ଯାଜପୁର

ବ୍ୟାସନଗର ମ୍ୟୁନିସିପାଲିଟି ୱାର୍ଡ ପୁନର୍ଗଠିତ

ଯାଜପୁର ଅଫିସ,୧୦।୧୧: ୨୬ ୱାର୍ଡ ବିଶିଷ୍ଟ ବ୍ୟାସନଗର ମ୍ୟୁନିସିପାଲିଟିର ପଛୁଆବର୍ଗଙ୍କ ପାଇଁ ୭ଟି ୱାର୍ଡ ସଂରକ୍ଷିତ ରହିଥିବାବେଳେ ସେଥିରୁ ୪ଟି ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ତଫସିଲଭୁକ୍ତ ଜାତିଙ୍କ ପାଇଁ ସଂରକ୍ଷିତ ୩ଟି ୱାର୍ଡରୁ ୨ ମହିଳା ଓ ତଫସିଲଭୁକ୍ତ ଜନଜାତିଙ୍କ…

ପାହାଡ଼ ପାଲଟୁଛି ପୋଖରୀ

ଯାଜପୁର ଅଫିସ/ ଜେନାପୁର,(ଡି.ଏନ.ଏ.),୯।୧୧: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଅନେକ ଖାଦାନରୁ ଅନୁମତିଠାରୁ ପ୍ରାୟ ୧୦୦ ଗୁଣ ଅଧିକ କଳାପଥର ଉତ୍ତୋଳନ ହେଉଥିବାରୁ ପାହାଡ଼ ଏବେ ପୋଖରୀର ରୂପ ନେଇଛି। ଲିଜ୍‌ଧାରୀଙ୍କ ଧାର୍ଯ୍ୟ ସମୟସୀମା ସରିବା ପରେ ଉକ୍ତ ଗାତକୁ…

ରାଜ୍ୟ ବାହାରେ ବିକ୍ରି ହେଉଥିଲା ଚୋରାଗାଡ଼ି

ଯାଜପୁର ଟାଉନ,୮।୧୧(ଡି.ଏନ.ଏ.): ଯାଜପୁର ସହରସ୍ଥ ଶିତଳେଶ୍ୱର ଅଞ୍ଚଳର ରାଧା କବାଡ଼ିଆ ଦୋକାନରେ ଚୋରା ଗାଡ଼ି କଟାଯାଇ ରାଜ୍ୟ ବାହାରେ ବିକ୍ରି କରାଯାଉଥିଲା। ଏକଥା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ଯାଜପୁର, କଟକ, ଭଦ୍ରକ ଓ କେନ୍ଦ୍ରାପଡ଼ା ଅଞ୍ଚଳରୁ ଚୋରି ହୋଇଥିବା…

ବିନା ଅନୁମତିରେ ଲୁହା ତରଳା କାରଖାନା, ଉତ୍କଟ ପ୍ରଦୂଷଣରେ ନୟାନ୍ତ ଅଞ୍ଚଳବାସୀ

ଯାଜପୁର ଅଫିସ/ଜେନାପୁର(ଡି.ଏନ.ଏ.),୭ା୧୧: ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ନିୟୋଜିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସପିସିବି) ଅଧିକାରୀମାନେ ଯାଜପୁର ଜିଲା ପାଇଁ ଆଖି ବୁଜିଦେଇଛନ୍ତି। ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ଏବଂ ଧର୍ମଶାଳା ତହସିଲ ଅଞ୍ଚଳରେ ବିନା ପରିବେଶ ମଞ୍ଜୁରୀରେ ଜଙ୍ଗଲ ଜମିରେ ଏକାଧିକ ଛୋଟବଡ଼…

ବିକାଶ, ବିନାଶକୁ ନେଇ ଚର୍ଚ୍ଚା

ଯାଜପୁର ଅଫିସ,୭ା୧୧: ଯାଜପୁର ଜିଲାର ଯାଜପୁର ପୌରାଞ୍ଚଳରେ ବିକାଶ ଚାଲିଥିବା ବେଳେ ଓ ବ୍ୟାସନଗର ପୌରାଞ୍ଚଳରେ ତାହା ନାହିଁ। ଏହାକୁ ନେଇ ଏବେ ସବୁଠି ଚର୍ଚ୍ଚା ଜୋର ଧରିଛି। ଯାଜପୁର ସହରରେ ବିକାଶମୁଖୀ ବିଭିନ୍ନ ପ୍ରକଳ୍ପ ଆଶାତୀତ ହେଉଥିବାବେଳେ ଏପଟେ ବ୍ୟାସନଗର…

ଭାଗବଣ୍ଟା ଛିଣ୍ଡୁନି, ପ୍ରକଳ୍ପ ବିଳମ୍ବିତ

ଯାଜପୁର ଅଫିସ, ୭ା୧୧: ଖର୍ଚ୍ଚ ଭାଗବଣ୍ଟା (କଷ୍ଟ ଶେୟାରିଂ) ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ଓଡ଼ିଶାର ୩ ରେଳ ପ୍ରକଳ୍ପ କାର୍ଯ୍ୟ ଠିକଭାବେ ଆଗକୁ ବଢ଼ିପାରୁନାହିଁ। ଏଥିରେ ଖୋର୍ଦ୍ଧା ରୋଡ-ବଲାଙ୍ଗୀର, ଜୟପୁର-ମାଲକାନଗିରି ଓ ଜୟପୁର-ନବରଙ୍ଗପୁର ନୂଆ ରେଳଲାଇନ ପ୍ରକଳ୍ପ ରହିଛି। ସେଥିମଧ୍ୟରୁ…

ଖସୁଛି ଭୂତଳ ଜଳସ୍ତର ଜଟିଳ ଆଡ଼କୁ ୬ ବ୍ଲକ

ଯାଜପୁର ଅଫିସ,୬।୧୧: ଦିନକୁ ଦିନ ଭୂତଳ ଜଳସ୍ତର ହ୍ରାସ ପାଇବାରେ ଲାଗିଛି । ଗ୍ରୀଷ୍ମ ପ୍ରବାହ ସମୟରେ ପାଣି ପାଇଁ ହାହାକାର ପଡୁଛି। ଏପରି ସ୍ଥିତିରେ ଜଳାଶୟ କିସମ ଜମି ମଧ୍ୟ କମିବାରେ ଲାଗିଛି।। ପୋଖରୀ ପୁନରୁଦ୍ଧାର ଅବା ଖୋଳାଯିବା ପରିବର୍ତ୍ତେ ପୁରାତନ…

କୁମ୍ଭୀର ଆକ୍ରମଣରେ ନିଖୋଜ ଥିବା ଯୁବକଙ୍କ ମୃତଦେହ ଆଜି ମିଳିଲା

ବରୀ,୫ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଉଦୟନାଥପୁର ପଞ୍ଚାୟତସ୍ଥିତ କହରାଗଣ୍ଡ ଗ୍ରାମର ନିଶିକାନ୍ତ ମଲ୍ଲିକ (୨୪) ଓ ସାନ ଭାଇ ସୌଭାଗ୍ୟ ମଲ୍ଲିକ ଗତ ବୁଧବାର ନଦୀରେ ମାଛ ଧରୁଥିବା ବେଳେ ନିଶିକାନ୍ତଙ୍କୁ କୁମ୍ଭୀର ଟାଣି ନେଇଥିଲା। ଘଟଣାସ୍ଥଳରେ ଉପସ୍ଥିତ ଥିବା ସାନ ଭାଇ…

ସୁଇସାଇଡ୍‌ ନୋଟରେ ଏମିତି ଲେଖିଛନ୍ତି ଆତ୍ମହତ୍ୟା କରିଥିବା ଛାତ୍ରୀ

ଚଣ୍ଡିଖୋଲ,୩ା୧୧(ଡି.ଏନ.ଏ.): ବଡ଼ଚଣା ଥାନା ଅଧୀନ ଚଣ୍ଡିଖୋଲସ୍ଥିତ ଏକ ଘରୋଇ କଲେଜ ହଷ୍ଟେଲରେ ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯାଜପୁରରୋଡ ଥାନା ଅଧୀନ କରଡ଼ିଗ୍ରାମର ରବୀନ୍ଦ୍ର ଦାସଙ୍କ ବଡ଼ଝିଅ ସ୍ମୃତିଶ୍ରୀ ଦାସ(୧୮)। ସ୍ମୃତିଶ୍ରୀ ଏହି କଲେଜର ଯୁକ୍ତ ଦୁଇ…

ମାଛ ଧରୁଥିବା ବେଳେ ଯୁବକଙ୍କୁ ଟାଣିନେଲା କୁମ୍ଭୀର, ମିଳୁନି ପତ୍ତା

ବରୀ,୩ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ତନ୍ତୀ ଘାଇ ଶାଖା ଚିଙ୍ଗୁଡ଼ିଆ ନାଳରେ ଏକ କୁମ୍ଭୀର ଜଣେ ଯୁବକଙ୍କୁ ବୁଧବାର ଟାଣି ନେଇଛି। ସେ ହେଲେ ଉଦୟନାଥପୁର ପଞ୍ଚାୟତର କହରାଗଣ୍ଡ ଗ୍ରାମର ମୁରଲୀଧର ମଲ୍ଲିକଙ୍କ ପୁଅ ନିଶିକାନ୍ତ(୪୦)। ସେ ତାଙ୍କ ଭାଇଙ୍କ…

ପ୍ରାଥମିକ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତି ବିରୋଧରେ ଆମରଣ ଅନଶନ

ବରୀ,୧ା୧୧(ଡି.ଏନ୍‌.ଏ.): ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ଉଦୟନାଥପୁର ପ୍ରାଥମିକ ବିଦ୍ୟାଳୟର ମିଶ୍ରଣକୁ ନେଇ ଛାତ୍ରୀଛାତ୍ର, ଗ୍ରାମବାସୀ,ଅଭିଭାବକ ଓ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ପ୍ରସନ୍ନ ସାମଲଙ୍କ ନେତୃତ୍ୱରେ ଆଜି ବରୀ ଶିକ୍ଷା ମଣ୍ଡଳ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିବାର ଦେଖିବାକୁ ମିଳିଛି।…

ଖଣି, ଶିଳ୍ପାଞ୍ଚଳରେ ଠିକାସଂସ୍ଥା ମାଲାମାଲ୍‌: ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ,୧ା୧୧: ଶିଳ୍ପୋନ୍ନତ ଯାଜପୁର ଜିଲାରେ ଥିବା କମ୍ପାନୀଗୁଡିକ ସେମାନଙ୍କ ପାଇଁ ଥିବା ନୀତି ନିୟମକୁ ଉଲ୍ଲଂଘନ କରୁଥିବା ପୂର୍ବରୁ ଅଭିଯୋଗ ହୋଇଆସୁଛି। ଏମାନଙ୍କ କଳା କାରନାମା ଦେଖି ଖଣି ଓ କମ୍ପାନୀ ଅଧୀନରେ ଥିବା ଠିକାସଂସ୍ଥାଗୁଡିକ ମଧ୍ୟ ପ୍ରଶାସନକୁ ଠକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri