ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ
ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦଶରଥପୁର ବ୍ଲକର ବିଭିନ୍ନ ବନ୍ୟାଞ୍ଚଳକୁ ମୋଟରଚାଳିତ…
ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….
ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନରେ…
ସହାୟତାର ହାତ ବଢାଇଲେ ବବିତା
ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ଯଥା ଚୂଡ଼ା, ଗୁଡ଼, ଚିନି, ବିସ୍କୁଟ, ବିଶୁଦ୍ଧ ପାନୀୟଜଳ,…
ଜାରକା ପୋଲିସ ବିଟ୍ ହାଉସ୍ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ
ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍ ହାଉସ୍ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ ବିଟ୍ ହାଉସର ଛାତରୁ ପାଣି ଗଳୁଥିବା ବେଳେ ପ୍ରବେଶ ପଥର ନାମଫଳକ ଭାଙ୍ଗି…
Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ
ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ ଗାଁରେ ପାଣି ପଶି ରାସ୍ତାଘାଟ ସବୁ ଜଳମଗ୍ନ ହୋଇପଡିଛି। ଗାଁରୁ ସହର ଯିବାକୁ…
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ
ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ ସରକାରଙ୍କ ପକ୍ଷରୁ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ୧୪ା୭ା୨୦୨୬ରେ ଏକ ଗାଇଡଲାଇନ୍…
ଗୁଳି ଫୁଟାଇ ଲୁଟିନେଲେ ଅଳଙ୍କାର ଭର୍ତ୍ତି ବ୍ୟାଗ୍
ସିଂହପୁର,୧୫।୭(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଘଣ୍ଟିଆଳି ପୋଲ ନିକଟରେ ସୁନା ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଦୁର୍ବୃତ୍ତମାନେ ଗୁଳି ଫୁଟାଇ ପ୍ରାୟ ୩ କେଜି ରୂପା, ୨୦ ଗ୍ରାମ…
ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ
ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ ଜେଲ୍ ଦଣ୍ଡ ଦିଆଯାଇଛି। ଏହି ରାୟ ଶୁଣାଇଛନ୍ତି ଯାଜପୁର ଅତିରିକ୍ତ ଜିଲା ଜଜ।…
ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….
ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ନାବାଳକ ନିଖୋଜ ହୋଇଯାଇଛନ୍ତି । ସୂଚନା ଅନୁସାରେ, ନିଖୋଜ…
ଆକ୍ସନ ମୋଡ୍ରେ ଧର୍ମଶାଳା ପୋଲିସ: ୪ ବାଇକ୍ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…
ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ ନିକଟରୁ ୪ଟି ଚୋରି ହୋଇଥିବା ବାଇକ୍ ଜବତ କରାଯାଇଛି। ମିଳିଥିବା ସୂଚନାନୁଯାୟୀ, ଦୀର୍ଘଦିନ…
ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍, ମୋଟ୍ ୯ଟି ସ୍ଥାନରେ ରହିଛି…
ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ ହୋଇଛି। ଭୁବନେଶ୍ବରର ୪ଟି ଘର ସମେତ ମୋଟ୍ ୯ଟି ସ୍ଥାନରେ ରେଡ ହୋଇଛି।…
ଚିହ୍ନ ବଦଳିଲା, ହେଲେ ଗାଡ଼ି ନମ୍ବର ବଦଳିଲା ନାହିଁ
ଧର୍ମଶାଳା,୫ା୬(ଶିବ ପ୍ରସାଦ ମହାନ୍ତି): ରାଜନୀତିରେ ରାଜନେତାମାନେ ନିଜର ଦବଦବା ଦେଖାଇ ଥାଆନ୍ତି। ରାଜ ଉଆସ ପରି ଘର ସାଙ୍ଗକୁ ନାମୀଦାମୀ ଅନେକ ଗାଡ଼ି ମଧ୍ୟ ବ୍ୟବହାର କରିଥାନ୍ତି ସବୁଠୁ ବଡ଼ କଥା ନେତାମାନେ ଚଏସ୍ ନମ୍ବର ସହ ସବୁ ଗାଡ଼ିର ନମ୍ବରଗୁଡ଼ିକ…

