ଯାଜପୁର

ମୃତ ହିତାଧିକାରୀଙ୍କ ନାଁରେ ଟଙ୍କା ଉଠାଣ

ଯାଜପୁର ଅଫିସ,୨୪ା୧୨: ସରକାରୀ ଯୋଜନାଗୁଡ଼ିକରେ ଦୁର୍ନୀତି କ୍ଷେତ୍ରରେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକକୁ ଉଦାହରଣ ଭାବେ ନିଆଯାଇପାରେ। ଏହି ବ୍ଲକରେ ପୂର୍ବରୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା, ଚେକ୍‌ ଡ୍ୟାମ୍‌, ଆବାସ ଯୋଜନାରେ ଅନେକ ଦୁର୍ନୀତି ପ୍ରମାଣିତ ହୋଇସାରଛି।…

ନିଯୁକ୍ତିରେ ବିଭ୍ରାନ୍ତିକର ତଥ୍ୟ

ଯାଜପୁର ଅଫିସ,୨୩ା୧୨: ଶିଳ୍ପସଂସ୍ଥାଗୁଡ଼ିକର ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ରାଜ୍ୟ ସରକାରଙ୍କ ଦ୍ୱାରା ଇଣ୍ଡଷ୍ଟ୍ରି କେୟାର ନାମକ ଏକ ଉଦ୍ୟମ ଆରମ୍ଭ ହୋଇଛି। ଏହାବ୍ୟତୀତ ଶିଳ୍ପ ସଂସ୍ଥା ଦ୍ୱାରା ସରକାରଙ୍କ ଅନ୍‌ଲାଇନ ପୋର୍ଟାଲ ଷ୍ଟେଟ୍‌ ପ୍ରୋଜେକ୍ଟ ମନିଟରିଂ ଗ୍ରୁପ୍‌ (ଏସ୍‌ପିଏମ୍‌ଜି) ଓ…

ସମର୍ଥନ ଅଧିକ, ବିରୋଧ କମ୍‌

କାଳିଆପାଣି,୨୩ା୧୨(ଡି.ଏନ.ଏ.): ସୁକିନ୍ଦା ତହସିଲ ଅଧୀନ ଟାଟାଷ୍ଟିଲ ମାଇନିଂ ଲିମିଟେଡ୍‌ର କମର୍ଦା ଓ ସାରୁଆବିଲ ଖଣିର ପରିବେଶ ମଞ୍ଜୁରୀ ପାଇଁ ବୁଧବାର ଏକ ଜନଶୁଣାଣି ଶିବିରି ଅନୁଷ୍ଠିତ ହୋଇଯାଇଛି। ସାରୁଆବିଲ ଗ୍ରାମ ଖେଳପଡ଼ିଆରେ ଅନୁଷ୍ଠିତ ଶିବିରରେ ଅଞ୍ଚଳ ଲୋକେ ଯୋଗଦେଇ ବିଭିନ୍ନ ଦାବି…

ଟ୍ରାଫିକ୍‌ ଆଇଆଇସିଙ୍କ ବିରୋଧରେ ମାମଲା

ଯାଜପୁର ଅଫିସ,୨୨ା୧୨: ଟ୍ରାଫିକ ନିୟମ ଖିଲାପ କରି ନ ଥିବା ସତ୍ତ୍ବେ ଜଣେ ଆଇନଜୀବୀଙ୍କ ନାମରେ ଅନ୍‌ଲାଇନ ଚାଲାଣ କଟାଯିବା ଘଟଣା ଚଣ୍ଡିଖୋଲ ଟ୍ରାଫିକ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି। ଏଥିନେଇ ସମ୍ପୃକ୍ତ ଆଇନଜୀବୀ ଚଣ୍ଡିଖୋଲ ଜେଏମ୍‌ଏଫ୍‌ସିଙ୍କ କୋର୍ଟରେ ଏକ ଅଭିଯୋଗ…

ସେତୁ ଶିଳାନ୍ୟାସକୁ ନେଇ ବିବାଦ ବରୁହାଁ-ବାଲିଚନ୍ଦ୍ରପୁର

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୨ା୧୨ (ଡି.ଏନ.ଏ./ସ୍ବ.ପ୍ର.): ଯାଜପୁର ଜିଲା ବଡ଼ଚଣା ବ୍ଲକ ବାଲିଚଦ୍ରପୁର ପଞ୍ଚାୟତ ଅଧୀନ ବରୁହାଁ-ବାଲିଚନ୍ଦ୍ରପୁର ପୂର୍ତ୍ତ ବିଭାଗ ରାସ୍ତାର ରୁକୁଟିପାଟଠାରେ ବିରୂପା ନଦୀରେ ନିର୍ମାଣ ହେବାକୁ ଥିବା ସେତୁକୁ ନେଇ ବିବାଦ ଉପୁଜିଛି। ବୁଧବାର ପୂର୍ତ୍ତ ବିଭାଗ ତରଫରୁ ଏହି ସେତୁର…

ସହଚର ହେଲାଣି ବାତ୍ୟା, ବନ୍ୟା

ଯାଜପୁର ଅଫିସ,୨୦।୧୨: ରାଜ୍ୟର ପ୍ରମୁଖ ସହର ଓ ଶିଳ୍ପାଞ୍ଚଳଗୁଡ଼ିକରେ ବାୟୁ ଏବଂ ଜଳ ପ୍ରଦୂଷଣ ମାତ୍ରା ଅଣାୟତ୍ତ ହେବାରେ ଲାଗିଛି। ଏଭଳିସ୍ଥଳେ ରାଜ୍ୟବାସୀ ପ୍ରାୟ ଦୁଇ ଦଶନ୍ଧି ମଧ୍ୟରେ ଅନେକ ଥର ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟରେ ହନ୍ତସନ୍ତ ହେଲେଣି। ଦିନକୁ ଦିନ…

ଖଣି ଅଞ୍ଚଳରେ ଓଭରଲୋଡିଂ

ଯାଜପୁର ଅଫିସ,୨୦ା୧୨: ଯାଜପୁର ଜିଲାରେ ପଥରକ୍ବାରି ଓ କ୍ରଶର ସମେତ ବାଲି ଖାଦାନଗୁଡ଼ିକରୁ ଓଭରଲୋଡିଂ ଗାଡ଼ି ଚଳାଚଳ ଅଣାୟତ୍ତ ହୋଇଛି। ବିଶେଷକରି ସୁକିନ୍ଦା ଅଞ୍ଚଳକୁ ଢେଙ୍କାନାଳ ଜିଲା ଭୁବନ ଏବଂ ଯାଜପୁର ଜିଲାର ଚଢ଼େଇଧରା ଅଞ୍ଚଳରୁ ଚିପ୍ସ, ମେଟାଲ, ବୋଲଡର ଓ…

ବନ୍ୟାକୁ ବର୍ଷେ, ମରାମତି ହେଲାନି ରାସ୍ତା

ବିଞ୍ଝାରପୁର,୧୯ା୧୨(ଡି.ଏନ.ଏ.): ଖରସ୍ରୋତା ନଦୀରେ ଗତବର୍ଷ ବନ୍ୟା ଆସି ବିଞ୍ଝାରପୁର ବ୍ଲକ ଚନ୍ଦ୍ରମୁଁ ପଞ୍ଚାୟତ ମଲ୍ଲିପୁର ଗ୍ରାମର ରାସ୍ତା ଭାଙ୍ଗିଥିଲା। ଇତିମଧ୍ୟରେ ବନ୍ୟାକୁ ବର୍ଷେ ପୂରିଥିଲେ ମଧ୍ୟ ରାସ୍ତା ମରାମତି ହୋଇନାହିଁ। ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗ୍ରାମାଞ୍ଚଳର ଲୋକଙ୍କ…

ସ୍ବଦେଶ ଦର୍ଶନ ଯୋଜନାରେ ଓଡ଼ିଶାକୁ ଅଣଦେଖା

ଯାଜପୁର ଅଫିସ,୧୯ା୧୨: ଓଡ଼ିଶାକୁ ବିଦେଶୀ ପର୍ଯ୍ୟଟକ ଆସିଲେ କେନ୍ଦ୍ର ସରକାର ମଧ୍ୟ ବିିଭିନ୍ନ ବାଟରେ ଆର୍ଥିକ ଲାଭବାନ୍‌ ହେଉଛନ୍ତି। କିନ୍ତୁ ଓଡ଼ିଶାର ପର୍ଯ୍ୟଟନ ବିକାଶ ପାଇଁ ଆଖିବୁଜି ଦେଉଛନ୍ତି। ଏ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସ୍ବଦେଶ ଦର୍ଶନ ଯୋଜନାକୁ ଉଦାହରଣ ନିଆଯାଇପାରେ,…

ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ସିଂହପୁର,୧୮ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଓଳେଇ ଚନ୍ଦନପୁର ଗ୍ରାମର ସୌମେନ୍ଦ୍ର ଶୁକ୍ରବାର ଖରସ୍ରୋତା ନଦୀରେ ନିଖୋଜ ହୋଇଯାଇଥିଲେ। ବହୁ ଖୋଜାଖୋଜି ପରେ ତାଙ୍କ ପତ୍ତା ମିଳି ନ ଥିଲା। ତେବେ ଶନିବାର ସିଂହପୁର ଜଳସମ୍ପଦ କାର୍ଯ୍ୟାଳୟ ନିକଟରେ ମାଛ…

ବଦଳି ଦାବିକୁ ଛାତ୍ରୀଛାତ୍ରଙ୍କ ବିରୋଧ

ରସୁଲପୁର,୧୮।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ ଆଦାମପୁରସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳିକୁ ନେଇ ବିବାଦ ସୃଷ୍ଟି ହୋଇଛି। ଶୁକ୍ରବାର କେତେଜଣ ଅଣଅଭିଭାବକ ବିଦ୍ୟାଳୟ ଫାଟକରେ ତାଲା ପକାଇ ପ୍ରଧାନଶିକ୍ଷୟିତ୍ରୀ କୃଷ୍ଣାରାଣୀ ବେହେରଙ୍କ ବଦଳି ଦାବି କରିଥିଲେ।…

ଚାଷୀଙ୍କ ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ

ଯାଜପୁର ଅଫିସ,୧୮ା୧୨: ଚାଷୀ ଓ ଚାଷର ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ। ବିଶେଷକରି ଚଳିତ ବର୍ଷ ୟାସ୍‌ ଓ ଏହାର ୬ ମାସ ପରେ ଜୱାଦ ଚାଷୀଙ୍କ ଜୀବନଜୀବିକାକୁ ଅତିମାତ୍ରାରେ ପ୍ରଭାବିତ କରିଛି। ନଦୀବନ୍ଧରେ ଘାଇ ସୃଷ୍ଟି ଏବଂ ବିଲରେ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?