ଯାଜପୁର

ମଣ୍ଡପ ଦେଖାଇ ମିଶନ ଶକ୍ତି ଗୃହ ଅର୍ଥ ହରିଲୁଟ୍‌

ରଗଡି,୨୫ା୧୧(ଡି.ଏନ.ଏ.): ରାଜ୍ୟ ସରକାର ନାରୀ ସଶକ୍ତିକରଣ ପାଇଁ ପ୍ରତ୍ୟେକ କ୍ଷେତ୍ରରେ ମହିଳାଙ୍କୁ ଅଗ୍ରାଧିକାର ଦେଉଛନ୍ତି। ମହିଳା କିଭଳି ସ୍ବାବଲମ୍ବୀ ହୋଇପାରିବେ ସେଥିପାଇଁ ବିଭିନ୍ନ ଯୋଜନାରେ ବିପୁଳ ଟଙ୍କା ଖର୍ଚ୍ଚ ହେଉଛି। ହେଲେ କେତେଜଣ ଦୁର୍ନୀତିଖୋର ଅଧିକାରୀଙ୍କ ଆନ୍ତରିକତାର ଅଭାବ ସାଙ୍ଗକୁ ଅନିୟମିତତା…

ରବି ଫସଲ ଯୋଜନା ବାଧାପ୍ରାପ୍ତ

ରସୁଲପୁର,୨୨ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟରେ ଥିବା ୨ଟି ଯାକ ସହକାରୀ କୃଷି ଅଧିକାରୀ ପଦବୀ ଖାଲିପଡ଼ିଛି। ତେଣୁ ରବି ଫସଲ ଯୋଜନା ପ୍ରସ୍ତୁତି ଓ ତା’ର କାର୍ଯ୍ୟକାରିତାରେ ବାଧାସୃଷ୍ଟି ହେଉଛି। କାର୍ଯ୍ୟାଳୟରେ ନୂଆକରି ବ୍ଲକ କୃଷି ଅଧିକାରୀ ବିଶ୍ୱଜୟୀ ମିଶ୍ର…

ଲଘୁ ଖଣିଜ ଦ୍ରବ୍ୟ ଲୁଟ ଅଣାୟତ୍ତ

ରଗଡି,୨୧ା୧୧(ଡି.ଏନ.ଏ.): ବ୍ୟାସନଗର ତହସିଲରେ ମୂଲ୍ୟବାନ ଲଘୁ ଖଣିଜ ସମ୍ପଦ ଚୋରାଚାଲାଣ ବନ୍ଦ ହେବା ଦିଶୁନାହିଁ। ବିଭାଗୀୟ ଅଧିକାରୀଙ୍କ ସହଯୋଗ ରହୁଥିବାରୁ ଏହି ବେଆଇନ କାର୍ଯ୍ୟ ଅଣାୟତ୍ତ ହୋଇପଡ଼ିଛି। ଏହି ତହସିଲର ପଛିକୋଟ ରାଜସ୍ବ ନିରୀକ୍ଷକ (ଆରଆଇ) ଅଧୀନ ଜଙ୍ଗଲ ଓ ସରକାରୀ…

ପୁରୁଣା ନ ସରୁଣୁ ନୂଆ ପ୍ରସ୍ତାବ

ଯାଜପୁର ଅଫିସ,୨୧ା୧୧: ନଦୀ ଅବବାହିକାରୁ ଉଚ୍ଚ ଚାଷଜମିକୁ ଜଳସେଚନ କରିବାକୁ ରାଜ୍ୟ ସରକାର ୨୦୧୧-୧୨ ଆର୍ଥିକ ବର୍ଷରୁ ମେଗା ଉଠା ଜଳସେଚନ ପ୍ରକଳ୍ପ ଆରମ୍ଭ କରିଥିଲେ। କିନ୍ତୁ ଦୀର୍ଘ ବର୍ଷ ହେଲା ଏହା କେବଳ ଠିକାଦାର ପୋଷା ନୀତିରେ ଚାଲିଥିବା ଚାଷୀ…

କଳିଙ୍ଗନଗର ଶିଳ୍ପାଞ୍ଚଳରେ ନିଯୁକ୍ତି ଶୂନ

ଯାଜପୁର ଅଫିସ,୨୦।୧୧: ଯାଜପୁର ଜିଲା ରଗଡ଼ିସ୍ଥିତ ସରକାରୀ ପଲିଟେକନିକର ୯୭ ଛାତ୍ରୀଛାତ୍ର ୨୦୨୦-୨୧ ବର୍ଷରେ ରାଜ୍ୟର ବିଭିନ୍ନ ଶିଳ୍ପାନୁଷ୍ଠାନରେ ନିଯୁକ୍ତି ପାଇଛନ୍ତି। କିନ୍ତୁ ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ କାହାରିକୁ ନିଯୁକ୍ତି ଦେଇପାରିନାହିଁ। ଅନୁଗୋଳ ଜିଲାସ୍ଥିତ ଟାଟା ଷ୍ଟିଲ ଭୂଷଣ ଲିଃରେ ୩୪…

ଢଳେଇ ରାସ୍ତା ଉପରେ ଢଳେଇ

ବିଞ୍ଝାରପୁର,୧୯ା୧୧(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ବାଚ୍ଛୋଳ ପଞ୍ଚାୟତରେ ଗୋଟିଏ ରାସ୍ତାକୁ ଏକାଧିକ ଥର ଢଳେଇ କରାଯାଉଛି। ମାତ୍ର ସେହି ଗ୍ରାମରେ ଅନ୍ୟ ଏକ ରାସ୍ତା କାମ ହୋଇ ନ ଥିବାରୁ ଲୋକେ କାଦୁଅରେ ପଶି ଯାତାୟାତ କରୁଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି।…

ପାଇପ ଜଳ ଯୋଗାଣ ପ୍ରକଳ୍ପ: ଖର୍ଚ୍ଚ ଅଧିକ, କାମ କମ୍‌

ଯାଜପୁର ଅଫିସ,୧୯ା୧୧: ଯାଜପୁର ଜିଲାରେ ଗ୍ରାମାଞ୍ଚଳକୁ ପାଇପ୍‌ ଜଳ ଯୋଗାଣ ପାଇଁ ବିଭିନ୍ନ ଯୋଜନାରେ ଗତ ୨ ଆର୍ଥିକ ବର୍ଷର ଅକ୍ଟୋବର ସୁଦ୍ଧା ୬୪୪.୧୩ କୋଟି ଟଙ୍କା ଖର୍ଚ୍ଚ ହୋଇସାରିଛି। ସେଥିମଧ୍ୟରୁ ଓଏମ୍‌ବିଏଡିସି (ଓଡିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ)ରେ…

ଅଧିକାରୀଙ୍କୁ ଅଧିଗ୍ରହଣ ବୋଝ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୮ା୧୧:ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କଟକ ଓ ଢେଙ୍କାନାଳ ଜିଲା ଦେଇ ଯାଇଥିବା ୩ ରେଳ ପ୍ରକଳ୍ପର ଦୋହରୀକରଣ ଓ ସମ୍ପ୍ରସାରଣ ପାଇଁ ଜମି ମିଳୁନି। ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଗତ ୧୨ ରୁ ୧୫ ବର୍ଷ…

ନିର୍ମାଣ ଶ୍ରମିକଙ୍କ ଆନ୍ଦୋଳନ

ରସୁଲପୁର, ୧୮।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱସ୍ଥ ମହିଳା ହାଟଠାରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକ ଆନ୍ଦୋଳନ କରିଛନ୍ତି। କରୋନାର ସ୍ବତନ୍ତ୍ର ଆର୍ଥତ୍କ ସହାୟତାର ଦ୍ୱିତୀୟ ଦଫାରୁ ବଞ୍ଚତ୍ତ ଶ୍ରମିକ ଏହି ଆନ୍ଦୋଳନ…

ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ନିରାଶ

ଯାଜପୁର ଅଫିସ, ୧୮।୧୧: ଯାଜପୁର ଜିଲା ବଡ଼ଚଣା ବ୍ଲକରେ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ହଇରାଣ ହରକତ ହେଉଛନ୍ତି। ଏଥିରେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ହିତାଧିକାରୀ ଅଧିକାଂଶ ସମୟରେ ଖାଲି ହାତରେ ଫେରୁଛନ୍ତି। ନିର୍ଦ୍ଧାରିତ ପ୍ରତି ମାସ…

ଗୋପାଳପୁରକୁ ବୟନ ଗ୍ରାମ ଭାବେ ଘୋଷଣା କରାଯିବ

ରସୁଲପୁର,୧୬।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତର ଟସର ବସ୍ତ୍ରର ହବ୍‌ ଭାବେ ପରିଚିତ ଗୋପାଳପୁର ଗାଁକୁ ବୟନ ଗ୍ରାମ ଭାବେ ଘୋଷଣା କରାଯିବ ବୋଲି ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ବୁଣାକାରମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ା ଏହି ପ୍ରସ୍ତାବ…

ପାଣି ଚୋରି ରୋକିବ ସେନ୍‌ସର

ଯାଜପୁର ଅଫିସ,୧୬।୧୧: ଜଳ ସମ୍ପଦ ବିଭାଗ ପକ୍ଷରୁ ବିଭିନ୍ନ ସହର, ଶିଳ୍ପ ଏବଂ ବାଣିଜି୍ୟକ ପ୍ରତିଷ୍ଠାନଗୁଡିକୁ ଆଇନ ଅନୁଯାୟୀ ଜଳଯୋଗାଣ କରାଯାଉଛି। ୱାଟର ଆଲୋକେଶନ କମିଟି(ଡବ୍ଲ୍ୟୁଏସି)ର ମଞ୍ଜୁରୀକ୍ରମେ ୩୧ା୩ା୨୦୨୦ ସୁଦ୍ଧା ୧୦୮ ସହରାଞ୍ଚଳ ଏବଂ ୨୧୭ ଶିଳ୍ପାନୁଷ୍ଠାନକୁ ନଦୀ, ନାଳ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri