ଯାଜପୁର

ନିର୍ମାଣ ଶ୍ରମିକଙ୍କ ଆନ୍ଦୋଳନ

ରସୁଲପୁର, ୧୮।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱସ୍ଥ ମହିଳା ହାଟଠାରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକ ଆନ୍ଦୋଳନ କରିଛନ୍ତି। କରୋନାର ସ୍ବତନ୍ତ୍ର ଆର୍ଥତ୍କ ସହାୟତାର ଦ୍ୱିତୀୟ ଦଫାରୁ ବଞ୍ଚତ୍ତ ଶ୍ରମିକ ଏହି ଆନ୍ଦୋଳନ…

ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ନିରାଶ

ଯାଜପୁର ଅଫିସ, ୧୮।୧୧: ଯାଜପୁର ଜିଲା ବଡ଼ଚଣା ବ୍ଲକରେ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ ହଇରାଣ ହରକତ ହେଉଛନ୍ତି। ଏଥିରେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ହିତାଧିକାରୀ ଅଧିକାଂଶ ସମୟରେ ଖାଲି ହାତରେ ଫେରୁଛନ୍ତି। ନିର୍ଦ୍ଧାରିତ ପ୍ରତି ମାସ…

ଗୋପାଳପୁରକୁ ବୟନ ଗ୍ରାମ ଭାବେ ଘୋଷଣା କରାଯିବ

ରସୁଲପୁର,୧୬।୧୧(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତର ଟସର ବସ୍ତ୍ରର ହବ୍‌ ଭାବେ ପରିଚିତ ଗୋପାଳପୁର ଗାଁକୁ ବୟନ ଗ୍ରାମ ଭାବେ ଘୋଷଣା କରାଯିବ ବୋଲି ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ବୁଣାକାରମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ା ଏହି ପ୍ରସ୍ତାବ…

ପାଣି ଚୋରି ରୋକିବ ସେନ୍‌ସର

ଯାଜପୁର ଅଫିସ,୧୬।୧୧: ଜଳ ସମ୍ପଦ ବିଭାଗ ପକ୍ଷରୁ ବିଭିନ୍ନ ସହର, ଶିଳ୍ପ ଏବଂ ବାଣିଜି୍ୟକ ପ୍ରତିଷ୍ଠାନଗୁଡିକୁ ଆଇନ ଅନୁଯାୟୀ ଜଳଯୋଗାଣ କରାଯାଉଛି। ୱାଟର ଆଲୋକେଶନ କମିଟି(ଡବ୍ଲ୍ୟୁଏସି)ର ମଞ୍ଜୁରୀକ୍ରମେ ୩୧ା୩ା୨୦୨୦ ସୁଦ୍ଧା ୧୦୮ ସହରାଞ୍ଚଳ ଏବଂ ୨୧୭ ଶିଳ୍ପାନୁଷ୍ଠାନକୁ ନଦୀ, ନାଳ ଓ…

କଚ୍ଛପ ଗତିରେ ଚାଲିଛି ରାଜପଥ ନିର୍ମାଣ

ଧର୍ମଶାଳା,୧୫ା୧୧(ଡି.ଏନ.ଏ.): ଚଣ୍ଡିଖୋଲଠାରୁ ଭଦ୍ରକ ପର୍ଯ୍ୟନ୍ତ ୧୬ ନଂ. ଜାତୀୟ ରାଜପଥର ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ତେବେ ଏହି କାର୍ଯ୍ୟ କରୁଥିବା ଠିକାସଂସ୍ଥା ମନ୍ଥର ଗତିରେ କାମ କରୁଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ରାଜପଥର ଧର୍ମଶାଳା ବ୍ଲକ ଜାରକାଠାରେ ଏକ ଫ୍ଲାଇ…

ଜିଲା, ବ୍ଲକ ସୀମାନ୍ତରେ ବିକାଶ ଅପହଞ୍ଚ

ଯାଜପୁର ଅଫିସ,୧୫ା୧୧: ପ୍ରଶାସନିକ ଅବହେଳା କାରଣରୁ ଓଡ଼ିଶାର ଜିଲା ଓ ବ୍ଲକଗୁଡ଼ିକର ସୀମାନ୍ତ ଅଞ୍ଚଳକୁ ବିକାଶ ପହଞ୍ଚି ପାରିନାହିଁ। ବିଶେଷକରି ଗମନାଗମନ ଭିତ୍ତିଭୂମି ଅତ୍ୟନ୍ତ ଦୁର୍ବଳ। ସୁଦୃଢ଼ ରାସ୍ତା ଓ ପୋଲ ନିର୍ମାଣ ହୋଇ ପାରି ନ ଥିବାରୁ ସରକାରଙ୍କ ଅନେକ…

ଧାର, କରଜର ଫସଲ ଧୋଇଗଲା

ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ ୩ ଦିନ ଧରି ଲଗାଣ ବର୍ଷାରେ ପ୍ରାୟ ଉଜୁଡ଼ିଯାଇଛି। ଏହାଦ୍ୱାରା ଋଣ ଶୁଝିବା…

ସମ୍ପାଦକଙ୍କୁ ବହିଷ୍କାର କରିପାରିବ କମିଟି

ଯାଜପୁର ଅଫିସ,୧୪ା୧୧: ଯାଜପୁର ଜିଲା ଧର୍ମଶାଳା ବ୍ଲକ ମହିସରା ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ସମ୍ପାଦକ ଅମରେନ୍ଦ୍ର ରାଉତଙ୍କ ବିରୋଧରେ ଆର୍ଥିକ ଅନିୟମିତତା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି। ଏହିକ୍ରମରେ ମହୀଶରା ପାକ୍ସର ସମ୍ପାଦକ…

ଭୁଲ୍‌ ମାନି ବାପାଙ୍କୁ ଘରକୁ ନେଲେ ପୁଅ

ପାଣିକୋଇଲି,୧୪ା୧୧(ଡି.ଏନ.ଏ.): ପାଣିକୋଇଲି ପଞ୍ଚାୟତ ବଣିଆଗାଡ଼ିଆ (ଖଜିରିପୁର) ଗ୍ରାମର ବୃଦ୍ଧ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳଙ୍କୁ ତାଙ୍କ ଦୁଇ ପୁଅ ନ ପଚାରିବାରୁ ସେ ସ୍ଥାନୀୟ ବିଦ୍ୟାଳୟ ବାରଣ୍ଡାରେ ଆଶ୍ରୟ ନେଇଥିଲେ। ବରିଷ୍ଠ ନାଗରିକ ମଞ୍ଚ ସଭ୍ୟଙ୍କ ଉଦ୍ୟମ କ୍ରମେ ବିଶ୍ୱାଳଙ୍କୁ ତାଙ୍କ ପରିବାରବର୍ଗ ଶନିବାର…

ବନ୍ଦ ପାଳନ, କଂଗ୍ରେସ କର୍ମୀଙ୍କ ଧାରଣା

ଯାଜପୁର ଅଫିସ,୧୩।୧୧: ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ଦାବିରେ ଶୁକ୍ରବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଯାଜପୁର ଜିଲାରେ ମିଶ୍ରିତ ପ୍ରଭାବ ପକାଇଛି। କେତେକ ଛୋଟ ଦୋକାନକୁ ବାଦ୍‌ ଦେଲେ ଜିଲାରେ…

କାମ ଦେଉନି ଏମ୍‌ଡିଙ୍କ ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୧୩।୧୧: ସମସ୍ୟା ଏବଂ ଦୁର୍ନୀତିକୁ ନେଇ ଯାହା ପାଖରେ ଗୁହାରି କରାଯାଉଛି ସେମାନେ କିଛି ଶୁଣୁ ନାହାନ୍ତି। ବରଂ ସମସ୍ୟାର ବଳୟ ଭିତରେ ଅଭିଯୋଗକାରୀ ଆହୁରି ଛଟପଟ ହେଉଛନ୍ତି। ଏଭଳି ଅବ୍ୟବସ୍ଥାକୁ ଦେଖି କେତେଜଣ ଦୁର୍ନୀତିଖୋର ସରକାରୀ ଅଧିକାରୀ ଖୁସି…

ଅଧାରେ ଅଟକିଛି ୩୯୯ ପ୍ରକଳ୍ପ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୩ ।୧୧: ଓଡ଼ିଶାର ୧୩ଟି ଗ୍ରାମ୍ୟ ନିର୍ମାଣ ସର୍କଲ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ)ରେ ୩୯୯ଟି ରାସ୍ତା ନିର୍ମାଣ ସରୁନାହିଁ। ଏଥିରେ ପ୍ରଥମ ପର୍ଯ୍ୟାୟରେ ୩୦୮ ଓ ଦ୍ୱିତୀୟ ପର୍ଯ୍ୟାୟରେ ୯୧ଟି ପ୍ରକଳ୍ପ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?