ଯାଜପୁର

ବ୍ଲକ୍‌ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ

ଧର୍ମଶାଳା,୨୦ା୮: ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ପ୍ରଭାତ ବଳବନ୍ତରାୟ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରଭାତଙ୍କ ବିରୋଧରେ ଅଗଷ୍ଟ ୧୧ରୁ ୩୮ରୁ ଅଧିକ ସମିତି ସଭ୍ୟ ଓ ସରପଞ୍ଚ ଅନାସ୍ଥା ପ୍ରସ୍ତାବ…

୨ ଭଉଣୀଙ୍କୁ ଉଲଗ୍ନ କରି ମାଡ଼: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଯାଜପୁର/ଜେନାପୁର/ଚଢେଇଧରା (ହର୍ଷବର୍ଦ୍ଧନ ବେହେରା/ଅଶୋକ ଦାସ/ଦିଲୀପ ପରିଡ଼ା),୧୩ା୮ :ଆଧୁନିକ ଜ୍ଞାନକୌଶଳ ବଳରେ ମଣିଷ ଆଗକୁ ଅଗ୍ରସର ହେଉଛି ା ହେଲେ ଆଜି ବି ଗ୍ରାମାଞ୍ଚଳରେ ଗୁଣିଗାରେଡି ଓ ପ୍ରେତାମତ୍ା ପରି ଅନ୍ଧବିଶ୍ୱାସ କେତେଜଣ ଲୋକଙ୍କ ମନରେ ବସାବାନ୍ଧି ରହିଛିା ଏହି ଅନ୍ଧବିଶ୍ୱାସ ଭିତରେ…

ପୂର୍ବତନ ବିଧାୟିକାଙ୍କ ଘରେ ତେଜିଲା ଭାଇ-ଭାଇ ବିବାଦ: ବଡ଼ ଭାଇଙ୍କ ବୋମାମାଡ଼ରେ ସାନଭାଇ ଆହତ

ବରୀ,୧୨।୮(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ବରୀ ପଞ୍ଚାୟତ ଅଧିନସ୍ଥ ଉତ୍ତର ବରୀ ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ବୋମାମାଡ଼ରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ସୂଚନା ମୁତାବକ, ଦୀର୍ଘ ଦିନ ଧରି ଜମି ଜମା ବଣ୍ଟନ ଘଟଣାକୁ…

ସମସ୍ୟା ଘେରରେ ସିଂହପୁର ଉଚ୍ଚ ବିଦ୍ୟାଳୟ

ସିଂହପୁର,୭।୮(ଅନଙ୍ଗ ଉଦୟ ବେଉରିଆ ): ଯାଜପୁର ଜିଲା ବିଂଝାରପୁର ବ୍ଲକର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସିଂହପୁର ସରକାରୀ ଉଚ୍ଚ ବିଦ୍ୟାଳୟ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି । ୧୯୫୮ରେ ସ୍ଥାନୀୟ ଅଞ୍ଚଳବାସୀ ଏବଂ ବୁଦ୍ଧିଜୀବୀଙ୍କ ଉଦ୍ୟମରେ ଏହି ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା…

୬ ବର୍ଷ ହେବ ନିଖୋଜ ଅଛନ୍ତି ପିହୁ: ୮ରୁ ଧାରଣାରେ ବସିବେ ମା’

ଯାଜପୁର ଟାଉନ,୨ା୮(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି):ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଧୀନ ମଧୁସୂଦନପୁର ଗଁାର ନାବାଳିକା ପିହୁ ନିଖୋଜ ଘଟଣାକୁ ୬ ବର୍ଷ ପୂରିବାକୁ ବସିଲାଣି, ହେଲେ ଏ ପର୍ଯ୍ୟନ୍ତ ତାଙ୍କ ସନ୍ଧାନ ମିଳିପାରିନାହିଁ। ଏହାକୁ ନେଇ ପିହୁଙ୍କ ମା’ ମୋନାଲିସା ନାୟକ…

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

କଳିଙ୍ଗନଗର,୧ା୮(ଶୁଭାଶିଷ ରାଉତ): ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ ପଡ଼ିଛନ୍ତି। ଯାଜପୁର ଜିଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ବ ସହାୟକ କିରାଣି ହେମନ୍ତ କୁମାର ପେରେଇ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଛି ଭିଜିଲାନ୍ସ…

ପୁଣି ବଢିଲା ଅଡୁଆ, ଆଉ ଜଣେ ବିଜେଡି ନେତା…

ଭୁବନେଶ୍ୱର,୨୯।୭: ପୁଣି ଜଣେ ବିଜେଡି ନେତାଙ୍କ ନାଁରେ ବଢିଲା ଅଡୁଆ। ପ୍ରଫୁଲ୍ଲ ଘଡେଇଙ୍କ ପୁଅ ତଥା ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ (ଡାନି)ଙ୍କ ନାଁରେ ଏଫଆଇଆର। କେବଳ ଡାନି ନୁହନ୍ତି ତାଙ୍କ ସମେତ ୭ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା। ଯାଜପୁର…

ଆସୁଛି ବନ୍ୟା: ଖରସ୍ରୋତାରେ ବଢୁଛି ଜଳସ୍ତର

ସିଂହପୁର,୨୭।୭(ଅନଙ୍ଗ ଉଦୟ ବେଉରିଆ): ସମ୍ଭବ୍ୟ ବନ୍ୟା ସ୍ଥିତିକୁ ନେଇ ବିଞ୍ଝାରପୁର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ ଖରସ୍ରୋତା ନଦୀରେ ଜଳସ୍ତର ବୃଦ୍ଧି ଆହୁରି ଚିନ୍ତା ବଢାଇଛି। ବିଞ୍ଝାରପୁର ବ୍ଲକର ୨୯ପଞ୍ଚାୟତ ମଧ୍ୟରୁ ପ୍ରାୟ ୧୫ପଞ୍ଚାୟତ ଖରସ୍ରୋତା ନଦୀ ଅବବାହିକାରେ…

ବାପଘର ଲୋକଙ୍କୁ ଖାଦ୍ୟରେ ବିଷ ଦେଇଦେଲେ ବିବାହିତା ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଦଶରଥପୁର,୨୬ା୭(ସୁଶାନ୍ତ କୁମାର ବେହୁରିଆ):ପାରିବାରିକ କଳହକୁ ନେଇ ଯାଜପୁର ଜିଲା ମଙ୍ଗଳପୁର ଥାନା କନିକାପଡ଼ା ଗ୍ରାମରେ ଜଣେ ବିବାହିତା ଝିଅ ତାଙ୍କ ବାପଘର ଲୋକଙ୍କ ଖାଦ୍ୟରେ ବିଷ ମିଶାଇ ଦେଇଛନ୍ତି। ବିଷମିଶା ଖାଦ୍ୟ ଖାଇ ପରିବାରର ୬ ସଦସ୍ୟ ଗୁରୁତର ହୋଇଛନ୍ତି। ସେମାନଙ୍କୁ…

ବନ ବିଭାଗରେ ହାଜର ହେଲେ ଖଳନାୟକ

ଚଣ୍ଡିଖୋଲ,୨୪।୭(ପ୍ରଦୀପ୍ତ କୁମାର ପୃଷ୍ଟି):ମଞ୍ଚରେ ଅଜଗର ସାପ ଧରି ଯାତ୍ରା ପରିବେଷଣ କରିବା ତୁଳସୀ ଗଣନାଟ୍ୟର ଖଳନାୟକ ସାଜିଥିବା ଅଭିନେତା ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ପାଇଁ ମହଙ୍ଗା ପଡ଼ିଛି। ବନ ବିଭାଗ ନୋଟିସ ଅନୁସାରେ ଖଳନାୟକ ସାଇ ସତ୍ୟଜିତ୍‌ ବୁଧବାର ଯାଜପୁର ଜିଲା…

ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା: ମନ୍ତ୍ରୀପଦ ପାଇଁ ୫୧ ବର୍ଷ ଅପେକ୍ଷାରେ କୋରେଇବାସୀ

ଯାଜପୁର,୨୨ା୭(ହର୍ଷବର୍ଦ୍ଧନ ବେହେରା):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରାଜ୍ୟପାଳ ହରିବାବୁ କମ୍ଭମ୍‌ପାଟିଙ୍କୁ ଭେଟି ଆଲୋଚନା କରିବା ପରେ ରାଜ୍ୟରେ ମନ୍ତ୍ରୀପଦ ସମ୍ପ୍ରସାରଣ ଚର୍ଚ୍ଚା ଜୋର ଧରିଛି। ଯାଜପୁର ଜିଲାର ବ୍ୟାସନଗର ପୌର ପରିଷଦକୁ ନେଇ ୧୯୭୪ରେ କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀ ଗଠନ…

ଅସୁରକ୍ଷିତ ହୋଇପଡ଼ିଛି ବୌଦ୍ଧ କୀର୍ତ୍ତିରାଜି ଲାଙ୍ଗୁଡି: ବଢୁଛି ଅସାମାଜିକ କାର୍ଯ୍ୟ

ଧର୍ମଶାଳା ,୧୮।୭(ଶିବପ୍ରାସାଦ ମହାନ୍ତି): ଯାଜପୁର ଜିଲାର ବୌଦ୍ଧ କୀର୍ତ୍ତିରାଜି ଲାଙ୍ଗୁଡି ପର୍ଯ୍ୟଟନ ସ୍ଥଳୀ ଦିନକୁ ଦିନ ଅସୁରକ୍ଷିତ ହୋଇପଡ଼ିଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ଏହାର ପୁନଃରୁଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲେ ମଧ୍ୟ ଏହା ଅସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?