମଶାଳା,୨୬ା୧୧(ଡି.ଏନ.ଏ.): ଧର୍ମଶାଳା ବ୍ଲକ ଜାରକା ପଞ୍ଚାୟତ ଉତ୍ତରଶାସନ ମୌଜାରେ ଲଘୁଚାପଜନିତ ଅଦିନିଆ ବର୍ଷାରେ ଧାନ ଫସଲ ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି। ଏପରି କି ବିଲରେ ପାଚିଲା ଧାନ ପଡ଼ି ଗଜା ହୋଇଯାଇଛି। ଅନେକ ଖାଲୁଆ ଜମିରେ ବର୍ଷା ଜଳ ଏବେ…
ମଣ୍ଡପ ଦେଖାଇ ମିଶନ ଶକ୍ତି ଗୃହ ଅର୍ଥ ହରିଲୁଟ୍
ରଗଡି,୨୫ା୧୧(ଡି.ଏନ.ଏ.): ରାଜ୍ୟ ସରକାର ନାରୀ ସଶକ୍ତିକରଣ ପାଇଁ ପ୍ରତ୍ୟେକ କ୍ଷେତ୍ରରେ ମହିଳାଙ୍କୁ ଅଗ୍ରାଧିକାର ଦେଉଛନ୍ତି। ମହିଳା କିଭଳି ସ୍ବାବଲମ୍ବୀ ହୋଇପାରିବେ ସେଥିପାଇଁ ବିଭିନ୍ନ ଯୋଜନାରେ ବିପୁଳ ଟଙ୍କା ଖର୍ଚ୍ଚ ହେଉଛି। ହେଲେ କେତେଜଣ ଦୁର୍ନୀତିଖୋର ଅଧିକାରୀଙ୍କ ଆନ୍ତରିକତାର ଅଭାବ ସାଙ୍ଗକୁ ଅନିୟମିତତା…
ରବି ଫସଲ ଯୋଜନା ବାଧାପ୍ରାପ୍ତ
ରସୁଲପୁର,୨୨ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟରେ ଥିବା ୨ଟି ଯାକ ସହକାରୀ କୃଷି ଅଧିକାରୀ ପଦବୀ ଖାଲିପଡ଼ିଛି। ତେଣୁ ରବି ଫସଲ ଯୋଜନା ପ୍ରସ୍ତୁତି ଓ ତା’ର କାର୍ଯ୍ୟକାରିତାରେ ବାଧାସୃଷ୍ଟି ହେଉଛି। କାର୍ଯ୍ୟାଳୟରେ ନୂଆକରି ବ୍ଲକ କୃଷି ଅଧିକାରୀ ବିଶ୍ୱଜୟୀ ମିଶ୍ର…
Archives


