ବିନା ଲାଇସେନ୍ସ, କାଗଜପତ୍ରରେ ଗଡୁଛି ଟ୍ରାକ୍ଟର, ଗୋଟିଏ ରେଜିଷ୍ଟ୍ରେଶନ ନମ୍ବରରେ ଏକାଧିକ ଗାଡ଼ି
ଧର୍ମଶାଳା,୧୨ା୩(ଶିବ ପ୍ରସାଦ ମହାନ୍ତି): ପରିବହନ ବିଭାଗ ପକ୍ଷରୁ ନିୟମ ଅନେକ ରହିଥିଲେ ସୁଦ୍ଧା ତାହା ଟ୍ରାକ୍ଟରଗୁଡ଼ିକ ପାଇଁ ସଠିକ୍ ଭାବରେ ପାଳନ କରାଯାଉନାହିଁ। ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳୁଛି । ଟ୍ରାକ୍ଟରଗୁଡ଼ିକ ବିନା ଫିଟନେସ୍,ଇନ୍ସ୍ୟୁରାନସ୍…
ଜାରକା ବଜାରରେ ନକଲି ଡାକ୍ତର! ରୋଗୀଙ୍କ ଜୀବନ ସହ ଖେଳୁଛନ୍ତି ନକଲି….
ଧର୍ମଶାଳା,୧୧।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ବିଭିନ୍ନ ଛକ ବଜାରରେ ମାଳମାଳ ଔଷଧ ଦୋକାନ ସହିତ ରୋଗୀ ଦେଖିବା ପାଇଁ ଡାକ୍ତର ଚାମ୍ବର କରାଯାଇଛି । ଏହି ଚମ୍ବାରକୁ ବିଭିନ୍ନ ବିଭାଗର ଡାକ୍ତରମାନେ ଆସି ରୋଗୀମାନଙ୍କୁ ଦେଖିଥାନ୍ତି…
ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ କଲେ ମହିଳା
ମୋହନା,୧୧ା୩(ମନ୍ମଥ ମିଶ୍ର): ସରକାର ଅନେକ ଯୋଜନା ପ୍ରସ୍ତୁତ କରିଥିବାବେଳେ ଆଜି ବି ଜନନୀ ଯନ୍ତ୍ରଣା ଥମିନି। ରାସ୍ତା ଖରାପ ପାଇଁ ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ ମହିଳା ଘରେ ସନ୍ତାନ ପ୍ରସବ କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…
ମଦ ପିଇ ହୋଲି ଖେଳୁଥିଲେ ଦୁଇ ସାଙ୍ଗ, ନିଶାରେ ଚୂର୍ ଥାଇ ଭୁଲିଗଲେ ସବୁକିଛି, ପରେ ଘଟିଲା ଏମିତି…
ଯାଜପୁରରୋଡ୍,୫ା୩(ପବିତ୍ର ରଞ୍ଜନ ମହାନ୍ତି): ହୋଲି ହେଲା କାଳ, ରଙ୍ଗ ବୋଳାବୋଳି ସହ ଖୁସିର ପର୍ବ ପରେ ଘରେ ପଡ଼ିଛି କାନ୍ଦବୋବାଳି। ପୋଖରୀରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ବୁଧବାର ହୋଲି ଖେଳିବା ପରେ ୟୁପିରୁ ଆସି…
କାଳ ହେଲା ହୋଲି, ନଦୀରେ ବୁଡ଼ି ଚାଲିଗଲା ବ୍ୟାଙ୍କ କର୍ମଚାରୀଙ୍କ ଜୀବନ
ଯାଜପୁରରୋଡ଼,୪ା୩(ପବିତ୍ର ରଞ୍ଜନ ମହାନ୍ତି): ହୋଲିରେ ବଡ ଅଘଟଣ । ରଙ୍ଗ ଖେଳିସାରି ଗାଧୋଉ ଥିବାବେଳେ ନଦୀରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି । ଯୋକଡିଆ ଖରସ୍ରୋତା ନଦୀରେ ଘଟିଛି ଏହି ଅଘଟଣ । ମୃତ ଯୁବକ ଯାଜପୁର ରୋଡ ଥାନା ପଦ୍ମପୁର…
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…
ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ ସାଙ୍ଗମାନଙ୍କ ସହ ନଦୀକୁ ଗାଧେଇବାକୁ ଯାଇଥିବା ବେଳେ ବୁଡ଼ିଯାଇଥିଲେ। ସେଠାରେ ଥିବା ସାଙ୍ଗମାନେ…
ଜଳିଲା କାଏମା ପାହାଡ: ନିଆଁ ଲଗାଇ ଚାଲିଗଲେ ଦୃର୍ବୁତ୍ତ ବନ ବିଭାଗର ଦାୟିତ୍ୱ ଉପରେ ଉଠିଲା ପ୍ରଶ
ଧର୍ମଶାଳା,୪।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକର ଐତିହାସିକ କାଏମା ପାହାଡରେ କେହି ଦୃର୍ବୁତ୍ତ ନିଆଁ ଲଗାଇ ଦେବା ଫଳରେ ଦୀର୍ଘ ସମୟ ଧରି ପାହାଡରେ ନିଆଁ ଲାଗିଥିଲା। ପାହାଡରେ ଥିବା ଗଛର ପତ୍ରଗୁଡ଼ିକ ପଡ଼ି ରହିଥିବା କାରଣରୁ ଅଳ୍ପ…
ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…
ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ନେଇ ବଧୂର ବାପା ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ,…
ନିଶା ନିବାରଣ ଅଭିଯାନ: ଗାଁରେ ତାତିଲେ ମହିଳା
ଜେନାପୁର,୨।୩(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ଥାନା ଅଧୀନ ଅଞ୍ଜିରା ପଞ୍ଚାୟତରେ ନିଶା ନିବାରଣ ଅଭଯାନ ଆରମ୍ଭ ହୋଇଅଛି। ସୂଚନା ଥାଉକି ଅଳସଗଣ୍ଡ ଗ୍ରାମ, ଢଙ୍କୁଣୀଆ, ଅଞ୍ଜିରା ଗଡ଼, ଟାଇଲ ସାହି ଗ୍ରାମର ଦେଶୀ ମୋହୁଲି ବିକ୍ରି…
ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…
ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ ଭାବେ ନେତାଙ୍କ ଚାପରେ ତାଙ୍କ ଉପରେ କରିଥିବା ଅତ୍ୟାଚାର ଓ ବେଆଇନ କାର୍ଯ୍ୟ…
ଗୋ ମାଂସ ନେଇ ଯାଉଥିବାବେଳେ ବ୍ୟବସାୟୀଙ୍କୁ କାବୁ କଲେ ଗ୍ରାମବାସୀ, ଅଟକ ରଖି ଦେଲେ ପୋଲିସ ଜିମା
ଧର୍ମଶାଳା,୨୬।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ସୁନ୍ଦୁରିଆ ପଞ୍ଚାୟତର ଏକ ପୋଖରୀ ନିକଟରୁ ବେଆଇନ ଗୋ ମାଂସ ନେଇ ଯାଉଥିବା ବ୍ୟବସାୟୀଙ୍କୁ ସ୍ଥାନୀୟ ଲୋକେ ଅଟକ ରଖି ପୋଲିସ ଜିମା ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ ନେଉଳପୁର…
ଗାଁ ଦାଣ୍ଡରେ ବସିଥିବାବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା କାର୍, ଆଉ ତା’ ପରେ…
ଧର୍ମଶାଳା,୨୫ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଗନ୍ଧଣ ପଞ୍ଚାୟତର ଦରକୁଣ୍ଡି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏକ କାର୍ ମାଡ଼ି ଯିବାରୁ ଘଟଣାସ୍ଥଳରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବୃଦ୍ଧ ଜଣକ ହେଲେ…
Archives


